ଭୂତକୋଠି ପାଲଟିଛି ବୃନ୍ଦାବନ ପ୍ୟାଲେସ୍, ତଦାରଖ କଲେ ବିଧାୟକ
ପାରଳାଖେମୁଣ୍ଡି,୮ା୬(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ସଦର ମହକୁମା ପାରଳାଖେମୁଣ୍ଡିଠାରେ ରହିଛି ଏକ ପର୍ଯ୍ୟଟନସ୍ଥଳୀ ବିଏନ୍ ପ୍ୟାଲେସ ବା ବୃନ୍ଦାବନ ପ୍ୟାଲେସ। କିନ୍ତୁ ଯେଉଁଭଳି ଭାବେ ଏହି ପ୍ୟାଲେସକୁ ବାରମ୍ବାର ଅବହେଳା କରାଯାଉଛି, ଦେଖି ଲୋକେ ଆଶ୍ଚର୍ଯ୍ୟ ହେଉଛନ୍ତି। ରକ୍ଷଣାବେକ୍ଷଣ ଅଭାବରୁ ବୃନ୍ଦାବନ…
ପାଇଖାନା ଟାଙ୍କିରେ କାମ କରୁଥିବା ବେଳେ ଅଘଟଣ: ଶ୍ବାସରୁଦ୍ଧା ହୋଇ ୩ ଜୀବନ ଗଲା
ଖଇରା,୮।୬(ଉତ୍କଲବନ୍ଧୁ ପଣ୍ଡା): ବାଲେଶ୍ବର ଜିଲା ଖଇରା ବ୍ଲକ ଝିଙ୍କିରିଆ ପଞ୍ଚାୟତ ଅଧୀନ ଗଗନଧୂଳି ଗ୍ରାମରେ ରବିବାର ପାଇଖାନା ଟାଙ୍କିରେ କାମ କରୁଥିବା ବେଳେ ଅଭାବନୀୟ ଘଟଣା ଘଟଛି । ଶ୍ବାସରୁଦ୍ଧ ହୋଇ ୩ ବ୍ୟକ୍ତି ମୃତ୍ୟୁ ବରଣ କରିଛନ୍ତି । ମୃତକମାନେ…
Video: ‘ରାତିର ସାଥୀ’, ନବବିବାହିତ ମହୁଆ ମୌଇତ୍ରା-ପିନାକୀ ମିଶ୍ରଙ୍କ ଡ୍ୟାନ୍ସ ଭିଡିଓ ଭାଇରାଲ୍
ନୂଆଦିଲ୍ଲୀ,୮ା୬: ତୃଣମୂଳ କଂଗ୍ରେସର ଏମପି ମହୁଆ ମୌଇତ୍ରା ଓ ବିଜୁ ଜନତା ଦଳ (ବିଜେଡି) ନେତା ପିନାକୀ ମିଶ୍ରଙ୍କର ୧୯୬୭ ମସିହାର ବଲିଉଡ କ୍ଲାସିକ୍ ରୋମାଣ୍ଟିକ ଗୀତ “ରାତ କେ ହମସଫର”ରେ ନାଚୁଥିବା ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି,…
ପୂର୍ତ୍ତମନ୍ତ୍ରୀଙ୍କ ବଡ଼ ସୂଚନା: ବଦଳିବ ଲୋକସେବା ଭବନ, ବିଧାନସଭାର ରୂପରେଖ
ଭୁବନେଶ୍ୱର,୮ା୬: ବଦଳିବ ଲୋକସେବା ଭବନ ଏବଂ ବିଧାସଭାର ଢାଞ୍ଚା। ଏନେଇ ସୂଚନା ଦେଇଛନ୍ତି ପୂର୍ତ୍ତ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ସେ କହିଛନ୍ତି, ନୂଆ ଢାଞ୍ଚାରେ ଲୋକସେବା ଭବନ ଏବଂ ବିଧାନସଭା ତିଆରି ହେବ। ପୁରୁଣା ବିଲ୍ଡିଂର ରୂପରେଖ ବଦଳା ଯିବା ପାଇଁ…
ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ: ଏସବୁ ଜିଲାରେ ପ୍ରବଳ ଘଡ଼ଘଡ଼ି ସହ ବର୍ଷା, ସତର୍କ କଲା ପାଣିପାଗ ବିଭାଗ
ଭୁବନେଶ୍ୱର,୮ା୬: ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ। ନିକଟରେ ଦୁଇଟି ଲଘୁଚାପ ସୃଷ୍ଟି ହୋଇଥିବାବେଳେ ଏବେ ଆଉ ଏକ ଲଘୁଚାପ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବା ନେଇ ସମ୍ଭାବନା ରହିଥିବା…
ଏପଟେ ଘନଘନ ବିଦ୍ୟୁତ୍କାଟ୍, ସେପଟେ ଦିନରେ ଜଳୁଛି ଷ୍ଟ୍ରିଟ୍ ଲାଇଟ୍
ଦାରିଙ୍ଗବାଡ଼ି,୮ା୬(ଅରୁଣ ସାହୁ): ଗୋଟିଏ ପଟେ ଘନଘନ ବିଦ୍ୟୁତ୍ କାଟ୍କୁ ନେଇ ଜନଅସନ୍ତୋଷ ବୃଦ୍ଧି ପାଉଥିବା ବେଳେ ଅନ୍ୟପଟେ ଦିନରେ ଜଳୁଛି ଷ୍ଟ୍ରିଟ ଲାଇଟ୍। ଏଭଳି ଘଟଣା ଦେଖିବାକୁ ମିଳିଛି କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଲକ୍ଷ୍ମୀ ବଜାରରେ। ପ୍ରକାଶ ଯେ, ଏବେ ଉକ୍ତ…
ବଡ଼ବାପାଙ୍କ ସହ ଗାଧୋଇବାକୁ ଯାଇ ମହାନଦୀରେ ଭାସିଗଲେ ୪
ବାଙ୍କୀ,୮ା୬: ମହାନଦୀରେ ଗାଧୋଉଥିବା ବେଳେ ରବିବାର ୪ ଜଣ ପିଲା ଭାସିଯାଇଥିଲେ। ସେମାନଙ୍କ ମଧ୍ୟରୁ ୩ ଜଣଙ୍କୁ ଉଦ୍ଧାର କରାଯାଇଥିବାବେଳେ ଏବେ ବି ଜଣେ ନାବାଳିକା ନିଖୋଜ ଅଛନ୍ତି। ବଡ଼ବାପାଙ୍କ ସହ ୩ ପୁତୁରା ଏବଂ ଝିଆରୀ ଗାଧୋଇବାକୁ ଯାଇଥିବାବେଳେ ଏହି…
ଆମ୍ବଗଛ ତଳେ ବାଇକ୍ ରଖି ଝୁଲିପଡ଼ିଲେ ଯୁବକ, କେଉଁ ପରିସ୍ଥିତିରେ ସେ…
ରାୟଗଡ଼ା,୮ା୬(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ମୁନିଗୁଡ଼ା ଥାନା ଅନ୍ତର୍ଗତ କାଣିଯୋଡ଼ି ଆମ୍ବତୋଟା ନିକଟରେ ଏକ ଆମ୍ବଗଛରେ ଜଣେ ଯୁବକଙ୍କ ଝୁଲନ୍ତା ଅବସ୍ଥାରେ ମୃତଦେହ ଠାବ ହୋଇଛି। ମୃତ ଯୁବକ ଜଣକ ଥେରୁବାଲିର ସଞ୍ଜୟ କୁମାର ଦେ। ଗଛ ତଳେ ନିଜର…
ମା’ ହେଲା ଧଳାବାଘୁଣୀ ମୌସୁମୀ, ଦୁଇ ଛୁଆକୁ ଦେଲା ଜନ୍ମ, ହୋଇପାରିନି ଲିଙ୍ଗ ନିର୍ଣ୍ଣୟ
ବାରଙ୍ଗ,୮ା୬(ଲିଙ୍ଗରାଜ ରାଉତ): ନନ୍ଦନକାନନ ପ୍ରାଣୀଉଦ୍ୟାନରେ ଶନିବାର ରାତିରେ ଦୁଇଟି ପର୍ଯ୍ୟାୟରେ ୨ଟି ଛୁଆକୁ ଜନ୍ମ ଦେଇଛି ଧଳା ବାଘୁଣୀ ମୌସୁମୀ। ପ୍ରଥମ ଛୁଆ ଶନିବାର ରାତି ୯:୧୫ ଏବଂ ଦିତୀୟ ଛୁଆ ରାତି ୧୧:୦୩ ସମୟରେ ଏନ୍କ୍ଲୋଜର ୨୮-ବି’ରେ ଜନ୍ମ ଦେଇଛି।…
ଆଜି ରାଜ୍ୟରେ ଆଉ ୭ କରୋନା ଆକ୍ରାନ୍ତ ଚିହ୍ନଟ, ୪୫ରେ ପହଞ୍ଚିଲାଣି ଆକ୍ରାନ୍ତଙ୍କ ସଂଖ୍ୟା
ଭୁବନେଶ୍ୱର,୮ା୬: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ଚାଲିଛି। ରବିବାର ଆଉ ୭ ନୂଆ କରୋନା ଆକ୍ରାନ୍ତ ଟିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୫ରେ ପହଞ୍ଚିଛି। ଏଥିମଧ୍ୟରୁ ୧୨ ଜଣ ସୁସ୍ଥ ହୋଇଥିବାବେଳେ ୩୩…
ଶନିବାରରୁ ଫେରି ନ ଥିଲେ ଘରକୁ: ରାସ୍ତାରୁ ମିଳିଲା ଫଳ ଦୋକାନୀଙ୍କ ମୃତଦେହ
ବରଗଡ଼,୮।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଲେଙ୍ଗୁ ମିଶ୍ର ଛକ-ହସ୍ପିଟାଲ ରାସ୍ତା ପାର୍ଶ୍ବ ଡ୍ରେନ କଡ଼ରୁ ରବିବାର ସକାଳୁ ସ୍ଥାନୀୟ ଜଣେ ଫଳ ଦୋକାନୀଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତକ ଜଣକ ହେଲେ, ବରଗଡ଼ ବିଶିପଡା ବାସିନ୍ଦା ଶଙ୍କର ତାଣ୍ଡି(୫୫) । ସେ ଶନିବାର…
ଆଗକୁ ପଞ୍ଚାୟତ ନିର୍ବାଚନ: ନସଙ୍ଗଠନ ସଜାଡୁଛନ୍ତି ବିଭିନ୍ନ ଦଳୀୟ ନେତା
ନୂଆପଡ଼ା,୮।୬ (ମକାରୁ ବେମାଲ):ଆଗାମୀ ପଞ୍ଚାୟତ ନିର୍ବାଚନକୁ ଆଖିଆଗରେ ରଖି ନୂଆପଡ଼ା ଜିଲାରେ ବିଭିନ୍ନ ଦଳର ନେତୃତ୍ୱ ସେମାନଙ୍କ ସଙ୍ଗଠନ ସଜାଡିବାରେ ଲାଗିଛନ୍ତି। ନୂଆପଡ଼ା ବିଧାନସଭା କ୍ଷେତ୍ରର ବିଜେଡି ଓ ଭାଜପା ସହ କଂଗ୍ରେସର ନେତାମାନେ ଏଥିପାଇଁ ଜୋରସୋରରେ ଲାଗିପଡିଛନ୍ତି। ନିର୍ବାଚନ ମଣ୍ଡଳୀର…
Archives


