ଭାଜପାର ନୂଆ ଟିମ୍ରେ ଓଡ଼ିଶାର ଏହି ୨ ନେତା ସାମିଲ: ଜାଣନ୍ତୁ କିଏ କିଏ
ଭୁବନେଶ୍ୱର,୧୭।୮: ଭାଜପାର ନୂତନ ସଭାପତି ନୀତିନ ନବୀନଙ୍କ ନେତୃତ୍ୱରେ ନୂତନ ଜାତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ପୂର୍ବରୁ ପଶ୍ଚିମ ଏବଂ ଉତ୍ତରରୁ ଦକ୍ଷିଣ ପର୍ଯ୍ୟନ୍ତ ବ୍ୟାପୀ ଦେଶର ନେତାମାନେ ସାମିଲ ଅଛନ୍ତି। ଆସନ୍ତା ବର୍ଷ ୭ଟି ରାଜ୍ୟରେ ହେବାକୁ ଥିବା…
ଗୁଣ୍ଡା ସାହୁ ଅପହରଣ ମାମଲା: ଗିରଫ ୪ ଅଭିଯୁକ୍ତ କୋର୍ଟ ଚାଲାଣ , ଜାମିନ ନାମଞ୍ଜୁର ହେବାରୁ
ବଲାଙ୍ଗୀର, ୧୭।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ବ୍ୟବସାୟୀ ନରେନ୍ଦ୍ର ଓରଫ୍ ଗୁଣ୍ଡା ସାହୁ ଅପହରଣ ମାମଲାରେ ଗିରଫ ହୋଇଥିବା ୪ ଜଣ ଅଭିଯୁକ୍ତଙ୍କୁ ବଲାଙ୍ଗୀର ପୋଲିସ ସୋମବାର କୋର୍ଟ ଚାଲାଣ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ବୌଦ୍ଧ ଜିଲା କଣ୍ଟାମାଳ…
ବ୍ରାହ୍ମଣୀରେ ଭୟଙ୍କର ବନ୍ୟା: ବିପଦ ସଙ୍କେତ ଡେଇଁ ୨୦ ଫୁଟରେ ପ୍ରବାହିତ ଜଳ, ଅଳଭା ଠାରେ ଘଳିଆ
ପଟ୍ଟାମୁଣ୍ଡାଇ,୧୭।୮ (କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଦେଇ ପ୍ରବାହିତ ବ୍ରାହ୍ମଣୀ ନଦୀରେ ବନ୍ୟା ପରିସ୍ଥିତି ଅତ୍ୟନ୍ତ ଗମ୍ଭୀର ରୂପ ଧାରଣ କରିଛି। ବ୍ରାହ୍ମଣୀ ନଦୀର ବିପଦ ସଙ୍କେତ ୧୬ ଫୁଟ ଥିବା ବେଳେ ବର୍ତ୍ତମାନ ୨୦ ଫୁଟ ଉଚ୍ଚରେ ବନ୍ୟାଜଳ…
ପବିତ୍ର ଶ୍ରାବଣ ସୋମବାରକୁ ସଂକ୍ରାନ୍ତି ସଂଯୋଗ: ବିଭିନ୍ନ ମନ୍ଦିରରେ କାଉଡ଼ିଆଙ୍କ ପାଇଁ….
କଲ୍ୟାଣସିଂହପୁର, ୧୭।୮ (ଦୀପକ କୁମାର ପରିଡ଼ା): ପବିତ୍ର ଶ୍ରାବଣ ମାସର ତୃତୀୟ ସୋମବାର ତଥା ସିଂହ ସଂକ୍ରାନ୍ତି ଅବସରରେ କଲ୍ୟାଣସିଂହପୁର ବ୍ଲକର ବିଭିନ୍ନ ପ୍ରମୁଖ ଶୈବପୀଠ ଓ ମନ୍ଦିରରେ ଶ୍ରଦ୍ଧାଳୁ ତଥା କାଉଡ଼ିଆ ଭକ୍ତଙ୍କ ପ୍ରବଳ ସମାଗମ ଦେଖିବାକୁ ମିଳିଛି। ଏହି…
ବଲାଙ୍ଗୀର ବ୍ୟବସାୟୀଙ୍କୁ ଅପହରଣ ଘଟଣାରେ ବଡ଼ ଖୁଲାସା; ରାଜଧାନୀରେ କରାଯାଇଥିଲା ଆପରାଧିକ ଷଡ଼ଯନ୍ତ୍ର, ଖଣ୍ଡଗିରି ଥାନାକୁ…
ବଲାଙ୍ଗୀର,୧୭ା୮(ବୀରେନ୍ଦ୍ର କୁମାର ଝାଙ୍କର): ବଲାଙ୍ଗୀରର ବ୍ୟବସାୟୀ ନରେନ୍ଦ୍ର ଓରଫ୍ ଗୁଣ୍ଡା ସାହୁ ଅପହରଣ ଘଟଣାରେ ବଡ଼ ଖୁଲାସା କରିଛି ବଲାଙ୍ଗୀର ପୋଲିସ । ଏହି ଆପରାଧିକ ଷଡ଼ଯନ୍ତ୍ରରେ ସାମିଲ ଥିବା ଭୁବନେଶ୍ୱରର ଜଣେ ମହିଳା ପୋଲିସ ସବଇନ୍ସପେକ୍ଟର ସ୍ନେହମଞ୍ଜରୀ ସାହୁ ଓ…
ବୈତରଣୀରେ ଆସୁଛି ବନ୍ୟା, ଭୟଭୀତ ଅଞ୍ଚଳବାସୀ
ବଞ୍ଚୋ,୧୭।୮(ପ୍ରଦୋଷ ବିଶ୍ୱାଳ): ଲଗାଣ ବର୍ଷା ଯୋଗୁ କେନ୍ଦୁଝର ଜିଲା ଆନନ୍ଦପୁରଠାରେ ବୈତରଣୀ ନଦୀର ଜଳସ୍ତର ପୁଣି ବିପଦ ସଙ୍କେତ ଉପରକୁ ଉଠିଛି। ଆନନ୍ଦପୁର ଗେଜ୍ ସାଇଟର ତଥ୍ୟ ଅନୁଯାୟୀ, ସୋମବାର ଅପରାହ୍ନ ୧ଟାରେ ନଦୀର ଜଳସ୍ତର ୩୯.୧୭୦ ମିଟର ରେକର୍ଡ ହୋଇଛି।…
ସୁଭଦ୍ରା ହିତାଧିକାରୀଙ୍କ ପାଇଁ ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ଏହି ଦିନ ମିଳିବ ପଞ୍ଚମ କିସ୍ତି ଟଙ୍କା
ଭୁବନେଶ୍ବର,୧୭ା୮: ସୁଭଦ୍ରା ପଞ୍ଚମ କିସ୍ତି ଟଙ୍କା ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ବଡ଼ ସୂଚନା ଦେଇଛନ୍ତି । ରକ୍ଷା ବନ୍ଧନ ଦିନ ହିଁ ମିଳିବ ସୁଭଦ୍ରା ପଞ୍ଚମ କିସ୍ତି । ଆସନ୍ତା ଅଗଷ୍ଟ ୨୮ ତାରିଖରେ ରାକ୍ଷୀ ପୂର୍ଣ୍ଣିମା ପଡୁଥିବା ବେଳେ…
ବ୍ୟବସାୟୀ ଅପହରଣ ମାମଲା: ମହିଳା ପୋଲିସ ସବ୍ଇନ୍ସପେକ୍ଟରଙ୍କ ସହ ଜଣେ ସାମ୍ବାଦିକ ଗିରଫ, ୪କୁ ବୃଦ୍ଧି ପାଇଲା ସଂଖ୍ୟା
ବଲାଙ୍ଗୀର,୧୭ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ବ୍ୟବସାୟୀ ନରେନ୍ଦ୍ର ଓରଫ ଗୁଣ୍ଡା ସାହୁ ଅପହରଣ ମାମଲାରେ ବଲାଙ୍ଗୀର ପୋଲିସ ଭୁବନେଶ୍ବରରୁ ଜଣେ ମହିଳା ସବ୍ଇନ୍ସପେକ୍ଟର ଓ ଜଣେ ଖବରଦାତାଙ୍କୁ ଗିରଫ କରିଛି। ମହିଳା ସବଇନ୍ସପେକ୍ଟର ହେଲେ ସ୍ନେହାମଞ୍ଜରୀ ସାହୁ ଓ ଗିରଫ ସାମ୍ବାଦିକ…
ଡିଜିପି ଦାୟିତ୍ୱ ନେବା ପରେ ପୁରୀ ଆସି ମହାପ୍ରଭୁଙ୍କ ଦର୍ଶନ କଲେ ବିନୟତୋଷ ମିଶ୍ର
ପୁରୀ, ୧୬।୮ (ଅଜିତ୍ କୁମାର ମହାନ୍ତି): ଅନ୍ତରୀଣ ଡିଜିପି ଭାବେ ଦାୟିତ୍ୱ ଗ୍ରହଣ କରିବା ପରେ ବିନୟତୋଷ ମିଶ୍ର ରବିବାର ରାତିରେ ପୁରୀ ଶ୍ରୀମନ୍ଦିରରେ ପହଞ୍ଚି ଶ୍ରୀ ବିଗ୍ରହମାନଙ୍କ ଦର୍ଶନ କରିଛନ୍ତି। ପୋଲିସ ମହାନିର୍ଦ୍ଦେଶକ ଶ୍ରୀମନ୍ଦିରରେ ପହଞ୍ଚିବା ପରେ ଶ୍ରୀମନ୍ଦିର ପ୍ରଶାସନ…
ଅଧିକାର ପାଇଁ ଆନ୍ଦୋଳନ: ସମୁଦ୍ର ଆଁରୁ ଭିଟାମାଟି ବଞ୍ଚାଇବାକୁ…
ଛତ୍ରପୁର, ୧୭।୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦ ଉପକଣ୍ଠ ଆର୍ଯ୍ୟପଲ୍ଲୀଠାରେ ସମୁଦ୍ର କୂଳ ଲଙ୍ଘିବା ଘଟଣା ଏବେ ଆନ୍ଦୋଳନର ରୂପ ନେଇଛି। ସମୁଦ୍ରର ଉଗ୍ର ରୂପରୁ ନିଜ ଭିଟାମାଟି ଓ ପରିବାରକୁ ବଞ୍ଚାଇବା ଦାବିରେ ଗ୍ରାମବାସୀ ସୋମବାର…
ସମୁଦ୍ରରେ ଆନ୍ଧ୍ର ମାଛ ମାଫିଆଙ୍କ ଦୌରାତ୍ମ୍ୟ, ୨ ଟ୍ରଲର ସହ ୫ କ୍ୱିଣ୍ଟାଲ ମାଛ ଜବତ କରି…
ଛତ୍ରପୁର,୧୭ା୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଉପକୂଳବର୍ତ୍ତୀ ସମୁଦ୍ର ଅଞ୍ଚଳରେ ପୁଣିଥରେ ଆନ୍ଧ୍ର ମାଛ ମାଫିଆଙ୍କ ଦୌରାତ୍ମ୍ୟ ଦେଖିବାକୁ ମିଳିଛି। ଆର୍ଯ୍ୟପଲ୍ଲୀ ନିକଟ ସମୁଦ୍ରରେ ଆନ୍ଧ୍ର ପ୍ରଦେଶର କିଛି ମତ୍ସ୍ୟଜୀବୀ ବେଆଇନ ଭାବେ ଦୁଇଟି ଟ୍ରଲର ଯୋଗେ ମାଛ ଧରୁଥିବା ଅଭିଯୋଗ…
ନୃତ୍ୟାଶା ସମ୍ମାନ ୨୦୨୬: ପଦ୍ମଶ୍ରୀ ଗୁରୁ ଦୁର୍ଗାଚରଣ ରଣବୀର ସମ୍ମାନୀତ
ଭୁବନେଶ୍ୱର,୧୭।୮: ଓଡ଼ିଶୀ ନୃତ୍ୟ ଓ ସଙ୍ଗୀତର ପ୍ରଚାର, ପ୍ରସାର ଏବଂ ଏହାର ଅମୂଲ ପରମ୍ପରାର ସୁରକ୍ଷା ପାଇଁ ନିରନ୍ତର କାର୍ଯ୍ୟରତ ଅନୁଷ୍ଠାନ ‘ନୃତ୍ୟାଶା’ ପକ୍ଷରୁ ଆୟୋଜିତ ଅଷ୍ଟମ ନୃତ୍ୟାଶା ସମ୍ମାନ ୨୦୨୬ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ବିଶିଷ୍ଟ ଓଡ଼ିଶୀ ନୃତଗୁରୁ…

