ରାଜ୍ୟ

ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପର ସମସ୍ତ ସାତଟି ସୁଡ଼ଙ୍ଗ ଖନନ କାର୍ଯ୍ୟ ଶେଷ

ଭୁବନେଶ୍ୱର,୧।୬: ଭାରତୀୟ ରେଳବାଇର ଏକ ପ୍ରମୁଖ ପ୍ରକଳ୍ପ ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ନୂତନ ରେଳ ଲାଇନ ପ୍ରକଳ୍ପ ଏକ ଐତିହାସିକ ମାଇଲଖୁଣ୍ଟରେ ପହଞ୍ଚିଛି। ନୟାଗଡ଼ ଜିଲାର ବୁଗୁଡ଼ା ଓ ଦାଶପଲ୍ଲା ମଧ୍ୟରେ ଅବସ୍ଥିତ ସୁଡ଼ଙ୍ଗ ନମ୍ବର T2 ର ଅନ୍ତିମ ବ୍ରେକଥ୍ରୁ ମେ…

ସରକାରୀ ଟଙ୍କା ଆତ୍ମସାତ: ନିଲମ୍ବିତ ହେଲେ ପିଇଓ, ଜିଆରଏସ୍‌

ବାଲିଗୁଡ଼ା,୧ା୬(ସଞ୍ଜୟ କୁମାର ପାଣିଗ୍ରାହୀ): ବାଲିଗୁଡ଼ା ଉପଖଣ୍ଡ କୋଟଗଡ଼ ବ୍ଲକ୍‌ ଦୁର୍ଗାପଙ୍ଗା ପଞ୍ଚାୟତରେ ମନରେଗା କାର୍ଯ୍ୟର ଟଙ୍କା ଆତ୍ମସାତ ଘଟଣାରେ କନ୍ଧମାଳ ଜିଲାପାଳଙ୍କ ଛାଟ ବାଜିଛି। କୋଟଗଡ଼ ବ୍ଲକରେ ୨୦୨୨-୨୩ରେ ମନରେଗାରେ ବ୍ୟାପକ ଦୁର୍ନୀତି ନେଇ ଗତବର୍ଷ ଜୁନ ପହିଲାରେ କେନ୍ଦ୍ର ସରକାରଙ୍କ…

ପୁଣି କୁବେର ସହକାରୀ ନିର୍ବାହୀ ଯନ୍ତ୍ରୀ ଗିରଫ

ବ୍ରହ୍ମପୁର,୧।୬: ପୁଣି ଭିଜିଲାନ୍ସ ଜାଲରେ ସହକାରୀ ନିର୍ବାହୀ ଯନ୍ତ୍ରୀ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବ୍ରହ୍ମପୁର ପୂର୍ତ୍ତ ସହକାରୀ ନିର୍ବାହୀ ଯନ୍ତ୍ରୀ ଏନ୍‌. ଦିଲ୍ଲୀପ କୁମାର ଚୌଧୁରୀଙ୍କୁ ଭିଜିଲାନ୍ସ ଗିରଫ କରିଛି। ଯନ୍ତୀଙ୍କ ଆୟଠାରୁ ୧୧୯ ପ୍ରତିଶତ ଅଧିକ ସମ୍ପତ୍ତି…

ସମୁଦୁଣୀଙ୍କୁ ତୀର ମାଡ଼ କଲେ ସମୁଦି, ପେଟରେ ବାଜି…

ବଣାଇଁ,୧।୬(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ଲହୁଣୀପଡ଼ା ଥାନା ଅଧୀନ ଗମଲେଇ ଗାଁରେ ଏକ ଅଭାବନୀୟ ଘଟଣା ଘଟିଛି। ତୀରମାଡରେ ମହିଳା ଜଣକ ଗୁରୁତର ଆହତ ହୋଇଛନ୍ତି। ତାଙ୍କୁ ହସ୍ପିଟାଳରେ ଭର୍ତ୍ତି କରାଯାଇଛି। ଅନ୍ୟପକ୍ଷେ ତୀର ମାରିଥିବା ବ୍ୟକ୍ତିଙ୍କୁ ପୋଲିସ ଥାନାରେ ଅଟକ…

ଟଙ୍କା ବଣ୍ଡଲରେ ପେପର କଟିଂ ରଖି ଲୋକଙ୍କୁ ଚକ୍‌ମା ଦେଇ ଠକୁଥିଲେ, ବନ୍ଧା ହେଲେ ୫

ଭୁବନେଶ୍ୱର,୧।୬: ଭୁବନେଶ୍ୱର କମିଶନରେଟ୍‌ ପୋଲିସ ରବିବାର ଏକ ଠକେଇ ଗ୍ୟାଙ୍ଗକୁ ଧରିବାରେ ସଫଳ ହୋଇଛି। ଗ୍ୟାଙ୍ଗର ଜଣେ ମହିଳାଙ୍କ ସମେତ ୫ ଜଣଙ୍କୁ ଗିରଫ କରିଛି। ସମ୍ପୃକ୍ତ ଗ୍ୟାଙ୍ଗ ନୟାପଲ୍ଲୀ ଏବଂ ଭରତପୁର ଅଞ୍ଚଳରୁ ୧୦ ଲକ୍ଷରୁ ଊଦ୍ଧର୍‌ବ ଟଙ୍କା ଠକେଇ…

ରାଉରକେଲାରେ ଚାଞ୍ଚଲ୍ୟ: ବିସ୍ଫୋରକ ଭର୍ତ୍ତି ୨ ଟ୍ରକ୍‌ ଠାବ

ରାଉରକେଲା,୧।୬: ସୁନ୍ଦରଗଡ଼ ଜିଲା ବାଲୁଘାଟ ପେଟ୍ରୋଲ ପମ୍ପ ନିକଟରୁ ରବିବାର ସନ୍ଦେହଜନକ ଅବସ୍ଥାରେ ୨ଟି ବିସ୍ଫୋରକ ଭର୍ତ୍ତି ଟ୍ରକ ଠାବ ହୋଇଛି। ଖବର ପାଇ ଘଟଣାସ୍ଥଳରେ ପୋଲିସ, ଖଣି ବିଭାଗ ଓ GST ଅଧିକାରୀ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି। ଯାଞ୍ଚ…

ସଂରକ୍ଷିତ ଜଙ୍ଗଲରେ ୨୮ ବେଆଇନ ନିର୍ମାଣ ଘର ଭାଙ୍ଗିଲା ବନ ବିଭାଗ

ଝରିଗାଁ,୧ା୬(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ରହିଥିବା ସଂରକ୍ଷିତ ଜଙ୍ଗଲରେ ବହୁ ଅସାଧୁ ବେଆଇନ ଘର କରୁଥିବା ସହ ବହୁ ପୁରୁଣା ଜଙ୍ଗଲ ନଷ୍ଟ କରି ସେଠାରେ ଅବାଧ ଭାବେ ମକାଚାଷ କରୁଥିବା ବେଳେ ଏବେ ଜିଲା ବନ…

ଫରେଷ୍ଟ କମିଶନ ଗଠନ ଦାବି ନେଇ ଏକାଠି ହେଲେ ବନ କର୍ମଚାରୀ

ଭଞ୍ଜନଗର,୧ା୬(ବାବୁଲା ପ୍ରଧାନ): ଓଡ଼ିଶା ଅଣ ଗେଜେଟେଡ୍‌ ବନ ସେବା ସଂଘ ବ୍ରହ୍ମପୁର ଜୋନ୍‌ ପକ୍ଷରୁ ରବିବାର ଭଞ୍ଜନଗର ଲାଲସିଂ ନର୍ସରୀ ପରିସରରେ ଏକ ବୈଠକ ହୋଇଥିଲା। ସଭା ପ୍ରାରମ୍ଭରେ ଶିକାରୀ ମାନକ ଗୁଳିରେ ନିହତ ହୋଇଥିବା ଢେଙ୍କାନାଳ ବନଖଣ୍ଡର ବନରକ୍ଷୀ ପ୍ରହଲ୍ଲାଦ…

ନରେଗା କାମ ଶୀଘ୍ର ସାରିବାକୁ ନିର୍ଦ୍ଦେଶ ଦେଲେ ବିଡିଓ

ଖଜୁରୀପଡ଼ା,୧ା୬(ବିଦୁର ବେହେରା): ଖଜୁରୀପଡ଼ା ବ୍ଲକରେ ବିଡ଼ିଓ ଶୁଭ ଦତ୍ତାତ୍ରେୟ ବାହିନୀପତି ଯୋଗ ଦେବା ଦିନ ଠାରୁ ବିକାଶ କାର୍ଯ୍ୟ ଅଗ୍ରସର ଭାବେ ଚାଲିଛି। ସେ ଛୁଟି ଦିନରେ ମଧ୍ୟ ବିଭିନ୍ନ ପଞ୍ଚାୟତକ୍ଷେତ୍ର ପରିଦର୍ଶନ କରି ଉନ୍ନୟନ ମୂଳକ କାର୍ଯ୍ୟଗୁଡିକର ସମୀକ୍ଷା କରୁଛନ୍ତି।…

ପରଲୋକରେ ‘ଜରି ମାଉସୀ’, ପ୍ରଧାନମନ୍ତ୍ରୀଙ୍କ ମନ୍‌ କି ବାତ୍‌ରେ କଥା ହୋଇ ଚର୍ଚ୍ଚାରେ ଥିଲେ…

କେନ୍ଦ୍ରାପଡ଼ା,୧ା୬(ଜଗନ୍ନାଥ ଧଳ): ସୁସ୍ଥ ପରିବେଶ ଓ ଅଳିଆ ସାମଗ୍ରୀରୁ ହସ୍ତକଳାକୁ ଗୁରୁତ୍ୱ ଦେଇଥିବା କେନ୍ଦ୍ରାପଡ଼ା ଜିଲାର ବହୁ ଚର୍ଚ୍ଚିତ ବ୍ୟକ୍ତିତ୍ୱ କମଳା ମହାରଣା (୬୬)ଙ୍କର ଶନିବାର ରାତିରେ ମୃତ୍ୟୁ ହୋଇଛି। ଗତ ମେ’ ୨୮ରେ ଘରେ ଗୋଡ଼ ଖସିଯିବାରୁ ଆହତ ହୋଇ…

ସ୍ୱାମୀ ଜାଣିଦେଲେ ସ୍ତ୍ରୀର ଅନୈତିକ ସମ୍ପର୍କ: ଶୋଇଥିବା ବେଳେ ପ୍ରେମିକକୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା

ଅନୁଗୁଳ,୧।୬: ଅନୁଗୁଳ ଜିଲାର କଣିହା ବ୍ଲକ ଅନ୍ତର୍ଗତ ମସୁଣିହାଟା ଗାଁରେ ରବିବାର ଏକ ହିଂସାତ୍ମକ ଘଟଣାରେ ଜଣେ ବ୍ୟକ୍ତିଙ୍କୁ ଶୋଇଥିବା ଅବସ୍ଥାରେ ହତ୍ୟା କରାଯାଇଛି। ମୃତ ବ୍ୟକ୍ତିଙ୍କ ନାମ ବବାଜୀ ନାୟକ ବୋଲି ଜଣାପଡ଼ିଛି, ଯାହାଙ୍କୁ ବିଭୂତି ନାୟକ ନାମକ ଜଣେ…

ବଢ଼ିଲା ଓମ୍‌ଫେଡ୍‌ କ୍ଷୀର ଦାମ୍‌, ଏବେ ଗଣିବେ ଏତିକି…

ଭୁବନେଶ୍ୱର,୧।୬: ଜୁନ ଆରମ୍ଭରୁ ପକେଟ ଉପରେ ଛାଟ। ରାଜ୍ୟରେ ବଢ଼ିଲା ଓମ୍‌ଫେଡ୍‌ କ୍ଷୀର ଦାମ୍‌। ଏଣିକି ଲିଟର ପିଛା ୨ ଟଙ୍କା ଅଧିକ ଗଣିବେ ଗ୍ରାହକ। ପୂର୍ବରୁ ବଜାରରେ ଓମଫେଡ୍‌ କ୍ଷୀର(୫୦୦ ଗ୍ରାମ) ପ୍ୟାକେଟ୍‌ ମୂଲ୍ୟ ୨୬ ଟଙ୍କା ରହିଥିବା ବେଳେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri