ରାଜ୍ୟ

ଭୁବନେଶ୍ୱରରେ ଅବୈଧ ଗର୍ଭପାତ ବଟିକା ବିକ୍ରି ଉପରେ ଚଢ଼ାଉ ଆରମ୍ଭ

ଭୁବନେଶ୍ୱର,୨୬।୧୧: ଡ୍ରଗ୍ସ କଣ୍ଟ୍ରୋଲ୍ ବିଭାଗ, ଭୁବନେଶ୍ୱର ପକ୍ଷରୁ ସହରର ଫାର୍ମାସିଗୁଡ଼ିକରେ ଅବୈଧ ଗର୍ଭପାତ ବଟିକା ବିକ୍ରି ଉପରେ ଚଢ଼ାଉ ଆରମ୍ଭ କରାଯାଇଛି। ଅଧିକାରୀମାନେ ଚନ୍ଦ୍ରଶେଖରପୁର ଅଞ୍ଚଳର ଶୈଳଶ୍ରୀ ବିହାରସ୍ଥିତ ବିଭିନ୍ନ ମେଡିକାଲ ଷ୍ଟୋରରେ ଚଢ଼ାଉ କରିଛନ୍ତି। ଅନେକ ମାମଲାରେ କର୍ତ୍ତୃପକ୍ଷ ଲାଇସେନ୍ସ…

ଡିସେମ୍ବର ୧ରୁ ଭକ୍ତଙ୍କ ପାଇଁ ଖୋଲିବ ପୁରୀ ଗୁଣ୍ଡିଚା ମନ୍ଦିର

ପୁରୀ,୨୬ା୧୧: ପୁରୀର ଶ୍ରୀ ଗୁଣ୍ଡିଚା ମନ୍ଦିର ଆସନ୍ତା ଡିସେମ୍ବର ୧ ତାରିଖରୁ ଭକ୍ତ ଓ ଶ୍ରଦ୍ଧାଳୁଙ୍କ ପାଇଁ ଖୋଲିବ। ବୁଧବାର ପୁରୀ ଜିଲାପାଳ ଦିବ୍ୟଜ୍ୟୋତି ପରିଡା ଏହି ସୂଚନା ଦେଇଛନ୍ତି। ପ୍ରଶାସନ ପକ୍ଷରୁ ଶ୍ରୀ ଗୁଣ୍ଡିଚା ମନ୍ଦିର ନିକଟରୁ ଜବରଦଖଲ ହଟାଯିବା…

ଦେବାଶିଷଙ୍କ ବିସ୍ଫୋରକ ବୟାନ: କହିଲେ ନବୀନ ବାବୁ ମୋତେ ଫୋନ କରିଥିଲେ, କିନ୍ତୁ…

ଭୁବନେଶ୍ୱର,୨୬।୧୧: ରାଜ୍ୟସଭା ସାଂସଦ ଦେବାଶିଷ ସାମନ୍ତରାୟ ବିସ୍ଫୋରକ ବୟାନ ଦେଇଛନ୍ତି। ଦେବାଶିଷ କହିଛନ୍ତି, ନବୀନ ବାବୁ ମୋତେ ଫୋନ କଲେ, ଗୃହରେ ଅନୁପସ୍ଥିତ ରହିବାକୁ କହିଥିଲେ। ମୁଁ ତାଙ୍କ ହିସାବରେ ଭୋଟ ଦେବାକୁ ଯାଇନଥିଲି। କିଛି ଲୋକ ନବୀନ ବାବୁଙ୍କୁ ଦେଖା…

ଲ୍ୟାଣ୍ଡଫଲ ବେଳେ ଭୀଷଣ ବାତ୍ୟା ହୋଇ ତାଣ୍ଡବ ରଚିବ ସେନ୍ୟାର, ଓଡ଼ିଶାରେ କିଛି ଘଣ୍ଟା ମଧ୍ୟରେ…

ନୂଆଦିଲ୍ଲୀ,୨୬।୧୧: ଭାରତ ପାଣିପାଗ ବିଭାଗ (IMD) ବଡ଼ ଅପଡେଟ ଜାରି କରି କହିଛି ଯେ ମଲାକ୍କା ପ୍ରଣାଳୀ ଉପରେ ଥିବା ଗଭୀର ଡିପ୍ରେସନ ଏବେ ଏକ ଘୂର୍ଣ୍ଣିଝଡ଼ “ସେନ୍ୟାର” ରେ ପରିଣତ ହୋଇଛି। ବୁଧବାର ଏହି ଝଡ଼ ଇଣ୍ଡୋନେସିଆ ଉପକୂଳରେ ସ୍ଥଳଭାଗ…

ଦାରିଙ୍ଗବାଡ଼ି ଗସ୍ତରେ କନ୍ଧମାଳ ଏମ୍‌ପି, ବିଭିନ୍ନ ପ୍ରକଳ୍ପର ଉଦ୍‌ଘାଟନ କରି କହିଲେ ଚାଷୀଙ୍କ ଉନ୍ନତି…

ଦାରିଙ୍ଗବାଡ଼ି,୨୬ା୧୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳକୁ କନ୍ଧମାଳ ଏମ୍‌ପି ସୁକାନ୍ତ କୁମାର ପାଣିଗ୍ରାହୀ ବୁଧବାର ଗସ୍ତ କରିଛନ୍ତି। ସେ ଏହି ଗସ୍ତ ସମୟରେ ସରକାରଙ୍କ ବିଭିନ୍ନ ପ୍ରକଳ୍ପର ଶୁଭ ଉଦ୍‌ଘାଟନ କରିଛନ୍ତି। କୃଷିର ଉନ୍ନତି ପାଇଁ କୃଷି ପ୍ରାଙ୍ଗଣର…

ବରଗଡ଼ରେ ଛତିଶଗଡ଼ ମୁଖ୍ୟମନ୍ତ୍ରୀ: ବୈଷ୍ଣୋଦେବୀ ମନ୍ଦିରରେ କଲେ ପୂଜାର୍ଚ୍ଚନା

ବରଗଡ଼,୨୬।୧୧(ପ୍ରେମାନନ୍ଦ ଖମାରୀ): ଛତିଶଗଡ଼ ମୁଖ୍ୟମନ୍ତ୍ରୀ ବିଷ୍ଣୁଦେଓ ସାଏ ବୁଧବାର ବରଗଡ଼ ଗସ୍ତରେ ଆସିଛନ୍ତି । ହେଲିକପ୍ଟର ଯୋଗେ ସେ ପହଞ୍ଚିଛନ୍ତି । ବରଗଡ଼ ବ୍ଲକ ବଗେଇବିରା ଗ୍ରାମର ଅସ୍ଥାୟୀ ହେଲିପ୍ୟାଡରେ ଓହ୍ଲାଇବା ପରେ ସେ ସେଠାରୁ କାର୍ ଯୋଗେ ବରଗଡ଼ ବ୍ଲକ…

ଜି. ଉଦୟଗିରି ରାଜ୍ୟର ସବୁଠାରୁ ଥଣ୍ଡା ସହର: ଘନକୁହୁଡି ଯୋଗୁ…

ଜି. ଉଦୟଗିରି,୨୬/୧୧(ଶିଶିର ପଟ୍ଟନାୟକ /ଚିନ୍ମୟ କୁମାର ସେଠି ): ରାଜ୍ୟର ଶୀତଳ ସହର ଜି. ଉଦୟଗିରିରେ ବୁଧୁବାର ମଧ୍ୟ ସବୁଠାରୁ କମ ତାପମାତ୍ରା ରହିଛି। ବୁଧୁବାର ଜି ଉଦୟଗିରି ଠାରେ ସର୍ବନିମ୍ନ ତାପମାତ୍ରା ୮. ୬ ଡିଗ୍ରୀ ରହିଛି। ଏହା ରାଜ୍ୟର…

ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ନେଇ ବଡ଼ ଅଭିଯୋଗ ଆଣିଲେ ନିର୍ଦ୍ଦେଶକ, ୩ ସହଯୋଗୀଙ୍କ ନାଁରେ…

ଭୁବନେଶ୍ୱର,୨୬।୧୧: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ନେଇ କଟକ ମଧୁପାଟଣା ଥାନାରେ ଲିଖିତ ଅଭିଯୋଗ ନିର୍ଦ୍ଦେଶକ ଜିତୁ ରାଉତ। ହ୍ୟୁମାନଙ୍କ ୩ ସହଯୋଗୀଙ୍କ ନାଁରେ ନିର୍ଦ୍ଦେଶକ ଜିତୁ ରାଉତ ଅଭିଯୋଗ ଆଣିଛନ୍ତି। ୩ ସହଯୋଗୀଙ୍କ ଭୂମିକାକୁ ତଦନ୍ତ କରିବାକୁ ସେ ଅନୁରୋଧ କରିଛନ୍ତି।ହ୍ୟୁମାନଙ୍କ…

ପୁଅର ବର ଗାଡି ତଳେ ଚାପି ହୋଇ ବାପାଙ୍କ ମୃତ୍ୟୁ, ବିବାହ ଶୋଭାଯାତ୍ରାରେ ଆସି ଶବ ହୋଇ ଫେରିଲେ…

ଲୋଇସିଂହା / ବେଲପଡ଼ା,୨୬।୧୧( ସୁଶାନ୍ତ ବାରିକ/ ମନୋଜ ମିଶ୍ର): ବଲାଙ୍ଗୀର ଜିଲା ବେଲପଡା ବ୍ଲକ ମଣ୍ଡଳ ଗ୍ରାମରେ ମଙ୍ଗଳବାର ରାତିରେ ବରଯାତ୍ରୀ ଶୋଭାଯାତ୍ରା ବେଳେ ଏକ ଅଘଟଣ ଘଟିଛି। ପୁଅର ବରଯାତ୍ରୀ ଗାଡ଼ି ଧକ୍କାରେ ବାପାଙ୍କ ମୃତ୍ୟୁ ଘଟିଛି। ଏହି ଘଟଣାରେ…

ସୃଷ୍ଟି ହେଲା ବାତ୍ୟା ‘ସେନ୍ୟାର’: ଏଇଠି କରିବ ଲ୍ୟାଣ୍ଡଫଲ, ହଠାତ୍‌ ଓଡ଼ିଶାରେ…

ଭୁବନେଶ୍ୱର,୨୬।୧୧: ସୃଷ୍ଟି ହେଲା ବାତ୍ୟା ସେନ୍ୟାର। ମାଲାକ୍କା ସମୁଦ୍ର ସନ୍ଧି ପାର୍ଶ୍ୱବର୍ତ୍ତୀ ଉତ୍ତର ପୂର୍ବରେ ବାତ୍ୟା ସେନ୍ୟାର ସୃଷ୍ଟି ହୋଇଛି । ଆଜି ଇଣ୍ଡୋନେସିଆ ଉପକୂଳକୁ ପୂର୍ବାହ୍ନରେ ଅତିକ୍ରମ କରିବା ସମ୍ଭାବନା ରହିଛି। ଏହି ବାତ୍ୟା ଇଣ୍ଡୋନେସିଆର କୁତ୍‌ ମକମୁର ଠାରୁ…

କାଲିଠୁ ଶୀତକାଳୀନ ଅଧିବେଶନ: ପ୍ରଥମ ଦିନରେ ଉଦ୍‌ବୋଧନ ଦେବେ ରାଷ୍ଟ୍ରପତି; କଡ଼ାକଡ଼ି ହେଲା…

ଭୁବନେଶ୍ୱର,୨୬ା୧୧(ତ୍ରିନାଥ ମହାନ୍ତି): ବିଧାନସଭାର ଶୀତକାଳୀନ ଅଧିବେଶନ ଗୁରୁବାରଠାରୁ ଆରମ୍ଭ ହେବାକୁ ଯାଉଛି। ଏଥର ବିଧାନସଭା ଅଧିବେଶନରେ ଉଦ୍‌ବୋଧନ ଦେବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ତେଣୁ ବ୍ଲୁ-ବୁକ୍‌ ଗାଇଡ୍‌ଲାଇନ୍‌ ମୁତାବକ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ମଙ୍ଗଳବାର ପୋଲିସ କମିଶନର ସୁରେଶ ଦେବଦତ୍ତ…

ଆଜି ଘୋଡ଼ଲାଗି ହେବେ ମହାପ୍ରଭୁ

ପୁରୀ,୨୬ା୧୧(ଅଜିତ୍‌ କୁମାର ମହାନ୍ତି): ମାର୍ଗଶିର ଶୁକ୍ଳପକ୍ଷ ଷଷ୍ଠୀ ବା ପ୍ରାବରଣ ଷଷ୍ଠୀ ଅବସରରେ ବୁଧବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଘୋଡ଼ଲାଗି ନୀତି ଅନୁଷ୍ଠିତ ହେବ। ମହାପ୍ରଭୁଙ୍କ ଏହି ଘୋଡ଼ଲାଗି ବସନ୍ତପଞ୍ଚମୀ ବା ସରସ୍ବତୀ ପୂଜା ପର୍ଯ୍ୟନ୍ତ ଚାଲିବ। ମହାପ୍ରଭୁଙ୍କ ଦ୍ୱାଦଶ ଯାତ୍ରା ମଧ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?