ନନ୍ଦନକାନନରେ କମିଲା ବାଘ ସଂଖ୍ୟା: ଆଖି ବୁଜିଲା ରୂପା-କୃଷ୍ଣାଙ୍କ ଗର୍ଭରୁ ଜନ୍ମିତ ଧଳା ଶାବକ
ଭୁବନେଶ୍ୱର,୨ା୬: ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ରବିବାର ସନ୍ଧ୍ୟାରେ ଏକ ଧଳା ବାଘଛୁଆଙ୍କର ମୃତ୍ୟୁ ହୋଇଛି। ଗତ ବର୍ଷ ନଭେମ୍ବର ୨ରେ ମେଲାନିଷ୍ଟିକ ବାଘ କୃଷ୍ଣା ଏବଂ ଧଳା ବାଘ ରୂପାଙ୍କ ଗର୍ଭରେ ଜନ୍ମ ହୋଇଥିବା ତିନୋଟି ମଧ୍ୟରୁ ଏହି ଛୁଆଟି ଗୋଟିଏ।…
ସାପ୍ତାହିକ ହାଟର ଶୁଭାରମ୍ଭ କଲେ ଏନ୍ଏସି ଅଧ୍ୟକ୍ଷା, ଏମ୍ପି-ବିଧାୟକ ଅଲୋଡ଼ା ହେବା ନେଇ ଜୋର୍ ଧରିଛି ରାଜନୀତି
ଗଞ୍ଜାମ,୨ା୬(ବିଦ୍ୟାଧର ସାହୁ): ଶନିବାର ସାପ୍ତାହିକ ହାଟର ଶୁଭାରମ୍ଭ ହୋଇଛି। ଗଞ୍ଜାମ ଏନ୍ଏସି ଅଧକ୍ଷା ଏହାର ଶୁଭାରମ୍ଭ କରିଥିଲେ। କିନ୍ତୁ ସ୍ଥାନୀୟ ବିଧାୟକ, ଏମ୍ପିଙ୍କୁ ଶୁଭାରମ୍ଭ କାର୍ଯ୍ୟକ୍ରମରେ ଅନୁପସ୍ଥିତ ଏବଂ ଫଳକରେ ନାମ ଥିବା ସହରରେ ଚର୍ଚ୍ଚା ଜୋର ଧରିଛି। ନିର୍ବାଚନରୁ ଲୋକଙ୍କ…
ଲଣ୍ଡା ପାହାଡ଼ ପାଲଟିଲା ସବୁଜ ବନାନୀ, ବଢ଼ିଲାଣି କାଠଚୋରି
ଭଞ୍ଜନଗର,୨ା୬(ବାବୁଲା ପ୍ରଧାନ): ସରକାର ଜନସାଧାରଣଙ୍କ ହିତକୁ ଦେଖି ଯୋଜନା କରିଥାନ୍ତି। କିନ୍ତୁ ତଳସ୍ତରରେ କାର୍ଯ୍ୟରତ ଅଧିକାରୀ ଏବଂ କର୍ମଚାରୀଙ୍କ ଉପରେ ଯୋଜନାର ସୁଫଳ ନିର୍ଭର କରୁଛି। କିଛି ଯୋଜନା ସଫଳ ହେଉଥିବା ବେଳେ ଆଉ କିଛି ଯୋଜନା ବିଫଳ ମଧ୍ୟ ହେଉଛି।…
ସୁପ୍ରିମୋଙ୍କ କଡ଼ା ଆକ୍ସନ, ବିଜେଡିରୁ ପୁଣି ଜଣଙ୍କୁ ବିଦା କରି…
ଭୁବନେଶ୍ୱର,୨ା୬: ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ପୁଣି ଏକ କଡ଼ା ଆକ୍ସନ ନେଇଛନ୍ତି। ଢେଙ୍କାନାଳ ସଦର ବ୍ଲକର ପୂର୍ବତନ ବ୍ଲକ ସଭାପତି ବିଭୂ ପ୍ରସାଦ ଦେହୁରୀଙ୍କୁ ଦଳରୁ ନିଲମ୍ବନ କରିଛନ୍ତି ସୁପ୍ରିମୋ। ଦଳ ବିରୋଧୀ କାର୍ଯ୍ୟ ପାଇଁ ବିଭୂଙ୍କୁ ଦଳରୁ ନିଲମ୍ବନ…
କାଳ ସାଜିଲା ଅଦିନିଆଁ ବର୍ଷା: କ୍ଷେତ, ମଣ୍ଡି ସବୁଠି ଧାନ ଗଜା
ବରଗଡ଼,୧।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତ ମେ ମାସ ଶେଷ ସପ୍ତାହରେ ହୋଇଥିବା ଅଦିନିଆଁ ବର୍ଷା ଚାଷୀଙ୍କ ଆର୍ଥିକ, ମାନସିକ ମେରୁଦଣ୍ଡକୁ ଦୋହଲାଇ ଦେଇଛି। କ୍ଷେତ, ଖଳାରେ ରହିଥିବା ଧାନ କେବଳ ବର୍ଷାପାଣିରେ ଓଦା ହୋଇଛି, ତାହା ନୁହେଁ। କ୍ଷେତ, ଖଳାଠାରୁ…
କଳିଙ୍ଗ ଷ୍ଟୁଡ଼ିଓ ପରିଦର୍ଶନ କଲେ ମୁଖ୍ୟମନ୍ତ୍ରୀ: ଦେଲେ ବଡ ନିର୍ଦ୍ଦେଶ
ଭୁବନେଶ୍ୱର,୧।୬: ରବିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳିଙ୍ଗ ଷ୍ଟୁଡ଼ିଓ ପରିଦର୍ଶନ କରି ଏହାକୁ ଏକ ସ୍ୱୟଂ ସମ୍ପୂର୍ଣ୍ଣ ଅତ୍ୟାଧୁନିକ ଷ୍ଟୁଡ଼ିଓ ଭାବେ ବିକଶିତ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି । ଏଥିପାଇଁ ଏକ ଡିପିଆର୍ ପ୍ରସ୍ତୁତ କରିବା ପାଇଁ ସେ…
ଅଧ୍ୟାପିକାଙ୍କୁ ବିବାହ ପ୍ରଲୋଭନ ଦେଖାଇ ବଳାତ୍କାର: ବିଟେକ୍ ଛାତ୍ର ଗିରଫ
ଜୟପୁର,୧ା୬(ପବନ ପାଣିଗ୍ରାହୀ): ଅଧ୍ୟାପିକାଙ୍କୁ ବିବାହ ପ୍ରଲୋଭନ ଦେଖାଇ ବଳାତ୍କାର କରିଥିବା ଅଭିଯୋଗରେ ଜୟପୁର ମହିଳା ଥାନା ପୋଲିସ ଜଣେ ବିଟେକ୍ ଛାତ୍ରଙ୍କୁ ରବିବାର ଗିରଫ କରିଛି। ଅଭିଯୁକ୍ତ ହେଲେ ନବରଙ୍ଗପୁର ଖାତିଗୁଡାର ଇସ୍ରାଏଲ ନାୟକ(୨୫)। ସୁଚନା ଅନୁଯାୟୀ, ଏକ ଘରୋଇ କଲେଜରେ…
ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପର ସମସ୍ତ ସାତଟି ସୁଡ଼ଙ୍ଗ ଖନନ କାର୍ଯ୍ୟ ଶେଷ
ଭୁବନେଶ୍ୱର,୧।୬: ଭାରତୀୟ ରେଳବାଇର ଏକ ପ୍ରମୁଖ ପ୍ରକଳ୍ପ ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ନୂତନ ରେଳ ଲାଇନ ପ୍ରକଳ୍ପ ଏକ ଐତିହାସିକ ମାଇଲଖୁଣ୍ଟରେ ପହଞ୍ଚିଛି। ନୟାଗଡ଼ ଜିଲାର ବୁଗୁଡ଼ା ଓ ଦାଶପଲ୍ଲା ମଧ୍ୟରେ ଅବସ୍ଥିତ ସୁଡ଼ଙ୍ଗ ନମ୍ବର T2 ର ଅନ୍ତିମ ବ୍ରେକଥ୍ରୁ ମେ…
ସରକାରୀ ଟଙ୍କା ଆତ୍ମସାତ: ନିଲମ୍ବିତ ହେଲେ ପିଇଓ, ଜିଆରଏସ୍
ବାଲିଗୁଡ଼ା,୧ା୬(ସଞ୍ଜୟ କୁମାର ପାଣିଗ୍ରାହୀ): ବାଲିଗୁଡ଼ା ଉପଖଣ୍ଡ କୋଟଗଡ଼ ବ୍ଲକ୍ ଦୁର୍ଗାପଙ୍ଗା ପଞ୍ଚାୟତରେ ମନରେଗା କାର୍ଯ୍ୟର ଟଙ୍କା ଆତ୍ମସାତ ଘଟଣାରେ କନ୍ଧମାଳ ଜିଲାପାଳଙ୍କ ଛାଟ ବାଜିଛି। କୋଟଗଡ଼ ବ୍ଲକରେ ୨୦୨୨-୨୩ରେ ମନରେଗାରେ ବ୍ୟାପକ ଦୁର୍ନୀତି ନେଇ ଗତବର୍ଷ ଜୁନ ପହିଲାରେ କେନ୍ଦ୍ର ସରକାରଙ୍କ…
ପୁଣି କୁବେର ସହକାରୀ ନିର୍ବାହୀ ଯନ୍ତ୍ରୀ ଗିରଫ
ବ୍ରହ୍ମପୁର,୧।୬: ପୁଣି ଭିଜିଲାନ୍ସ ଜାଲରେ ସହକାରୀ ନିର୍ବାହୀ ଯନ୍ତ୍ରୀ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବ୍ରହ୍ମପୁର ପୂର୍ତ୍ତ ସହକାରୀ ନିର୍ବାହୀ ଯନ୍ତ୍ରୀ ଏନ୍. ଦିଲ୍ଲୀପ କୁମାର ଚୌଧୁରୀଙ୍କୁ ଭିଜିଲାନ୍ସ ଗିରଫ କରିଛି। ଯନ୍ତୀଙ୍କ ଆୟଠାରୁ ୧୧୯ ପ୍ରତିଶତ ଅଧିକ ସମ୍ପତ୍ତି…
ସମୁଦୁଣୀଙ୍କୁ ତୀର ମାଡ଼ କଲେ ସମୁଦି, ପେଟରେ ବାଜି…
ବଣାଇଁ,୧।୬(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ଲହୁଣୀପଡ଼ା ଥାନା ଅଧୀନ ଗମଲେଇ ଗାଁରେ ଏକ ଅଭାବନୀୟ ଘଟଣା ଘଟିଛି। ତୀରମାଡରେ ମହିଳା ଜଣକ ଗୁରୁତର ଆହତ ହୋଇଛନ୍ତି। ତାଙ୍କୁ ହସ୍ପିଟାଳରେ ଭର୍ତ୍ତି କରାଯାଇଛି। ଅନ୍ୟପକ୍ଷେ ତୀର ମାରିଥିବା ବ୍ୟକ୍ତିଙ୍କୁ ପୋଲିସ ଥାନାରେ ଅଟକ…
ଟଙ୍କା ବଣ୍ଡଲରେ ପେପର କଟିଂ ରଖି ଲୋକଙ୍କୁ ଚକ୍ମା ଦେଇ ଠକୁଥିଲେ, ବନ୍ଧା ହେଲେ ୫
ଭୁବନେଶ୍ୱର,୧।୬: ଭୁବନେଶ୍ୱର କମିଶନରେଟ୍ ପୋଲିସ ରବିବାର ଏକ ଠକେଇ ଗ୍ୟାଙ୍ଗକୁ ଧରିବାରେ ସଫଳ ହୋଇଛି। ଗ୍ୟାଙ୍ଗର ଜଣେ ମହିଳାଙ୍କ ସମେତ ୫ ଜଣଙ୍କୁ ଗିରଫ କରିଛି। ସମ୍ପୃକ୍ତ ଗ୍ୟାଙ୍ଗ ନୟାପଲ୍ଲୀ ଏବଂ ଭରତପୁର ଅଞ୍ଚଳରୁ ୧୦ ଲକ୍ଷରୁ ଊଦ୍ଧର୍ବ ଟଙ୍କା ଠକେଇ…
Archives


