ରାଜ୍ୟ

ସାମାନ୍ୟ ବର୍ଷାରେ ମହୁଲପାଟଣା-ମୁଖୀଗୁଡ଼ା ରାସ୍ତା ବେହାଲ

ଥୁଆମୂଳ ରାମପୁର,୨୯ା୫(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ମହୁଲ ପାଟଣା – ମୁଖୀଗୁଡ଼ା ମୁଖ୍ୟ ଘାଟି ରାସ୍ତା ବିପର୍ଯ୍ୟସ୍ତ ହୋଇପଡ଼ିଛି। ଏହି ରାସ୍ତାଟି ବିଗତ ଦିନରେ ଇନ୍ଦ୍ରାବତୀ ଜଳବିଦ୍ୟୁତ ପ୍ରକଳ୍ପର ଅଧୀନରେ ହୋଇଛି ଯାହାକି ବିଭିନ୍ନ ଗେଟ୍‌…

ଡେଙ୍ଗୁରା ପିଟି ଓ୍ବାରେଣ୍ଟିଙ୍କ ନାଁରେ ଲଟ୍‌କା ଜାରି କଲା ପୋଲିସ

ବଲାଙ୍ଗୀର,୨୯ା୫(ସୁନୀଲ କୁମାର ମହାନ୍ତି): କୋର୍ଟରେ ହାଜର ହୋଇ ନ ଥିବା ବିଭିନ୍ନ ମାମଲାର ଓ୍ବାରେଣ୍ଟିମାନଙ୍କ ବିରୋଧରେ ବଲାଙ୍ଗୀର ଟାଉନ ଥାନା ପୋଲିସ ପକ୍ଷରୁ ଲଟ୍‌କା ଜାରି କରାଯାଇଛି। ସହରର ଟିକ୍ରାପଡ଼ା, ମାଲପଡ଼ା, ଇନ୍ଦିରାନଗର, ମାଲଗୋଦାମପଡ଼ା, ପ୍ରତାପସାଗର ପଡ଼ା ସମେତ ବିଭିନ୍ନ ପଡ଼ାରେ…

ଜଳସେଚନ ସୁବିଧା ପାଇଁ ଶହେ କୋଟି ଟଙ୍କାର ବ୍ୟୟବରାଦ, ଉପକୃତ ହେବେ ଚାଷୀ: ମୁଖ୍ୟମନ୍ତ୍ରୀ

ସାକ୍ଷୀଗୋପାଳ,୨୯ା୫(କିଶୋର ମହାପାତ୍ର/ପ୍ରଶାନ୍ତ): କୃଷି ବୈଜ୍ଞାନିକଙ୍କ ଦ୍ବାରା ଚାଷୀ ଭଉଣୀଭାଇମାନଙ୍କୁ ଚାଷ ସମ୍ବନ୍ଧୀୟ ସଦ୍ୟତମ ଜ୍ଞାନକୌଶଳ ସମ୍ପର୍କରେ ଅବଗତ କରାଇବା ସହ ସରକାରଙ୍କ କୃଷକ କଲ୍ୟାଣକାରୀ ଯୋଜନା ସମୂହକୁ ତୃଣମୂଳ ସ୍ତରରେ ପହଞ୍ଚାଇବା ଲକ୍ଷ୍ୟ ନେଇ ସାକ୍ଷୀଗୋପାଳରେସ୍ଥିତ ପୁରୀ ଜିଲାର କୃଷି ବିଜ୍ଞାନ…

ମର୍ମନ୍ତୁଦ ଦୁର୍ଘଟଣା, ଚାଲିଗଲା ୨ ଜୀବନ: ପିକ୍‌ଅପ୍‌ ଜାଳିଦେଲେ ଉତ୍ତ୍ୟକ୍ତ ଲୋକେ

ଝାରସୁଗୁଡ଼ା,୨୯।୫: ଝାରସୁଗୁଡ଼ା ଜିଲା ଝାରସୁଗୁଡ଼ା-ସମ୍ବଲପୁର ରାସ୍ତାର ସାରସମାଲ ନିକଟରେ ଗୁରୁବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ୨ ବାଇକ୍‌ ଆରୋହୀଙ୍କ ମୃତ୍ୟୁ ଘଟିଛି। ଅନ୍ୟପକ୍ଷେ ଘଟଣାସ୍ଥଳରେ ଉତ୍ତେଜନା ପରିସ୍ଥତି ସୃଷ୍ଟି ହୋଇଥିବା ବେଳେ ଉତ୍ତ୍ୟକ୍ତ ଲୋକେ ଦୁର୍ଘଟଣା ଘଟାଇଥିବା…

କୋଟିପତି ଯନ୍ତ୍ରୀ: ସମ୍ବଲପୁରରେ ରହିଛି ୨ ପ୍ଲଟ୍‌, ନଗଦ ୫୦ ଲକ୍ଷ ଟଙ୍କା ସହ ଘରୁ ବାହାରିଲାଣି ୧୦ ଭରି ସୁନା

ରାୟଗଡ଼ା,୨୯ା୫(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜନସ୍ବାସ୍ଥ୍ୟ ବିଭାଗ ଅଧୀକ୍ଷଣ ଯନ୍ତ୍ରୀ ସହଦେବ କିଷାନ ଭିଜିଲାନ୍ସରେ ଧରା ପଡ଼ିଥିଲେ। ଯନ୍ତ୍ରୀ କିଷାନ ରାତି ପ୍ରାୟ ୭.୩୦ରେ ଜଣେ ଠିକାଦାରଙ୍କଠାରୁ ୧ଲକ୍ଷ ୫୦ ହଜାର ଟଙ୍କା ଲାଞ୍ଚ ନେଇ ଗାଡ଼ିରେ ଯିବା ବେଳେ ମାଡ଼ି…

୫ ଟନ୍‌ ମାଓବାଦୀ ବିସ୍ଫୋରକ ଲୁଟ୍‌ ଘଟଣା: ରାଉରକେଲାରେ NIAଟିମ୍‌-DG

ରାଉରକେଲା,୨୯ା୫(ସଙ୍ଗୀତା ଜେନା): ରାଉରକେଲା ପୋଲିସ ଜିଲା କାର୍ଯ୍ୟାଳୟରେ ପୋଲିସ ଡିଜି, ଆଇଜି, ପଶ୍ଚିମାଞ୍ଚଳ ଡିଆଇଜି, ସୁନ୍ଦରଗଡ଼ ଏସ୍‌ପି ଏବଂ ପୋଲିସ ଜିଲାର ଅଧିକାରୀମାନଙ୍କୁ ନେଇ ଚାଲିଥିବା ବୈଠକ ଶେଷ ହୋଇଛି। ବର୍ତ୍ତମାନ ପର୍ଯ୍ୟନ୍ତ ଲୁଟ୍‌ ହୋଇଥିବା ମାଓବାଦୀ ବିସ୍ଫୋରକ ଦ୍ରବ୍ୟ ଉଦ୍ଧାର…

ମିଡ୍‌ନାଇଟ୍‌ କଥା ଏବେ ବି ଭୁଲିନି, ମୋତେ ଫସାଇଥିଲେ ଏବେ ଭୋଗୁଛନ୍ତି, କାହାକୁ ଇଙ୍ଗିତ କରି କହିଲେ ପ୍ରଭାତ

ଭୁବନେଶ୍ୱର,୨୯ା୫: ୧୨ ବର୍ଷ ତଳର ମିଡ୍‌ନାଇଟ୍‌ ଅପରେଶନ କଥାକୁ ମନେ ପକାଇଛନ୍ତି ବିଜେଡି ନେତା ପ୍ରଭାତ ବିଶ୍ବାଳ। ମେ’ ୨୯କୁ ଜୀବନରେ କେବେ ଭୁଲି ପାରିବିନି ବୋଲି କହିଛନ୍ତି ପ୍ରଭାତ। ସେ ଆହୁରି ମଧ୍ୟ ଏକ ବିସ୍ଫୋରକ ବୟାନ ଦେଇଛନ୍ତି। କହିଛନ୍ତି,…

ହାତୀପଲଙ୍କ ଉପଦ୍ରବ, ୬ ଘର ଭାଙ୍ଗିବା ସହ ଖାଇଲେ ଧାନ

ପାଟଣା,୨୯ା୫(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜକୁ ୨୬ ଟିକିଆ ହାତୀପଲ ଆନନ୍ଦପୁର ଡିଭିଜନରୁ ବୁଧବାର ରାତିରୁ ଆସି ପାଟଣା ରେଞ୍ଜ ତଣ୍ଡବିଟ୍‌ରେ ବ୍ୟାପକ କ୍ଷୟକ୍ଷତି କରିଛନ୍ତି। ହାତୀପଲ ତଣ୍ଡବିଟ ଅନ୍ତର୍ଗତ ବଣମହୁଲଡିହା ଓ ବାଲି ଜୋଡ଼ି ଗ୍ରାମରେ ୬ଟି ଘର…

ଫୋନ୍‌ ପେ’ରେ ଲାଞ୍ଚ ନେଇ ଧରାପଡ଼ିଲେ କ୍ଷୁଦ୍ର ଜଳସେଚନ ବିଭାଗର ୨ କର୍ମଚାରୀ, ବିଲ୍‌ କରାଇବାକୁ କହି…

ପାରଳାଖେମୁଣ୍ଡି,୨୯ା୫(ଗିରିଧାରୀ ପରିଚ୍ଛା): କ୍ଷୁଦ୍ର ଜଳସେଚନ ବିଭାଗ ୨ କର୍ମଚାରୀ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ୨ ଜଣ ହେଲେ କ୍ୟାସିଅର ନରେଶ ପଟ୍ଟନାୟକ, ଆକାଉଣ୍ଟାଣ୍ଟ ସୁରଜ ପ୍ରସାଦ ଜୟସ୍ବାଲ। ଜଣେ ଠିକାଦାରଙ୍କ ୪ଟି କାମର ବିଲ୍‌ କରାଇ ଦେବା ପାଇଁ ୩୦ ହଜାର…

ଗିରଫ ହେଲେ ହାର୍ଡକୋର ମାଓବାଦୀ ହିଡ୍‌ମା

କୋରାପୁଟ,୨୯ା୫(ଅମିତାଭ ବେହେରା): ଗୁରୁବାର ଭୋର୍‌ରୁ ବୈପାରୀଗୁଡ଼ା ଥାନାର ପେଟିଗୁଡ଼ା ଗ୍ରାମ ନିକଟ ଜଙ୍ଗଲରୁ ଜଣେ ହାର୍ଡକୋର୍‌ ଏସିଏମ୍‌ ର଼୍ୟାଙ୍କର ମାଓବାଦୀ ମୋହନ ତଥା କୁଞ୍ଜମ ହିଡ୍‌ମାକୁ କୋରାପୁଟ ଡିଭିଏଫ୍‌ ପୋଲିସ ଗିରଫ କରିବାରେ ସଫଳ ହୋଇଥିବା ଅପରାହ୍ନରେ ସ୍ଥାନୀୟ ଏସ୍‌ପି କାର୍ଯ୍ୟାଳୟ…

୧୦ ଓ୍ବାର୍ଡ ସଭ୍ୟାସଭ୍ୟ ଡାକରେ ପଠାଇାବେ ଇସ୍ତଫାପତ୍ର

କଟକ ସଦର,୨୯ା୫(ସୁଶାନ୍ତ କୁମାର ଜେନା): କଟକ ସଦର ବ୍ଲକ ଅନ୍ତର୍ଗତ ପରମହଂସ ପଞ୍ଚାୟତର ୧୦ ଜଣ ଓ୍ବାର୍ଡ ସଭ୍ୟାସଭ୍ୟ ସେମାନଙ୍କର ଇସ୍ତଫାପତ୍ର ପ୍ରଦାନ ପାଇଁ ଗୁରୁବାର କଟକ ସଦର ବିଡିଓଙ୍କୁ ଭେଟିଥିଲେ। ମାତ୍ର ଇସ୍ତଫା ସିଧାସଳଖ ବ୍ଲକରେ ନ ଦେଇ ସରପଞ୍ଚଙ୍କୁ…

ଶିବ ମନ୍ଦିରରୁ ତାଲା ଭାଙ୍ଗି ଚୋରି ଉଦ୍ୟମ କରି…

ରାଇକିଆ,୨୯ା୫(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ଶିବ ମନ୍ଦିରରୁ ବୁଧବାର ବିଳମ୍ବିତ ରାତିରେ ଚୋରି ଉଦ୍ୟମ ହୋଇଛି। ଦୁର୍ବୃତ୍ତମାନେ ମନ୍ଦିରର ସିଂହଦ୍ୱାର ତାଲା ଭାଙ୍ଗି ପ୍ରବେଶ କରିବା ସହ ଭିତରର ମୁଖ୍ୟ ଫାଟକର ତାଲା ଭାଙ୍ଗିଥିଲେ। ତେବେ ମନ୍ଦିର ଭିତରୁ କୌଣସି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri