ଚିପ୍ସ ପ୍ୟାକେଟ୍ରେ ଥିବା ପ୍ଲାଷ୍ଟିକ୍ ଖେଳନା ଖାଇ ଶିଶୁ ମୃତ୍ୟୁ ଘଟଣାର ହେବ ତଦନ୍ତ, ସ୍ବାସ୍ଥ୍ୟାଧିକାରୀ କହିଲେ…
ଦାରିଙ୍ଗବାଡ଼ି,୧୯ା୧୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଥାନା ତାଜୁଙ୍ଗିଆ ପଞ୍ଚାୟତ ସିକରମାହା ଗ୍ରାମ ନିକଟ ମୂଷିମାହା ଗ୍ରାମରେ ଜଣେ ୪ ବର୍ଷର ଶିଶୁ ବିଗିଲ ପ୍ରଧାନଙ୍କ ମୃତ୍ୟୁ ପରେ ସ୍ବାସ୍ଥ୍ୟବିଭାଗର ଚିନ୍ତା ବଢ଼ିବା ସହ ବହୁ ପରିବାରର...
ତୁର୍ଲା ଗାଁ ପରିଦର୍ଶନ କଲେ ପଞ୍ଚାୟତିରାଜ ମନ୍ତ୍ରୀ
ବଲାଙ୍ଗୀର,୧୯ା୧୧(ସୁନିଲ କୁମାର ମହାନ୍ତି): ପଞ୍ଚାୟତିରାଜ ବିଭାଗ ମନ୍ତ୍ରୀ ରବିନାରାୟଣ ନାଏକ, ବଲାଙ୍ଗୀର ଲୋକ ସଭା ଏମ୍ପି ସଙ୍ଗୀତା କୁମାରୀ ସିଂଦେଓ, ସଚିବ ଏସ୍ଏନ୍ ଗିରିଶ, ଓରମାସ ଡାଇରେକ୍ଟର, ଦାଦନ ଟାକ୍ସ ଫୋର୍ସ ଟିମ ସଦସ୍ୟ, ଅତିରିକ୍ତ ଜିଲାପାଳ ପବିତ୍ର ବେହେରା,...
ରମେଶ୍ୱର-ପାରାଦୀପ ଉପକୂଳ ରାଜପଥକୁ ଖୁବ୍ ଶୀଘ୍ର ମିଳିବ ସବୁଜ ସଙ୍କେତ
ଭୁବନେଶ୍ୱର,୧୯।୧୧: ଓଡ଼ିଶାର ବହୁ ପ୍ରତୀକ୍ଷିତ ରମେଶ୍ୱରରୁ ପାରାଦୀପ ପର୍ଯ୍ୟନ୍ତ ଉପକୂଳ ରାଜପଥ ପ୍ରକଳ୍ପ ଖୁବ୍ ଶୀଘ୍ର ଆରମ୍ଭ ହେବାକୁ ଯାଉଛି ବୋଲି ବୁଧବାର ଶ୍ରମ ଓ ପୂର୍ତ୍ତ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି। ସମସ୍ତ ଗୁରୁତ୍ୱପୂର୍ଣ୍ଣ ପ୍ରକ୍ରିୟା ଶେଷ...
ସାପ କାମୁଡ଼ା ମୃତ୍ୟୁ ପାଇଁ କ୍ଷତିପୂରଣ ରାଶି ବଢାଇବେ ରାଜ୍ୟ ସରକାର, ଏବେ ମିଳୁଛି ୪ ଲକ୍ଷ
ଭୁବନେଶ୍ୱର,୧୯।୧୧: ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ସାପ କାମୁଡ଼ାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପରିବାର ପାଇଁ କ୍ଷତିପୂରଣ ରାଶି ବୃଦ୍ଧି କରିବାକୁ ଓଡ଼ିଶା ସରକାର ବିଚାର କରୁଛନ୍ତି। ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ବୁଧବାର କହିଛନ୍ତି ଯେ,...
ଇକୋ ରିଟ୍ରିଟ୍ କର୍ମଚାରୀ ଶିଖୁଛନ୍ତି ନିଆଁ ଲିଭାଇବାର କୌଶଳ
ଦାରିଙ୍ଗବାଡ଼ି,୧୯ା୧୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଇକୋ ରିଟ୍ରିଟ ପରିସର ମଧ୍ୟରେ ପର୍ଯ୍ୟଟକଙ୍କୁ ନିଆଁ ଦାଉରୁ ସୁରକ୍ଷା ଦେବା ପାଇଁ ଅଗ୍ନିଶମ ବିଭାଗ ପକ୍ଷରୁ ବଡ଼ ପଦକ୍ଷେପ ନିଆଯାଇଛି। ବୁଧବାର ପୂର୍ବ ଯୋଜନା ଅନୁଯାୟୀ ଅଗ୍ନିଶମ ବିଭାଗର ଗାଡ଼ି ସାଇରନ...
ରାଜ୍ୟରେ ବଢ଼ିବ ତହସିଲ ସଂଖ୍ୟା, ସୂଚନା ଦେଇ ରାଜସ୍ବ ମନ୍ତ୍ରୀ କହିଲେ ପ୍ରଥମ ପର୍ଯ୍ୟାୟରେ…
ଭୁବନେଶ୍ୱର,୧୯ା୧୧: ପ୍ରଶାସନିକ ବ୍ୟବସ୍ଥାକୁ ସୁଦୃଢ଼ ଏବଂ ସେବା ଯୋଗାଣକୁ ଅଧିକ କାର୍ଯ୍ୟକ୍ଷମ କରିବା ଲକ୍ଷ୍ୟରେ ଓଡ଼ିଶା ସରକାର ରାଜ୍ୟରେ ନୂତନ ତହସିଲ ଗଠନ କରିବାକୁ ନିଷ୍ପତ୍ତି ନେଇଛନ୍ତି। ୨୦୨୭ ଜନଗଣନା ପରେ ରାଜ୍ୟରେ ତହସିଲ ସଂଖ୍ୟା ବଢ଼ିବ। ଏନେଇ ସୂଚନା...
ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ କେନ୍ଦ୍ର ଇସ୍ପାତ ମନ୍ତ୍ରୀ
ଭୁବନେଶ୍ୱର,୧୯ା୧୧: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟିଛନ୍ତି କେନ୍ଦ୍ର ଇସ୍ପାତ ମନ୍ତ୍ରୀ ଏଚ୍ଡି କୁମାରସ୍ବାମୀ। ଲୋକସେବା ଭବନରେ ରାଉରକେଲା ଷ୍ଟିଲ୍ ପ୍ଲାଣ୍ଟ ସଂପ୍ରସାରଣ ନେଇ ଆଲୋଚନା ହୋଇଛି। ଏଥିରେ ବାର୍ଷିକ କ୍ଷମତା ୪.୫ ମିଲିୟନ ଟନ୍ରୁ ୯.୫ ମିଲିୟନ ଟନ୍କୁ...
ବିଦ୍ୟାଳୟ ପାଇଖାନା ଘରେ ପଡ଼ି ଚାଲିଗଲା ଆଦିବାସୀ ଛାତ୍ରୀଙ୍କ ଜୀବନ
କେନ୍ଦୁଝର,୧୯ା୧୧(ନରେଶ ଚନ୍ଦ୍ର ପଟ୍ଟନାୟକ): ତେଲକୋଇ ଥାନା ଭୀମାକାଣ୍ଡ ସରକାରୀ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ବୁଧବାର ଜଣେ ଛାତ୍ରୀ ପାଇଖାନା ଯାଇଥିବା ବେଳେ ସେଠାରେ ପଡ଼ି ମୃତ୍ୟୁ ହେବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ତଳେ ପଡ଼ିଯିବାରୁ ତାଙ୍କ ମୁଣ୍ଡରେ...
ଆଦିବାସୀ ଟଙ୍କାରେ ଅୟସ କରୁଥିଲେ ଯନ୍ତ୍ରୀ, ଡେପୁଟେଶନରେ ଯିବାକୁ ଜାରି ହେଲା ଅର୍ଡର
ନୀଳଗିରି,୧୯ା୧୧ (ପ୍ରଶାନ୍ତ କୁମାର ବିଶ୍ୱାଳ): ନୀଳଗିରିର ବହୁ ବାଦବିବାଦରେ ଲିପ୍ତ ନୀଳଗିରି ବ୍ଲକର ସହକାରୀ ଯନ୍ତ୍ରୀ ଶରତଚନ୍ଦ୍ର ଉପାଧ୍ୟାୟ ବାଲେଶ୍ୱର ଜିଲା ଭୋଗରାଇ ବ୍ଲକକୁ ଡେପୁଟେଶନରେ ବଦଳି ଅର୍ଡର ହୋଇଥିବା ଜଣାଯାଇଛି। ଆଇଟିଡିଏ କାର୍ଯ୍ୟରତ ଥିବାବେଳେ ଆଦିବାସୀ ଟଙ୍କାରେ ଅୟସ...
ଡିସେମ୍ବର ୨୪ରୁ ବରଗଡ଼ ଧନୁଯାତ୍ରା: ନଭେମ୍ବର ୨୪ରେ ଶୁଭସ୍ତମ୍ଭ ସ୍ଥାପନ
ବରଗଡ଼,୧୯।୧୧(ପ୍ରେମାନନ୍ଦ ଖମାରୀ): ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆସନ୍ତା ଡ଼ିସେମ୍ବର ମାସ ୨୪ତାରିଖରୁ ଆରମ୍ଭ ହେବ । ଦୀର୍ଘ ୧୧ଦିନ ବ୍ୟାପୀ ଆସନ୍ତା ୨୦୨୬ ମସିହା ଜାନୁଆରୀ ମାସ ୩ତାରିଖ ପର୍ଯ୍ୟନ୍ତ ଏହି ମହୋତ୍ସବ ଚାଲିବ ।...
ରାଜ୍ୟରେ ଡିସେମ୍ବର ୨୫ରୁ ଖୋଲିବ ମଣ୍ଡି
ଭୁବନେଶ୍ୱର,୧୯ା୧୧: ରାଜ୍ୟରେ ଆସନ୍ତା ଡିସେମ୍ବର ୨୫ରୁ ମଣ୍ଡି ଖୋଲିବ। ଏନେଇ ସମବାୟ ମନ୍ତ୍ରୀ ପ୍ରଦୀପ ବଳସାମନ୍ତ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ଧାନ ନେବା ପାଇଁ ସରକାର ପ୍ରସ୍ତୁତ ଅଛନ୍ତି। ଗୋଦାମ ଖାଲି କରିବା ପାଇଁ ମିଲରଙ୍କୁ ବି ଦାୟିତ୍ୱ...
Archives


