ରାଜ୍ୟ

ମରଣଯନ୍ତା ପାଲଟିଛି ହୁମ୍ମା ଗଳାଶଙ୍ଖ ରାସ୍ତା

ଗଞ୍ଜାମ,୨୮ା୫(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ହୁମ୍ମା ପଞ୍ଚାୟତର ପୁରୁଷୋତ୍ତମପୁର ଯିବା ଗଳାଶଙ୍ଖ ରାସ୍ତା ଏବେ ମରଣଯନ୍ତା ପାଲଟିଥିବା ଜଣାପଡ଼ିଛି। ସେଠାରେ ଛୋଟ ବଡ଼ ଗର୍ତ୍ତ ଥିବାରୁ ପ୍ରାୟ ଅଧିକାଂଶ ସମୟରେ ଦୁର୍ଘଟଣା ଘଟୁଛି। ଉକ୍ତ ଗଳାଶଙ୍ଖ ରାସ୍ତାଟି ମୁଖ୍ୟ ରାସ୍ତା ହୋଇଥିବା…

ମାଲ୍‌ବାହୀ ଲାଇନ୍‌ଚ୍ୟୁତ, ଟ୍ରାକ୍‌ରୁ ଖସିଲା ୨୫ ବଗି, ଟନେଲ୍‌ରେ ଫସି…

କୋରାପୁଟ,୨୮ା୫(ଅମିତାଭ ବେହେରା): ବୁଧବାର ଅପରାହ୍ନରେ ଆନ୍ଧ୍ରର ଚିମିଡ଼ିପାଲି ରେଳ ଷ୍ଟେଶନ ନିକଟରେ ଏକ ଟନେଲ ଭିତରେ ମାଲ୍‌ବାହୀ ଟ୍ରେନ୍‌ ଲାଇନଚ୍ୟୁତ ହୋଇଛି। ଏଥିରେ ମାଲବାହୀର ୨୫ରୁ ଊଦ୍ଧର୍‌ବ ବଗି ଲାଇନଚ୍ୟୁତ ହୋଇଛି। ଏହି ଟନେଲ ମଧ୍ୟରେ ରହିଛି ଟ୍ରେନ୍‌ର ଅଧା ବଗି।…

ଅନାସ୍ଥା ଭୋଟ୍‌ରେ ହାରିଗଲେ ମହାକାଳପଡ଼ା ବ୍ଲକ୍‌ ଅଧ୍ୟକ୍ଷା, ୬୨ ସମର୍ଥନରୁ ମିଳିଲା…

ମହାକାଳପଡ଼ା,୨୮ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧ୍ୟକ୍ଷା କଳ୍ପନା ରାଉତ ଅନାସ୍ଥା ଭୋଟ୍‌ରେ ହାରିଯାଇଛନ୍ତି। ବୁଧବାର ଆୟୋଜିତ ବୈଠକରେ ୪୯ ଜଣ ସଭ୍ୟାସଭ୍ୟ ଉପସ୍ଥିତ ରହି ଅନାସ୍ଥାକୁ ସମର୍ଥନ କରିଥିଲେ। ଅପରପକ୍ଷରେ ବ୍ଲକରେ ୩୧ ପଞ୍ଚାୟତର ମୋଟ ୬୨…

କୋଣାର୍କ ମନ୍ଦିର ପରିସରରେ ଲହଡ଼ି ଭାଙ୍ଗୁଛି ବର୍ଷାଜଳ, ପର୍ଯ୍ୟଟକ ହନ୍ତସନ୍ତ

କୋଣାର୍କ,୨୮ା୫: ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ ପୁରୀ ଜିଲାର ବିଭିନ୍ନ ଅଞ୍ଚଳରେ ସ୍ଥିତି ବେହାଲ ହୋଇଥିବା ବେଳେ ବୁଧବାର ସକାଳୁ ଲଗାଣ ବର୍ଷା ଲାଗି ରହିଛି। ଫଳରେ ବିଶ୍ୱ ଐତିହ୍ୟ ପର୍ଯ୍ୟଟନ କ୍ଷେତ୍ର କୋଣାର୍କ ମନ୍ଦିର ବେଶ ପ୍ରଭାବିତ ହୋଇଛି।…

ସାବିତ୍ରୀ ବ୍ରତଠାରୁ ସ୍ବାମୀ ନିଖୋଜ, ସ୍ତ୍ରୀ ଶୁଭଲକ୍ଷ୍ମୀଙ୍କ ଆଖିରୁ ଶୁଖୁନି ଲୁହ, ପ୍ରତିବାଦରେ ଆଜି ରାସ୍ତାରୋକୋ

ସାବିତ୍ରୀ ବ୍ରତଠାରୁ ସ୍ବାମୀ ନିଖୋଜ, ସ୍ତ୍ରୀ ଶୁଭଲକ୍ଷ୍ମୀଙ୍କ ଆଖିରୁ ଶୁଖୁନି ଲୁହ, ପ୍ରତିବାଦରେ ଆଜି ରାସ୍ତାରୋକୋ ଧର୍ମଶାଳା,୨୮ା୫(ଶିବ ପ୍ରସାଦ ମହାନ୍ତି): ସୋମବାର ସାବିତ୍ରୀ ବ୍ରତରେ ଯାଜପୁର ଜିଲା କୁଆଖିଆ ଥାନା ଅଧୀନ ଶ୍ରୀବନ୍ତପୁର ପଞ୍ଚାୟତ ବାର୍ଡାଙ୍ଗି ଗ୍ରାମର ପାପୁନ ସାମଲ ବ୍ୟାଙ୍କରୁ…

ହ୍ରାଇଦ୍ରାବାଦରେ ଆଉ ଜଣେ ଦାଦନ ଶ୍ରମିକଙ୍କ ଜୀବନ ଗଲା, ଗାଧୋଇ ସାରି ଗାମୁଛା ଶୁଖାଇବା ବେଳେ…

ପାରଳାଖେମୁଣ୍ଡି,୨୮ା୫(ଗିରିଧାରୀ ପରିଚ୍ଛା): ଶିଳ୍ପ ବିହୀନ ଗଜପତି ଜିଲାରେ ଲୋକେ ନିଜ ନିଜ ଅଞ୍ଚଳରେ କାମଧନ୍ଦା ନ ପାଇ ଅନ୍ୟ ରାଜ୍ୟକୁ ଦାଦନ ଖଟିବାକୁ ଯାଇଥିବା ଆଉଜଣେ ଓଡ଼ିଆ ଦାଦନ ଶ୍ରମିକଙ୍କ ବୁଧବାର ମୃତ୍ୟୁ ହୋଇଥିବା ଜଣାପଡିଛି। ମୃତ ଶ୍ରମିକ ଜଣେ ହେଲେ…

ପାର୍ସଲ ବୋମା ଘଟଣାର ରାୟ ଆସିବା ପରେ ଏମିତି ବଡ଼କଥା କହିଦେଲେ ସୌମ୍ୟଙ୍କ ମା’

ବଲାଙ୍ଗୀର,୨୮॥୫: ସାରା ଦେଶରେ ହଇଚଇ ସୃଷ୍ଟି କରିଥିବା ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ମାମଲାର ରାୟ ବୁଧବାର ପ୍ରକାଶ ପାଇଛି। ପାଟଣାଗଡ଼ ଏଡିଜେ କୋର୍ଟରେ ପୁଞ୍ଜିଲାଲ ମେହେର ଦୋଷୀ ସାବ୍ୟସ୍ତ ହୋଇଛନ୍ତି। ପୁଞ୍ଜିଲାଲଙ୍କୁ କୋର୍ଟ ଦୋଷୀ ସାବ୍ୟସ୍ତ କରିଛନ୍ତି। ତେବେ ଏହି…

ଜିଲା ମୁଖ୍ୟ ଚିକିତ୍ସାଳୟରୁ ପୁଣି ପିଲା ଚୋରି ଅଭିଯୋଗ, ୨ ମହିଳା ଅଟକ

ବାଲେଶ୍ୱର,୨୮ା୫(ବାଞ୍ଝାନିଧି ଦେ): ବାଲେଶ୍ୱର ଜିଲା ମୁଖ୍ୟ ଚିକିତ୍ସାଳୟରେ ବାରମ୍ବାର ପିଲା ଚୋରି ଘଟଣା ଦେଖିବାକୁ ମିଳୁଛି। ମଙ୍ଗଳବାର ବିଳମ୍ବିତ ରାତିରେ ସ୍ତ୍ରୀ ଓ ପ୍ରସୂତି ବିଭାଗର ୪ ତାଲା ଉପରୁ ଜଣେ ମହିଳାଙ୍କ ୭ ଦିନର ଶିଶୁକନ୍ୟାକୁ ଦୁଇ ଜଣ ମହିଳା…

ଜମିବାଡ଼ି ବିବାଦର ସମାଧାନ ପାଇଁ ଲାଞ୍ଚ ନେବା ବେଳେ ଧରାପଡ଼ିଲେ RI

ଢେଙ୍କାନାଳ,୨୮ା୫(ରତନ ନାୟାର): ଢେଙ୍କାନାଳ ଜିଲା ହିନ୍ଦୋଳ ତହସିଲ ରାସୋଳ ଥାନା ଗଣ୍ଡାନାଳୀ ରାଜସ୍ବ ସର୍କଲର ରାଜସ୍ବ ନିରୀକ୍ଷକ(RI) ଶଶିଭୂଷଣ ବେହେରା ବୁଧବାର ସକାଳେ ନିଜ କାର୍ଯ୍ୟାଳୟରେ ୪ଟି ମ୍ୟୁଟେଶନ କେସ୍‌ ପାଇଁ ୬୦ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ବିଭାଗ…

ପୁଣି ରାଜ୍ୟକୁ ଫେରିଲାଣି କରୋନା: ଆଜି ଜଣେ କି ଦୁଇ ଜଣ ନୁହନ୍ତି ଏକାବେଳକେ ୫ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୨୮।୫: ପୁଣି ଚିନ୍ତା ବଢ଼ାଇଲାଣି କରୋନା। ରାଜ୍ୟରେ ଚିହ୍ନଟ ହେଲେ ୫ କୋଭିଡ ପଜିଟିଭ୍‌। ଭୁବନେଶ୍ବରରୁ ୪ ଜଣ ରହିଥିବା ବେଳେ ଖୋର୍ଦ୍ଧାରୁ ଜଣେ ଟିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୪ ଜଣ ପୁରୁଷ ଥିବାବେଳେ ଜଣେ ମହିଳା ଅଛନ୍ତି। ତିନି…

ମେ ୩୧ରେ ଶେଷ ହେବ ପିଏମ୍‌ଏଓ୍ବାଇ ଆବେଦନ: ତୁରନ୍ତ ସାରିଦିଅନ୍ତୁ କାମ

ଭୁବନେଶ୍ୱର, ୨୮ା୫(ସୁନିତ୍‌ ମିଶ୍ର):ରାଜ୍ୟରେ ଏପରି ପରିବାର ରହିଛନ୍ତି ଯେଉଁମାନେ ଇନ୍ଦିରା ଆବାସ ପାଇଥିଲେ। ସେଥିଲାଗି ସେମାନେ ଆଉ ପରବର୍ତ୍ତୀ ସମୟରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା (ପିଏମ୍‌ଏଓ୍ବାଇ) ପାଇବାକୁ ଯୋଗ୍ୟ ହୋଇପାରିନାହାନ୍ତି। ସେତେବେଳେ ସେମାନେ ଇନ୍ଦିରା ଆବାସ ଯୋଜନାରେ ୪୮ ହଜାର ଟଙ୍କା…

ଓ୍ବାଟ୍‌କୋ-କ୍ଷୁଦ୍ର ଜଳସେଚନ କାର୍ଯ୍ୟାଳୟ ଘେରାଉ

ବାରିପଦା,୨୮ା୫(ନୀଳାଦ୍ରି ବିହାରୀ ଦଣ୍ଡପାଟ): ବାରିପଦା ସହରରେ ବିଶୁଦ୍ଧ ପାନୀୟ ଜଳଯୋଗାଣକୁ ନେଇ ଅଣରାଜନୈତିକ ସଙ୍ଗଠନ ଭଞ୍ଜସେନା ପକ୍ଷରୁ ବୁଧବାର ଓ୍ବାଟ୍‌କୋ ଓ କ୍ଷୁଦ୍ର ଜଳସେଚନ ବିଭାଗ କାର୍ଯ୍ୟାଳୟକୁ ଘେରାଉ କରାଯାଇଛି। ବିଶୁଦ୍ଧ ପାନୀୟ ଜଳ ଯୋଗାଣରେ ବିଭାଗୀୟ ଖାମଖିଆଲି ନୀତି ଯୋଗୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri