ରାଜ୍ୟ

ମନ୍ତ୍ରୀଙ୍କ ବଡ଼ ସୂଚନା: ପିଲାଙ୍କୁ ଶୀଘ୍ର ମିଳିବ ୟୁନିଫର୍ମ

ଭୁବନେଶ୍ୱର,୨୦।୧୧: ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଗୁରୁବାର ଏକ ବଡ଼ ସୂଚନା ଦେଇଛନ୍ତି। ଛାତ୍ରୀଛାତ୍ରଙ୍କୁ ତୁରନ୍ତ ୟୁନିଫର୍ମ ଯୋଗାଇ ଦେବାକୁ ନିର୍ଦ୍ଧେଶ ଦେଇଛନ୍ତି। ଏପରିକି ଛାତ୍ରଛାତ୍ରୀଙ୍କୁ ୟୁନିଫର୍ମ ଦେବାରେ ବିଳମ୍ବକୁ ନେଇ ମନ୍ତ୍ରୀ ଉଦ୍‌ବେଗ ପ୍ରକାଶ କରିଛନ୍ତି। ଛାତ୍ରୀଛାତ୍ରଙ୍କୁ ୟୁନିଫର୍ମ ଯୋଗାଇ…

ମନ୍ତ୍ରୀଙ୍କ ବଡ଼ ଘୋଷଣା: ମାତ୍ର ଏତିକି ଟଙ୍କାରେ ଭୁବନେଶ୍ୱରରେ ଘର ଯୋଗାଇବେ ସରକାର

ଭୁବନେଶ୍ୱର,୨୦।୧୧: ସୁଲଭ ମୂଲ୍ୟରେ ରାଜଧାନୀରେ ଘର ଯୋଗାଇବେ ସରକାର। ଏନେଇ ଗୁରୁବାର ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ୧୪ରୁ ୫୦ ଲକ୍ଷ ଟଙ୍କାରେ ଘର ଯୋଗାଇ ଦିଆଯିବ ।ଏଥିପାଇଁ ପାଇଲଟ ପ୍ରୋଜେକ୍ଟ ଜରିଆରେ ୯୦ଟି…

ରାଜଧାନୀରେ ଶୀତ ଗାଏବ: ୨ ଦିନରେ ୬.୬ ଡିଗ୍ରୀ ତାପମାତ୍ରା ବୃଦ୍ଧି

ଭୁବନେଶ୍ୱର,୨୦।୧୧: ରାଜଧାନୀ ଭୁବନେଶ୍ୱରରେ ଶୀତ କମିବା ସହ ୨ ଦିନ ମଧ୍ୟରେ ୬.୬ ଡିଗ୍ରୀ ରାତି ତାପମାତ୍ରା ବୃଦ୍ଧି ପାଇଛି। ହେଲେ ରାଜ୍ୟରେ ଶୀତ ଲହରୀ ଜାରି ରହିଥିବା ବେଳେ ଏବେ ରାଜଧାନୀରୁ ଏବେ ଶୀତ ଗାଏବ ହୋଇଯାଇଛି। ରାତିରେ ତାପମାତ୍ରା…

ଜବରଦଖଲରେ ସହରାଞ୍ଚଳ ଜଳପଥ, ଜଳଧାରଣ କ୍ଷମତା ହରାଇଛି ଗୋବରୀ

କେନ୍ଦ୍ରାପଡ଼ା,୨୦ା୧୧ (ଜଗନ୍ନାଥ ଧଳ): ପୁରାଣ ପ୍ରସିଦ୍ଧ ମଧୁସାଗର ତଥା କେନ୍ଦ୍ରାପଡ଼ା ଜିଲାରେ ପ୍ରବାହିତ ଗୋବରୀ ନଦୀ ଏବେ ଜଳଧାରଣ କ୍ଷମତା ହରାଇଛି। ଜଳ ମଧ୍ୟ ଜହର ପାଲଟିଛି। ନଦୀ ମାର୍ଗ ଏବେ ଜବରଦଖଲକୁ ଚାଲି ଯାଉଥିବାରୁ କୃଷି କ୍ଷେତ୍ରକୁ ଆଉ ପର୍ଯ୍ୟାପ୍ତ…

ଦେଶ ସୁରକ୍ଷାରେ ଚିନ୍ତା ବଢ଼ାଉଛନ୍ତି ବାଂଲାଦେଶୀ ଅନୁପ୍ରବେଶକାରୀ

ମହାକାଳପଡ଼ା,୨୦ା୧୧ (ପ୍ରତାପ ଚନ୍ଦ୍ର ସ୍ବାଇଁ): ଦେଶରେ ସୁରକ୍ଷା ଓ ଉପକୂଳ ଅଞ୍ଚଳରେ ବିଶେଷ କରି ବାଂଲାଦେଶୀ ଅନୁପ୍ରବେଶକାରୀ ଆଡ୍ଡା ଜମାଇବା ସହ ଦେଶ ପାଇଁ ବିପଦ ସୃଷ୍ଟି କରୁଛନ୍ତି। ୩ ଦିନ ପୂର୍ବରୁ ଜଗତ୍‌ସିଂହପୁର ଜିଲାରୁ କେତେଜଣ ବେଆଇନ ଭାବେ ବାଂଲାଦେଶୀ…

କୁଳଡିହାରେ ଆଜିଠୁ ବାଘ ଗଣନା ଆରମ୍ଭ

ନୀଳଗିରି,୨୦।୧୧: ବାଲେଶ୍ୱର ଜିଲା କୁଳଡିହା ଅଭୟାରଣ୍ୟରେ ଗୁରୁବାର ବାଘ ଗଣନା ଆରମ୍ଭ ହୋଇଯାଇଛି।ବାଘ ଗଣନା ପାଇଁ ୧୭ଟି ଟିମ୍‌ ନିୟୋଜିତ ହୋଇଛନ୍ତି। ଏଥିରେ ୭୦ରୁ ଊର୍ଦ୍ଧ୍ୱ ବନ କର୍ମଚାରୀ ରହିଛନ୍ତି। ୭ଦିନ ଧରି କୁଳଡିହାରେ ବାଘ ଗଣନା କରାଯିବ ବୋଲି ବନ…

ଜୟ ଢୋଲକିଆଙ୍କୁ ଆଜିଠୁ ମିଳିବ ଏତେଟଙ୍କା ଦରମା, ସାଙ୍ଗରେ ମିଳିବ କାର୍‌…

ଭୁବନେଶ୍ୱର,୨୦ା୧୧: ନୂଆପଡା ଉପନିର୍ବାଚନରେ ଭାଜପା ପାର୍ଥୀ ଜୟ ଢୋଲକିଆ ବିପୁଳ ଭୋଟରେ ଜୟଯୁକ୍ତ ହୋଇଛନ୍ତି। ବର୍ତ୍ତମାନ ସେ ବିଧାୟକ ଭାବେ ଶପଥ ଗ୍ରହଣ କରିବେ। ତେବେ ଜାଣିଛନ୍ତି କି ତାଙ୍କୁ ବିଧାୟକ ଭାବେ କେତେ ଟଙ୍କା ଦରମା ମିଳିବ? ଜଣେ ସାଧାରଣ…

ବଙ୍ଗୋପସାଗରରେ ପୁଣି ବାତ୍ୟା! ବଙ୍ଗୋପସାଗରରେ ବଡ଼ ହଲଚଲ

ଭୁବନେଶ୍ୱର,୨୦ା୧୧: ବଙ୍ଗୋପସାଗରରେ ପୁଣି ବାତ୍ୟା ସମ୍ଭାବନା। ୨୨ତାରିଖ ବେଳକୁ ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା । ସମୁଦ୍ର ଭିତରେ ପଶ୍ଚିମଉତ୍ତର ପଶ୍ଚିମ ଦିଗରେ ଗତି କରି ଘନୀଭୂତ ହୋଇ ୨୪ ତାରିଖ ବେଳକୁ ଦକ୍ଷିଣବଙ୍ଗୋପସାଗରର କେନ୍ଦ୍ରୀୟ ଅଞ୍ଚଳରେ ଅବପାତରେ…

ପୋଲିସକୁ ଡକାୟତଙ୍କ ଖୋଲା ଚ୍ୟାଲେଞ୍ଜ:ପୁଣି କୋଇଡା ଛାତି ଉପରୁ ସଶସ୍ତ୍ର ଲୁଟ , ବନ୍ଧୁକ ଦେଖାଇ…

ବଣାଇଁ,୨୦।୧୧(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ତଥା ବଣାଇଁ ଉପଖଣ୍ଡ ଖଣି ଅଞ୍ଚଳ କୋଇଡାରେ ପୁଣି ଗତ ରାତିରେ ଏକ ଘରୋଇ ପରିବହନ ସଂସ୍ଥା ମା ତାରିଣୀ ଟ୍ରାନ୍ସପୋର୍ଟରୁ ବନ୍ଧୁକ ମୁନରେ ଦୁର୍ବୃତ୍ତମାନେ ସାଢେ ତିନିଲକ୍ଷ ଟଙ୍କା ଲୁଟି ଫେରାର ମାରିଛନ୍ତି ।…

ସାଲିଆସାହିରେ ଭାଙ୍ଗିବ ୫୫୬ ଘର

ଭୁବନେଶ୍ୱର,୧୯ା୧୦: ବାମ ସମାନ୍ତରାଳ ରାସ୍ତା ନିର୍ମାଣ ପାଇଁ ସାଲିଆ ସାହିରେ ପ୍ରଶାସନ ପକ୍ଷରୁ ଜବରଦଖଲ ଉଚ୍ଛେଦ ପ୍ରକ୍ରିୟା ଜାରି ରହିଛି। ବିଏମ୍‌ସି, ବିଡିଏ, କମିଶନରେଟ୍‌ ପୋଲିସ, ୱାଟ୍‌କୋ, ଆର୍‌ଆଣ୍ଡବି, ଟାଟା ପାୱାରର ମିଳିତ ଟିମ୍‌ ଘର ଭଙ୍ଗା କାର୍ଯ୍ୟକୁ ତ୍ୱରାନ୍ବିତ କରାଯାଇଛି।…

ଯୁବତୀଙ୍କ ସହ ଶାରିରୀକ ସମ୍ପର୍କ ରଖିଥିଲେ ଏୟାରଫୋର୍ସ ଯବାନ: ଆଉ ତା’ପରେ ଘଟିଲା…

ଭୁବନେଶ୍ୱର,୨୦ା୧୧(ସତ୍ୟଜିତ ରାଉତ):ଜଣେ ଯୁବତୀଙ୍କୁ ପ୍ରେମ ଜାଲରେ ଫସାଇ ଶାରୀରିକ ସମ୍ପର୍କ ରଖିବା ପରେ ପ୍ରତାରଣା କରିବା ଅଭିଯୋଗରେ ବଡ଼ଗଡ଼ ଥାନା ପୋଲିସ ଏୟାରଫୋର୍ସର ଜଣେ ଯବାନଙ୍କୁ ବୁଧବାର ଗିରଫ କରିଛି। ଅଭିଯୁକ୍ତ ଜଣକ ହେଲେ ନୟାଗଡ଼ ଜିଲା ଇଟାମାଟି ଅଞ୍ଚଳର ଗୋଲକ…

ଧର୍ମେନ୍ଦ୍ର ପ୍ରଧାନଙ୍କ ବିରୋଧରେ ମାମଲା: ହାଇକୋର୍ଟ ଦେଲେ ଏମିତି ରାୟ

କଟକ,୨୦।୧୧ (କାର୍ତ୍ତିକ ସାହୁ): କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ବିରୋଧରେ ଡ. ସୁବାସ ମହାପାତ୍ର କରିଥିବା ନିର୍ବାଚନୀ ମକଦ୍ଦମାକୁ ହାଇକୋର୍ଟ ବୁଧବାର ଖାରଜ କରିଛନ୍ତି। ସମ୍ବଲପୁର ଲୋକ ସଭା ନିର୍ବାଚନୀ ମାମଲାରେ ହାଇକୋର୍ଟ ମହାପାତ୍ରଙ୍କ ଆବେଦନକୁ ଖାରଜ କରିବା ସହ ଧର୍ମେନ୍ଦ୍ରଙ୍କ ଆବେଦନକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?