ରାଜ୍ୟ

ପଲ୍ୟୁଶନ ସାର୍ଟିଫିକେଟକୁ ନେଇ ବଡ଼ ବୟାନ ଦେଲେ ମନ୍ତ୍ରୀ: କହିଲେ ଏଣିକି ଲାଗିବ…

ଭୁବନେଶ୍ୱର, ୨୭।୧୨: ବର୍ତ୍ତମାନ ପ୍ରଦୂଷଣ ପ୍ରମାଣ ପତ୍ର ପାଇଁ ସବୁଠି ଲମ୍ବା ଲାଇନ୍‌। ସରକାର ସମୟ ସୀମା ବୃଦ୍ଧି କରିଥିବା ବେଳେ ପରିବହନ ମନ୍ତ୍ରୀ ବିଭୂତି ଜେନା ଶନିବାର ବଡ଼ ବୟାନ ଦେଇଛନ୍ତି। ସେ କହିଛନ୍ତି, ପ୍ରଦୂଷଣ ପ୍ରମାଣ ପତ୍ର ଥିବା…

ପାଖେଇ ଆସୁଛି ନୂଆବର୍ଷ, ପୁରୀରେ ଭକ୍ତଙ୍କ ପ୍ରବଳ ଭିଡ଼କୁ ଦୃଷ୍ଟିରେ ରଖି ପ୍ରଶାସନ ନେଲା ବଡ଼ ନିଷ୍ପତ୍ତି

ପୁରୀ,୨୭।୧୨: ଡିସେମ୍ବର ମାସର ଶେଷ ଦିନଗୁଡ଼ିକରେ ପୁରୀ ଜଗନ୍ନାଥ ଧାମରେ ଭକ୍ତଙ୍କ ସଂଖ୍ୟାରେ ତୀବ୍ର ବୃଦ୍ଧି ପରିଲକ୍ଷିତ ହୋଇଛି। ଅଧିକାରୀଙ୍କ ଅନୁଯାୟୀ, ଏହି ବର୍ଦ୍ଧିତ ଭିଡ଼ ୨୦୨୬ ନୂତନ ବର୍ଷ ଜାନୁଆରୀ ପର୍ଯ୍ୟନ୍ତ ଜାରି ରହିବ ବୋଲି ଆଶା କରାଯାଉଛି। ପବିତ୍ର…

ଶ୍ରୀମନ୍ଦିରରେ ମୁଖ୍ୟ ନିର୍ବାଚନ କମିଶନର: ପରିବାର ସହ ମହାପ୍ରଭୁଙ୍କୁ କଲେ ଦର୍ଶନ

ପୁରୀ,୨୭।୧୨: ମୁଖ୍ୟ ନିର୍ବାଚନ କମିଶନ ଜ୍ଞାନେଶ କୁମାର ଶନିବାର ପୁରୀ ଗସ୍ତରେ ଆସି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ସହିତ ଆର୍ଶୀବାଦ ଲାଭ କରିଛନ୍ତି । ମୁଖ୍ୟ ନିର୍ବାଚନ କମିଶନ ତିନି ଦିନିଆ ଓଡିଶା ଗସ୍ତରେ ଆସିଥିବା ବେଳେ ପ୍ରଥମେ ପୁରୀ ଗସ୍ତରେ…

ବନ୍ଧାହେଲେ କୋଟିପତି ଫରେଷ୍ଟର

ଭୁବନେଶ୍ୱର,୨୭।୧୨: କୋରାପୁଟ ଜିଲା ସେମିଳିଗୁଡ଼ା ଫରେଷ୍ଟର ନିରଞ୍ଜନ ଶତପଥୀ ଗିରଫ ହୋଇଛନ୍ତି। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ତାଙ୍କୁ ଭିଜିଲାନ୍ସ ବିଭାଗ ଗିରଫ କରିଛି। ନିରଞ୍ଜନଙ୍କ ଘରୁ ୧ କେଜିର ସୁନା ଅଳଙ୍କାର ଠାବ ହୋଇଥିଲା। ୨ ବହୁତଳ କୋଠା…

ହାତୀ ପାଇଁ ବନ୍ଦ ହେଲା ଶିଖରଚଣ୍ଡୀ, ପୁଣି ଏହି ଦିନ ଖୋଲିବ

ଭୁବନେଶ୍ବର, ୨୭।୧୨: ବନ୍ଦ ରହିଲା ଶିଖରଚଣ୍ଡୀ ପୀଠ । ଶିଖରଚଣ୍ଡୀ ମନ୍ଦିର ପ୍ରବେଶ ଗେଟ୍‌ରେ ତାଲା ପକାଇଲା ବନ ବିଭାଗ । ହାତୀ ପାଇଁ ଏଭଳି ନିଷ୍ପତ୍ତି ନେଇଥିବା ନେଇ କୁହାଯାଇଛି । ହାତୀ ନଯିବା ପର୍ଯ୍ୟନ୍ତ ଶିଖରଚଣୀ ପୀଠକୁ ବନ୍ଦ…

ଜିରୋ ନାଇଟ ସେଲିବ୍ରେଶନ ପାଇଁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି: ନିୟୋଜିତ ରହିବେ…

ଭୁବନେଶ୍ୱର,୨୭।୧୨: ଜିରୋ ନାଇଟ ସେଲିବ୍ରେଶନ ପାଇଁ କମିସନରେଟ ପୋଲିସ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି। ଏନେଇ ପୋଲିସ କମିସନର ସୁରେଶ ଦେବଦତ୍ତ ସିଂ ସୂଚନା ଦେଇ କହିଛନ୍ତି, ସୁରକ୍ଷାରେ ୧୫ ପ୍ଲାଟୁନ ପୋଲିସ ଫୋର୍ସ ନିୟୋଜିତ ରହିବେ। ନିଜ ଥାନା…

ଭୁବନେଶ୍ବରରେ ପହଞ୍ଚିଲେ ମୁଖ୍ୟ ନିର୍ବାଚନ କମିଶନର, ପୁରୀରେ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରି କୋଣାର୍କ ଯିବେ

ଭୁବନେଶ୍ବର,୨୭/୧୨: ଭାରତର ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ୩ ଦିନିଆ ଓଡ଼ିଶା ଗସ୍ତ ରହିଥିବା ବେଳେ ସେ ଭୁବନେଶ୍ବରରେ ଆସି ପହଞ୍ଚିଛନ୍ତି । ଆଜି ପୁରୀରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରିବେ। ମହାପ୍ରଭୁଙ୍କ ଦର୍ଶନ ପରେ ସେ କୋଣାର୍କ ଗସ୍ତ…

ବ୍ରେକ ଫେଲ୍ ହୋଇ ଟ୍ରକ ଦୁର୍ଘଟଣା, ୧୬ ନଂ ଜାତୀୟ ରାଜପଥରେ ଗାଡି ଚଳାଚଳ ବାଧାପ୍ରାପ୍ତ

ଭଦ୍ରକ, ୨୭/୧୨(ସନାତନ ରାଉତ): ୧୬ ନଂ ଜାତୀୟ ରାଜପଥର ଧାମରା ବ୍ରିଜ ତଳେ ରାସ୍ତାରେ ଟ୍ରକ ଦୁର୍ଘଟଣା ହୋଇଛି । ଫଳରେ ଏକ ଦୁର୍ଘଟଣା ଗ୍ରସ୍ତ ଟ୍ରକ ଅଟକି ରହିଥିବାରୁ ଜାତୀୟ ରାଜପଥରେ ଗାଡି ଚଳାଚଳ ବାଧାପ୍ରାପ୍ତ ହୋଇଛି । ସୂଚନା…

୪ ଦିନ ପରେ ବଢ଼ିବ ତାପମାତ୍ରା: କୋରାପୁଟ ସବୁଠୁ ଥଣ୍ଡା

ଭୁବନେଶ୍ୱର,୨୭ା୧୨(ବନ୍ଦନା ସେଠୀ):ରାଜ୍ୟରେ ଲଗାତର ଭାବେ ଥଣ୍ଡାର ପ୍ରକୋପ ଜାରି ରହିଛି। ଏହା ସାଙ୍ଗକୁ ବିଭିନ୍ନ ଜିଲାରେ ଘନ କୁହୁଡି ଯାତାୟାତରେ ସମସ୍ୟା ଉପୁଜାଉଛି। ରାଜ୍ୟରେ ମୁଖ୍ୟତଃ ପାଗ ଶୁଖିଲା ରହିବା ସହିତ ଆସନ୍ତା ୪/୫ ଦିନ ପର୍ଯ୍ୟନ୍ତ ରାତି ତାପମାତ୍ରାରେ ବିଶେଷ…

ଦୋକାନରେ ଶୋଇଥବା ବେଳେ ଲାଗିଗଲା ନିଆଁ, ଦୋକାନୀ ଜୀବନ୍ତଦଗ୍ଧ

ପାଟକୁରା ୨୭/୧୨(ରବୀନ୍ଦ୍ର ନାଥ ବାରିକ ): କେନ୍ଦ୍ରାପଡା ଜିଲା ଗରଦପୁର ବ୍ଳକ ଅଧୀନ କଳାବୁଦା ବାରୁଣୀ ବଜାରରେ ଶନିବାର ଏକ ଦୁଃଖଦ ଘଟଣା ଘିଟିଛି । ଏହି ବଜାରର ଦୁର୍ଗା ମଣ୍ଡପକୁ ଲାଗିଥିବା ପରିବା ଦୋକାନରେ ଅଗ୍ନିକାଣ୍ଡ ଘଟିଛି । ବିଳମ୍ବିତ…

୫୨୦ ନମ୍ବର ଜାତୀୟ ରାଜପଥରେ ଦୁଇ ଟ୍ରକ ମୁହାଁମୁହିଁ ଧକ୍କା , ୨ ଡ୍ରାଇଭରଙ୍କ ମୃତ୍ୟୁ

ବଣାଇଁ, ୨୭|୧୨(ପ୍ରଦୀପ ତ୍ରିପାଠୀ )-: କୋଇଡାରେ ସଡ଼କ ଦୁର୍ଘଟଣା । ମୁହାଁମୁହିଁ ଧକ୍କା ହେଲା ଦୁଇ ଟ୍ରକ । ଭୟଙ୍କର ଦୁର୍ଘଟଣାରେ ୨ ଡ୍ରାଇଭରଙ୍କ ମୃତ୍ୟୁ ହୋଇଥିବା ସୂଚନା ରହିଛି । ଖବର ଅନୁସାରେ, ଆଜି ପ୍ରତ୍ୟୁଷରେ ୫୨୦ ନମ୍ବର ଜାତୀୟ…

ଜାହାଜକୁ ଆରେଷ୍ଟ କର: ବଡ଼ ରାୟ ଦେଲେ ହାଇକୋର୍ଟ

କଟକ,୨୭।୧୨(କାର୍ତ୍ତିକ ସାହୁ):ପାରାଦୀପ ବନ୍ଦରରେ ଅଟକିଥିବା ଏକ ଜାହାଜକୁ ଆରେଷ୍ଟ କରିବାକୁ ହାଇକୋର୍ଟ ଶୁକ୍ରବାର ନିର୍ଦ୍ଦେଶ ଦେଇଛନ୍ତି। ଜଷ୍ଟିସ ଏମ୍‌.ଏସ୍‌. ରମଣଙ୍କୁ ନେଇ ଗଠିତ ଅବକାଶକାଳୀନ ଖଣ୍ଡପୀଠ ସାମୁଦ୍ରିକ ବ୍ୟବସାୟ ବିବାଦକୁ ନେଇ ରୁଜୁ ମାମଲାର ଶୁଣାଣି କରି ଏହି ନିର୍ଦ୍ଦେଶ ଦେଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?