ଭାରସାମ୍ୟ ହରାଇ ଡ୍ରେନ୍ ଓ୍ବାଲ୍କୁ ଧକ୍କା ଦେଇ ଓଲଟି ପଡ଼ିଲା ବୋଲେରୋ, ଭିତରେ ଥିଲେ…
ମୋହନା,୪ା୩(ମନ୍ମଥ ମିଶ୍ର): ଭାରସାମ୍ୟ ହରାଇ ରାସ୍ତାକଡ଼ର ଡ୍ରେନ୍ ଓ୍ବାଲ୍କୁ ଧକ୍କା ଦେଇ ଓଲଟିପଡ଼ିଲା ବୋଲେରୋ। ସୌଭାଗ୍ୟବଶତଃ ଅଳ୍ପକେ ବର୍ତ୍ତିଯାଇଛନ୍ତି ୫ ଜଣ ବ୍ୟକ୍ତି। ସୂଚନା ପ୍ରକାରେ ଅଡ଼ବା ଥାନା ଅନ୍ତର୍ଗତ ମୁଠାଗୁଡା ଗାଁରେ ବୋଲେରୋଟି ପଙ୍କ୍ଚର ହୋଇଥିଲା। ତାହା ସଜାଡ଼ିବା ପାଇଁ…
ସାଧାରଣ ଜନତାଙ୍କ ସହ ହୋଲି ଖେଳି ଶୁଭେଚ୍ଛା ଜଣାଇଲେ ଏମ୍ପି-ଏମ୍ଏଲ୍ଏ
ପାଟଣା,୪ା୩(ବୀରକିଶୋର ଦାଶ): ରଙ୍ଗର ପର୍ବ ହୋଲି ଅବସରରେ ବୁଧବାର କେନ୍ଦୁଝର ଏମ୍ପି ଅନନ୍ତ ନାୟକ ଓ ପାଟଣା ଏମ୍ଏଲ୍ଏ ଅଖିଳ ନାଏକ ପାଟଣା ନିର୍ବାଚନ ମଣ୍ଡଳୀର ସାହାରପଡ଼ା ବ୍ଲକ ମୁଖ୍ୟାଳୟ ବଜାର, ପାଟଣା ଓ ତୁରୁମୁଙ୍ଗା ବାଜାରରେ କର୍ମୀଙ୍କ ସହ ରଙ୍ଗ…
ବଡ଼ଛତ୍ରଙ୍ଗରେ ଉତ୍ସାହର ସହ ପାଳିତ ହେଲା ହୋଲି : ସାଂସ୍କୃତିକ କାର୍ଯ୍ୟକ୍ରମରେ କମ୍ପିଲା ଗାଁ
ଥୁଆମୂଳରାମପୁର, ୪।୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳରାମପୁର ବ୍ଲକର ବଡ଼ଛତ୍ରଙ୍ଗ ଗ୍ରାମରେ ରାଧାକୃଷ୍ଣ ପୂଜା କମିଟି ପକ୍ଷରୁ ଚଳିତ ବର୍ଷର ପବିତ୍ର ହୋଲି ଉତ୍ସବ ଅତ୍ୟନ୍ତ ଭକ୍ତିପୂର୍ଣ୍ଣ ପରିବେଶରେ ଅନୁଷ୍ଠିତ ହୋଇଯାଇଛି। ମାର୍ଚ୍ଚ ୩ ଏବଂ ୪ ତାରିଖ ଦୁଇ…
ହୋଲି ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି, ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୪।୩: ରଙ୍ଗର ପର୍ବ ହୋଲି। ଏ ନେଇ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ରାଷ୍ଟ୍ରପତି, ରାଜ୍ୟପାଳ ଏବଂ ମୁଖ୍ୟମନ୍ତ୍ରୀ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶୁଭେଚ୍ଛା ଜଣାଇ ‘ଏକ୍ସ’ରେ ଲେଖିଛନ୍ତି,‘ରଙ୍ଗର ପର୍ବ ଏକତା ଓ ଭାଇଚାରାକୁ ମଜଭୁୁତ କରେ। ଏହା ସହ ଏକାଠି ହୋଇ…
ସ୍ତ୍ରୀଙ୍କ ରକ୍ତରେ ହୋଲି : ଛୁରି ଭୁସିି
ଭୁବନେଶ୍ୱର,୪।୩: ରଙ୍ଗର ପର୍ବ ହୋଲିରେ ଭୁବନେଶ୍ୱରରେ ଚାଞ୍ଚଲ୍ୟ। ସ୍ତ୍ରୀଙ୍କ ରକ୍ତରେ ହୋଲି ଖେଳିଲେ ସ୍ବାମୀ। ହୋଲିରେ ସ୍ତ୍ରୀଙ୍କୁ ଛୁରି ଭୁସିି ହତ୍ୟା କଲେ ସ୍ବାମୀ। ଏଭଳି ଅଭାବନୀୟ ଘଟଣା ଘଟିଛି ଭରତପୁର ଥାନା ଅଧୀନ ଫୁଲେଶରି ବସ୍ତିରେ। ମହିଳାଙ୍କୁ ହତ୍ୟା କରାଯାଇଥିବା…
ଜୀବନର ରଙ୍ଗ ଛଡେଇନେଲା ଦନ୍ତା ହାତୀ: ଯୁବକଙ୍କ ମୃତ୍ୟୁ
ମୋରଡା/ରାସଗୋବିନ୍ଦପୁର,୪/୩ (ସ୍ମାରକ ମାଜୀ/ସତ୍ୟବାଦୀ ପରିଡା):ରଙ୍ଗର ପର୍ବ ହୋଲିରେ ମଉଳି ଗଲା ଯୁବକଙ୍କ ଜୀବନର ରଙ୍ଗ। ହାତୀ ଆକ୍ରମଣରେ ଯୁବକଙ୍କ ମୃତ୍ୟୁ ଘଟିଛି। ଏଭଳି ଦୁଖଃଦ ଘଟଣା ଘଟିଛି ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ରେଞ୍ଜ ଅଞ୍ଚଳରେ। ସୂଚନା ଅନୁଯାୟୀ, ଉକ୍ତ ରେଞ୍ଜ ଅଞ୍ଚଳରେ…
ଟ୍ରକକୁ ପିଟିଲା ଟ୍ରକ: ଦୁଇ ଡ୍ରାଇଭର ଗୁରୁତର
ବାଲେଶ୍ୱର,୪।୩( ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ ନଂ. ଜାତୀୟ ରାଜପଥ ପାର୍ଶ୍ୱରେ ଛିଡା ହୋଇଥିବା ସିମେଣ୍ଟ ବୋଝେଇ ଟ୍ରକକୁ ପଛପଟୁ ଧକ୍କା ଦେଲା ଡଷ୍ଟ ବୋଝେଇ ଟ୍ରକ୍। ଦୁର୍ଘଟଣାରେ ଦୁଇ ଟ୍ରକର ଡ୍ରାଇଭର ଗୁରୁତର ହୋଇଛନ୍ତି । ବାଲେଶ୍ବର ଜିଲା ବସ୍ତା…
ଆଜି ରଙ୍ଗର ପର୍ବ ହୋଲି: ସବୁଆଡେ କଡ଼ା ସୁରକ୍ଷା ବ୍ୟବସ୍ଥା
ଭୁବନେଶ୍ୱର,୪।୩: ଆଜି ରଙ୍ଗର ଉତ୍ସବ ହୋଲି। ସାରା ଦେଶରେ ଉତ୍ସବର ମାହୋଲ। ଜଣେ ଜଣକୁ ରଙ୍ଗ ବୋଳି ଶୁଭ ମନାସୁଛନ୍ତି। ଅବିର ଓ ରଙ୍ଗର ତାଳେ ତାଳେ ସଭିଙ୍କ ମନରେ ଭରିଯାଏ ଉତ୍ସାହ। ପରିବାର, ବନ୍ଧୁ, ପ୍ରିୟଜନଙ୍କୁ ନେଇ ରଙ୍ଗ ଖେଳରେ…
୪ର୍ଥ ଆସନ ପ୍ରଶ୍ନବାଚୀରେ…
ଭୁବନେଶର,୩।୩( ସୁନିତ ମିଶ୍ର): ଓଡ଼ିଶାରେ ୪ ରାଜ୍ୟ ସଭା ଆସନ ପାଇଁ ଆସନ୍ତା ମାର୍ଚ୍ଚ ୧୬ରେ ନିର୍ବାଚନ ହେବାକୁ ଯାଉଛି। କହିବାକୁ ଗଲେ ୩ଟି ଆସନରେ ଭୋଟ ହେବାର ନାହିଁ। ହେଲେ ୪ର୍ଥ ଆସନକୁ ନେଇ ଯେଉଁ ଚର୍ଚ୍ଚା ଆଲୋଚନା ଚାଲିଥିଲା…
ସୁରେଶ ପୂଜାରୀ ଅସୁସ୍ଥ: ଛାତିରେ ଯନ୍ତ୍ରଣା ପରେ ଆଇସିୟୁରେ ଭର୍ତ୍ତି…
ଭୁବନେଶ୍ୱର,୩।୩: ରାଜ୍ୟ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ଅସୁସ୍ଥ । ଛାତିରେ ପ୍ରବଳ ଯନ୍ତ୍ରଣା ଅନୁଭବ କରିବାରୁ ତାଙ୍କୁ ତୁରନ୍ତ ଭୁବନେଶ୍ୱର ଏମ୍ସ (AIIMS) ମେଡିକାଲରେ ଭର୍ତ୍ତି କରାଯାଇଛି । ସୂଚନା ଅନୁଯାୟୀ, ଆଜି ହଠାତ୍ ତାଙ୍କ…
ଦିଲୀପ ରାୟଙ୍କୁ ସମର୍ଥନ କରିବ କି ସିପିଆଇଏମ୍, ପ୍ରେସମିଟ୍ କରି କହିଲେ…
ଭୁବନେଶ୍ୱର,୩।୩: ରାଜ୍ୟ ସଭା ନିର୍ବାଚନ ପାଇଁ ଓଡ଼ିଶା ରାଜନୀତି ସରଗରମ ରହିଛି। ଓଡ଼ିଶା ୪ ରାଜ୍ୟ ସଭା ଆସନରେ ଆସନ୍ତା ମାର୍ଚ୍ଚ ୧୬ରେ ନିର୍ୱାଚନ ହେବାକୁ ଯାଉଛି। କହିବାକୁ ଗଲେ ୩ଟି ଆସନ ପାଇଁ ଭୋଟ ହେବାର ସମ୍ଭାବନା ନାହିଁ। ହେଲେ…
ଯୌତୁକ ପାଇଁ ୫ ମାସର ଗର୍ଭବତୀଙ୍କୁ ହତ୍ୟା ଅଭିଯୋଗ: ବାପା ସକାଳେ ହୋଇଥିଲେ କଥା, ଅପରାହ୍ନରେ ପହଞ୍ଚିଲା ମୃତ୍ୟୁ ଖବର…
ଧର୍ମଶାଳା,୩।୩(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ଗଲଗଲିଶଙ୍ଖ ଗାଁରେ ବଧୁହତ୍ୟା ଅଭିଯୋଗ। ସେ ୫ମାସର ଗର୍ଭବତୀ ଥିଲେ। ତେବେ ତାଙ୍କୁ ଶାଶୁଘର ଲୋକେ ମାରି ଦେଇଥିବା ନେଇ ବଧୂର ବାପା ମଙ୍ଗଳବାର ଥାନାରେ ଅଭିଯୋଗ କରିଛନ୍ତି। ସୂଚନାନୁଯାୟୀ,…
Archives


