ଅନ୍ଧାରିଆ ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ; ମାଡ଼ିବସିଲା ଝରିଗାଁ ପୋଲିସ, ଜବତ କଲା…
ଝରିଗାଁ,୧୬।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ନିକଟସ୍ଥ ହୁଣ୍ଡାରଧଡକି ଜଙ୍ଗଲ ନିକଟରେ ଜୁଆ ଖେଳ ଚାଲିଥିବା ବେଳେ ରବିବାର ସନ୍ଧ୍ୟାରେ ଝରିଗାଁ ପୋଲିସ ତରଫରୁ ଅତର୍କିତ ଭାବେ ଚଢ଼ାଉ କରାଯାଇଛି । ଏହି ଘଟଣାରେ ପୋଲିସ ଉମରକୋଟ ଅଞ୍ଚଳର ସନ୍ତୋଷ…
ପ୍ରବଳ ବର୍ଷାକୁ ନେଇ ଚିନ୍ତାରେ ଚାଷୀ, ଆନନ୍ଦପୁର ଉପଜିଲାପାଳ କହିଲେ…
ହାଟଡିହୀ/ଛେନାପଦୀ,୧୬।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ପାଣିପାଗ ବିଭାଗ ତରଫରୁ କେନ୍ଦୁଝର ଜିଲାକୁ ରେଡ୍ ଓ୍ବାର୍ନିଂ ଜାରି କରାଯାଇଥିଲା । ଏହାପରେ ଲୋକଙ୍କ ଧନ, ଜୀବନକୁ ଦୃଷ୍ଟିରେ ରଖି ପ୍ରଶାସନ ତତ୍ପର ହୋଇ ଉଠିଛି । କିନ୍ତୁ ଚାଷୀଙ୍କୁ ପ୍ରବଳ ବର୍ଷାର ଭୟ ଚିନ୍ତା…
ସଶକ୍ତ ଶିଶୁ ସଶକ୍ତ ଭାରତ କାର୍ଯ୍ୟକ୍ରମରେ ଯୋଗଦେଲେ ଦିଗପହଣ୍ଡି ବିଧାୟକ, କହିଲେ ଶିଶୁଙ୍କ ବୈଷୟିକ ଜ୍ଞାନକୌଶଳ…
ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ମଧୁବିଦ୍ଯା ପୀଠ ବିଦ୍ୟାଳୟ ପରିସରରେ ‘ସଶକ୍ତ ଶିଶୁ ସଶକ୍ତ ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ରୋଟାରୀ କ୍ଲବ ସିଲ୍କ ସିଟି ବ୍ରହ୍ମପୁର ପକ୍ଷରୁ ଆୟୋଜିତ କାର୍ଯ୍ୟକ୍ରମରେ ଦିଗପହଣ୍ଡି ବିଧାୟକ ଡ.…
ଜଳପ୍ରପାତରେ ଗାଧୋଉଥିବା ବେଳେ ଖସିପଡ଼ିଲେ ଶିକ୍ଷକ, ତାପରେ….
ବରଗଡ଼,୧୬।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ଅଞ୍ଚଳରେ ଥିବା ପର୍ଯ୍ୟଟନସ୍ଥଳୀ ବାରବଖରା ଜଳପ୍ରପାତରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି । ଏହି ଜଳପ୍ରପାତରେ ଗାଧୋଉଥିବା ସମୟରେ ଖସି ପଡ଼ି ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି। ମୃତ ଯୁବକ ଜଣକ…
ଦିନ ଦ୍ବିପ୍ରହରରେ ଆତଙ୍କ ମଚାଇଲେ ଦୁର୍ବୃତ୍ତ, ଦିବ୍ୟାଙ୍ଗଙ୍କ ଘର କବାଟ ଭାଙ୍ଗି ଲୁଟିନେଲେ…
ଦାରିଙ୍ଗବାଡି,୧୬।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡି ପଞ୍ଚାୟତ କାରିପାଙ୍ଗା ସାହିରେ ରବିବାର ଦିନ ଦ୍ବିପ୍ରହରରେ ଏକ ଲୁଟ୍ ଘଟଣା ସମଗ୍ର ଅଞ୍ଚଳରେ ଆତଙ୍କ ସୃଷ୍ଟି କରିଛି । ଦିବ୍ୟାଙ୍ଗଙ୍କ ଘରୁ କବାଟ ତାଲା ଭାଙ୍ଗି ପ୍ରାୟ ୫୦ହଜାର ଟଙ୍କା…
ଖୁଣ୍ଟରେ ଚଢ଼ି ମରାମତି ବେଳେ ଲାଗିଲା ବିଦ୍ୟୁତ ଝଟକା, ତାପରେ ହଠାତ୍….
ଦେବଗଡ଼,୧୬।୮(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ଥାନା କଲା ଗ୍ରାମରେ ଅଘଟଣ । ବିଦ୍ୟୁତ ସ୍ପର୍ଶରେ ଆସି ଚାଲିଗଲା ବିଦ୍ୟୁତ କର୍ମଚାରୀଙ୍କ ଜୀବନ । ମୃତ କର୍ମଚାରୀ ହେଲେ ରିଆମାଳ ଥାନା ଧରମପୁର ଗାଁର ଟୁନା ସାହୁ(୩୮) । ସୂଚନା…
ଅନ୍ତରୀଣ ଡିଜିପି ଭାବେ ଦାୟିତ୍ୱ ନେଲେ ବିନୟତୋଷ ମିଶ୍ର, ଆସୁଆସୁ କଲେ ବଡ଼ ଘୋଷଣା…
କଟକ,୧୬।୮: ୧୯୯୩ ବ୍ୟାଚ୍ ଆଇପିଏସ୍ ଅଫିସର ବିନୟତୋଷ ମିଶ୍ର ରବିବାରେ ଅନ୍ତରୀଣ ପୋଲିସ ଡିଜିପି ଭାବେ କଟକ ସ୍ଥିତ ପୋଲିସ ମୁଖ୍ୟାଳୟରେ ଦାୟିତ୍ୱ ଗ୍ରହଣ କରିଛନ୍ତି। ଦାୟୀତ୍ୱ ନେବା ପରେ ଡିଜିପି ମିଶ୍ର ପ୍ରତିକ୍ରିୟାରେ ୪ଟି ବିନ୍ଦୁ ଉପରେ ଗୁରୁତ୍ୱ ଦେବାକୁ…
ଜିଲା ମୁଖ୍ୟ ଚିକିତ୍ସାଳୟରେ ସ୍ବାସ୍ଥ୍ୟ ସେବାର ସମୀକ୍ଷା କଲେ ସ୍ବାସ୍ଥ୍ୟମନ୍ତ୍ରୀ, ଅଧିକାରୀମାନଙ୍କୁ କହିଲେ…
କୋରାପୁଟ/ଜୟପୁର,୧୬ା୮(ଅମିତାଭ ବେହେରା/ପବନ ପାଣିଗ୍ରାହୀ): କୋରାପୁଟ ଜିଲାର ଜୟପୁରସ୍ଥିତ ଜିଲା ମୁଖ୍ୟ ଚିକିତ୍ସାଳୟରେ ନୂତନ କ୍ରିଟିକାଲ କେୟାର ୟୁନିଟ୍ ଉଦ୍ଘାଟିତ ହୋଇଛି। ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ମୁକେଶ ମହାଲିଙ୍ଗ ଏହି ୟୁନିଟ୍ର ଉଦ୍ଘାଟନ କରିବା ସହ ଚିକିତ୍ସାଳୟର ବିଭିନ୍ନ…
କୂଳ ଲଙ୍ଘିଲା ବ୍ରାହ୍ମଣୀ ନଦୀ, ବନ୍ୟାପାଣିରେ ଫସିଲେ ୩ ଶହ ସ୍କୁଲ୍ ପିଲା
ପଟ୍ଟାମୁଣ୍ଡାଇ,୧୬।୮(କଳ୍ପତରୁ ନାୟକ): ବନ୍ୟାପାଣିରେ ଫସିଲେ ୩ ଶହ ସ୍କୁଲ୍ ପିଲା । ଏଭଳି ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ୍ କୁଳସାହି ଆବାସିକ ସ୍କୁଲ୍ରୁ । ୩ ଶହ ପିଲା ଫସି ରହିଥିବା ଜଣାପଡିଛି ।…
ତାତିଲେ ଚାଷୀ, ଜେସିବି ଲଗାଇ କାଟିଦେଲେ ଘାଇ, ପାଣିରେ ବୁଡ଼ିଲା ଶହଶହ ଏକର ଚାଷଜମି
ମହାକାଳପଡ଼ା,୧୬ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): ମହାନଦୀରେ ବନ୍ୟା ଓ ବର୍ଷା ଜଳ ଖରିଫ ଋତୁରେ ଧାନ ଫସଲ ପ୍ରଭାବିତ ହୋଇଛି। ଫଳରେ ୫ ହଜାରରୁ ଅଧିକ ହେକ୍ଟର ଜମିରେ ଜଳ ପ୍ଲାବିତ ହୋଇଛି। ଜଳ ନିଷ୍କାସନ ପଥ ଅବରୋଧ ଯୋଗୁ ଚାଷୀ ଉତ୍ତ୍ୟକ୍ତ…
କାଲି ଏହି ଜିଲାରେ ସ୍କୁଲ ଛୁଟି, ଜାଣନ୍ତୁ…
କେନ୍ଦୁଝର,୧୬।୮: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ କ୍ଷେତ୍ର ଅଧିକ ଘନୀଭୂତ ହୋଇ ସ୍ପଷ୍ଟଚିହ୍ନିତ ଲଘୁଚାପରେ ପରିଣତ ହୋଇଛି। ରବିବାର ଅପରାହ୍ନ ୨ଟା ୩୦ ସୁଦ୍ଧା ଏହା ଉତ୍ତରପଶ୍ଚିମ ବଙ୍ଗୋପସାଗର ଏବଂ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସକ୍ରିୟ ରହିଥିବା ଜଣାପଡ଼ିଛି। ବର୍ତ୍ତମାନ ଏହି ସ୍ପଷ୍ଟଚିହ୍ନିତ…
ସ୍କୁଲ ଛୁଟି ପରେ ମଧ୍ୟାହ୍ନଭୋଜନ ଚାଉଳ ଅଟୋରେ ନେବା ଘଟଣା: ନିଲମ୍ବିତ ହେଲେ ପ୍ରଧାନଶିକ୍ଷୟିତ୍ରୀ
ଝରିଗାଁ,୧୬ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲାର ଝରିଗାଁ ବ୍ଲକ ଅନ୍ତର୍ଗତ ମାଝୀଗୁଡ଼ା ସ୍କୁଲର ଭାରପ୍ରାପ୍ତ ପ୍ରଧାନଶିକ୍ଷୟିତ୍ରୀ ଗତ ଶୁକ୍ରବାର ବିଦ୍ୟାଳୟ ଛୁଟି ହେବା ପରେ ଏକ ଅଟୋରେ ମଧ୍ୟାହ୍ନଭୋଜନ ଚାଉଳ ଓ ସଖୀ ସାନିଟାରି ନାପ୍କିନ୍ ଲୋଡିଂ କରିବା ସମୟରେ ଗ୍ରାମବାସୀ…

