ସୁନ୍ଦରଗଡ଼ ଖଣି ଦୁର୍ନୀତି ମାମଲା: ଭିଜିଲାନ୍ସ ତଦନ୍ତ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୪ା୫(ସୁନିତ୍ ମିଶ୍ର):ସୁନ୍ଦରଗଡ଼ ଜିଲାର ହେମଗିର ଓ କୋଇଡ଼ା ତହସିଲରେ ହୋଇଥିବା ବ୍ୟାପକ ବେଆଇନ ଖଣି ଉତ୍ତୋଳନ ଏବଂ କାରବାରର ତଦନ୍ତ ଭିଜିଲାନ୍ସ ଦ୍ୱାରା କରାଯିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିର୍ଦ୍ଦେଶ ଦେଇଛନ୍ତି। ଏଥିଲାଗି ଭିଜିଲାନ୍ସ ପକ୍ଷରୁ ଏକ ଏସ୍ଆଇଟି…
୨୮ ବର୍ଷ ପରେ ମିଳୁନି ଜମିପଟ୍ଟା, ଘରଡିହ
ଭବାନୀପାଟଣା,୨୪ା୫(ଉତ୍ତମ କୁମାର ଦାଶ): ସରକାର ଗରିବ ଆଦିବାସୀମାନଙ୍କ ଉନ୍ନତି ନିମନ୍ତେ ବିଭିନ୍ନ ଯୋଜନା କରିଛନ୍ତି। ହେଲେ ସେହି ଯୋଜନା ଅଦ୍ୟାବଧି ସେମାନଙ୍କ ପାଖରେ ଅପହଞ୍ଚ ହୋଇରହିଛି। ତିନି ଦଶନ୍ଧି ଧରି ବସବାସ ପରେ ମଧ୍ୟ ସେମାନଙ୍କୁ ଜମିପଟ୍ଟା କିମ୍ବା ଘରଡିହ ମିଳିପାରି…
ସ୍ବାବଲମ୍ବୀ କରିଛି ମାଣ୍ଡିଆ ଚାଷ
କୋକସରା,୨୪ା୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ପୂର୍ବ ବିଜେଡି ସରକାର ମାଣ୍ଡିଆ ଚାଷକୁ ପ୍ରୋତ୍ସାହନ ଦେବା ଉଦ୍ଦେଶ୍ୟରେ ମିଲେଟ ମିଶନ ଯୋଜନା ଆରମ୍ଭ କରିଥିଲେ। ସରକାର ପରିବର୍ତ୍ତନ ହେବା ପରେ ମିଲେଟ ମିଶନ ଶ୍ରୀ ଅନ୍ନ ଅଭିଯାନ ଯୋଜନାରେ ରୂପାନ୍ତରିତ ହୋଇଛି। ଏହି ଯୋଜନାରେ…
ବଦଳିଲା ସାବିତ୍ରୀ ଅମାବାସ୍ୟା ପାଇଁ ସରକାରୀ ଛୁଟି ତାରିଖ, ୨୭ ନୁହେଁ …
ଭୁବନେଶ୍ୱର, ୨୩ା୫(ସୁନିତ୍ ମିଶ୍ର): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସାବିତ୍ରୀ ଅମାବାସ୍ୟା ପାଇଁ ସରକାରୀ ଛୁଟିକୁ ଆସନ୍ତା ୨୭ ପରିବର୍ତ୍ତେ ୨୬ ତାରିଖରେ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏ ସମ୍ପର୍କିତ ପ୍ରସ୍ତାବକୁ ସେ ଶୁକ୍ରବାର ଅନୁମୋଦନ ଦେଇଛନ୍ତି। ତେଣୁ ଛୁଟି ତାରିଖକୁ…
ଯୁକ୍ତ ୨ ଇନ୍ଷ୍ଟାଣ୍ଟ ପରୀକ୍ଷା ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି, ଜାଣନ୍ତୁ କେଉଁ ତାରିଖରେ…
ଭୁବନେଶ୍ୱର, ୨୩ା୫ (ଅନୁରାଧା ମହାରଣା)- ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା ପରିଚାଳିତ ଯୁକ୍ତ ୨ ଇନ୍ଷ୍ଟାଣ୍ଟ ପରୀକ୍ଷା ଜୁନ୍ ୨୫ ଓ ୨୬ ତାରିଖରେ ଅନୁଷ୍ଠିତ ହେବ। ଏନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଶୁକ୍ରବାର ବିଜ୍ଞପ୍ତି ପ୍ରକାଶ…
ଆସୁଛି ବଡ଼ ଲଘୁଚାପ: ୨୪ଘଣ୍ଟା ଭିତରେ ମାଡ଼ି ଆସୁଛି ଝଡବର୍ଷା, ୮ଜିଲାରେ…
ଭୁବନେଶ୍ୱର,୨୩।୫: ଆସୁଛି ବଡ଼ ଲଘୁଚାପ। ୨୭ରୁ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ଦେଲା ପାଣିପାଗ ବିଭାଗ । ଆସନ୍ତା ୨୭ ତାରିଖ ବେଳକୁ ପଶ୍ଚିମ କେନ୍ଦ୍ରୀୟ ଓ ତାର ପାଶ୍ୱବର୍ତୀ ଉତ୍ତର ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା…
ଆତଙ୍କବାଦୀଙ୍କ ଲିଷ୍ଟରେ ପ୍ରଥମ: ଶ୍ରୀମନ୍ଦିର ସବୁ ଫଟୋ ଏବେ ପାକ୍ ହାତରେ, କହୁକହୁ କହିଦେଲେ…
ପୁରୀ,୨୩।୫: ପାକ୍- ସ୍ପାଏ ଜ୍ୟୋତି ମାଲହୋତ୍ରା ପୁରୀ ଶ୍ରୀମନ୍ଦିର ଆସିଥିବା ଖବର ପ୍ରକାଶ ପାଇବା ପରେ ଏବେ ଶ୍ରୀମନ୍ଦିର ସୁରକ୍ଷାକୁ ନେଇ ଚିନ୍ତା ବଢ଼ିଛି। କୁହାଯାଉଛି ଜୋତି ଏବଂ ତାଙ୍କ ବାନ୍ଧବୀ ପ୍ରିୟଙ୍କା ପୁରୀ ବୁଲିବା ସହ ଅନେକ ଫଟୋ ଉଠାଇଥିଲେ।…
ଓଡ଼ିଶାରେ ମାଡ଼ ହେବ କି ବାତ୍ୟା? ଡରାଇଲା ଆକଳନ, ମାସ ଶେଷରେ…
ନୂଆଦିଲ୍ଲୀ/ଭୁବନେଶ୍ୱର,୨୩।୫: ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ଆରବ ସାଗରରେ ଏକ ନିମ୍ନ ଚାପ କ୍ଷେତ୍ର ତୀବ୍ରତର ହୋଇ ବାତ୍ୟାରେ ପରିଣତ ହେବାର ସମ୍ଭାବନା ଥିବା ସୂଚନା ଦେଇଛି। ଏହି ଝଡ଼ ମୁମ୍ବାଇ ଓ କୋଙ୍କଣ ଅଞ୍ଚଳରେ ପ୍ରଭାବ ପକାଇବାର ଆଶଙ୍କା ରହିଛି।…
ଆସୁଛି ବଡ଼ ବର୍ଷା, ଭାସିବ…
ଭୁବନେଶ୍ୱର,୨୩।୫: ଭାରତୀୟ ପାଣିପାଗ ବିଭାଗ (ଆଇଏମ୍ଡି) ଓ ଅନ୍ୟ ଆନ୍ତର୍ଜାତୀୟ ପାଣିପାଗ ମଡେଲ ଅନୁଯାୟୀ, ମେ’ ୨୦୨୫ରେ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିଝଡ଼ ସୃଷ୍ଟି ହେବାର ସମ୍ଭାବନା ରହିଛି। ଫଳରେ ଓଡ଼ିଶା ଉପକୂଳ ପ୍ରଭାବିତ ହେବାର ଅନୁମାନ କରାଯାଇଛି। ଏହି ଝଡ଼, ଯାହାର…
ଲିଙ୍ଗରାଜ ମନ୍ଦିରରେ ପଶିଗଲେ ଅଣହିନ୍ଦୁ
ଭୁବନେଶ୍ବର,୨୩।୫: ଶୁକ୍ରବାର ଲିଙ୍ଗରାଜ ମନ୍ଦିରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଲିଙ୍ଗରାଜ ମନ୍ଦିର ଭିତରକୁ ଜଣେ ଅଣହିନ୍ଦୁ ପଶି ଯାଇଥିଲେ। ମଧ୍ୟାହ୍ନ ସାଢ଼େ ୧୨ଟାରେ ମନ୍ଦିର ସିଂହଦ୍ୱାର ଦେଇ ଜଣେ ଅଣହିନ୍ଦୁ ମନ୍ଦିର ଭିତରକୁ ପଶିଯାଇଥିବା ସୂଚନା ମିଳିଛି। ଯୁବକ…
ପୁଣି ବିଜେଡିକୁ ଟାର୍ଗେଟ କରି ବର୍ଷିଲେ ଜୟନାରାୟଣ
ଭୁବନେଶ୍ୱର,୨୩।୫: ଓଡ଼ିଶାରେ ବାଂଲାଦେଶୀ ଅନୁପ୍ରବେଶ ପ୍ରସଙ୍ଗ ଉପରେ ଶୁକ୍ରବାର ବର୍ଷିଛନ୍ତି ଭାଜପାର ବରିଷ୍ଠ ନେତା ତଥା ସମ୍ବଲପୁର ବିଧାୟକ ଜୟନାରାୟଣ ମିଶ୍ର। ଶୁକ୍ରବାର ଗଣମାଧ୍ୟମ ଆଗରେ ଜୟନାରାୟଣ ବିଜେଡିକୁ ଟାର୍ଗେଟ କରିଛନ୍ତି। ବିଜେଡି ଭୋଟ ବ୍ୟାଙ୍କ ପାଇଁ ବାଂଲାଦେଶୀଙ୍କୁ ଥଇଥାନ କରିଛି…
ସବୁଜ ମହାନଦୀ ମିଶନ: ପ୍ରହସନ ପାଲଟିଲା ଚାରାରୋପଣ
ଭେଡେନ,୨୩।୫(ହୃଷୀକେଶ ଖମାରୀ): ରାଜ୍ୟ ଓ କେନ୍ଦ୍ର ସରକାର ପରିବେଶ ସୁରକ୍ଷା ପାଇଁ ବିଭିନ୍ନ ଯୋଜନା ମାଧ୍ୟମରେ ଜଙ୍ଗଲ ସୃଷ୍ଟି ପାଇଁ କୋଟି କୋଟି ଟଙ୍କା ଅନୁଦାନ ପ୍ରଦାନ କରୁଛନ୍ତି। ମାତ୍ର ବିଭାଗୀୟ ଅଧିକାରୀ ଓ କର୍ମଚାରୀମାନଙ୍କ ଆନ୍ତରିକତା ଅଭାବରୁ ତାହା ଫଳପ୍ରଦ…
Archives


