ରାଜ୍ୟ

ମେଣ୍ଡୁଲିଙ୍କ ବଢିଲା ଅଡ଼ୁଆ, ସରକାର ନେବେ ବଡ଼ ଆକ୍ସନ?

ଭୁବନେଶ୍ୱର,୧୨।୭: ଓଡ଼ିଶା ଡ୍ରାଇଭର ମହାସଂଘର ସଭାପତି ପ୍ରଶାନ୍ତ ମେଣ୍ଡୁଲିଙ୍କ ବଢିଲା ଅଡୁଆ। ଥାନାରେ ତାଙ୍କ ବିରୋଧରେ ଏତଲା ଦାୟର ପରେ ଏବେ ତାଙ୍କ ବିରୋଧରେ ସାଙ୍ଘାତିକ ଅଭିଯୋଗ ଆସିଛି। ସଡ଼କ ପରିବହନ ସଂଘ ଉପସଭାପତି ଦେବେନ୍ଦ୍ର ପାଣିଗ୍ରାହୀଙ୍କ ବିଶୋଦଗାର କହିଛନ୍ତି, ଡ୍ରାଇଭରଙ୍କୁ…

ଯୁକ୍ତ ୩ ସ୍ପଟ ନାମ ଲେଖା ତାଲିକା ପ୍ରକାଶିତ: କେଏସୟୁବି କଲେଜରେ ଖାଲି ଅଛି ୪୦୮ ସିଟ୍‌

ଭଞ୍ଜନଗର,୧୨।୭(ବାବୁଲା ପ୍ରଧାନ): ଯୁକ୍ତ ୩ କଳା, ବାଣିଜ୍ୟ, ବିଜ୍ଞାନ ସମେତ ଅନ୍ୟାନ୍ୟ ବିଭାଗର ନାମଲେଖା ତିନୋଟି ପର୍ଯ୍ୟାୟରେ ପୂର୍ବରୁ ସରିଛି। ଶନିବାର ଅପରାହ୍ନ ୨ଟାରେ ସ୍ପଟ ନାମ ଲେଖା ପାଇଁ ତାଲିକା ପ୍ରକାଶିତ ହୋଇଛି। ଛାତ୍ରୀଛାତ୍ରମାନେ ନିଜ ଆଇଡିରେ ନାମ ଦେଖିପାରିବେ।…

ପୁରୀରୁ ପୁଣି ଗଡ଼ିଲା ଘରୋଇ ବସ୍‌, ଜନସାଧାରଣଙ୍କୁ ମିଳିଲା ଆଶ୍ୱସ୍ତି

ପୁରୀ,୧୨।୭(ତୁଷାର ରଞ୍ଜନ ନାୟକ): ଆଜିଠୁ ରାଜ୍ୟରେ ସ୍ବାଭାବିକ ହେଲା ଘରୋଇ ବସ୍‌ ଚଳାଚଳ। ପୁରୀଠାରେ ବସିଥିବା ରାଜ୍ୟ ଘରୋଇ ବସ ମାଲିକ ସଂଘର ବୈଠକରେ ଏହି ବଡ଼ ନିଷ୍ପତ୍ତି ନିଆଯାଇଛି । ବସ୍‌ ଚଳାଚଳ କରୁନଥିବାରୁ ସାରା ରାଜ୍ୟରେ ଯାତ୍ରୀଙ୍କ ସମସ୍ୟାକୁ…

ଓଡ଼ିଶାରେ ମନ୍ତ୍ରୀମଣ୍ଡଳ ସମ୍ପ୍ରସାରଣ ଚର୍ଚ୍ଚା: ଦିଲ୍ଲୀରେ ଆଶାୟୀ ତାଲିକା ଫାଇନାଲ!

ଭୁବନେଶ୍ୱର,୧୨।୭: ଓଡ଼ିଶା ରାଜ୍ୟ ସରକାରର ମନ୍ତ୍ରୀମଣ୍ଡଳ ସମ୍ପ୍ରସାରଣ ନେଇ ଚର୍ଚ୍ଚା ଜୋର ଧରିଛି। ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ ଘୋଷଣା କରିଛନ୍ତି ଯେ, ଖୁବ ଶୀଘ୍ର ମନ୍ତ୍ରୀମଣ୍ଡଳରେ ନୂଆ ମୁହଁ ସାମିଲ ହେବେ। ଏହାରି ଭିତରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିଛନ୍ତି…

ରାହୁଲ ଯାଉଯାଉ ବଡ଼ ଘୋଷଣା କରିଦେଲେ ଭକ୍ତ, ମୋହନଙ୍କୁ କଲେ ସିଧା ଟାର୍ଗେଟ

ଭୁବନେଶ୍ୱର,୧୨।୭: ଓଡ଼ିଶା ଡ୍ରାଇଭର ମହାସଂଘର ଚାଲିଥିବା ଷ୍ଟିଅରିଂ ଛାଡ଼ ଆନ୍ଦୋଳନକୁ ନେଇ ରାଜ୍ୟ ରାଜନୀତିରେ ଉଷ୍ମତା ଦେଖାଦେଇଛି। ଏହି ଆନ୍ଦୋଳନ ପ୍ରସଙ୍ଗରେ ପ୍ରଦେଶ କଂଗ୍ରେସ କମିଟି (ପିସିସି) ସଭାପତି ଭକ୍ତ ଚରଣ ଦାସ ଏକ ସାମ୍ବାଦିକ ସମ୍ମିଳନୀରେ ବଡ଼ ଘୋଷଣା କରିଛନ୍ତି।…

ଅଧ୍ୟାପକ କରିଥିଲେ ଦୁର୍ବ୍ୟବହାର: କଲେଜ ଆଗରେ ନିଜକୁ ଜାଳିଲେ …

ବାଲେଶ୍ଵର,୧୨।୭(ବାଞ୍ଛାନିଧି ଦେ): ବାଲେଶ୍ୱର ଫକୀର ମୋହନ ସ୍ଵୟଂଶାସିତ ମହାବିଦ୍ୟାଳୟରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି । କଲେଜ ଫାଟକ ସମ୍ମୁଖରେ ନ୍ୟାୟ ପାଇଁ ଧାରଣାରେ ବସିଥିବା ଜଣେ ଛାତ୍ରୀ ନିଜ ଦେହରେ ନିଆଁ ଲଗାଇ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି ।…

ଭୁବନେଶ୍ୱର ଫେରିଲେ ନବୀନ

ଭୁବନେଶ୍ୱର,୧୨ା୭: ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଶନିବାର ଓଡ଼ିଶା ଫେରିଛନ୍ତି। ମୁମ୍ବାଇର କୋକିଳା ବେନ୍‌ ଧୀରୁଭାଇ ଅମ୍ବାନୀ ହସ୍ପିଟାଲରେ ଅସ୍ତ୍ରୋପଚାର ହେବା ପରେ ଆଜି ଭୁବନେଶ୍ବର ଫେରିଛନ୍ତି। ନବୀନଙ୍କୁ ସ୍ବାଗତ ପାଇଁ ବିଜେଡିର ନେତୃବୃନ୍ଦ ଓ କର୍ମୀ ଉପସ୍ଥିତ…

ମାଲ୍‌ବାହୀ ଟ୍ରେନ୍‌ର ୧୧ ବଗି ଲାଇନ୍‌ଚ୍ୟୁତ

ବୀରମିତ୍ରପୁର,୧୨ା୭: ସୁନ୍ଦରଗଡ଼ ଜିଲା ବୀରମିତ୍ରପୁରଠାରେ ଶନିବାର ଏକ ମାଲବାହୀ ଟ୍ରେନ୍‌ର ୧୧ଟି ବଗି ଲାଇନଚ୍ୟୁତ ହୋଇଛି। ବୀରମିତ୍ରପୁର ଉପରମାର୍କେଟ ଅଞ୍ଚଳ ନିକଟରେ ଲାଇନଚ୍ୟୁତ ହୋଇଛି। ଚୂନଭଟାରୁ ବୀରମିତ୍ରପୁର ରେଳ ଷ୍ଟେଶନକୁ ଗଲା ବେଳେ ଏହି ଅଘଟଣ ଘଟିଛି।

ଗୁରୁତ୍ୱପୂର୍ଣ୍ଣ ପଦବୀରେ ନାହାନ୍ତି ଅଧିକାରୀ

ବୈଶିଙ୍ଗା,୧୨ା୭(ରତନ ଦାଶ): ମୟୂରଭଞ୍ଜ ଜିଲା ବାରିପଦା ସଦର ସବ୍‌ଡିଭିଜନ ଅଧୀନରେ ଥିବା ବେତନଟୀ ତହସିଲ ଓ ବ୍ଲକର ପ୍ରଶାସନିକ ସେବା ଯେପରି ଗୁରୁତ୍ୱପୂର୍ଣ୍ଣ ସେହିପରି ମଧ୍ୟ ସମ୍ବେଦନଶୀଳ। ହେଲେ ଦୀର୍ଘ ୬ମାସରୁ ଊଦ୍ଧର୍‌ବ ସମୟ ଧରି ତହସିଲଦାର ପଦବୀ ଓ ୨…

ମେଣ୍ଡୁଲିଙ୍କ ପଛରେ ବଡ଼ ହାତ! ସାମ୍ନାକୁ ଆସିଲା ବଡ଼ ଖୁଲାସା

ଭୁବନେଶ୍ୱର,୧୨।୭: ମୁଣ୍ଡରେ ନାଲି ଗାମୁଛା, ଦେହରେ ମାଟିଆ ପୋଷାକ। ଘର ଆଠମଲ୍ଲିକ। ରାଜ୍ୟ ରାଜନୀତିକୁ ହୁଲସ୍ତୁଲ କରୁଛନ୍ତି ଏହି ନେତା। ଏହି ନେତାଜଣକ ୪ଦିନ ଧରି ରାଜ୍ୟରେ ଡ୍ରାଇଭର ସଂଘ ଆନ୍ଦୋଳନକୁ ଆଗକୁ ବଢାଉଛନ୍ତି। ବଡ଼ବଡ଼ ନେତାଙ୍କ ଠାରୁ ମନ୍ତ୍ରୀ ଯାଏ…

ଗୁମର ଖୋଲିଲେ ଅର୍ଚ୍ଚନା: ମୋ ସହ ହୋଇଥିଲା ଷଡ଼ଯନ୍ତ୍ର, ବବିଙ୍କ ନାଁ ନେଇ କଲେ ଖୁଲାସା

ଭୁବନେଶ୍ୱର,୧୨।୭: ବିଜେଡି ବିରୋଧରେ ବର୍ଷିଲେ ଅର୍ଚ୍ଚନା ନାଗ। ତାଙ୍କ ଗିରଫଦାରୀ ପଛରେ ବଡ଼ ଷଡ଼ଯନ୍ତ୍ର ଥିଲା ବୋଲି କହିଛନ୍ତି ଅର୍ଚ୍ଚନା। ବବି ଦାସ, ମାନସ ମଙ୍ଗରାଜ, ଅମରେଶ ଜେନାଙ୍କ ନାଁ ନେଇଛନ୍ତି ଅର୍ଚ୍ଚନା ନାଗ। ପୋଲିସ ଅଧିକାରୀଙ୍କ ନାଁ ନେଇ ମଧ୍ୟ…

ମହିଳାଙ୍କୁ ବଳାତ୍କାର ମାମଲା: ଜାମିନ ନାମଞ୍ଜୁର ପରେ ଜେଲ ଗଲେ ଶିକ୍ଷକ

ମହାକାଳପଡ଼ା,୧୨ା୭ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ସାମୁଦ୍ରିକ ଥାନା ଅଞ୍ଚଳର ସରକାରୀ ଶିକ୍ଷକ ରଞ୍ଜିତ ମଣ୍ଡଳ(୪୭) ଜଣେ ୩୯ ବର୍ଷୀୟା ମହିଳାଙ୍କୁ ବଳାତ୍କାର ମାମଲାରେ ଗିରଫ ହୋଇ ଶୁକ୍ରବାର କୋର୍ଟ ଚାଲାଣ ହୋଇଛନ୍ତି। ଜାମିନ ନାମଞ୍ଜୁର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri