ରାଜ୍ୟ

ଦୁଇଗୁଣା ହେବ ରାଉରକେଲା ଇସ୍ପାତ କାରଖାନା କ୍ଷମତା, ନିବେଶ ହେବ ୩୦,୦୦୦ କୋଟି

ଭୁବନେଶ୍ୱର,୧୯।୧୧: କେନ୍ଦ୍ର ଇସ୍ପାତ ଓ ଭାରୀ ଶିଳ୍ପ ମନ୍ତ୍ରୀ ଏଚ୍.ଡି. କୁମାରସ୍ୱାମୀ ବୁଧବାର ଓଡ଼ିଶାର ରାଉରକେଲା ଇସ୍ପାତ କାରଖାନା (RSP)ର ଉତ୍ପାଦନ କ୍ଷମତା ବୃଦ୍ଧି ପାଇଁ ଏକ ବଡ଼ ଯୋଜନା ଘୋଷଣା କରିଛନ୍ତି। ପ୍ରାୟ ୩୦,୦୦୦ କୋଟି ଟଙ୍କା ବିନିଯୋଗରେ...

ମଦ ବ୍ୟବସାୟୀଙ୍କଠାରୁ ନେଉଥିଲେ ଲାଞ୍ଚ: ଭିଜିଲାନ୍ସ ହାତରେ ଧରାପଡ଼ିଲେ ଅବକାରୀ ଅଧିକ୍ଷକ-ଏଏସ୍‌ଆଇ

କେନ୍ଦୁଝର,୧୯।୧୧(ନରେଶ ଚନ୍ଦ୍ର ପଟ୍ଟନାୟକ): ମଦ ବିକ୍ରେତାଙ୍କଠାରୁ ନେଉଥିଲେ ଲାଞ୍ଚ। ମାଡ଼ି ବସିଲା ଭିଜିଲାନ୍ସ। ବୁଧବାର ଏଭଳି ଏକ ଘଟଣାକ୍ରମରେ ଓଡ଼ିଶା ଭିଜିଲାନ୍ସ ହାତରେ କେନ୍ଦୁଝର ଅବକାରୀ ଅଧୀକ୍ଷକ ସୀତାରାଣୀ ପଟ୍ଟାୟତ ଏବଂ ଚମ୍ପୁଆ ଅବକାରୀ ଷ୍ଟେଶନ ଦାୟିତ୍ୱରେ ଥିବା ଅଧିକାରୀ...

ଦାବି ପରେ ବି ନିର୍ମାଣ ହେଉନି ରାସ୍ତା, ଗାଁକୁ ଯିବାକୁ ହେଲେ…

କେସିଙ୍ଗା,୧୯ା୧୧(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କସୃପଡ଼ା ପଞ୍ଚାୟତ ଅଧିନସ୍ଥ ସିଂହଝରଣ ଗ୍ରାମକୁ ସଂଯୋଗ ହୋଇଥିବା ରାସ୍ତା ଦୀର୍ଘବର୍ଷଠାରୁ ଶୋଚନୀୟ ଅବସ୍ଥାରେ ପଡ଼ିରହିଛି। ବହୁବାର ସ୍ଥାନୀୟ ସରପଞ୍ଚଠାରୁ ବ୍ଲକର ବିଡିଓଙ୍କୁ ଲିଖିତ ଅଭିଯୋଗ କରିଥିଲେ ମଧ୍ୟ କୌଣସି ସୁଫଳ ମିଳିପାରିନାହିଁ। ଜାତୀୟ...

ବାଲିମାଫିଆଙ୍କ କବ୍‌ଜାରେ ଋଷିକୂଲ୍ୟା: ପୁଣି ରାଇପୁରରେ ବେଆଇନ ବାଲିଘାଟକୁ ଗ୍ରାମବାସୀଙ୍କ ବିରୋଧ

ପୁରୁଷୋତ୍ତମପୁର,୧୯ା୧୧(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ବାଲିମାଫିଆମାନେ ଦିନକୁଦିନ ସକ୍ରିୟ ହୋଇଉଠିଛନ୍ତି। ଲଘୁ ଖଣିଜ ଦ୍ରବ୍ୟର ଚୋରା କାରବାରକୁ ରୋକିବା ଲାଗି ଖୋଦ୍‌ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି କଡ଼ା ନିର୍ଦ୍ଦେଶ ମଧ୍ୟ ଦେଇଛନ୍ତି। ମାଫିଆମାନେ ବିନାଦ୍ବିଧାରେ ଋଷିକୂଲ୍ୟା...

ଚିପ୍ସ ପ୍ୟାକେଟ୍‌ରେ ଥିବା ପ୍ଲାଷ୍ଟିକ୍‌ ଖେଳନା ଖାଇ ଶିଶୁ ମୃତ୍ୟୁ ଘଟଣାର ହେବ ତଦନ୍ତ, ସ୍ବାସ୍ଥ୍ୟାଧିକାରୀ କହିଲେ…

ଦାରିଙ୍ଗବାଡ଼ି,୧୯ା୧୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଥାନା ତାଜୁଙ୍ଗିଆ ପଞ୍ଚାୟତ ସିକରମାହା ଗ୍ରାମ ନିକଟ ମୂଷିମାହା ଗ୍ରାମରେ ଜଣେ ୪ ବର୍ଷର ଶିଶୁ ବିଗିଲ ପ୍ରଧାନଙ୍କ ମୃତ୍ୟୁ ପରେ ସ୍ବାସ୍ଥ୍ୟବିଭାଗର ଚିନ୍ତା ବଢ଼ିବା ସହ ବହୁ ପରିବାରର...

ତୁର୍ଲା ଗାଁ ପରିଦର୍ଶନ କଲେ ପଞ୍ଚାୟତିରାଜ ମନ୍ତ୍ରୀ

ବଲାଙ୍ଗୀର,୧୯ା୧୧(ସୁନିଲ କୁମାର ମହାନ୍ତି): ପଞ୍ଚାୟତିରାଜ ବିଭାଗ ମନ୍ତ୍ରୀ ରବିନାରାୟଣ ନାଏକ, ବଲାଙ୍ଗୀର ଲୋକ ସଭା ଏମ୍‌ପି ସଙ୍ଗୀତା କୁମାରୀ ସିଂଦେଓ, ସଚିବ ଏସ୍‌ଏନ୍‌ ଗିରିଶ, ଓରମାସ ଡାଇରେକ୍ଟର, ଦାଦନ ଟାକ୍ସ ଫୋର୍ସ ଟିମ ସଦସ୍ୟ, ଅତିରିକ୍ତ ଜିଲାପାଳ ପବିତ୍ର ବେହେରା,...

ରମେଶ୍ୱର-ପାରାଦୀପ ଉପକୂଳ ରାଜପଥକୁ ଖୁବ୍ ଶୀଘ୍ର ମିଳିବ ସବୁଜ ସଙ୍କେତ

ଭୁବନେଶ୍ୱର,୧୯।୧୧: ଓଡ଼ିଶାର ବହୁ ପ୍ରତୀକ୍ଷିତ ରମେଶ୍ୱରରୁ ପାରାଦୀପ ପର୍ଯ୍ୟନ୍ତ ଉପକୂଳ ରାଜପଥ ପ୍ରକଳ୍ପ ଖୁବ୍ ଶୀଘ୍ର ଆରମ୍ଭ ହେବାକୁ ଯାଉଛି ବୋଲି ବୁଧବାର ଶ୍ରମ ଓ ପୂର୍ତ୍ତ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି। ସମସ୍ତ ଗୁରୁତ୍ୱପୂର୍ଣ୍ଣ ପ୍ରକ୍ରିୟା ଶେଷ...

ସାପ କାମୁଡ଼ା ମୃତ୍ୟୁ ପାଇଁ କ୍ଷତିପୂରଣ ରାଶି ବଢାଇବେ ରାଜ୍ୟ ସରକାର, ଏବେ ମିଳୁଛି ୪ ଲକ୍ଷ

ଭୁବନେଶ୍ୱର,୧୯।୧୧: ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ସାପ କାମୁଡ଼ାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପରିବାର ପାଇଁ କ୍ଷତିପୂରଣ ରାଶି ବୃଦ୍ଧି କରିବାକୁ ଓଡ଼ିଶା ସରକାର ବିଚାର କରୁଛନ୍ତି। ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ବୁଧବାର କହିଛନ୍ତି ଯେ,...

ଇକୋ ରିଟ୍ରିଟ୍‌ କର୍ମଚାରୀ ଶିଖୁଛନ୍ତି ନିଆଁ ଲିଭାଇବାର କୌଶଳ

ଦାରିଙ୍ଗବାଡ଼ି,୧୯ା୧୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଇକୋ ରିଟ୍ରିଟ ପରିସର ମଧ୍ୟରେ ପର୍ଯ୍ୟଟକଙ୍କୁ ନିଆଁ ଦାଉରୁ ସୁରକ୍ଷା ଦେବା ପାଇଁ ଅଗ୍ନିଶମ ବିଭାଗ ପକ୍ଷରୁ ବଡ଼ ପଦକ୍ଷେପ ନିଆଯାଇଛି। ବୁଧବାର ପୂର୍ବ ଯୋଜନା ଅନୁଯାୟୀ ଅଗ୍ନିଶମ ବିଭାଗର ଗାଡ଼ି ସାଇରନ...

ରାଜ୍ୟରେ ବଢ଼ିବ ତହସିଲ ସଂଖ୍ୟା, ସୂଚନା ଦେଇ ରାଜସ୍ବ ମନ୍ତ୍ରୀ କହିଲେ ପ୍ରଥମ ପର୍ଯ୍ୟାୟରେ…

ଭୁବନେଶ୍ୱର,୧୯ା୧୧:  ପ୍ରଶାସନିକ ବ୍ୟବସ୍ଥାକୁ ସୁଦୃଢ଼ ଏବଂ ସେବା ଯୋଗାଣକୁ ଅଧିକ କାର୍ଯ୍ୟକ୍ଷମ କରିବା ଲକ୍ଷ୍ୟରେ ଓଡ଼ିଶା ସରକାର ରାଜ୍ୟରେ ନୂତନ ତହସିଲ ଗଠନ କରିବାକୁ ନିଷ୍ପତ୍ତି ନେଇଛନ୍ତି। ୨୦୨୭ ଜନଗଣନା ପରେ ରାଜ୍ୟରେ ତହସିଲ ସଂଖ୍ୟା ବଢ଼ିବ। ଏନେଇ ସୂଚନା...

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ କେନ୍ଦ୍ର ଇସ୍ପାତ ମନ୍ତ୍ରୀ

ଭୁବନେଶ୍ୱର,୧୯ା୧୧: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟିଛନ୍ତି କେନ୍ଦ୍ର ଇସ୍ପାତ ମନ୍ତ୍ରୀ ଏଚ୍‌ଡି କୁମାରସ୍ବାମୀ। ଲୋକସେବା ଭବନରେ ରାଉରକେଲା ଷ୍ଟିଲ୍‌ ପ୍ଲାଣ୍ଟ ସଂପ୍ରସାରଣ ନେଇ ଆଲୋଚନା ହୋଇଛି। ଏଥିରେ ବାର୍ଷିକ କ୍ଷମତା ୪.୫ ମିଲିୟନ ଟନ୍‌ରୁ ୯.୫ ମିଲିୟନ ଟନ୍‌କୁ...

ବିଦ୍ୟାଳୟ ପାଇଖାନା ଘରେ ପଡ଼ି ଚାଲିଗଲା ଆଦିବାସୀ ଛାତ୍ରୀଙ୍କ ଜୀବନ

କେନ୍ଦୁଝର,୧୯ା୧୧(ନରେଶ ଚନ୍ଦ୍ର ପଟ୍ଟନାୟକ): ତେଲକୋଇ ଥାନା ଭୀମାକାଣ୍ଡ ସରକାରୀ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ବୁଧବାର ଜଣେ ଛାତ୍ରୀ ପାଇଖାନା ଯାଇଥିବା ବେଳେ ସେଠାରେ ପଡ଼ି ମୃତ୍ୟୁ ହେବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ତଳେ ପଡ଼ିଯିବାରୁ ତାଙ୍କ ମୁଣ୍ଡରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri