ବ୍ୟବସାୟୀ ଅପହରଣ ମାମଲା: ହନୁମାନ ପଇସା ପାଇଁ ଅଭିଯୁକ୍ତ ଦେଇଛନ୍ତି ୨ କୋଟି ୭୦ ଲକ୍ଷ, ଏସ୍ପି କହିଲେ ଆହୁରି…
ବଲାଙ୍ଗୀର,୧୬ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ଜଣାଶୁଣା ବ୍ୟବସାୟୀ ନରେନ୍ଦ୍ର ସାହୁ ଓରଫ ଗୁଣ୍ଡା ଅପହରଣ ମାମଲାରେ ବୌଦ୍ଧ ଜିଲା କଣ୍ଟାମାଳ ଅଞ୍ଚଳର କ୍ଷୀତିଶ ସାହୁଙ୍କୁ ଭୁବନେଶ୍ବରରୁ ଗିରଫ କରାଯାଇଛି। ନରେନ୍ଦ୍ରଙ୍କୁ ଅପହରଣ କଲା ପରେ ଅଭିଯୁକ୍ତ ୫୦ ଲକ୍ଷ ଟଙ୍କା ଦାବି…
ସ୍ପଷ୍ଟଚିହ୍ନିତ ଲଘୁଚାପ: ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷିବା
ଭୁବନେଶ୍ୱର, ୧୬।୮: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ କ୍ଷେତ୍ର ଅଧିକ ଘନୀଭୂତ ହୋଇ ସ୍ପଷ୍ଟଚିହ୍ନିତ ଲଘୁଚାପରେ ପରିଣତ ହୋଇଛି। ରବିବାର ଅପରାହ୍ନ ୨ଟା ୩୦ ସୁଦ୍ଧା ଏହା ଉତ୍ତରପଶ୍ଚିମ ବଙ୍ଗୋପସାଗର ଏବଂ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସକ୍ରିୟ ରହିଥିବା ଜଣାପଡ଼ିଛି। ବର୍ତ୍ତମାନ ଏହି…
ବନ୍ୟାପାଣିରେ ବୁଡ଼ିଲା ଶିବମନ୍ଦିର, ଫସିଲେ ପୂଜକ ଦମ୍ପତି, ୮ ଘଣ୍ଟା ପରେ…
କୁଚିଣ୍ଡା,୧୬ା୮(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା କୁଚିଣ୍ଡା ବ୍ଲକରେ ପ୍ରବାହିତ ଖର୍ଲା ନଦୀରେ ବନ୍ୟା ଆସିଛି। ବନ୍ୟାପାଣି ମାଡ଼ି ଆସିବାରୁ ଚକଦରହ ଶିବମନ୍ଦିରଟି ପାଣିରେ ଅଧା ବୁଡ଼ି ଯାଇଥିଲା। ଫଳରେ ମନ୍ଦିରରେ ଅବସ୍ଥାନ କରୁଥିବା ପୂଜକ ମିତ୍ରଭାନୁ ପଟେଲ ଓ ତାଙ୍କ ସ୍ତ୍ରୀ…
ଶ୍ମଶାନକୁ ରାସ୍ତା ନାହିଁ, କେନାଲ ପାର୍ ହୋଇ ଶବଦାହ କଲେ ଗ୍ରାମବାସୀ
ଗଞ୍ଜାମ,୧୬ା୮(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ପଞ୍ଚାୟତର ଗଡ଼ହୁମ୍ମା ଗ୍ରାମ ନିକଟରେ ରହିଛି ବାଉଁସିଆ ପଡ଼ା ଗ୍ରାମ। ଶବଦାହ ପାଇଁ ଗ୍ରାମବାସୀ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହୋଇଥାନ୍ତି। ଶବଦାହ କରିବା ପାଇଁ ଶ୍ମଶାନ ନାହିଁ। ଶବଦାହ କରିବାକୁ…
ଗ୍ରାମୀଣ ଗୃହ ଯୋଜନାରେ ଶ୍ରେଷ୍ଠ ପ୍ରଦର୍ଶନ ପାଇଁ ରାଇକିଆ ବ୍ଲକ ପୁରସ୍କୃତ
ରାଇକିଆ,୧୬ା୮(ପ୍ରଦୀପ ବେହେରା): ଗ୍ରାମୀଣ ଗୃହ ଯୋଜନା-୨୦୨୫/୨୬ରେ ସମଗ୍ର କନ୍ଧମାଳ ଜିଲାରେ ଉଲ୍ଳେଖନୀୟ ପ୍ରଦର୍ଶନ ପାଇଁ ଜିଲା ପ୍ରଶାସନ ତରଫରୁ ରାଇକିଆ ବ୍ଲକ ପୁରସ୍କୃତ ହୋଇଛି। ଫୁଲବାଣୀଠାରେ ଜିଲାସ୍ତରୀୟ ସ୍ବାଧୀନତା ଦିବସ ପାଳନ ଅବସରରେ ବାଣିଜ୍ୟ, ପରିବହନ ଓ ଇସ୍ପାତ, ଖଣି ବିଭାଗ…
ଧାନମଣ୍ଡି ରେଜିଷ୍ଟ୍ରେଶନରେ ସମସ୍ୟା: ଜିଲାପାଳଙ୍କୁ ସ୍ମାରକପତ୍ର ପ୍ରଦାନ ନିଷ୍ପତ୍ତି ଚାଷୀ ସଙ୍ଗଠନ ନେଇ…
ଦିଗପହଣ୍ଡି,୧୬ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିର ଶ୍ରୀ ଦଧିବାମନ ମନ୍ଦିର ପ୍ରାଙ୍ଗଣରେ ଚାଷୀ ସଙ୍ଗଠନ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ବ୍ଲକ କମିଟି ପକ୍ଷରୁ ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି। ବରିଷ୍ଠ କୃଷକ ସଙ୍ଗଠକ ରାମ ପୂଜାରୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ…
ଆମ୍ବୁଲାନ୍ସ ଭିତରେ ସନ୍ତାନ ପ୍ରସବ କଲେ ମହିଳା, ବନ୍ୟାଜଳରେ ଅଟକିବାରୁ…
ଦେବଗଡ଼,୧୬ା୮(ଶଶାଙ୍କ ଶେଖର ଝାଙ୍କର): ପୋଲ ଉପରେ ବନ୍ୟାଜଳ ପ୍ରବାହିତ ହେଉଥିବା ବେଳେ ଆମ୍ବୁଲାନ୍ସ ଯାଇ ନ ପାରିବାରୁ ଜଣେ ଗର୍ଭବତୀ ମହିଳାଙ୍କୁ ହଟହଟା ହେବାକୁ ପଡ଼ିଛି। ଦେବଗଡ଼ ଜିଲା ବାରକୋଟ ବ୍ଲକ କାଳିଆପାଳ ଗ୍ରାମରେ ରବିବାର ସକାଳୁ ଏଭଳି ଏକ ଅଭାବନୀୟ…
ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ, ତୁରନ୍ତ ଡ୍ୟୁଟିରେ ଯୋଗ ଦେବାକୁ ନିର୍ଦ୍ଦେଶ ଜାରି କରି…
ଭଦ୍ରକ,୧୬ା୮(ସନାତନ ରାଉତ): ଭଦ୍ରକ ଜିଲାର ବିଭିନ୍ନ ବ୍ଲକରେ ଲଗାତର ବର୍ଷା ଓ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଜିଲାପାଳ ସୋମେଶ ଉପାଧ୍ୟାୟ ରବିବାର ଏକ ଜରୁରୀ ନିର୍ଦ୍ଦେଶ ଜାରି କରିଛନ୍ତି। ଜିଲାର ସମସ୍ତ ବିଭାଗ ଓ କାର୍ଯ୍ୟାଳୟର ଅଧିକାରୀ ଏବଂ କର୍ମଚାରୀଙ୍କୁ…
ହନୁମାନ ପଇସାରୁ ବ୍ୟବସାୟୀଙ୍କୁ ଅପହରଣ: ଆଜି ଅଭିଯୁକ୍ତ-ବ୍ୟବ୍ୟସାୟୀଙ୍କୁ ମୁହାଁମୁହିଁ ଜେରା କରାଯାଇ…
ବଲାଙ୍ଗୀର,୧୬ା୮(ସୁନିଲ କୁମାର ମହାନ୍ତି): ହନୁମାନ ପଇସା’ରୁ ହୋଇଥିଲା ଅପହରଣ। ୨ କୋଟି ୭୦ ଲକ୍ଷ ଟଙ୍କାର କାରବାର ହେଉଥିଲା। ଉଭୟ ଅପହରଣକାରୀ ଓ ଅପହୃତଙ୍କ ନାଁରେ ମାମଲା ହେବ ବୋଲି ଉତ୍ତରାଞ୍ଚଳ ପୋଲିସ ଆଇଜି ହିମାଂଶୁ ଲାଲ କହିଛନ୍ତି। ବଲାଙ୍ଗୀର ରିଜର୍ଭ…
ଅଧିକାରୀଙ୍କ ପାଇଁ ୱାଟରପ୍ରୁଫ୍ ଟେଣ୍ଟ: ଖୋଲା ଆକାଶ ତଳେ ଛାତ୍ରୀଛାତ୍ର
ଜମନକିରା, ୧୬।୮ (ରବୀନ୍ଦ୍ର ପ୍ରସାଦ ଦାନୀ): ଗୋଟିଏ ପଟେ ଜୀବନ-ମରଣ ସହ ସଂଗ୍ରାମ କରୁଥିବା ଅସହାୟ ରୋଗୀ, ଅନ୍ୟପଟେ କାଦୁଅ ପଚପଚ ଡାକ୍ତରଖାନା ପରିସରରେ ସ୍ୱାଧୀନତା ଦିବସ କାର୍ଯ୍ୟକ୍ରମ। ଜନପ୍ରତିନିଧି ଓ ଅଧିକାରୀମାନେ ୱାଟରପ୍ରୁଫ୍ ଟେଣ୍ଟ୍ ତଳେ ଜାତୀୟ ପତାକା ଉତ୍ତୋଳନ…
ସ୍ୱାଧୀନତା ଦିବସ ପରେଡ୍ରେ ବାଧକ ସାଜିଲା ଲଘୁଚାପ ବର୍ଷା
ଗୁଣପୁର, ୧୫।୮ (ସୁଜାତା ପାଢ଼ୀ): ଶନିବାର ସ୍ୱାଧୀନତା ଦିବସ ଅବସରରେ ଗୁଣପୁରରେ ବିଭିନ୍ନ ସ୍କୁଲ ଓ କଲେଜର ଛାତ୍ରୀଛାତ୍ର ପରେଡ୍ରେ ଭାଗ ନେବାକୁ ଉତ୍ସାହର ସହ ଅପେକ୍ଷା କରିଥିଲେ। ହେଲେ ପ୍ରତିକୂଳ ପାଗ ଓ ସୁରକ୍ଷା କାରଣରୁ ସେମାନଙ୍କୁ ନିରାଶ ହେବାକୁ…
ବ୍ୟବସାୟୀ ଅପହରଣ ଘଟଣାର ପର୍ଦ୍ଦାଫାଶ: ସାମ୍ନାକୁ ଆସିଲା ବଡ଼ କାରଣ: ‘ହନୁମାନ ପଇସା’ କାରବାରରୁ…
ବଲାଙ୍ଗୀର, ୧୬।୮ (ସୁନିଲ କୁମାର ମହାନ୍ତି): ‘ହନୁମାନ ପଇସା’ କାରବାରକୁ କେନ୍ଦ୍ର କରି ବଲାଙ୍ଗୀରର ବ୍ୟବସାୟୀ ନରେନ୍ଦ୍ର ସାହୁ ଓରଫ୍ ଗୁଣ୍ଡାଙ୍କୁ ଅପହରଣ କରାଯାଇଥିବା ଜଣାପଡ଼ିଛି। ଭୁବନେଶ୍ୱରରୁ ଉଦ୍ଧାର ପରେ ବ୍ୟବସାୟୀ ନରେନ୍ଦ୍ର ସାହୁ ଓ ଅଟକ ଅଭିଯୁକ୍ତଙ୍କୁ ରବିବାର ବଲାଙ୍ଗୀର…

