ନୀଳକନ୍ଦରକୁ ବାହୁଡ଼ିବେ ବିଶ୍ୱନିୟନ୍ତା
ପୁରୀ,୭ା୭: ସରି ଆସୁଛି ନବଦିନାତ୍ମକ ଯାତ୍ର। ଆଜି ନୀଳାଦ୍ରିବିଜେରେ ନୀଳକନ୍ଦରକୁ ବାହୁଡ଼ିବେ ମହାବାହୁ। ଗୋଟି ପହଣ୍ଡିରେ ରତ୍ନ ସିଂହାସନକୁ ବିଜେ କରିବେ ବିଶ୍ୱନିୟନ୍ତା। ରସଗୋଲା ଦେଇ ମହାଲକ୍ଷ୍ମୀଙ୍କ ମାନଭଞ୍ଜନ କରିବେ ମହାପ୍ରଭୁ। ବଡ଼ଦାଣ୍ଡରେ ଶେଷ ଦର୍ଶନ ପାଇଁ ଭକ୍ତଙ୍କ ଭିଡ଼ ଆରମ୍ଭ…
‘ମନମୋହନଙ୍କ ପାଇଁ ରାଜ୍ୟରେ ସରକାର’, ପ୍ରଶଂସାରେ ପୋତିଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୮।୭: ଓଡ଼ିଶା ଭାଜପାର ରାଜ୍ୟ ସଭାପତି ଭାବେ ଚତୁର୍ଥ ଥର ପାଇଁ ନିର୍ବାଚିତ ହୋଇଥିବା ମନମୋହନ ସାମଲଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରଶଂସାରେ ପୋତିଛନ୍ତି। ସର୍ବସମ୍ମତିକ୍ରମେ ନିର୍ଦ୍ୱନ୍ଦ୍ୱରେ ସଭାପତି ନିର୍ବାଚିତ ହେବା ପରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ‘୨୦୨୪ରେ ମନମୋହନ…
ରାଜ୍ୟରେ ଚାଲିଛି ଟ୍ରିପଲ M ସରକାର: କହୁକହୁ କହିଦେଲେ ସମ୍ବିତ ପାତ୍ର
ଭୁବନେଶ୍ୱର, ୮।୭: ବରିଷ୍ଠ ଭାଜପା ନେତା ମନମୋହନ ସାମଲ ପୁଣି ଥରେ ଓଡ଼ିଶା ଭାଜପାର ରାଜ୍ୟ ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି। ସର୍ବସମ୍ମତ କ୍ରମେ ତାଙ୍କୁ ଚତୁର୍ଥ ଥର ପାଇଁ ଏହି ଗୁରୁତ୍ୱପୂର୍ଣ୍ଣ ପଦବୀ ଦିଆଯାଇଇଛି। ମନମୋହନ ପୁନଃ ସଭାପତି ନିର୍ବାଚିତ…
ଖରାପ ରାସ୍ତା ଯୋଗୁଁ ଗର୍ଭବତୀ ମହିଳାଙ୍କୁ ୧୦ କିମି କାନ୍ଧରେ ବୋହିଲେ ଗ୍ରାମବାସୀ
ମାଲକାନଗିରି,୮।୭: ମାଲକାନଗିରି ଜିଲାର ଏକ ଦୁର୍ଗମ ଅଞ୍ଚଳରେ ଗ୍ରାମାଞ୍ଚଳର ଦୁର୍ବଳ ଭିତ୍ତିଭୂମିର ଏକ ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି। ଖରାପ ରାସ୍ତା ଯୋଗୁଁ ଆମ୍ବୁଲାନ୍ସ ମଝିରେ ଅଟକି ଯିବା ପରେ ଗ୍ରାମବାସୀମାନେ ଜଣେ ଗର୍ଭବତୀ ମହିଳାଙ୍କୁ ୧୦ କିଲୋମିଟର କାନ୍ଧରେ ବୋହି…
ଷ୍ଟିଅରିଂ ଛାଡ଼ ଆନ୍ଦୋଳନ: ଡ୍ରାଇଭର ସଂଘ ସହ ବୈଠକ କରିବେ ସରକାର
ଭୁବନେଶ୍ୱର,୮।୭: ଓଡ଼ିଶା ଡ୍ରାଇଭର ଏକତା ମହାମଞ୍ଚ ପକ୍ଷରୁ ମଙ୍ଗଳବାର ୬ ଦଫା ଦାବି ନେଇ ଷ୍ଟିଅରିଂ ଛାଡ଼ ଆନ୍ଦୋଳନ ଡାକରା ଦିଆଯାଇଛି। ଏହି ପରିପ୍ରେକ୍ଷୀରେ ଆନ୍ଦୋଳନରତ ଡ୍ରାଇଭର ସଂଘ ସହ ସରକାର ବୈଠକ କରିବେ ବୋଲି ପରିବହନ ମନ୍ତ୍ରୀ ବିଭୂତି ଜେନା…
ଅତି ପ୍ରବଳ ବର୍ଷା ସାଙ୍ଗକୁ ବଜ୍ରପାତ ସମ୍ଭାବନା: ୯ରୁ କମିବ
ଭୁବନେଶ୍ୱର,୮।୭: ଦକ୍ଷିଣ ପଶ୍ଚିମ ଗାଙ୍ଗେୟ ପଶ୍ଚିମବଙ୍ଗ ଓ ଏହାର ଆଖପାଖ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସକ୍ରିୟ ରହିଛି। ଏହା ସହିତ ଜଡିତ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନଠାରୁ ୭.୬ କି.ମି. ଉଚ୍ଚରେ ରହି ଦକ୍ଷିଣ-ପଶ୍ଚିମ ଆଡକୁ ବ୍ୟାପିଛି। ଏହା ଆସନ୍ତା ୨ଦିନ ମଧ୍ୟରେ…
ମନମୋହନ ସାମଲ ପୁଣି ଭାଜପା ରାଜ୍ୟ ସଭାପତି
ଭୁବନେଶ୍ୱର, ୮।୭: ବରିଷ୍ଠ ଭାଜପା ନେତା ମନମୋହନ ସାମଲ ପୁଣି ଥରେ ଓଡ଼ିଶା ଭାଜପାର ରାଜ୍ୟ ସଭାପତି ଭାବେ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ସର୍ବସହମତିରେ ତାଙ୍କୁ ଚତୁର୍ଥ ଥର ପାଇଁ ଏହି ଗୁରୁତ୍ୱପୂର୍ଣ୍ଣ ପଦବୀରେ ନିର୍ବାଚିତ କରାଯାଇଛି। ସୋମବାର ଭାଜପା ରାଜ୍ୟ…
ଖୁବଶୀଘ୍ର ଭବାନୀପାଟଣାରେ ଅଭିଯୋଗ ଶୁଣାଣି କରିବେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, ୮।୭: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଗାମୀ ଦିନରେ କଳାହାଣ୍ଡି ଜିଲାର ଭବାନୀପାଟଣାରେ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ କରିବେ। ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ ଆଜି ଏହି ସୂଚନା ଦେଇଛନ୍ତି। ମନ୍ତ୍ରୀ ପୂଜାରୀ କହିଛନ୍ତି ଯେ, ମୁଖ୍ୟମନ୍ତ୍ରୀ ଓ ତାଙ୍କ…
ଲେଖାଶ୍ରୀଙ୍କୁ ଅଶାଳୀନ ମନ୍ତବ୍ୟ: ମହିଳା କମିସନ ନିକଟରେ ଭାଜପା ବିଧାୟକଙ୍କ ଗିରଫ ଦାବିରେ ଅଭିଯୋଗ
ଭୁବନେଶ୍ୱର, ୮।୭: ବିଜୁ ଜନତା ଦଳ (ବିଜେଡି)ର ବରିଷ୍ଠ ନେତ୍ରୀ ଲେଖାଶ୍ରୀ ସାମନ୍ତସିଂହାର ସୋମବାର ରାଜ୍ୟ ମହିଳା କମିସନ (ଏସସିଡବ୍ଲୁ)ରେ ଅଭିଯୋଗ ଦାୟର କରିଛନ୍ତି। ନୀଳଗିରି ବିଧାନସଭା ନିର୍ବାଚନ ମଣ୍ଡଳୀର ଭାଜପା ବିଧାୟକ ସନ୍ତୋଷ ଖଟୁଆଙ୍କୁ ତାଙ୍କ ବିରୁଦ୍ଧରେ ଅଶାଳୀନ ଓ…
ଆଜି ରସଗୋଲା ଦିବସ
ଆଜି ହେଉଛି ରସଗୋଲା ଦିବସ। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନୀଳାଦ୍ରି ବିଜେ ଅବସରରେ ଏହି ଦିନ ପାଳନ କରାଯାଏ। ଏହି ଦିନ ମହାପ୍ରଭୁ ଶ୍ରୀଜଗନ୍ନାଥ ଶ୍ରୀଗୁଣ୍ଡିଚା ମନ୍ଦିରରୁ ଫେରି ଶ୍ରୀମନ୍ଦିରକୁ ବିଜେ କରନ୍ତି। ଏତେ ଦିନ ଧରି ମାନ କରି ରହିଥିବା ମା’…
ଆଜିଠୁ ଡ୍ରାଇଭର ମହାମଞ୍ଚର ଷ୍ଟିଅରିଂ ଛାଡ଼ ଆନ୍ଦୋଳନ
ଭୁବନେଶ୍ୱର,୮।୭(ସତ୍ୟଜିତ୍ ରାଉତ): ଓଡ଼ିଶା ଡ୍ରାଇଭର ଏକତା ମହାମଞ୍ଚ ପକ୍ଷରୁ ମଙ୍ଗଳବାର ଷ୍ଡିଅରିଂ ଛାଡ଼ ଆନ୍ଦୋଳନ କରାଯିବ। ୬ ଦଫା ଦାବିରେ ଏହି ଅନ୍ଦୋଳନ ଡାକରା ଦିଆଯାଇଛି। ଅଟୋ ଡ୍ରାଇଭରମାନଙ୍କୁ ଓଡ଼ିଶା ମୋଟର ଟ୍ରାନ୍ସପୋର୍ଟ ଡ୍ରାଇଭର ଆଣ୍ଡ୍ ଓ୍ବାର୍କର୍ସ ଓ୍ବେଲ୍ଫେୟାର ବୋର୍ଡରେ ସାମିଲ…
ନନ୍ଦନକାନନରେ ଜନ୍ମ ହେଲେ ୧୧ଟି ହଳଦିଆ ଆନାକୋଣ୍ଡା
ବାରଙ୍ଗ,୭।୭(ଲିଙ୍ଗରାଜ ରାଉତ): ଦ୍ୱିତୀୟ ଥର ପାଇଁ ମା’ ହୋଇଛି ହଳଦିଆ ଆନାକୋଣ୍ଡା। ସୋମବାର ଏହା ଜଣାପଡ଼ିବା ପରେ କର୍ମଚାରୀ ମହଲରେ ଖୁସିର ମହୋଲ ଖେଳିଯାଇଛି। ନନ୍ଦନକାନନ ପ୍ରାଣୀ ଉଦ୍ୟାନର ସରୀସୃପ ପାର୍କରେ ୨୦୨୫ ଜୁଲାଇ ୪ରେ ଦ୍ୱିତୀୟ ପ୍ରଜନନ ଯୋଡିରୁ ୧୧ଟି…
Archives


