ପୁରୀର ୟୁଟ୍ୟୁବରଙ୍କ ସହ କ’ଣ ଥିଲା ଜ୍ୟୋତିଙ୍କ ସମ୍ପର୍କ: ଅଜ୍ଞାତ ସ୍ଥାନରେ ରଖି ….
ପୁରୀ, ୧୮।୫: ଗିରଫ ୟୁଟ୍ୟୁବର ଜ୍ୟୋତି ଲିଙ୍କ୍ ନେଇ ଖୋଳତାଡ଼ ଜାରି ରହିଛି। ପୁରୀର ଜଣେ ୟୁଟ୍ୟୁବରଙ୍କୁ IBର ପଚରାଉଚରା ଜାରି ରହିଛି। ଜ୍ୟୋତିଙ୍କ ସହ ସଂପର୍କ କଣ ଥିଲା ସେ ନେଇ ଜେରା ମଧ୍ୟ ଚାଲିଛି। ଗତକାଲିଠାରୁ ଅଜ୍ଞାତ ସ୍ଥାନରେ…
ସାଙ୍ଗର ଜୀବନ ବଞ୍ଚାଇବାକୁ ଯାଇ ଚାଲିଗଲା ସାଙ୍ଗର ଜୀବନ
ଆନନ୍ଦପୁର,୧୮ା୫(ସୁଶାନ୍ତ କୁମାର ସାହୁ): ସାଙ୍ଗର ଜବନ ବଞ୍ଚାଇବାକୁ ଯାଇ ନିଜ ଜୀବନ ହରାଇବାକୁ ପଡ଼ିଛି ଜଣେ ସାଙ୍ଗକୁ। ଏଭଳି ଏକ ଅଭାବନୀୟ ଘଟଣାକୁ ନେଇ ସ୍ତବ୍ଧ ହୋଇପଡ଼ିଛି ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ବଡପଦନା ଗାଁ। ଶନିବାର ସନ୍ଧ୍ୟାରେ ଗାଁର ୩ସାଙ୍ଗ…
ଖର୍ଚ୍ଚ ହେଲାଣି ୫୦ ଲକ୍ଷ ଟଙ୍କା, ଖୋଲୁନି ଏଗ୍ରୋ ମଲ୍, ଚାଷୀ ମହଲରେ ଅସନ୍ତୋଷ
ଦାରିଙ୍ଗବାଡ଼ି,୧୮ା୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିଠାରେ ଏଗ୍ରୋ ମଲ୍ ଖୋଲିବାରେ ବିଳମ୍ବକୁ ନେଇ ଦେଖାଯାଇଛି ଅସନ୍ତୋଷ। ପ୍ରାୟ ୫୦ଲକ୍ଷ ଟଙ୍କା ବିନିମୟରେ ୨ ମହଲା ବିଶିଷ୍ଟ ଏହି ମଲ୍ ଠିଆ କରାଯାଇଥିବା ବେଳେ ଆହୁରି ୨୦ ଲକ୍ଷ ଖର୍ଚ୍ଚ କରାଯାଇ ବ୍ୟବସାୟୀ…
ହଠାତ୍ ପାହାଡକୁ ଧକ୍କାଦେଲା ବସ୍ : ବସ୍ରେ ଥିବା ୪୫ ଯାତ୍ରୀ…
ଗଜପତି୧୮।୫(ଗିରିଧାରୀ ପରିଛା): ଗଜପତି ଜିଲା ରାୟଗଡା ବ୍ଲକ ଅନ୍ତର୍ଗତ ମାର୍ଲ୍ଲଭା ଘାଟିରେ ଇସ୍ପାତ ନାମକ ଘରୋଇ ବସ୍ ରବିବାର ଦୁର୍ଘଟଣା ଗ୍ରସ୍ତ ହୋଇଛି। ବସ୍ଟି ଘାଟିର ଗୁଡା ନିକଟରେ ଗୋଟିଏ ଏସ ଟର୍ନ ରହିଛି । କୌଣସି କାରଣରୁ ଭାରସମ୍ୟ ହରାଇ…
ଚାଷ ପାଇଁ ଖୋଳାଯାଇଥିବା କୂଅରେ ରାତିଅଧରେ ପଡ଼ିଲା ବଡ଼ ଭାଲୁ, ସକାଳକୁ …
କେସିଙ୍ଗା,୧୮।୫(ତୁମେଶ୍ବର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ରେଞ୍ଜ ଅନ୍ତର୍ଗତ ପଥର୍ଲା ଗ୍ରାମର ବିରାଜ ପଟେଲଙ୍କ ପନିପରିବା ଚାଷ ପାଇଁ ଖୋଳାଯାଇଥିବା କୂଅରେ ଏକ ଜଙ୍ଗଲି ଭାଲୁ ଶନିବାର ରାତିରେ ପଡି ମୃତ୍ୟୁ ଘଟିଛି। ବିରାଜ ସକାଳେ ଜମିକୁ ଯାଇଥିବା ବେଳେ ଭାଲୁଟି…
ବଡ଼ ଖବର: ପୁରୀ ଆସିଥିଲେ ପାକିସ୍ତାନ ପାଇଁ ଗୁଇନ୍ଦାଗିରି କରି ଗିରଫ ହୋଇଥିବା ଜ୍ୟୋତି, ଏବେ ସ୍କାନରରେ ବାନ୍ଧବୀ
ପୁରୀ,୧୮ା୫: ୨୦୨୪ ସେପ୍ଟେମ୍ବରରେ ପୁରୀ ଆସିଥିଲେ ପାକିସ୍ତାନ ପାଇଁ ଗୁପ୍ତଚର କାର୍ଯ୍ୟ କରି ଗିରଫ ହୋଇଥିବା ମହିଳା ୟୁଟ୍ୟୁବର ଜ୍ୟୋତି ମାଲହୋତ୍ରା। ଏନେଇ ସେ ୨୭ ତାରିଖରେ ଫଟୋ ଏବଂ ଭିଡିଓ ପୋଷ୍ଟ କରିଥିଲେ। ଶନିବାର ତାଙ୍କୁ ଗିରଫ କରାଯିବା ପରେ…
ସରପଞ୍ଚଙ୍କୁ ହତ୍ୟା ଧମକ: ପଡ଼ିଲା ମହଙ୍ଗା
ବଡ଼ଗାଁ,୧୮ା୫(ଅଶୋକ ଷଡ଼ଙ୍ଗୀ):ସୁନ୍ଦରଗଡ଼ ଜିଲା ବଡ଼ଗାଁ ଥାନା ଅନ୍ତର୍ଗତ ଏକମା ପଞ୍ଚାୟତର ସରପଞ୍ଚ ସାଇବାନୀ ଲାକ୍ରାଙ୍କୁ ଗାଳିଗୁଲଜ କରିବା ଏବଂ ଜୀବନରୁ ମାରିଦେବାକୁ ଧମକ ଦେବା ଘଟଣାରେ ସେହି ଗ୍ରାମର ଜଣେ ବ୍ୟକ୍ତି ଓ ତାଙ୍କ ପୁଅଙ୍କୁ ଶନିବାର ଗିରଫ କରାଯାଇଛି। ଅଭିଯୁକ୍ତମାନେ…
ଜଣେ କି ଦୁଇ ଜଣ ନୁହେଁ ଏକା ବେଳକେ ୧୦ ଆର୍ପିଏଫ୍ କନଷ୍ଟେବଳ ନିଲମ୍ବିତ
ରାଉରକେଲା,୧୮।୫(ସଙ୍ଗୀତା ଜେନା): ଝାଡ଼ଖଣ୍ଡର ହଜାରିବାଗ ଏବଂ ହରିୟାଣାର ମାନେସରଠାରେ ହୋଇଥିବା ନ୍ୟାଶନାଲ୍ ସିକ୍ୟୁରିଟି ଗାର୍ଡ (ଏନ୍ଏସ୍ଜି/ବିଏସ୍ଏଫ୍) କମାଣ୍ଡୋ କୋର୍ସ ଟ୍ରେନିଂ ସମୟରେ ଉଚ୍ଚପଦାଧିକାରୀଙ୍କ ନିର୍ଦ୍ଦେଶକୁ ଅବମାନନା କରିବା ଅଭିଯୋଗରେ ୧୦ ଆର୍ପିଏଫ୍ କନଷ୍ଟେବଳ ନିଲମ୍ବିତ ହେଇଛନ୍ତି। ସେମାନେ ହେଲେ ରାଉରକେଲାରେ କାର୍ଯ୍ୟରତ…
ଆସୁଛି ବଡ଼ ଲଘୁଚାପ, ଶକ୍ତିଶାଳୀ ହୋଇ ୨୧ରେ…
ଭୁବନେଶ୍ୱର,୧୮।୫: ସାରା ରାଜ୍ୟରେ ଜାରି ରହିଛି କାଳବୈଶାଖୀ ବର୍ଷା । କାଳବୈଶାଖୀ ବର୍ଷା ନେଇ ରାଜ୍ୟର ସମସ୍ତ ୩୦ ଜିଲାକୁ ଆଲର୍ଟ କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ବିଶେଷକରି ପଶ୍ଚିମ, ଦକ୍ଷିଣ ଓ ଉପକୂଳ ଓଡ଼ିଶାରେ ଝଡ଼ବର୍ଷା ସହ ବଜ୍ରପାତ…
ଭାଇବୋହୂଙ୍କୁ ବଳାତ୍କାର ଉଦ୍ୟମ, ଦେଢ଼ଶୂର ଗିରଫ
ପାଣିକୋଇଲି,୧୭ା୫(ବିକାଶ ମଲ୍ଲିକ): ଯାଜପୁର ଜିଲା ପାଣିକୋଇଲି ଥାନା ଅଞ୍ଚଳରେ ଭାଇବୋହୂଙ୍କୁ ଦେଢ଼ଶୂର ବଳାତ୍କାର ଉଦ୍ୟମ କରିଛନ୍ତି। ଏନେଇ ଥାନାରେ ଅଭିଯୋଗ ହେବାପରେ ପୋଲିସ ଶନିବାର ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ମହିଳାଙ୍କ ସ୍ବାମୀଙ୍କ ଅନୁପସ୍ଥିତିର ସୁଯୋଗରେ ଦେଢ଼ଶୂର ତାଙ୍କ…
ଲକ୍ଷ୍ମୀ ବସ୍- କାର ମୁହାଁମୁହିଁ ଧକ୍କା: କାର ଚାଳକ ମୃତ, ୧୫ ଗୁରୁତର
ଖଲ୍ଲିକୋଟ,୧୭।୫(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ କନ୍ଦିଗାଁ କାକୁଡ଼ିଆ ବନ୍ଧ ନିକଟରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ଲକ୍ଷ୍ମୀ ବସ୍ ଏବଂ କାର ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ କାର ଚାଳକଙ୍କ…
କରୋନାକୁ ନେଇ କୌଣସି ଭୟଭୀତ ହେବାର କାରଣ ନାହିଁ: ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ
ଭୁବନେଶ୍ୱର,୧୭।୫: ଏସିଆ ମହାଦେଶର ଥାଇଲାଣ୍ଡ, ହଂକଂ ଏବଂ ସିଙ୍ଗାପୁରରେ ପୁଣି ଥରେ କରୋନା ସଂକ୍ରମଣ ବ୍ୟାପିବାରେ ଲାଗିଛି। ଏହି ସ୍ଥାନଗୁଡିକରେ ନୂତନ କରୋନା ରୋଗୀ ଚିହ୍ନଟ ହୋଇଥିବା ବେଳେ ରୋଗୀଙ୍କ ସଂଖ୍ୟା ହଠାତ୍ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି…
Archives


