ରାଜ୍ୟ

ଫୋକସ୍‌ରେ ଓଡ଼ିଶା: ଜୁନ୍‌ରେ ଓଡ଼ିଶା ଆସିପାରନ୍ତି ପ୍ରଧାନମନ୍ତ୍ରୀଙ୍କ ସମେତ ଅନ୍ୟ କେନ୍ଦ୍ରମନ୍ତ୍ରୀ

ଭୁବନେଶ୍ୱର, ୧୭ା୫(ସୁନିତ୍‌ ମିଶ୍ର):ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ମାସରେ ଓଡ଼ିଶା ଗସ୍ତରେ ଆସିପାରନ୍ତି। ରାଜ୍ୟରେ ଭାଜପା ସରକାରର ବର୍ଷ ପୂର୍ତ୍ତି ସମାରୋହରେ ଯୋଗଦେବା ଲାଗି ପ୍ରଧାନମନ୍ତ୍ରୀଙ୍କ ସମେତ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଏବଂ କେନ୍ଦ୍ର ମନ୍ତ୍ରିମଣ୍ଡଳର ଅନ୍ୟ ସଦସ୍ୟମାନେ ଆସିପାରନ୍ତି…

ତପସ୍ବିନୀ ଏକ୍ସପ୍ରେସ୍‌କୁ ପଥର ମାଡ଼: ଅଳ୍ପକେ ବର୍ତ୍ତିଲେ ଯାତ୍ରୀ

ସମ୍ବଲପୁର,୧୭।୫(ପ୍ରମୋଦ ବହିଦାର): ତପସ୍ବିନୀ ଏକ୍ସପ୍ରେସ ଟ୍ରେନକୁ ପଥର ମାଡ଼ ହୋଇଛି। ଏଥିରେ ଟ୍ରେନର କାଚ ଭାଙ୍ଗିପଡ଼ିଛି। ପଥର ମାଡ଼ ପରେ ଯାତ୍ରୀ ଅଳ୍ପକେ ବର୍ତ୍ତିଯାଇଛନ୍ତି। ରେଙ୍ଗାଲି ଓ ଝାରସୁଗୁଡ଼ା ମଝିରେ ଏହି ପଥର ମାଡ଼ ସୂଚନା ମିଳିଛି। ଏସି ବଗି ବି-୭…

ମାର୍କଣ୍ଡି ବେଳାଭୂମିରେ ମାରି ଫିଙ୍ଗି ଦେଲେ! ବେକରେ କଟା ଚିହ୍ନ, ଗୋଳନ୍ଥରା ପୋଲିସର ଛାନଭିନ ଆରମ୍ଭ

ଗୋପାଳପୁର, ୧୬।୫(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା ମାର୍କଣ୍ଡି ସମୁଦ୍ର ବେଳାଭୂମିରୁ ଜଣେ ଯୁବକଙ୍କ ମୃତଦେହକୁ ଗୋଳନ୍ଥରା ପୋଲିସ ଶୁକ୍ରବାର ସାରେ ଠାବ କରିଛି । ମୃତ ଯୁବକ ଜଣଙ୍କ ଆନ୍ଧ୍ର ପ୍ରଦେଶ କାବିଟି ଥାନା ଅଧୀନ କପାସ କୁଦି ଗ୍ରାମର…

ସଡ଼କ ଦୁର୍ଘଟଣାରେ ଆଖି ବୁଜିଥିଲେ ୨ ଓଡ଼ିଆ ଶ୍ରମିକ, ଏମ୍‌ପି ଅନନ୍ତ ନାୟକଙ୍କ ପ୍ରଚେଷ୍ଟାରେ ଗାଁରେ ପହଞ୍ଚିଲା ମୃତଦେହ

ପାଟଣା,୧୬।୫(ବୀର କିଶୋର ଦାଶ): କେନ୍ଦୁଝର ଜିଲା ସାହାରପଡ଼ା ବ୍ଲକର ଖଜିରାପାଟ ପଞ୍ଚାୟତ ସୁରେନ୍ଦ୍ରପୁର ଗ୍ରାମର ୨ ଜଣ ଶ୍ରମିକ ବେଙ୍ଗାଲୁରୁର ଏକ କମ୍ପାନୀରେ କାମ କରୁଥିଲେ। ଗତ ମେ’ ୧୧ ତାରିଖରେ ସେଠାରେ ଏକ ସଡ଼କ ଦୁର୍ଘଟଣାରେ ଉଭୟଙ୍କର ମୃତ୍ୟୁ ଘଟିଥିଲା…

ଗାଁ ଦାଣ୍ଡରେ ଖେଳୁଥିଲେ, ହଠାତ ହେଲା ବଜ୍ରପାତ; ଚାଲିଗଲା ୨ ପିଲାଙ୍କ ଜୀବନ…

ଧର୍ମଶାଳା,୧୬।୫(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ବ୍ଲକ ଅଞ୍ଜିରା ପଂଚାୟତର ବୁରୁସାହି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଶୁକ୍ରବାର ଅପରାହ୍ନରେ ବଜ୍ରପାତରେ ଦୁଇଜଣ ପିଲାଙ୍କ ମୃତ୍ୟୁ ଘଟିଛି। ସୂଚନା ମୁତାବକ, ଅପରାହ୍ନ ପ୍ରାୟ ୫ଟା ସମୟରେ ବୁରୁସାହି ଗ୍ରାମର…

ବନ୍ଧା ହେବେ ୟୁଟ୍ୟୁବର ଲବ ହାଁସଦା! ପ୍ରେମିକାଙ୍କ ଆତ୍ମହତ୍ୟା…

ଭୁବନେଶ୍ୱର,୧୬ା୫: ବିବାଦରେ ବହୁ ଚର୍ଚ୍ଚିତ ୟୁଟ୍ୟୁର ଲବ ହାଁସଦା । ବେଙ୍ଗାଲୁରୁରେ ତାଙ୍କ ନାଁରେ ଏତଲା ହୋଇଛି । ଯାହାକୁ ନେଇ ଏବେ ବେଶ୍ ଚର୍ଚ୍ଚା। ବହୁଚର୍ଚ୍ଚିତ ଓଡ଼ିଆ ୟୁଟ୍ୟୁବର ଲବ ହାଁସଦାଙ୍କୁ ନେଇ ଏକ ଗୁରୁତର ବିବାଦ ସାମ୍ନାକୁ ଆସିଛି। ସୂଚନା…

କାଳବୈଶାଖୀ ତାଣ୍ଡବ: ଉଡିଲା ସ୍କୁଲ ଛପର, ଛଟପଟ ହୋଇମଲେ ୯ ଗୋରୁ

ଖଜୁରିପଡ଼ା,୧୬ା୫ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ଅଞ୍ଚଳରେ ଶୁକ୍ରବାର କାଳବୈଶାଖୀ ପ୍ରଭାବରେ ଘରର ଛପର ଉଡ଼ିଯାଇଥିବା ବେଳେ କିଛି ସ୍ଥାନରେ ଗଛପଡ଼ି ରାସ୍ତା ଅବରୋଧ ହୋଇଛି। ସବୁଠୁ ଗୁରୁତ୍ୱପୂର୍ଣ୍ଣ କଥା ହେଲା। ଏହି କାଳବୈଶାଖୀରେ ବ୍ରଜପାତ ହେବା ଯୋଗୁ ଅନେକ ଗାଈଙ୍କର…

ବିଡିଓଙ୍କ ନାଁରେ ସଙ୍ଗୀନ ଅଭିଯୋଗ: ଭାଜପା ଏଜେଣ୍ଟ ଭଳି କାମ କରୁଛନ୍ତି କହି …

ଭବାନୀପାଟଣା,୧୬।୫(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ବ୍ଳକ ବିଡିଓ ଭାଜପା ସରକାରଙ୍କ ହାତବାରିସି ସାଜି ଏଜେଣ୍ଟ ଭଳି କାମ କରୁଛନ୍ତି ବୋଲି ଗୁରୁବାର ସାରେ ଭବାନୀପାଟଣାରେ ଆୟୋଜିତ ଏକ ଖବରଦାତା ସମ୍ମିଳନୀରେ କଂଗ୍ରେସ ପକ୍ଷରୁ ଅଭିଯୋଗ କରାଯାଇଛି। ଭବାନୀପାଟଣା…

କାଳ ସାଜିଲା କାଳବୈଶାଖୀ: ବଜ୍ରପାତରେ ଚାଲିଗଲା ୬ ଜୀବନ

ଭୁବନେଶ୍ୱର,୧୬।୫: କାଳ ସାଜିଲା କାଳବୈଶାଖୀ। ଶୁକ୍ରବାର କାଳବୈଶାଖୀ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବଜ୍ରପାତ ଘଟି ୬ଜଣଙ୍କ ମୃତ୍ୟୁ ଘଟିଛି। କୋରାପୁଟ ଜିଲାରେ ବଜ୍ରପାତ ଘଟି ୩ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଗଞ୍ଜାମ ଜିଲାରେ ୨ଜଣଙ୍କ ମୃତ୍ୟୁ ଘଟିଛି। ସେହିପରି ଗଜପତି…

ପ୍ରେମିକଙ୍କ ସହ ମିଶି ମାଙ୍କୁ ମାରିଦେଲେ ଝିଅ, ନାଟକୀୟ ଢଙ୍ଗରେ ଲୁଚାଇଥିଲେ  ପୂରା  ଘଟଣା ପରେ…. 

ଗଜପତି(ଗିରିଧାରୀ ପରିଛା)୧୬।୫: କଥାରେ ଅଛି ସବୁ ଗଛ ଲଗେଇବୁ ହେଲେ ମଣିଷ ଗଛ ନୁହେଁ। ପାଳିପୋଷି ବଡ଼  କରିଥିବା ମା’କୁ ପ୍ରେମିକ ସହ ମିଶି ହତ୍ୟା କରିଛନ୍ତି ନାବାଳିକା ଝିଅ। ଏମିତି ଏକ ଘଟଣା ପ୍ରମାଣିତ ହୋଇଛି  ଗଜପତି ଜିଲା ପାରଳାଖେମୁଣ୍ଡିର…

ବାଇପାସ୍‌ ରାସ୍ତା ନିର୍ମାଣ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର

କେସିଙ୍ଗା,୧୬ା୫(ତୁମେଶ୍ୱର ସାହୁ): ପଶ୍ଚିମ ଓଡ଼ିଶାର ବିଭିନ୍ନ ସହରରେ ଚାରି ଥାକିଆ ରାସ୍ତା ନିର୍ମାଣ ପାଇଁ କେସିଙ୍ଗା ବାଇପାସ୍‌ କ୍ରିୟାନୁଷ୍ଠାନ କମିଟିର ସଦସ୍ୟ ବୃନ୍ଦ ଶୁକ୍ରବାର ମୁଖ୍ୟମନ୍ତ୍ରୀଙ୍କୁ ଭୁବନେଶ୍ୱରଠାରେ ସାକ୍ଷାତ କରି ଏକ ଦାବିପତ୍ର ପ୍ରଦାନ କରିଥିବାର ଜଣାପଡ଼ିଛି। ଏହି ଦାବିପତ୍ର ଦେବାର…

ଘରୁ ମିଳିଲା ଏତିକି ସମ୍ପତ୍ତି, ବନ୍ଧାହେଲେ ଅତିରିକ୍ତ ବିଡିଓ

ଧର୍ମଶାଳା,୧୬ା୫(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳାର ଅତିରିକ୍ତ ବିଡିଓ ଅସିତ କୁମାର ପାତ୍ରଙ୍କୁ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କଟକ ଭିଜିଲାନ୍ସ ଗିରଫ କରି କୋର୍ଟ ଚାଲାଣ କରିଛି। ବେଆଇନ ସମ୍ପତ୍ତି ତାଲିକାରେ ତିନୋଟି ମଲ୍ଟି ଷ୍ଟୋରଡ୍‌ କୋଠା, କଟକରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri