ବିଡିଓଙ୍କ ନାଁରେ ସଙ୍ଗୀନ ଅଭିଯୋଗ: ଭାଜପା ଏଜେଣ୍ଟ ଭଳି କାମ କରୁଛନ୍ତି କହି …
ଭବାନୀପାଟଣା,୧୬।୫(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ବ୍ଳକ ବିଡିଓ ଭାଜପା ସରକାରଙ୍କ ହାତବାରିସି ସାଜି ଏଜେଣ୍ଟ ଭଳି କାମ କରୁଛନ୍ତି ବୋଲି ଗୁରୁବାର ସାରେ ଭବାନୀପାଟଣାରେ ଆୟୋଜିତ ଏକ ଖବରଦାତା ସମ୍ମିଳନୀରେ କଂଗ୍ରେସ ପକ୍ଷରୁ ଅଭିଯୋଗ କରାଯାଇଛି। ଭବାନୀପାଟଣା…
କାଳ ସାଜିଲା କାଳବୈଶାଖୀ: ବଜ୍ରପାତରେ ଚାଲିଗଲା ୬ ଜୀବନ
ଭୁବନେଶ୍ୱର,୧୬।୫: କାଳ ସାଜିଲା କାଳବୈଶାଖୀ। ଶୁକ୍ରବାର କାଳବୈଶାଖୀ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବଜ୍ରପାତ ଘଟି ୬ଜଣଙ୍କ ମୃତ୍ୟୁ ଘଟିଛି। କୋରାପୁଟ ଜିଲାରେ ବଜ୍ରପାତ ଘଟି ୩ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଗଞ୍ଜାମ ଜିଲାରେ ୨ଜଣଙ୍କ ମୃତ୍ୟୁ ଘଟିଛି। ସେହିପରି ଗଜପତି…
ପ୍ରେମିକଙ୍କ ସହ ମିଶି ମାଙ୍କୁ ମାରିଦେଲେ ଝିଅ, ନାଟକୀୟ ଢଙ୍ଗରେ ଲୁଚାଇଥିଲେ ପୂରା ଘଟଣା ପରେ….
ଗଜପତି(ଗିରିଧାରୀ ପରିଛା)୧୬।୫: କଥାରେ ଅଛି ସବୁ ଗଛ ଲଗେଇବୁ ହେଲେ ମଣିଷ ଗଛ ନୁହେଁ। ପାଳିପୋଷି ବଡ଼ କରିଥିବା ମା’କୁ ପ୍ରେମିକ ସହ ମିଶି ହତ୍ୟା କରିଛନ୍ତି ନାବାଳିକା ଝିଅ। ଏମିତି ଏକ ଘଟଣା ପ୍ରମାଣିତ ହୋଇଛି ଗଜପତି ଜିଲା ପାରଳାଖେମୁଣ୍ଡିର…
ବାଇପାସ୍ ରାସ୍ତା ନିର୍ମାଣ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର
କେସିଙ୍ଗା,୧୬ା୫(ତୁମେଶ୍ୱର ସାହୁ): ପଶ୍ଚିମ ଓଡ଼ିଶାର ବିଭିନ୍ନ ସହରରେ ଚାରି ଥାକିଆ ରାସ୍ତା ନିର୍ମାଣ ପାଇଁ କେସିଙ୍ଗା ବାଇପାସ୍ କ୍ରିୟାନୁଷ୍ଠାନ କମିଟିର ସଦସ୍ୟ ବୃନ୍ଦ ଶୁକ୍ରବାର ମୁଖ୍ୟମନ୍ତ୍ରୀଙ୍କୁ ଭୁବନେଶ୍ୱରଠାରେ ସାକ୍ଷାତ କରି ଏକ ଦାବିପତ୍ର ପ୍ରଦାନ କରିଥିବାର ଜଣାପଡ଼ିଛି। ଏହି ଦାବିପତ୍ର ଦେବାର…
ଘରୁ ମିଳିଲା ଏତିକି ସମ୍ପତ୍ତି, ବନ୍ଧାହେଲେ ଅତିରିକ୍ତ ବିଡିଓ
ଧର୍ମଶାଳା,୧୬ା୫(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳାର ଅତିରିକ୍ତ ବିଡିଓ ଅସିତ କୁମାର ପାତ୍ରଙ୍କୁ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କଟକ ଭିଜିଲାନ୍ସ ଗିରଫ କରି କୋର୍ଟ ଚାଲାଣ କରିଛି। ବେଆଇନ ସମ୍ପତ୍ତି ତାଲିକାରେ ତିନୋଟି ମଲ୍ଟି ଷ୍ଟୋରଡ୍ କୋଠା, କଟକରେ…
୭ ଜିଲାକୁ ୨ ଘଣ୍ଟିଆ ରେଡ ଆଲର୍ଟ
ଭୁବନେଶ୍ୱର,୧୬।୫: ଶୁକ୍ରବାର ରାଜ୍ୟର ୧୧ ଜିଲାରେ କାଳବୈଶାଖୀ ବର୍ଷା ସମ୍ଭାବନା ରହିଥିବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ହେଲେ ୭ ଜିଲାକୁ ୨ ଘଣ୍ଟିଆ ରେଡ ଆଲର୍ଟ ଜାରି କଲା ପାଣିପାଗ…
ମୋଦିଙ୍କ ଓଡ଼ିଶା ଗସ୍ତକୁ ନେଇ ଏମିତି କହିଦେଲେ ସୁରେଶ, ଜାଣନ୍ତୁ ପୁରାଘଟଣା
ଭୁବନେଶ୍ୱର,୧୬।୫: ଆସନ୍ତା ମାସରେ ଓଡ଼ିଶା ଆସିପାରନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ରାଜ୍ୟରେ ରାଜ୍ୟରେ ସରକାରର ବର୍ଷ ପୂର୍ତ୍ତି ସମାରୋହରେ ଯୋଗଦେବାକୁ ପ୍ରଧାନମନ୍ତ୍ରୀଙ୍କ ସମେତ କେନ୍ଦ୍ର ଗୃହମନ୍ତ୍ରୀ ଓ କେନ୍ଦ୍ର ମନ୍ତ୍ରୀମଣ୍ଡଳର ଅନ୍ୟ ସଦସ୍ୟ ଓଡ଼ିଶା ଆସିପାରନ୍ତି ବୋଲି ରାଜସ୍ବ ମନ୍ତ୍ରୀ…
ଭଞ୍ଜନଗରରେ ଝଡ଼ବର୍ଷା: ଗଛମୂଳେ ଆଶ୍ରୟ ନେଇଥିଲେ ଯୁବତୀ, ଏହି ସମୟରେ ଦାଉ ସାଧିଲା ଦଇବ…
ଭଞ୍ଜନଗର,୧୬ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏବଂ ବେଲଗୁଣ୍ଠା ଅଞ୍ଚଳରେ ଶୁକ୍ରବାର ଅପରାହ୍ନ ୧ଟାରୁ ସାଢ଼େ ୩ଟା ପର୍ଯ୍ୟନ୍ତ ଝଡ଼ ତୋଫାନ ସହ ପ୍ରବଳ ବର୍ଷା ହୋଇଥିଲା। ଏଥିରେ ବ୍ୟାପକ କ୍ଷୟକ୍ଷତି ହୋଇଥିବା ଜଣାପଡ଼ିଛି। କେତେକ ଅଞ୍ଚଳରେ ବିଦ୍ୟୁତ୍ ସେବା ପ୍ରଭାବିତ…
ବିଲରେ କାମ କରୁଥିବା ବେଳେ ବଜ୍ରପାତ: ଜେଜେମା, ନାତୁଣୀଙ୍କ ସହ ୩ ମୃତ
ଲକ୍ଷ୍ମୀପୁର,୧୬।୫(ଅନନ୍ତ ନାୟକ): କୋରାପୁଟ ଜିଲା ଓଡ଼ିଆପେଣ୍ଠ ପଞ୍ଚାୟତ ପର୍ଡିଗୁଡ଼ା ଗାଁରେ ଶୁକ୍ରବାର ଅପରାହ୍ନରେ ଏକ ଦୁଖଃଦ ଘଟଣା ଘଟିଛି। ବିଲରେ କାମ କରୁଥିବା ବେଳେ କାଳବୈଶାଖୀ ପ୍ରଭାବରେ ବଜ୍ରପାତ ଘଟି ୩ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଏକାଧିକ ଲୋକ ଆହତ ହୋଇଥିବା…
ଆଜି ସନ୍ଧ୍ୟାରେ ପ୍ରବଳ ଝଡ଼ବର୍ଷା ସମ୍ଭାବନା: ଏହି ୧୧ ଜିଲାକୁ ସତର୍କ ସୂଚନା ଜାରି
ଭୁବନେଶ୍ୱର,୧୬ା୫: ଶୁକ୍ରବାର ରାଜ୍ୟର ୧୧ ଜିଲାରେ କାଳବୈଶାଖୀ ବର୍ଷା ସମ୍ଭାବନା ରହିଥିବା ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପ୍ରକାଶ କରାଯାଇଛି। ତେବେ ଏହି ୧୧ ଜିଲାଗୁଡ଼ିକ ମଧ୍ୟରେ ଗଞ୍ଜାମ, ଗଜପତି, ଖୋର୍ଦ୍ଧା, ନୟାଗଡ, କଟକ, ଯାଜପୁର, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ,…
ସ୍ପଷ୍ଟ ଦିବାଲୋକରେ ଅଟୋ ସଂଘ ସଭାପତିଙ୍କୁ ହାଣି ଲହୁଲୁହାଣ କଲେ ଦୁର୍ବୃତ୍ତ
ପୁରୀ,୧୬ା୫(ଅଜିତ କୁମାର ମହାନ୍ତି): ପୁରୀରେ ଦିନକୁ ଦିନ ଆଇନଶୃଙ୍ଖଳା ପରିସ୍ଥିତି ବିଗିଡ଼ିବାରେ ଲାଗିଛି। ଆଗକୁ ରଥଯାତ୍ରା ଥିବା ବେଳେ ସହରରେ ଆପରାଧିକ କାର୍ଯ୍ୟକଳାପ ବୃଦ୍ଧି ପାଇବାରେ ଲାଗିଛି। ଯାହାର ଜ୍ୱଳନ୍ତ ଉଦାହରଣ ଶୁକ୍ରବାର ଦେଖିବାକୁ ମିଳିଛି। ସହରରେ ଦୁଇ ଦୁଇଟି ଆପରାଧିକ…
ରାଜା ଚକ୍ରଙ୍କ ଜାମିନ ଆବେଦନ ଖାରଜ କଲେ କୋର୍ଟ
କଟକ,୧୬ା୫: ରାଜା ଚକ୍ରଙ୍କ ଜାମିନ ଆବେଦନ ଖାରଜ କରିଛନ୍ତି ହାଇକୋର୍ଟ। ଏଥିସହିତ ରାଜାଙ୍କ ୩ ସହଯୋଗୀଙ୍କ ଜାମିନ ଆବେଦନ ବି ଖାରଜ ହୋଇଛି। ମାନସ ବାରିକ, ଉତ୍କଳ ଦାସ, ସୁଶାନ୍ତ ସାମଲଙ୍କ ଜାମିନ ଆବେଦନ ଖାରଜ ହୋଇଥିବା ଜଣପାଡ଼ିଛି। ସୂଚନାଯୋଗ୍ୟ, କେନ୍ଦୁଝର…
Archives


