ରାଜ୍ୟ

ବୌଦ୍ଧ ବିଧାୟକଙ୍କ ନାଁରେ ଗିରଫ ପରୱାନା

ହରଭଙ୍ଗା,୨୭ା୯(ନରେନ୍ଦ୍ର କୁମାର ସାହୁ): ୨୦୨୪ରେ ଅନୁଷ୍ଠିତ ୧୭ତମ ବିଧାନସଭା ନିର୍ୱାଚନ ସମୟରେ ବର୍ତ୍ତମାନର ବୌଦ୍ଧ ବିଧାୟକ ତଥା ସରକାରୀ ଦଳ ମୁଖ୍ୟ ସଚେତକ ସରୋଜ କୁମାର ପ୍ରଧାନ ଦାଖଲ କରିଥିବା ସତ୍ୟପାଠରେ ଭୁଲ୍‌ ତଥ୍ୟ ଦେଇଥିବା ନେଇ ତାଙ୍କ ପ୍ରତିଦ୍ୱନ୍ଦ୍ୱୀ ପୂର୍ୱତନ…

ଓଡ଼ିଶାରେ ଦ୍ୱିତୀୟ ଏମ୍ସ ନେଇ କେନ୍ଦ୍ର ଅସ୍ପଷ୍ଟ

ବଲାଙ୍ଗୀର,୨୭ା୯(ବୀରେନ୍ଦ୍ର କୁମାର ଝାଙ୍କର): ଗତ ୨ ବର୍ଷ ତଳେ ୨୦୨୪ ସେପ୍ଟେମ୍ୱର ୮ରେ ସମ୍ୱଲପୁରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ଦ୍ୱିତୀୟ ଏମ୍ସ ସମ୍ୱଲପୁରରେ ପ୍ରତିଷ୍ଠା ହେବ ବୋଲି ଘୋଷଣା କରିଥିଲେ। ସମଗ୍ର ଓଡ଼ିଶାରେ ଏହାକୁ ନେଇ ଆନନ୍ଦ ପ୍ରକାଶ…

ହୀରାକୁଦର ୨୦ ଗେଟ୍‌ ଖୋଲିଲା: ବୈତରଣୀରେ ୮, ସାଳନ୍ଦୀରେ ୬ ବନ୍ୟା

ଭୁବନେଶ୍ୱର, ୨୭ା୯ (ବନ୍ଦନା ସେଠୀ): ଲଗାଣ ବର୍ଷା ଯୋଗୁ ଓଡ଼ିଶାର ବିଭିନ୍ନ ନଦୀରେ ବନ୍ୟାସ୍ଥିତି ଗମ୍ଭୀର ହୋଇଚାଲିଛି। ଦକ୍ଷିଣ ଓଡ଼ିଶାରେ ଦୁଇଦିନ ଧରି କେତେକ ନଦୀରେ ବନ୍ୟା ଆସି ଜନଜୀବନ ଅସ୍ତବ୍ୟସ୍ତ କରିଥିଲା। ପୁଣି ଉତ୍ତର ଓଡ଼ିଶାରେ ଅନେକ ନଦୀରେ ବନ୍ୟା…

ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ, ୨ଦିନ ପରେ…

ଭୁବନେଶ୍ୱର,୨୬।୯: ଆଣ୍ଡାମାନ ସାଗରରୁ ସୃଷ୍ଟି ହୋଇଥିବା ଲଘୁଚାପ ପରବର୍ତ୍ତୀ ସମୟରେ ଗଭୀର ଅବପାତର ରୂପ ନେଇ ଓଡ଼ିଶାରେ ବ୍ୟାପକ କ୍ଷୟକ୍ଷତି ଘଟାଇଲା। ଏବେ ସେହି ଆଣ୍ଡାମାନ ସାଗର ଅଞ୍ଚଳରେ ପୁଣି ଏକ ଘୂର୍ଣ୍ଣବଳୟ ସୃଷ୍ଟି ହୋଇଥିବା ଭାରତୀୟ ପାଣିପାଗ ବିଭାଗ ସୂଚନା…

କାଲି ବନ୍ୟାଞ୍ଚଳ ବୁଲିବେ ମୁଖ୍ୟମନ୍ତ୍ରୀ: ଆକାଶମାର୍ଗରୁ ସ୍ଥିତି ପରଖିବେ ମୋହନ ମାଝୀ

ଭୁବନେଶ୍ୱର,୨୬।୯: ରାଜ୍ୟରେ ଗଭୀର ଅବପାତ ଯୋଗୁ ସୃଷ୍ଟ ଲଗାଣ ବର୍ଷା ଓ ବନ୍ୟା ପରିସ୍ଥିତିର ସମୀକ୍ଷା କରିବା ପାଇଁ ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବନ୍ୟା ପ୍ରଭାବିତ ଅଞ୍ଚଳର ଏରିଅଲ ସର୍ଭେ (ଆକାଶମାର୍ଗରୁ ପରିଦର୍ଶନ) କରିବେ। ଗଭୀର ଅବପାତ ପ୍ରଭାବରେ…

ଗାଜଲବାଡି ଘାଟି ସିଲ୍‌କୁ ୩ ଦିନ: ଦାରିଙ୍ଗବାଡିରେ ମିଳୁନି ପନିପରିବା, ବୃଦ୍ଧି ପାଇଲା ଅତ୍ୟାବଶ୍ୟକ ସାମଗ୍ରୀର ଦର

ଦାରିଙ୍ଗବାଡି,୨୬।୯(ଅରୁଣ ସାହୁ): ଲଗାଣ ବର୍ଷା ଓ ଭୂସ୍ଖଳନ ଭୟ ଯୋଗୁ ସିଲ୍ ହୋଇଥିବା ଗାଜଲବାଡି ଘାଟି ରାସ୍ତା ଇତିମଧ୍ୟରେ ୩ ଦିନ ବିତିଯାଇଥିଲେ ବି ଖୋଲିପାରିନାହିଁ। ଗୁରୁବାର ଠାରୁ ଗଞ୍ଜାମ ଓ କନ୍ଧମାଳ ଜିଲା ପ୍ରଶାସନ ପକ୍ଷରୁ ସୁରକ୍ଷା ଦୃଷ୍ଟିରୁ ଏହି…

କୋରାପୁଟରେ ବର୍ଷା ବିତ୍ପାତ: ୪୫ ଗାଁ ଜଳମଗ୍ନ

କୋରାପୁଟ,୨୬ା୯(ଅମିତାଭ ବେହେରା): ଅର୍ଣ୍ଣବ ବାତ୍ୟା ପ୍ରଭାବରେ କୋରାପୁଟ ଜିଲାରେ ଲଗାଣ ବର୍ଷା ଯୋଗୁ ଜିଲାର ନଦୀ, ନାଳ ଓ ଜଳାଶୟର ଜଳସ୍ତର ବଢ଼ିବା ସହ ବିଭିନ୍ନ ତଳିଆ ଅଞ୍ଚଳ ଜଳମଗ୍ନ ହୋଇଛି। ପ୍ରାୟ ୪୫ ଗାଁ ପାଣିଘେରକୁ ଆସିଥିବା ବେଳେ ପ୍ରଶାସନ…

ମା’ ହେଲେ ଦଶମ ଶ୍ରେଣୀ ଛାତ୍ରୀ: ଜିଲା ମୁଖ୍ୟ ଚିକିତ୍ସାଳୟରେ କନ୍ୟା ସନ୍ତାନ ଜନ୍ମ, ଥାନାରେ ଏତଲା

ପାଟଣା,୨୬।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅଞ୍ଚଳରେ ଜଣେ ଦଶମ ଶ୍ରେଣୀର ନାବାଳିକା ଛାତ୍ରୀ ମାଆ ହୋଇଥିବା ଘଟଣା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି। ଗତ ୨୪ ତାରିଖରେ ସମ୍ପୃକ୍ତ ନାବାଳିକା ଜଣକ କେନ୍ଦୁଝର ଜିଲା ମୁଖ୍ୟ…

ନୁଆମାହରା ଘାଇ ପୁଣି ଭାଙ୍ଗିଲା, ୧୦ ଗ୍ରାମବାସୀ ଜଳବନ୍ଦୀ

ସିଂହପୁର,୨୬।୯: ଅନଙ୍ଗ ଉଦୟ ବେଉରିଆ ଖରସ୍ରୋତା ନଦୀରେ ପୁଣି ବନ୍ୟା ଆସିବାରୁ ବିଂଝାରପୁର ବ୍ଲକ ଅନ୍ତର୍ଗତ ଜରି ପଞ୍ଚାୟତ ନାଉବାଙ୍କ ଗ୍ରାମ ନିକଟ ନୁଆମାହାରଠାରେ ପୁଣି ଘାଇ ଭାଙ୍ଗି ବନ୍ୟା ଜଳ ପ୍ରବାହିତ ହେଉଛି । ଘାଇ ଯୋଗୁ ସ୍ଥାନୀୟ ଫଳପୁର,…

ପୂର୍ବାଞ୍ଚଳ ଜୁନିଅର ଆଥଲେଟିକ୍ସ ଚାମ୍ପିୟନଶିପ୍‌ : କଳାହାଣ୍ଡି ଝିଅ ରେଶମା ବେହେରା ଜିତିଲେ ସ୍ୱର୍ଣ୍ଣ ପଦକ

ଭବାନୀପାଟଣା, ୨୬।୯ (ଉତ୍ତମ କୁମାର ଦାଶ): ବିହାରର ପାଟନାଠାରେ ଗତ ୩ ଦିନ ଧରି ପୂର୍ବାଞ୍ଚଳ ଜୁନିଅର ଆଥଲେଟିକ୍ସ ଚାମ୍ପିୟନଶିପ୍‌ ଆୟୋଜିତ ହୋଇଥିଲା। ଏଥିରେ କଳାହାଣ୍ଡିର ଝିଅ ରେଶମା ବେହେରା ୧୬ ବର୍ଷରୁ କମ୍‌ ବାଳିକା ବର୍ଗର ହାଇଜମ୍ପ୍‌ରେ ସ୍ୱର୍ଣ୍ଣ ପଦକ…

ତାମ୍ପରା ହ୍ରଦର ଜଳସ୍ତର : ଆଉ ୪ ଫୁଟ ପାଣି ବଢ଼ିଲା, ଜଳନିଷ୍କାସନ ନ ହେଲେ ବଢ଼ିବ ସମସ୍ୟା

ଛତ୍ରପୁର, ୨୬।୯ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁର ପୌରପରିଷଦ ଉପକଣ୍ଠ ତାମ୍ପରା ହ୍ରଦ କୂଳରେ ଅବସ୍ଥିତ ବ୍ୟାଙ୍କ କଲୋନୀ ଅଞ୍ଚଳରେ ଜମି ରହିଥିବା ଜଳସ୍ତର ଶନିବାର ସକାଳୁ ଆହୁରି ବୃଦ୍ଧି ପାଇଛି। ପ୍ରାୟ ୪ ଫୁଟ ଜଳସ୍ତର ବଢ଼ିବା ଯୋଗୁଁ ଅଞ୍ଚଳବାସୀଙ୍କ…

ମାଡ଼ି ଆସୁଛି ସମୁଦ୍ର: ଗର୍ଭରେ ଲୀନ ହେବାକୁ ବସିଲାଣି ଆଉ ଦୁଇ ମନ୍ଦିର

ଛତ୍ରପୁର, ୨୬।୯ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲ୍ଲା ଛତ୍ରପୁର ଉପକଣ୍ଠ ଆର୍ଯ୍ୟପଲ୍ଲୀ ସମୁଦ୍ରକୂଳରେ ଦିନକୁ ଦିନ ସମୁଦ୍ର ଅତିକ୍ରମଣ କରିବା ସହ ଉଚ୍ଚ ଜୁଆର ଢେଉ କୂଳ ଲଂଘି ଭୟାବହ କ୍ଷୟ ଘଟାଉଛି। ଫଳରେ ସମୁଦ୍ରକୂଳବର୍ତ୍ତୀ ଅଞ୍ଚଳରେ ଲୋକଙ୍କ ଚିନ୍ତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?