ରାଜ୍ୟ

ଅଧାରେ ରହିଗଲା ମା’ଙ୍କୁ ଡାକ୍ତର ଦେଖାଇବା, ଦୁର୍ଘଟଣାରେ ଚାଲିଗଲା ଜୀବନ

ଆନନ୍ଦପୁର,୧୧ା୫(ସୁଶାନ୍ତ କୁମାର ସାହୁ): ମା’ଙ୍କୁ ଡାକ୍ତର ଦେଖାଇବାକୁ ବାହାରି ଥିଲେ ସପରିବାର। ହେଲେ ଦୁର୍ଘଟଣାରେ ଚାଲିଗଲା ମା’ଙ୍କ ଜୀବନ। ସେପଟେ ପୁଅ ଓ ନାତୁଣୀ ଗୁରୁତର ହୋଇଥିବା ବେଳେ ବୋହୂ ଓ ଝିଅ ଆହତ ହୋଇଛନ୍ତି। ହେଲେ ଦେଢ଼ବର୍ଷର ନାତି ଅଳ୍ପକେ…

ପାଇପ ଅଛି, ହେଲେ ପାଣି ବାହାରୁନି, ୩୦୦ ପରିବାର ହନ୍ତସନ୍ତ

ରିଷିଡ଼ା,୧୧ା୫(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ପୌରକେଲା ପଞ୍ଚାୟତ ରଣାପଡ଼ା, ଓ ପାଟଖଣ୍ତା ମନ୍ଦିରପଡ଼ାର ପାୟ ୩୦୦ ପରିବାର ପାନୀୟ ଜଳ ପାଇଁ ହନ୍ତସନ୍ତ ହେଉଛନ୍ତି। ପଡ଼ାରେ ସରକାର ତରଫରୁ ସଫଲେଇ ପାଣି ପାଇପ ବ୍ୟବସ୍ଥା କରିଥିଲେ ହେଁ ତାହା…

ବିଷ ପିଇ ପ୍ରେମୀଯୁଗଳଙ୍କ ଆତ୍ମହତ୍ୟା ଉଦ୍ୟମ, ୧୫ ଦିନ ତଳେ ଦୁହେଁ…

ଦେବଗଡ଼,୧୧ା୫(ଶଶାଙ୍କ ଶେଖର ଝାଙ୍କର): ଏକ ଅଭାବନୀୟ ଘଟଣାକ୍ରମରେ ପ୍ରାୟ ୧୫ ଦିନ ହେଲା ଏକାଠି ରହୁଥିବା ପ୍ରେମୀଯୁଗଳ ଶନିବାର ବିଷପାନ କରି ଆତ୍ମହତ୍ୟା ଉଦ୍ୟମ କରିବା ସହ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ଜଣାପଡ଼ିଛି। ସୂଚନାନୁଯାୟୀ ଦେବଗଡ଼ ଜିଲା କଣ୍ଟାପାଲି…

ସ୍ତ୍ରୀ-ବୋହୂଙ୍କୁ ଛୁରିରେ ମରଣାନ୍ତ୍ରକ ଆକ୍ରମଣ: ପରେ ନିଜେ କଲେ ଆତ୍ମହତ୍ୟା

କେସିଙ୍ଗା,୧୧ା୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଥାନା ଅନ୍ତର୍ଗତ ପରଲସିଙ୍ଗା ଗ୍ରାମ ପଞ୍ଚାୟତର ଭମରମାଲ(ପଥର୍ଲା) ଗ୍ରାମରେ ଏକ ଘରୋଇ କଳି ଭୟଙ୍କର ରୂପ ଧାରଣ କରି ଶେଷରେ ୪୨ ବର୍ଷୀୟ କୃଷ୍ଣ ସାହୁ ଆତ୍ମହତ୍ୟା କରିଛନ୍ତି। କୃଷ୍ଣ ମଦ୍ୟପାନ କରି ସ୍ତ୍ରୀ…

ବୋଡ଼େନ ପାତାଳ ଗଙ୍ଗାରେ  ବୈଶାଖ ମେଳା  ପ୍ରସ୍ତୁତି

ନୂଆପଡା,୧୧।୫ (ମକାରୁ ବେମାଲ): ବୈଶାଖ ପୂର୍ଣ୍ଣିମା ଦିନ ନୂଆପଡା ଜିଲା ବୋଡ଼େନ ବ୍ଲକର ପବିତ୍ର ତୀର୍ଥପୀଠ ପାତାଳ ଗଙ୍ଗାଠାରେ ଅନୁଷ୍ଠିତ ହେବାକୁ ଥିବା ମେଳା ପାଇଁ ରବିବାର ନୂଆପଡ଼ା ଜିଲାପାଳ ମଧୁସୂଦନ ଦାଶଙ୍କ ଅଧ୍ୟକ୍ଷତାରେ ବିଭିନ୍ନ ମନ୍ଦିର ପରିଚାଳନା କମିଟି ସଦସ୍ୟ,ବିଭିନ୍ନ…

ସେନାରେ ୩ ଭାଇ: ଭଗବାନ୍‌ ହିଁ ଭରସା କହିଲେ ପରିବାର ଲୋକେ

ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ବରପଲ୍ଲୀ ଗ୍ରାମର ଗୋଟିଏ ପରିବାରର ୩ ଭାଇ ସେନାରେ କାର୍ଯ୍ୟରତ ଅଛନ୍ତି। ଗ୍ରାମର ବାଉରୀ ବନ୍ଧୁ ଗୌଡ଼ଙ୍କ ୩ ପୁଅ ଯଥା ପ୍ରେମାନନ୍ଦ, ପ୍ରମୋଦ ଓ ନିତ୍ୟାନନ୍ଦ ଦୀର୍ଘ ୧୫ ବର୍ଷରୁ ଊର୍ଦ୍ଧ୍ୱ ହେବ ଭାରତୀୟ ସେନାରେ…

ବେସାମରିକ ସୁରକ୍ଷାରେ ଯୋଗ ଦେବା ପାଇଁ ଯୁବ ସମାଜକୁ ମୁଖ୍ୟମନ୍ତ୍ରୀଙ୍କ ଆହ୍ବାନ

ଭୁବନେଶ୍ୱର,୧୧ା୫: ବେସାମରିକ ସୁରକ୍ଷାରେ ଯୋଗ ଦେବା ପାଇଁ ଯୁବ ସମାଜକୁ ମୁଖ୍ୟମନ୍ତ୍ରୀ ଆହ୍ବାନ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ଏକ ବାର୍ତ୍ତାରେ କହିଛନ୍ତି, ଦେଶର ସାଧାରଣ ଲୋକଙ୍କ ଜନଜୀବନର ସୁରକ୍ଷା ଆମ ସମସ୍ତଙ୍କର କର୍ତ୍ତବ୍ୟ। ସୁରକ୍ଷା ଓ ସେବା ଆମର ସର୍ବୋଚ୍ଚ କର୍ତ୍ତବ୍ୟ। ଏଥିପାଇଁ…

ବନ୍ୟଜନ୍ତୁ ଶିକାରୀ ସୁରେଶ ଶବର ହତ୍ୟା ଘଟଣା: ୧୦ ଦିନ ପରେ ବି ପୋଲିସର ହାତ ଖାଲି 

ଦେବଗଡ଼,୧୧।୫(ଶଶାଙ୍କ ଶେଖର ଝାଙ୍କର): ଏପ୍ରିଲ ୩୦ରେ ରାତିରେ ଦେବଗଡ଼ ଜିଲା ବାରକୋଟ ଥାନା ଅନ୍ତର୍ଗତ ମର୍ହା ଗ୍ରାମରେ ଘଟିଥିବା ବହୁ ଚର୍ଚ୍ଚିତ ବନ୍ୟଜନ୍ତୁ ଶିକାରୀ ସୁରେଶ ଶବର(୫୯) ହତ୍ୟା ଘଟଣାର ଇତିମଧ୍ୟରେ ୯ ଦିନ ବିତିଯାଇଛି । ମାତ୍ର ଏବେ ବି…

ଛୁଟିରେ ଘରକୁ ଆସିଥିଲେ ସ୍ବାମୀ: ଫୋନ ଆସିଲା …

ସ୍ବାମୀ ରମାକାନ୍ତ ସର୍ବଭାରତୀୟ ସେନାରେ କାର୍ଯ୍ୟକରି ଜମ୍ମୁ-କଶ୍ମୀର ଅଞ୍ଚଳରେ ପୋଷ୍ଟିଂ ହୋଇଛନ୍ତି। ଜାଣିବାକୁ ପାଇଲି ସୀମାରେ ରହିଛନ୍ତି। ଛୁଟିରେ ଘରକୁ ଆସିଥିଲେ। ଫୋନ ପାଇ ଚାକିରିକୁ ଚାଲିଗଲେ। ଶାଶୁ ସବୁବେଳେ କାନ୍ଦୁଛନ୍ତି। ଘରେ ହନୁମାନ ଚାଳିଶା ପାଠ ଚାଲିଛି। ଦେଶ ପାଇଁ…

ଚାଲିଛି ଯୁଦ୍ଧ: ସେନାବାହିନୀରେ କାର୍ଯ୍ୟରତ ବଡ଼ପୁଅ, ସାନପୁଅ: ୨ଭାଇଙ୍କ ପାଇଁ ପରିବାର ଗର୍ବିତ

ବରଗଡ଼, ୧୧।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ପୌର ପରିଷଦ ଅଧୀନ ୱାର୍ଡ଼ ନଂ-୨ କାଳୀ ମନ୍ଦିର ପଡ଼ାର ସ୍ବର୍ଗତ ଝୁନୁ ପ୍ରଧାନ ଓ କବି ପ୍ରଧାନଙ୍କ ବଡ଼ପୁଅ ରଞ୍ଜନ ଏବଂ ସାନପୁଅ ନିଲାଞ୍ଚଳ ଭାରତୀୟ ସେନାବାହିନୀରେ କାର୍ଯ୍ୟରତ। ସେମାନେ ନିଜର କର୍ତ୍ତବ୍ୟ ଏବଂ…

ଭାରତ-ପାକ୍‌ ଯୁଦ୍ଧ: କଶ୍ମୀରରେ ସ୍ବାମୀ, ସ୍ତ୍ରୀ କହିଲେ ଆଗରୁ ଘରକୁ ଫୋନ୍‌ କରୁଥିଲେ ହେଲେ ଏବେ…

ଫୁଲବାଣୀ, ୧୧।୫: (ରାକେଶ କୁମାର ରାଉତ)କନ୍ଧମାଳ ଜିଲା ଫୁଲବାଣୀ ବ୍ଲକ୍‌ ଗୁମ୍ମାଗଡ଼ ଗ୍ରାମର କୁଞ୍ଜ ବିହାରୀ କହଁର ପହଲଗାମ୍‌ରେ ସିଆର୍‌ପିଏଫ୍‌ରେ କାର୍ଯ୍ୟରତ ଅଛନ୍ତି। ଏନେଇ ତାଙ୍କ ପତ୍ନୀ କହିଛନ୍ତି, ସ୍ବାମୀ କଶ୍ମୀରର ପହଲଗାମ୍‌ରେ କାର୍ଯ୍ୟରତ ଅଛନ୍ତି। ଆଗରୁ ଫୋନରେ କଥା ହେଉଥିଲେ।…

ଜମ୍ମୁରୁ ଫେରିଲେ ୧୧୪ ଓଡ଼ିଆ ଛାତ୍ରୀଛାତ୍ର

କଟକ,୧୧।୫(କାର୍ତ୍ତିକ ସାହୁ): ଜମ୍ମୁସ୍ଥିତ କେନ୍ଦ୍ରୀୟ ସଂସ୍କୃତ ବିଶ୍ୱବିଦ୍ୟାଳୟରେ ଅଧ୍ୟୟନରତ ଓଡ଼ିଶାର ୧୧୪ଜଣ ଛାତ୍ରୀଛାତ୍ର ସୁରକ୍ଷିତ ଭାବେ ଓଡ଼ିଶା ଫେରିଛନ୍ତି। ସେମାନଙ୍କ ମଧ୍ୟରେ ୩୫ଜଣ ଛାତ୍ରୀ ଅଛନ୍ତି। ସରକାରୀ ବ୍ୟବସ୍ଥାରେ ଏକ ସ୍ବତନ୍ତ୍ର ଟ୍ରେନ୍‌ ଯୋଗେ ସେମାନେ ଜମ୍ମୁରୁ ଦିଲ୍ଲୀ ଓ ପୁଣି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri