ଆଜି ସନ୍ଧ୍ୟାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା: ଏହି ୧୧ ଜିଲାକୁ ସତର୍କ ସୂଚନା
ଭୁବନେଶ୍ୱର,୧୦ା୫: ରାଜ୍ୟରେ କିଛିଦିନ ଧରି ପ୍ରବଳ ଖରା ସାଙ୍ଗକୁ କେତେକ ଜିଲାରେ କାଳବୈଶାଖୀ ପ୍ରଭାବ ମଧ୍ୟ ଦେଖିବାକୁ ମିଳୁଛି। ତେବେ ଶନିବାର ଅର୍ଥାତ୍ ଆଜି ସନ୍ଧ୍ୟାରେ ୧୧ ଜିଲାକୁ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଥିବା ଭୁବନେଶ୍ୱରସ୍ଥିତ ଆଞ୍ଚଳିକ…
ନୂଆପଡ଼ା ଜିଲା ବେଷ୍ଟ କ୍ୟାମ୍ପୋରି ମନୋନୀତ
ଖଡ଼ିଆଳ/ନୂଆପଡ଼ା୧୦।୫ (ସୁଜିତ କୁମାର ପ୍ରଧାନ/ ମକାରୁ ବେମାଲ)- ନୂଆପଡ଼ା ଜିଲା ରାଜ୍ୟର ବେଷ୍ଟ କ୍ୟାମ୍ପୋରି ଭାବେ ମନୋନୀତ ହୋଇଛି। ଭୁବନେଶ୍ୱର ରାଜଭବନଠାରେ ଆୟୋଜିତ କାର୍ଯ୍ୟକ୍ରମରେ ରାଜ୍ୟପାଳ ହରିବାବୁ କମ୍ଭମପାଟି, ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ, ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ଯୋଗଦେଇ…
ଜଙ୍ଗଲକୁ ଯାଇଥିବାବେଳେ ଆକ୍ରମଣ କଲା ବାର୍ହା: ଜଣେ ଗୁରୁତର, ଏକାଧିକ ଆହତ
ଦାରିଙ୍ଗବାଡ଼ି,୧୦ା୫(ଅରୁଣ ସାହୁ): ଜଙ୍ଗଲକୁ ଯାଇଥିବାବେଳେ ବାର୍ହା ଆକ୍ରମଣରେ ଜଣେ ଗୁରୁତର ହୋଇଥିବାବେଳେ ଏକାଧିକ ବ୍ୟକ୍ତି ସାମାନ୍ୟ ଆହତ ହୋଇଥିବା ଜଣାପଡ଼ିଛି। ଗୁରୁତର ବ୍ୟକ୍ତି ହେଲେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବନାଞ୍ଚଳ ସିମନବାଡ଼ି ସେକ୍ସନ ଲାଦାମାଲା ଗ୍ରାମର ମନୋଜ ପ୍ରଧାନ। ଗୁରୁତର ମନୋଜଙ୍କୁ…
IPS ଅଫିସରଙ୍କ ଛୁଟି ବାତିଲ କଲେ ସରକାର, କେହି ଯଦି ଛୁଟିରେ ଥିବେ ତେବେ…
ଭୁବନେଶ୍ୱର,୧୦ା୫: ଓଡ଼ିଶାର ସମସ୍ତ IPS ଅଫିସରଙ୍କ ଛୁଟି ବାତିଲ କରିଛନ୍ତି ସରକାର। ଏନେଇ ଗୃହ ବିଭାଗ ପକ୍ଷରୁ ନିର୍ଦ୍ଦେଶାନାମା ଜାରି ହୋଇଛି। କୌଣସି IPS ଅଫିସର ମୁଖ୍ୟାଳୟ ନ ଛାଡ଼ିବାକୁ ନିର୍ଦ୍ଦେଶ ଜାରି ହୋଇଛି। ଏଥିସହିତ ଛୁଟିଲେ ଥିଲେ ତୁରନ୍ତ ଆସି…
ସବୁ ଜିଲାପାଳ, ଆର୍ଡିସିଙ୍କ ଛୁଟି ବାତିଲ କଲେ ସରକାର
ଭୁବନେଶ୍ୱର,୧୦ା୫: ଭାରତ-ପାକିସ୍ତାନ ଉତ୍ତେଜନା ମଧ୍ୟରେ ରାଜ୍ୟ ସରକାର ସମସ୍ତ ଜିଲାପାଳ ଏବଂ ଆର୍ଡିସିଙ୍କ ଛୁଟି ବାତିଲ କରିଛନ୍ତି। ଏନେଇ ରାଜ୍ୟ ସାଧାରଣ ପ୍ରଶାସନ ଓ ଅଭିଯୋଗ ବିଭାଗ ପକ୍ଷରୁ ଚିଠି କରାଯାଇଛି। ଭାରତ-ପାକିସ୍ତାନ ଯୁଦ୍ଧ ପରିସ୍ଥିତିକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ…
ମାର୍କେଟ୍ କମ୍ପ୍ଲେକ୍ସ ନିର୍ମାଣ ପାଇଁ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ନିକଟରେ ଦାବି
କେସିଙ୍ଗା,୧୦ା୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନ୍ଏସିସ୍ଥିତ ଓ୍ବାର୍ଡ ନଂ.୯ ନିକଟସ୍ଥ ତହସିଲ କାର୍ଯ୍ୟାଳୟ ରାସ୍ତାର ଉଭୟ ପାଶର୍ବରେ ନୂତନ ମାର୍କେଟ କମ୍ପ୍ଲେକ୍ସ ନିର୍ମାଣ ପାଇଁ ଓ୍ବାର୍ଡବାସୀ କାର୍ଯ୍ୟ ନିର୍ବାହୀ ଅଧିକାରୀଙ୍କ ନିକଟରେ ଦାବିପତ୍ର ପ୍ରଦାନ କରିଛନ୍ତି। କେସିଙ୍ଗା ଏନ୍ଏସି ଓ୍ବାର୍ଡ…
ସମୁଦ୍ରରେ ମତ୍ସ୍ୟଜୀବୀଙ୍କ ଜାଲରେ ପଡ଼ିଲା ଡ୍ରୋନ୍
ମହାକାଳପଡ଼ା,୧୦ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ): ଭାରତ- ପାକ୍ ଉତ୍ତେଜନା ପରିପ୍ରେକ୍ଷୀରେ ଦେଶ ସାରା ସମ୍ବେଦନଶୀଳ ଅଞ୍ଚଳରେ ହାଇ ଆଲର୍ଟ ଜାରି କରାଯାଇଛି। ହେଲେ ଶୁକ୍ରବାର ଅପରାହ୍ନରେ ବଙ୍ଗୋପସାଗର କୂଳରେ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ସୁନିତି ଗୋଚ୍ଛାୟତପଡ଼ାର ମତ୍ସ୍ୟଜୀବୀ ଶ୍ରୀମନ୍ତ ଗୋଚ୍ଛାୟତ(୪୦)…
ଜିଲାପାଳ ମାଗିଲେ କେସିଙ୍ଗା ଏନ୍ଏସି ଭିତ୍ତିଭୂମିର ବିବରଣୀ
କେସିଙ୍ଗା, ୯ା୫(ତୁମେଶ୍ୱର ସାହୁ)-କେସିଙ୍ଗା ଏନ୍ଏସିକୁ ମ୍ୟୁନିସିପାଲିଟି ଘୋଷଣା କରିବା ପାଇଁ ରାଜ୍ୟ ସରକାରଙ୍କ ଗୃହ ଓ ନଗର ଉନ୍ନୟନ ବିଭାଗ କଳାହାଣ୍ଡି ଜିଲାପାଳଙ୍କୁ ଭିତ୍ତିଭୂମିର ବିବରଣୀ ମାଗିଥିଲେ। ଜିଲାପାଳ ତାଙ୍କ ଚିଠି ସଂଖ୍ୟା ୩୧୯/୮ା୫ା୨୫ ଅନୁସାରେ ଜିଲା ପଞ୍ଚାୟତ ଅଫିସର କଳାହାଣ୍ଡି,…
ରାସ୍ତା ସମସ୍ୟା: ଖଟିଆରେ ୭ କି.ମି. ବୁହାହେଲେ ରୋଗୀ
ଥୁଆମୂଳ ରାମପୁର,୯ା୫ (ଦୁର୍ଗା କୀର୍ତ୍ତି)- ଥୁଆମୂଳ ରାମପୁର ବ୍ଲକ କଳାହାଣ୍ଡି ଜିଲାର ଦୁର୍ଗମ ତଥା ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ ଭାବେ ପରିଚିତ। ଏଠାରେ ଅଧିକାଂଶ ଗ୍ରାମକୁ ସବୁଦିନିଆ ରାସ୍ତା ନାହିଁ। ଫଳରେ ଅନେକ ସମୟରେ ଗର୍ଭବତୀ କିମ୍ବା ଗୁରୁତର ରୋଗୀଙ୍କୁ ଖଟିଆରେ…
ପୁରୁଷୋତ୍ତମପୁର ଠାକୁରାଣୀ ଯାତ୍ରା: ତୃତୀୟ ଦିବସରେ ଘଟ ପରିକ୍ରମା ଆରମ୍ଭ
ପୁରୁଷୋତ୍ତମପୁର,୯ା୫(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରର ଐତିହାସିକ ପଞ୍ଚ ଠାକୁରାଣୀ ଯାତ୍ରାର ଶୁକ୍ରବାର ତୃତୀୟ ଦିବସରେ ଘଟ ପରିକ୍ରମା ଆରମ୍ଭ ହୋଇଛି। ସନ୍ଧ୍ୟାରେ ମା’ ପଞ୍ଚ ଠାକୁରାଣୀ କନକା, କାଳୁଆ, ତାରାତାରିଣୀ, କାଳୀ ଓ ଫୁଲ ସୁନ୍ଦରୀଙ୍କ ଘଟକୁ ପରମ୍ପରା ଅନୁସାରେ…
ମହାବୀର ହନୁମାନଙ୍କ ବିଗ୍ରହ ସ୍ଥାପନା
ଦାରିଙ୍ଗବାଡ଼ି/ବ୍ରାହ୍ମଣୀଗାଁ,୯ା୫(ଅରୁଣ ସାହୁ/ମନୋରଞ୍ଜନ ରଣା): ଦାରିଙ୍ଗବାଡ଼ି ବ୍ଲକ୍ ବ୍ରାହ୍ମଣୀଗାଁ ଥାନା ଅନ୍ତର୍ଗତ ଝିଞ୍ଜିରିଗୁଡ଼ା ଗ୍ରାମରେ ଶୁକ୍ରବାର ଶ୍ରୀରୁଦ୍ର ମହାବୀର ହନୁମାନଙ୍କ ବିଗ୍ରହ ସ୍ଥାପନା କରାଯାଇଛି। ପଣ୍ଡିତ ରାମେଶ୍ବର ତ୍ରିପାଠୀ ପୂଜାର୍ଚ୍ଚନା କରି ହନୁମାନଙ୍କ ମୂର୍ତ୍ତୀ ବିଗ୍ରହ ସ୍ଥାପନା କରିବା ସହିତ କର୍ତ୍ତା ଭାବେ…
ଓଡ଼ିଶାରେ ହାଇ ଆଲର୍ଟ: ପୁରୀ ସମେତ ଏସବୁ ସ୍ଥାନକୁୁ ସର୍ତକ ସୂଚନା
ପୁରୀ,୯।୫: ଭାରତ ଓ ପାକିସ୍ତାନ ମଧ୍ୟରେ ଚାଲିଥିବା ଉତ୍ତେଜନା ବୃଦ୍ଧି ପାଇବା ପରେ ଓଡ଼ିଶାରେ ସୁରକ୍ଷା ବ୍ୟବସ୍ଥାକୁ ଅଧିକ କଡ଼ାକଡ଼ି କରାଯାଇଛି। ପାକିସ୍ତାନର ବିଫଳ ଡ୍ରୋନ ଓ ମିସାଇଲ ଆକ୍ରମଣ ପ୍ରୟାସ ପରେ ରାଜ୍ୟ ସରକାର ଏବଂ ପୁଲିସ ଉଚ୍ଚ ସତର୍କତା…
Archives


