ରାଜ୍ୟ

୪୯ ନମ୍ବର ଜାତୀୟ ରାଜପଥରେ ଭୂସ୍ଖଳନ, ଯାତାୟାତ ବାଧାପ୍ରାପ୍ତ

କେନ୍ଦୁଝର,୧୫।୮(ନରେଶ ଚନ୍ଦ୍ର ପଟ୍ଟନାୟକ): ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ କେନ୍ଦୁଝର ଜିଲା ୪୯ ନମ୍ବର ଜାତୀୟ ରାଜପଥ କାଞ୍ଜିପାଣି ଥାନା ଅନ୍ତର୍ଗତ କାଞ୍ଜିପାଣି ଘାଟି ଓ ସଦର ଥାନା ଅନ୍ତର୍ଗତ ଜୁଡିଆ ଘାଟିରେ ଭୂସ୍ଖଳନ ଘଟି ଯାତାୟାତ ବ୍ୟାହତ ହୋଇଛି।…

ବ୍ରିଜ୍‌ ଉପରେ ସେଲ୍‌ଫି ନେଉନେଉ ନଦୀକୁ ଖସିପଡ଼ିଲେ ଯୁବତୀ, ଆଉ ତା’ ପରେ…

ବଲାଙ୍ଗୀର/ସଇଁନ୍ତଳା,୧୫ା୮(ସୁନିଲ କୁମାର ମହାନ୍ତି/ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ଜିଲା ସଇଁନ୍ତଳା ଥାନା ଅନ୍ତର୍ଗତ ବେଲଗାଁ ବ୍ରିଜ ଉପରେ ଜଣେ ଯୁବତୀ ସେଲ୍‌ଫି ନେଉଥିଲେ। ଏହି ସମୟରେ ହଠାତ୍‌ ପୋଲ ତଳକୁ ଖସିପଡ଼ିଥିଲେ। ନଦୀରେ ବର୍ତ୍ତମାନ ବନ୍ୟାଜଳ ପ୍ରବାହିତ ହେଉଥିବା ବେଳେ ନଦୀ…

ସୁଭଦ୍ରା ସହ ମଧୁବାବୁ ପେନସନ୍ ଯୋଜନାରେ ମିଳିବ ଅଧିକ ଲାଭ, ସ୍ୱାଧୀନତା ଦିବସରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା…

ଭୁବନେଶ୍ୱର,୧୫।୮: ୮୦ତମ ସ୍ୱାଧୀନତା ଦିବସରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝୀ ୫ଟି ବଡ଼ ଘୋଷଣା କରିଛନ୍ତି। ଏହି ଘୋଷଣା ମଧ୍ୟରେ ସାମିଲ ଅଛି ସୁଭଦ୍ରା ଯୋଜନାଠୁ ନେଇ ମଧୁବାବୁ ପେନସନ୍ ଯୋଜନା, ତେବେ ଆସନ୍ତୁ ଏହି ଘୋଷଣା ଉପରେ ନଜର ପକାଇବା……

ଧାର୍ମିକ ପତାକା ଅସମ୍ମାନକୁ ନେଇ ୨ ସମ୍ପ୍ରଦାୟ ମଧ୍ୟରେ ଉତ୍ତେଜନା

ଖଇରା,୧୫ା୮(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ତୁଡିଗଡ଼ିଆ ବଜାରରେ ସଂଖ୍ୟାଲଘୁ ସମ୍ପ୍ରଦାୟର ଧାର୍ମିକ ପତାକାକୁ ଅନ୍ୟ ଏକ ସମ୍ପ୍ରଦାୟର କିଛି ଯୁବକ ଅସମ୍ମାନ ପ୍ରଦର୍ଶନ କରିାକୁ ଗଣ୍ଡଗୋଳ ଘଟିଥିଲା। ପ୍ରତିବାଦରେ ଉକ୍ତ ସଂଖ୍ୟାଲଘୁ ସମ୍ପ୍ରଦାୟର ଶତାଧିକ ଲୋକ ସୋର-କୁପାରୀ…

ଶିକ୍ଷକ ନିଯୁକ୍ତି ନେଇ ମୋହନ କଲେ ବଡ଼ ଘୋଷଣା, ଏତେଜଣଙ୍କୁ ମିଳିବ ଚାକିରି…

ଭୁବନେଶ୍ୱର,୧୫।୮: ଭୁବନେଶ୍ୱର ମହାତ୍ମା ଗାନ୍ଧୀ ମାର୍ଗରେ ୮୦ତମ ସ୍ୱାଧୀନତା ଦିବସ ଅବସରରେ ତ୍ରିରଙ୍ଗା ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ । ସ୍ୱାଧୀନତା ଦିବସ ଅବସରରେ ଓଡ଼ିଶାବାସୀ ଓ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇବା ସହ ସ୍ୱାଧୀନତା ସଂଗ୍ରାମୀଙ୍କ ତ୍ୟାଗ ଓ ବଳିଦାନକୁ ସ୍ମରଣ…

ପରିତ୍ୟକ୍ତ ଖାଦାନରେ ବୁଡ଼ି ଯୁବକ ନିଖୋଜ

ରାଉରକେଲା, ୧୫/୮ (ସଙ୍ଗୀତା ଜେନା): ଝିରପାଣି ଥାନା ଅନ୍ତର୍ଗତ ଜଗଦା ଅଞ୍ଚଳରେ ଥିବା ଏକ ପରିତ୍ୟକ୍ତ ଖାଦାନରେ ବୁଡ଼ି ଜଣେ ଯୁବକ ଶନିବାର ସକାଳେ ନିଖୋଜ ହୋଇଯାଇଥିବା ଜଣାପଡ଼ିଛି। ଘଟଣାସ୍ଥଳରେ ପୋଲିସ, ଅଗ୍ନିଶମ ବିଭାଗ ଓ ଓଡ୍ରାଫ୍‌ ଟିମ୍‌ ପହଞ୍ଚି ନିଖୋଜ…

କର୍ଲାମୁଣ୍ଡାର ବିଭିନ୍ନ ଅନୁଷ୍ଠାନରେ ସ୍ବାଧୀନତା ଦିବସ, କୃତୀ ଛାତ୍ରୀଛାତ୍ରଙ୍କୁ…

କର୍ଲାମୁଣ୍ଡା,୧୫ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। ପରେଡ୍‌ ପଡ଼ିଆଠାରେ ଆୟୋଜିତ ବ୍ଲକସ୍ତରୀୟ ଉତ୍ସବରେ ମୁଖ୍ୟ ଅତିଥି ଭାବେ ବ୍ଲକ ଅଧ୍ୟକ୍ଷା କୁନି ସାହୁ…

ବରଗଡ଼ରେ ପତାକା ଉତ୍ତୋଳନ କଲେ ଜିଲାପାଳ: ଆତ୍ମନିର୍ଭର, ସଶକ୍ତ ଓ ବିକଶିତ ଭାରତ ଗଢ଼ିବା ଆହ୍ବାନ

ବରଗଡ଼,୧୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ଶନିବାର ଜିଲାସ୍ତରୀୟ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି । ଜିଲାପାଳ ଆଦିତ୍ୟ ଗୋୟଲ ମୁଖ୍ୟ ଅତିଥିଭାବେ ଯୋଗ ଦେଇ ଜାତୀୟ ପତାକା ଉତ୍ତୋଳନ କରିବା ସହ ସମ୍ମିଳିତ ପ୍ୟାରେଡ଼ରେ ଅଭିବାଦନ ଗ୍ରହଣ କରିଥିଲେ । ବରଗଡ…

OAS ପରୀକ୍ଷାର୍ଥୀଙ୍କ ପାଇଁ ବଡ଼ ଖବର, ମୁଖ୍ୟମନ୍ତ୍ରୀ କଲେ ବଡ଼ ଘୋଷଣା

ଭୁବନେଶ୍ୱର,୧୫।୮: ୮୦ତମ ସ୍ୱାଧୀନତା ଦିବସରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝୀ ୫ଟି ବଡ଼ ଘୋଷଣା କରିଛନ୍ତି। ଏହି ଘୋଷଣା ମଧ୍ୟରେ ସାମିଲ ଅଛି ସୁଭଦ୍ରା ଯୋଜନାଠୁ ନେଇ ମଧୁବାବୁ ପେନସନ୍ ଯୋଜନା, ତେବେ ଆସନ୍ତୁ ଏହି ଘୋଷଣା ଉପରେ ନଜର ପକାଇବା……

କଳାହାଣ୍ଡିରେ ବିଦେଶୀ ଖବରଦାତା ଲୁଇସ୍ ଲାଫ୍ରାନ୍ସ

ଭବାନୀପାଟଣା, ୧୫।୮ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାକୁ ସ୍ପେନର ବରିଷ୍ଠ ଖବରଦାତା, ଗବେଷକ ତଥା ବ୍ଲଗର ଲୁଇସ୍ ଲାଫ୍ରାନ୍ସ ପରିଦର୍ଶନରେ ଆସିଛନ୍ତି। ଏହି ଗସ୍ତ ସମୟରେ ସେ ଜିଲାର ବିଭିନ୍ନ ଲୋକନୃତ୍ୟ, ଲୋକସଂସ୍କୃତି, ଦେବୀପୀଠ ଓ ପ୍ରାକୃତିକ ସ୍ଥଳୀ ପରିଦର୍ଶନ…

ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ କଲେ ପତାକା ଉତ୍ତୋଳନ

ଭବାନୀପାଟଣା, ୧୫/୮ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ଲାଲ ବାହାଦୁର ଶାସ୍ତ୍ରୀ ଷ୍ଟାଡିୟମ୍‌ରେ ୮୦ତମ ସ୍ୱାଧୀନତା ଦିବସ ଉତ୍ସାହ ଓ ଗରିମାର ସହ ପାଳିତ ହୋଇଯାଇଛି। ଏହି ଅବସରରେ ମୁଖ୍ୟ ଅତିଥି ଭାବେ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ ଯୋଗଦେଇ…

ସକାଳୁ ସକାଳୁ ଅଘଟଣ: ସ୍ବାଧୀନତା ଦିବସ ପାଳନ କରିବାକୁ ଆସୁଥିବାବେଳେ ଛାତ୍ରୀଛାତ୍ରଙ୍କୁ ପିଟିଲା କାର୍

ବରଗଡ଼,୧୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼-ବରପାଲି ରାସ୍ତାର ସରସରା ନିକଟରେ ଶନିବାର ସକାଳୁ ଏକ ସଡ଼କ ଦୁର୍ଘଟଣା ଘଟିଛି। ବିଦ୍ୟାଳୟକୁ ସ୍ବାଧୀନତା ଦିବସ ପାଳନ ପାଇଁ ସାଇକେଲ ଯୋଗେ ଆସୁଥିବା ଛାତ୍ରୀ ଛାତ୍ରଙ୍କୁ ଧକ୍କା ଦେଇ ଏକ କାର୍‌ ବରଗଡ ପଟକୁ ଫେରାର୍ ହୋଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?