ଫାଇନାଲ ହୋଇଗଲା ଯୁଦ୍ଧର ଡେଟ୍! ଭାରତ-ପାକିସ୍ତାନ ଉଭୟ ପକ୍ଷରୁ ମିଳିଲା ସଂଙ୍କେତ
ନୂଆଦିଲ୍ଲୀ,୬।୫: ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ ଭାରତର ରକ୍ତ ଗରମ ହୋଇଉଠିଛି। ପାକିସ୍ତାନ ବିରୁଦ୍ଧରେ ନିରନ୍ତର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉଛି। ଏହି କ୍ରମରେ ସିନ୍ଧୁ ଜଳ ଚୁକ୍ତିନାମାକୁ ସ୍ଥଗିତ ରଖାଯାଇଛି। କୂଟନୈତିକ ସମ୍ପର୍କ ଛିନ୍ନ କରାଯାଇଛି। ବ୍ୟବସାୟ ଏବଂ ଡାକ ସେବା…
ମମତାଙ୍କ ଉପରେ ରାଗିକି ପ୍ରଚଣ୍ଡ ପ୍ରଭାତୀ: କହିଲେ ପୁରୀରେ ବୟ କଟ୍ ନାଲି ଆଖି…
ଭୁବନେଶ୍ୱର,୬।୫: ଦୀଘାରେ ନବନିର୍ମିତ ଶ୍ରୀଜଗନ୍ନାଥ ମନ୍ଦିରକୁ ନେଇ ବିବାଦ ଉଠିଛି। ଏ ନେଇ ମୁହଁ ଖୋଲିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ସେ କହିଛନ୍ତି, ଯିଏ ଯିଏ ବୟକଟ ପୁରୀ କଥା କହିଛନ୍ତି ତା ଦ୍ୱାରା ପୁରୀ ଆଉଥରେ ଫୋକସକୁ ଆସିଛି ।…
ବଜାରରେ ମିଳୁଛି ନକଲି କ୍ଷୀର: ହୋଇଯାଆନ୍ତୁ ସାବଧାନ
ଜଗତସିଂହପୁର,୬।୫: ଜଗତସିଂହପୁର ଜିଲା ପ୍ରଶାସନ ପକ୍ଷରୁ ମଙ୍ଗଳବାର ଏକ ବଡ଼ ଧରଣର ଚଢାଉ କରାଯାଇଛି। ଜିଲା ପ୍ରଶାସନର ୫ ଜଣିଆ ଟିମ୍ ଚଢ଼ାଉ କରି ବାଲିସାହି ଅଞ୍ଚଳରୁ ଏକ ନକଲି କ୍ଷୀର ଗୋଦାମ ଠାବ କରିଛି। ଗୋଦାମରୁ ଅପମିଶ୍ରିତ କ୍ଷୀର ସହ…
ନବୀନଙ୍କ ପରେ ଏବେ ମମତାଙ୍କ ପାଳି: ନନା କହିଦେଲେ ଏମିତି, ପୁରା ରାଜନୀତିରେ ହଇଚଇ
ଭୁବନେଶ୍ୱର,୬।୫: ଦୀଘାରେ ନବର୍ନିମିତ ଶ୍ରୀଜଗନ୍ନାଥ ମନ୍ଦିରକୁ ନେଇ ବିବାଦ ଉଠିଛି। ଏନେଇ ଭାଜପା ଏମ୍ପି ପ୍ରତାପ ଷଡ଼ଙ୍ଗୀ ମୁହଁ ଖୋଲିଛନ୍ତି। ସେ କହିଛନ୍ତି, ହିମାଳୟ ପର୍ବତରେ ମୁଣ୍ଡ ବାଡ଼େଇଲେ ମୁଣ୍ଡ ଫାଟିଯିବ ସିନା ପର୍ବତର କିଛି ହେବନି। ଜଗନ୍ନାଥଙ୍କ ଅପମାନ କରି…
ଦୀଘା ଜଗନ୍ନାଥ ଧାମ ନାମ ପ୍ରସଙ୍ଗରେ ପ୍ରତିକ୍ରିୟା ରଖଲେ ଶଙ୍କରାଚାର୍ଯ୍ୟ
ଭୁବନେଶ୍ୱର,୬।୫: ପଶ୍ଚିମବଙ୍ଗ ଦୀଘା ଜଗନ୍ନାଥ ମନ୍ଦିରକୁ ଜଗନ୍ନାଥ ଧାମ କୁହାଯିବା ପ୍ରସଙ୍ଗକୁ ନେଇ ବିବାଦ ତେଜିବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଦୀଘା ଜଗନ୍ନାଥ ଧାମ ନାମ ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ଜ୍ୟୋତିର୍ମଠ ଶଙ୍କରାଚାର୍ଯ୍ୟ ଅଭିମୁକ୍ତେଶ୍ବରନନ୍ଦ ସରସ୍ବତୀ। ଦୀଘା ପାଇଁ ଧାମ ଶବ୍ଦ…
କାଲି ୪ଟାରେ ଓଡ଼ିଶାର ଏସବୁ ସ୍ଥାନରେ ବାଜିବ ସାଇରନ୍, ଜାଣନ୍ତୁ କ’ଣ କହିଲେ ଅଗ୍ନିଶମ ଡିଜି?
ଭୁବନେଶ୍ୱର,୬।୫: ଜମ୍ମୁ-କଶ୍ମୀରର ପହଲଗାମରେ ହୋଇଥିବାଆତଙ୍କବାଦୀ ଆକ୍ରମଣ ପରଠାରୁ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଇବାରେ ଲାଗିଛି। ଭାରତ ସରକାର ସ୍ପଷ୍ଟ କରିଛନ୍ତି ଯେ ପହଲଗାମ ଆକ୍ରମଣର ପ୍ରତିଶୋଧ ନିଶ୍ଚିତ ଭାବରେ ନିଆଯିବ। ଏହି ପରିପ୍ରେକ୍ଷୀରେ ମେ’ ୭ରେ ଦେଶର…
ଓଡ଼ିଶାର ଏସବୁ ଜିଲାରେ ବାଜିବ ସାଇରନ୍, ହଠାତ ହୋଇଯିବ ‘ବ୍ଲାକଆଉଟ୍’; ଜାଣନ୍ତୁ କେଉଁଠାରେ କାଲିଠୁ ହେବ …
ନୂଆଦିଲ୍ଲୀ/ଭୁବନେଶ୍ୱର,୬।୫: ଜମ୍ମୁ-କଶ୍ମୀରର ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣ ପରଠାରୁ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଇବାରେ ଲାଗିଛି। ଦୁଇ ଦେଶ ମଧ୍ୟରେ ଏହି ଉତ୍ତେଜନା ପ୍ରତିଦିନ ବୃଦ୍ଧି ପାଉଛି। ଏହି ସମୟରେ ଭାରତ ସରକାର ସ୍ପଷ୍ଟ କରିଛନ୍ତି ଯେ…
ଦୀଘା ଧାମ ବିବାଦ: ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ସୁଦର୍ଶନ
ଭୁବନେଶ୍ୱର,୬।୫: ପଶ୍ଚିମବଙ୍ଗ ଦୀଘା ଜଗନ୍ନାଥ ମନ୍ଦିରକୁ ଜଗନ୍ନାଥ ଧାମ କୁହାଯିବା ପ୍ରସଙ୍ଗକୁ ନେଇ ବିବାଦ ଦିନକୁ ଦିନ ବଢ଼ିବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ପ୍ରଧାନମନ୍ତ୍ରୀଙ୍କୁ ଏକ ଚିଠି ଲେଖିଛନ୍ତି। ଚିଠିରେ ଦୀଘା ଜଗନ୍ନାଥ ମନ୍ଦିରକୁ ଜଗନ୍ନାଥ…
ରାୟଗଡ଼ା ଜିଲାରେ ପୁଣି ମାଓବାଦୀ ସକ୍ରିୟ: ୩ ଟିଫିନ୍ ବୋମା, ଗୋଟିଏ ପ୍ରେସର ବୋମା ନିଷ୍କ୍ରିୟ କଲା ପୋଲିସ
ରାୟଗଡ଼ା,୫।୫(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲାରେ ପୁଣି ମାଓବାଦୀ ସକ୍ରିୟ ହୋଇଉଠିଛନ୍ତି। ମୁନିଗୁଡ଼ା ବ୍ଲକ୍ ଅମ୍ବାଦଳା ଥାନା ଅନ୍ତର୍ଗତ ଜଗଦଳପୁର ଅଞ୍ଚଳରେ ମାଓବାଦୀମାନେ ଖଞ୍ଜିଥିବା ୩ ଟିଫିନ୍ ବୋମା ଓ ଏକ ପ୍ରେସର ବୋମାକୁ ସୋମବାର ଜିଲା ପୋଲିସ ନିଷ୍କ୍ରିୟ କରିଛି।…
ଓଏସଏସସି ବାତିଲ କଲା ପରୀକ୍ଷା, ମିଳିତ ନିଯୁକ୍ତି ପରୀକ୍ଷା ପାଇଁ ନୂଆ ତାରିଖ ଘୋଷଣା
ଭୁବନେଶ୍ୱର,୫।୫: ଓଡ଼ିଶା ଷ୍ଟାଫ ସିଲେକସନ କମିଶନ (ଓଏସଏସସି) ସୋମବାର ଏପ୍ରିଲ ୨୭ରେ ଅନୁଷ୍ଠିତ ମିଳିତ ନିଯୁକ୍ତି ପରୀକ୍ଷା (ସିଆରଇ)କୁ ବାତିଲ କରିଛି। କମିଶନ ଘୋଷଣା କରିଛି ଯେ ସବ-ଇନ୍ସପେକ୍ଟର (ଏସଆଇ) ପରୀକ୍ଷା ପୁନର୍ବାର ଜୁଲାଇ ୬ରେ ଅନୁଷ୍ଠିତ ହେବ। ଓଏସଏସସି ଏହି…
ଆଶିଷ ବିଜେଡିର ଜିଲା ସଭାପତି
କେନ୍ଦୁଝର,୫।୫(ନରେଶ ଚନ୍ଦ୍ର ପଟ୍ଟନାୟକ/ଦୀପକ ମିଶ୍ର): କେନ୍ଦୁଝର ଜିଲାର ଯୁବନେତା ଆଶିଷ ଚକ୍ରବର୍ତ୍ତୀଙ୍କୁ ବିଜୁ ଜନତା ଦଳର ସଭାପତିଭାବେ ବିଜେଡି ସୁପ୍ରିମୋ ତଥା ବିରୋଧୀ ଦଳର ନେତା ନବୀନ ପଟ୍ଟନାୟକ ମନୋନୀତ କରିଛନ୍ତି। ଛାତ୍ର ରାଜନୀତିରୁ ବିଜୁବାବୁଙ୍କ ଆଦର୍ଶରେ ଅନୁପ୍ରାଣିତ ହୋଇଥିବା ଆଶିଷ…
ପୁରୀରେ ବିମାନ ବନ୍ଦରକୁ କେନ୍ଦ୍ର ସରକାରଙ୍କ ମଞ୍ଜୁରୀ
ଭୁବନେଶ୍ୱର,୫।୫: ପୁରୀରେ ଅନ୍ତର୍ଜାତୀୟ ବିମାନବନ୍ଦର ନିର୍ମାଣ ପାଇଁ କେନ୍ଦ୍ର ସରକାର ନୀତିଗତ ମଞ୍ଜୁରୀ ପ୍ରଦାନ କରିଛନ୍ତି। ଏହି ବିମାନ ବନ୍ଦର ହେବା ଫଳରେ ଭାରତର ପ୍ରମୁଖ ସହରକୁ ସିଧାସଳଖ ଯୋଗାଯୋଗ ବୃଦ୍ଧି ହେବ। ଏଥିସହିତ ପୁରୀ ଏବଂ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ…
Archives


