ରୁଷିଆରୁ ନବୀନଙ୍କୁ ଆସିଲା ନିମନ୍ତ୍ରଣ: ସୂଚନା ଦେଲେ ପାଣ୍ଡିଆନ, ଜାଣନ୍ତୁ ସମ୍ପୂର୍ଣ୍ଣ ଖବର
ଭୁବନେଶ୍ୱର,୫ା୫: ରୁଷିଆର ‘ବିଜୟ ଦିବସ’ରେ ଯୋଗଦେବା ଲାଗି ପ୍ରଧାନମନ୍ତ୍ରୀ ମୋଦିଙ୍କ ଗସ୍ତ ବାତିଲ ହୋଇଥିବା ବେଳେ ଏହି ଉତ୍ସବରେ ଓଡ଼ିଶାର ପୂର୍ବତ୍ତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗଦେଇ ପାରନ୍ତି। ସୋମବାର ଭି.କେ ପାଣ୍ଡିଆନ ସୋସିଆଲ ମିଡିଆରେ ଏହି ସୂଚନା ଦେଇଛନ୍ତି। ଭାରତରେ…
ବଲାଙ୍ଗୀର ଜିଲା ବିଜେଡି ସଭାପତି ହେଲେ ସରୋଜ ମେହେର, କହିଲେ…
ବଲାଙ୍ଗୀର/ପାଟଣାଗଡ,୫।୫:(ସୁନିଲ ମହାନ୍ତି/ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲା ପାଟଣଗଡର ପୂର୍ବତନ ବିଧାୟକ ସରୋଜ କୁମାର ମେହେର ବିଜେଡି ଜିଲା ସଭାପତି ଭାବେ ମନୋନୀତ ହୋଇଛନ୍ତି। ସରୋଜଙ୍କ ଉପରେ ଆସ୍ଥା ପ୍ରକଟକରି ବିଜେଡି ରାଜ୍ୟ ସଭାପତି ନବୀନ ପଟ୍ଟନାୟକ ଏହି ଗୁରୁ ଦାୟିତ୍ୱ ଦେଇଛନ୍ତି।…
ବିଜେଡିର ୧୫ ଉପସଭାପତିଙ୍କ ନାଁ ଘୋଷଣା: ଦେବୀ, ପ୍ରତାପଙ୍କୁ ବଡ଼ ଦାୟିତ୍ୱ
ଭୁବନେଶ୍ୱର,୫।୫: ବିଜେଡି ୬ ଜିଲା ସଭାପତି ପରେ ୧୫ ଉପସଭାପତିଙ୍କ ନାଁ ଘୋଷଣା କରିଛି। ଦେବୀ ମିଶ୍ରଙ୍କୁ ବରିଷ୍ଠ ଉପସଭାପତି (ମୁଖ୍ୟାଳୟ) ଦାୟିତ୍ୱ ଦେଇଥିବା ବେଳେ ଏହି ତାଲିକାରେ ପ୍ରଫୁଲ୍ଲ ସାମଲ, ଉଷା ଦେବୀ, ବିକ୍ରମ ଆରୁଖ ରହିଛନ୍ତି। ସେହିପରି ପ୍ରମିଳା…
ଛେଚିଲା କୁଆପଥର ବର୍ଷା: ଡ୍ରେନ୍ ପାଣି ସହ ମିଶି ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ହେଲା ଭର୍ତ୍ତି
ଦାରିଙ୍ଗବାଡ଼ି,୫ା୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିଠାରେ ସୋମବାର ଅପରାହ୍ନରେ କୁଆପଥର ସହ ପ୍ରବଳ ବର୍ଷା ହୋଇଛି। ପ୍ରାୟ ୧ ଘଣ୍ଟା ଧରି ଏହି ବର୍ଷା ଲାଗିରହିଥିବା ବେଳେ ରାସ୍ତାଘାଟ, ଡ୍ରେନ୍ରେ ବର୍ଷା ଜଳ ଭର୍ତ୍ତି ହୋଇଯାଇଥିଲା। ଡ୍ରେନ୍ଗୁଡିକରେ ଅଳିଆ ଭର୍ତ୍ତି ହୋଇ…
ବସ୍କୁ ଧକ୍କା ଦେଲା ଟ୍ରକ୍,୨୦ରୁ ଊର୍ଦ୍ଧ୍ୱ ଆହତ
ଦେବଗଡ଼,୫ା୫(ଶଶାଙ୍କ ଶେଖର ଝାଙ୍କର): ଏନ୍ଏଚ୍ ୪୯ ନୂଆଭୂଇଁ ନିକଟରେ ସୋମବାର ଏକ ଯାତ୍ରୀବାହୀ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି। ଦେବଗଡ଼ରୁ କୁଚିଣ୍ଡା ଯାଉଥିବା ‘ହୋତା’ ନାମକ ଏକ ଯାତ୍ରୀବାହୀ ବସ୍କୁ ପଛରୁ ଏକ ଟ୍ରକ୍ ଧକ୍କା ଦେଇଥିଲା, ଯେଉଁଥିରେ ୨୩ ଜଣ ଯାତ୍ରୀ…
ବିଜେଡିର ବରିଷ୍ଠଙ୍କୁ ମିଳିଲା ନୂଆ ଦାୟିତ୍ୱ, ଜାଣନ୍ତୁ କାହାକୁ କେଉଁ ଦାୟିତ୍ୱ ବଣ୍ଟନ…
ଭୁବନେଶ୍ୱର,୫ା୫: ବିଜେଡିର ବରିଷ୍ଠ ନେତାଙ୍କୁ ସୋମବାର ବିଜେଡି ପକ୍ଷରୁ ନୂଆ ଦାୟିତ୍ୱ ବଣ୍ଟନ କରାଯାଇଛି। ବିଭିନ୍ନ ଶାଖା/ସେଲ୍ ପାଇଁ ଏହି ଦାୟିତ୍ୱଗୁଡ଼ିକ ବଣ୍ଟନ କରାଯାଇଛି। ଉପସଭାପତି ଓ ସାଧାରଣ ସମ୍ପାଦକ ରାଙ୍କ ଥାଇ ଦଳ ଗୁରୁ ଦାୟିତ୍ୱ ପ୍ରଦାନ କରିଛି। ବିଜୁ…
ଦୀଘା ଜଗନ୍ନାଥ ଧାମ ବିବାଦ: ଦରକାର ହେଲେ ଆଇନର ଆଶ୍ରୟ ନେବାକୁ କହିଲେ ଆଇନମନ୍ତ୍ରୀ
ଭୁବନେଶ୍ୱର,୫ା୫: ଦୀଘାରେ ଜଗନ୍ନାଥ ଧାମ ବିବାଦକୁ ନେଇ ସୋମବାର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ବସିଥିଲା। ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନଙ୍କ ପ୍ରକୋଷ୍ଠରେ ଅନୁଷ୍ଠିତ ବୈଠକରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ସହ ଅନ୍ୟ ଅଧିକାରୀମାନେ ଉପସ୍ଥିତ ରହିଥିଲେ। ବୈଠକ ଶେଷ ପରେ ଖବରଦାତା ସମ୍ମିଳନୀରେ…
ଦୀଘା ଜଗନ୍ନାଥ ମନ୍ଦିର ମୂର୍ତ୍ତି ନିର୍ମାଣକୁ ନେଇ ଦ୍ବନ୍ଦ୍ବ ଦୂର କଲେ ଆଇନମନ୍ତ୍ରୀ, କହିଲେ…
ଭୁବନେଶ୍ୱର,୫ା୫: ଦୀଘାରେ ଜଗନ୍ନାଥ ଧାମ ବିବାଦକୁ ନେଇ ସୋମବାର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ବସିଥିଲା। ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନଙ୍କ ପ୍ରକୋଷ୍ଠରେ ଅନୁଷ୍ଠିତ ବୈଠକରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ସହ ଅନ୍ୟ ଅଧିକାରୀମାନେ ଉପସ୍ଥିତ ରହିଥିଲେ। ବୈଠକ ଶେଷ ପରେ ଖବରଦାତା ସମ୍ମିଳନୀରେ…
୬ ଜିଲା ସଭାପତିଙ୍କ ନାଁ ଘୋଷଣା କଲା ବିଜେଡି, ଜାଣନ୍ତୁ କେଉଁ ଜିଲା ପାଇଁ କାହାକୁ ମିଳିଲା ଦାୟିତ୍ୱ
ଭୁବନେଶ୍ୱର,୫ା୫: ସୋମବାର ଆଉ ୬ ସାଂଗଠନିକ ଜିଲା ସଭାପତିଙ୍କ ନାଁ ଘୋଷଣା କରିଛି ବିଜେଡି। କେନ୍ଦୁଝର ପାଇଁ ଦଳ ଆଶିଷ ଚକ୍ରବର୍ତ୍ତୀଙ୍କ ନାଁ ଘୋଷଣା କରିଥିବା ବେଳେ ଖୋର୍ଦ୍ଧା ଜିଲାର ଭୁବନେଶ୍ବର ପାଇଁ ଅଶୋକ ଚନ୍ଦ୍ର ପଣ୍ଡା, ରାଉରକେଲା ପାଇଁ ପ୍ରଦ୍ୟୁମ୍ନ…
ପାଣ୍ଡିଆନଙ୍କ ବୁଦ୍ଧିରେ ନବୀନ ସରକାରଙ୍କ ପରି ମମତା ସରକାର ଧ୍ୱଂସ ହେବ: ପ୍ରିୟଦର୍ଶନ
ଭୁବନେଶ୍ୱର,୫।୫: ପଶ୍ଚିମବଙ୍ଗ ଦୀଘା ଜଗନ୍ନାଥ ମନ୍ଦିରକୁ ଜଗନ୍ନାଥ ଧାମ ଏବଂ ‘ଦାରୁ କାଠ’ ମୂର୍ତ୍ତିରେ ବ୍ୟବହାର କରାଯିବା ପ୍ରସଙ୍ଗକୁ ନେଇ ବିବାଦ ଦିନକୁ ଦିନ ବଢ଼ିବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଜଗନ୍ନାଥ ସେନା ଆବାହକ ପ୍ରିୟଦର୍ଶନ ପଟ୍ଟନାୟକ ସୋମବାର ଗଣମାଧ୍ୟମକୁ ବିସ୍ଫୋରକ…
ଆସିଲା ବଡ଼ ଅପଡେଟ, ଭାଜପା ସରକାରଙ୍କ ବର୍ଷପୂର୍ତ୍ତି ପୂର୍ବରୁ ହେବ ବଡ଼ ଘୋଷଣା
ଭୁବନେଶ୍ୱର,୫।୫: ରାଜ୍ୟ ଭାଜପା ସଭାପତି ଚୟନରେ ବିଳମ୍ବ ପ୍ରସଙ୍ଗକୁ ନେଇ ଏବେ ରାଜନୀତି ଜୋର ଧରିଛି। ଏନେଇ ଏବେ ବିଧାୟକ ସରୋଜ ପ୍ରଧାନଙ୍କ ପ୍ରତିକ୍ରିୟା ସାମ୍ନାକୁ ଆସିଛି। ସେ କହିଛନ୍ତି, ‘ସରକାରଙ୍କ ବର୍ଷ ପୂର୍ତ୍ତି ପୂର୍ବରୁ ସଭାପତିଙ୍କ ନାଁ ଘୋଷଣା ହେବ’।…
ମାଲକାନଗିରିରେ ଚାଞ୍ଚଲ୍ୟ: ଘରୁ ଟଙ୍କା ଚୋରି କରୁଥିଲେ ବୋହୂ, ଶାଶୁ ଦେଖିଦେବାରୁ ଘଟାଇଲେ ଏମିତି କାଣ୍ଡ…
ମାଲକାନଗିରି,୫ା୫(ଦୁର୍ଯ୍ୟୋଧନ ପାତ୍ର)- ଟଙ୍କା ଚୋରି କରୁଥିବା ଶାଶୁ ଜାଣିପାରିବାରୁ ବୋହୂ ଶାଶୁଙ୍କ ଦେହରେ ନିଆଁ ଲଗାଇ ପୋଡ଼ି ଦେଇଛନ୍ତି। ଏପରି ଘଟଣା ମାଲକାନଗିରି ଥାନା ଅନ୍ତର୍ଗତ ଏମ୍ଭି ୧୮ ଗ୍ରାମରେ ଗତ ୨୭ ତାରିଖରେ ଘଟିଛି। ଏ ସମ୍ପର୍କରେ ରେଣୁକା ବୈଦ୍ୟଙ୍କ…
Archives


