ରାଜ୍ୟ

ଫ୍ଲାଏ ଓଭରରୁ ତଳକୁ ଖସିଲା ଟ୍ୟାଙ୍କର, ବିଚ୍‌ ରାସ୍ତାରେ ହେଲା…

ରାୟଗଡ଼ା,୪ା୫(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହର ମଧ୍ୟ ଦେଇ ଯାଇଥିବା ୩୨୬ ନଂ ଜାତୀୟ ରାଜପଥରେ ରହିଥିବା ପୁରୁଣା ତଥା ଏକମାତ୍ର ଫ୍ଲାଏ ଓଭର ଉପରେ ଭାରସାମ୍ୟ ହରାଇ ତଳକୁ ଓଲଟି ପଡ଼ିଛି ଏକ ଟ୍ୟାଙ୍କର। ଏହି ଟ୍ୟାଙ୍କର ଓଲୋଟି ପଡ଼ିବାରୁ…

ଓଡ଼ିଶାରେ ଚାଲିଛି ଯୁଦ୍ଧାସ୍ତ୍ର ନେଇ ସିକ୍ରେଟ ପ୍ଲାନିଂ, ଯୁଦ୍ଧ ପାଇଁ ଗୋଳାବାରୁଦ ସହ ଭୟଙ୍କର ବିସ୍ପୋରକ…

ନୂଆଦିଲ୍ଲୀ/ ଭୁବନେଶ୍ୱର,୪।୫: ଭାରତ ଓ ପାକିସ୍ତାନ ମଧ୍ୟରେ ଚାଲିଥିବା ଉତ୍ତେଜନାକୁ ଦୃଷ୍ଟିରେ ରଖି ସରକାର ନେଇଛନ୍ତି ବଡ଼ ନିଷ୍ପତ୍ତି। ବର୍ତ୍ତମାନ ସରକାର ପାକିସ୍ତାନ ଉପରେ ଡିଜିଟାଲ ଷ୍ଟ୍ରାଇକ୍‌ ଜାରି ରଖିଥିବାବେଳେ ଏବେ ଫାଇନାଲ ଯୁଦ୍ଧ ହେବା ନେଇ ବଡ଼ ସଙ୍କେତ ମିଳିଛି।…

ଭାରତରେ ତୃତୀୟ ବିଶ୍ୱଯୁଦ୍ଧ! ମାଳିକାରେ ସାଂଘାତିକ ଭବିଷ୍ୟବାଣୀ

ଭୁବନେଶ୍ୱର/ନୂଆଦିଲ୍ଲୀ, ୪।୫: ଓଡ଼ିଶାର ମହାନ ସାଧୁ ତଥା ଦାର୍ଶନିକ ଅଚ୍ୟୁତାନନ୍ଦ ଦାସଙ୍କ ଦ୍ୱାରା ରଚିତ ‘ଭବିଷ୍ୟ ମାଳିକା’ ପୁଣି ଥରେ ଚର୍ଚ୍ଚାକୁ ଆସିଛି। ଏହି ଗ୍ରନ୍ଥରେ କରାଯାଇଥିବା ତୃତୀୟ ବିଶ୍ୱଯୁଦ୍ଧ ସମ୍ବନ୍ଧୀୟ ଭବିଷ୍ୟବାଣୀ ଏବେ ସାରା ବିଶ୍ୱରେ ଚହଳ ପକାଇଛି। ଏହି…

ପୁରୁଷୋତ୍ତମପୁରରେ ଆୟୁଷ୍ମାନ କାର୍ଡ ବଣ୍ଟନ, ସ୍ବାସ୍ଥ୍ୟସେବାରେ ହିତାଧିକାରୀ ପାଇବେ…

ପୁରୁଷୋତ୍ତମପୁର,୪ା୫(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରାଞ୍ଚଳ ଆୟୁଷ୍ମାନ ଆରୋଗ୍ୟ ମନ୍ଦିର ପରିସରରେ ରବିବାର ଆୟୁଷ୍ମାନ କାର୍ଡ ବଣ୍ଟନ କରାଯାଇଛି। ଏଥିରେ ଭାଜପାର ରାଜ୍ୟ ଉପ-ସଭାପତି ଗୋଲକ ମହାପାତ୍ର ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଏହିକାର୍ଡର ସୁବିଧା ଓ ମହତ୍ତ୍ୱ ସମ୍ପର୍କରେ…

ଭଞ୍ଜନଗରରେ ଖୋଲିଲା ରାଜ୍ୟର ପ୍ରଥମ ସରକାରୀ ଓ୍ବାଟର୍‌ ପାର୍କ, ପର୍ଯ୍ୟଟକଙ୍କ ପାଇଁ ସାଜିବ ଆକର୍ଷଣର କେନ୍ଦ୍ରବିନ୍ଦୁ

ଭଞ୍ଜନଗର,୪।୫(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବିଜୁ ପଟ୍ଟନାୟକ ଶିଶୁ ଉଦ୍ୟାନ ପରିସରରେ ହୋଇଥିବା ରାଜ୍ୟର ପ୍ରଥମ ସରକାରୀ ସମ୍ପ୍ରସାରିତ ୱାଟର ପାର୍କ ରବିବାର ଉଦଘାଟିତ ହୋଇଯାଇଛି। ଏହା ଜଳସମ୍ପଦ ବିଭାଗ ଦ୍ବାରା ପରିଚାଳିତ ହେଉଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ…

ଅଞ୍ଚଳବାସୀଙ୍କ ବହୁ ଦାବି ପରେ ୧୦.୫ କୋଟି ଟଙ୍କା ବ୍ୟୟ ଅଟକଳରେ ଚାଲିଛି ରାସ୍ତା ନିର୍ମାଣ, କାର୍ଯ୍ୟ ଶେଷ ହେଲେ…

କେସିଙ୍ଗା,୪ା୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ଦୀର୍ଘଦିନରୁ ଦାବି ହୋଇ ଆସୁଥିବା ମଶାଣିବନ୍ଧ-ରେଙ୍ଗାଲିଗ୍ରାମକୁ ସଂଯୋଗ କରୁଥିବା ଆର୍‌ଡିରାସ୍ତା ବର୍ତ୍ତମାନ ନିର୍ମାଣାଧୀନ ରହିଛି। ଅଞ୍ଚଳବାସୀଙ୍କ ବହୁ ଦାବି ପରେ ଏବଂ ଗଣମାଧ୍ୟମରେ ଖବର ପ୍ରକାଶ ପରେ ତତ୍ପରତା…

ମନ୍ଦିର ଜମିରେ ବେଆଇନ ଦଖଲ: ଗୃହ ନିର୍ମାଣକୁ ବିରୋଧ, ଦେବୋତ୍ତର କମିଶନକୁ ସ୍ମାରକପତ୍ର

ଦିଗପହଣ୍ଡି,୪ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବସ୍‌ଷ୍ଟାଣ୍ଡଠାରୁ ପୁଞ୍ଜିକୟାଁ ଛକ ୧୭ ନଂ.ରାଜ୍ୟ ରାଜପଥ କଡ଼ରେ ଥିବା ଦିଗପହଣ୍ଡି ମୌଜା ଖାତା ନଂ.୬୯୧ ଅନୁଯାୟୀ ରାଧାକାନ୍ତ ମହାପ୍ରଭୁ ବିଜେଙ୍କ ନାଁ ରେ ରେକର୍ଡଭୁକ୍ତ ଥିବା ଚାଷଜମିକୁ ୧୯୫୧ ଓଡ଼ିଶା ହିନ୍ଦୁ…

୮ରେ ପୁରୁଷୋତ୍ତମପୁର ଯିବେ ମୁଖ୍ୟମନ୍ତ୍ରୀ: ଜିଲା ପ୍ରଶାସନର ତତ୍ପରତା

ପୁରୁଷୋତ୍ତମପୁର,୪।୫( ସିମାଞ୍ଚଳ ମିଶ୍ର): ମୁଖ୍ୟମନ୍ତ୍ରୀ ମୋହନଚରଣ ମାଝି ଆସନ୍ତା ୮ରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଗ୍ରସ୍ତରେ ଯିବେ। ଏନେଇ ଜିଲା ପ୍ରଶାସନ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। ମଳିଥିବା ସୂଚନା ପ୍ରକାରେ, ସେ ପୁରୁଷୋତ୍ତମପୁର ବ୍ଲକର ଗାଙ୍ଗଦହଣୀ ସରକାରୀ ଉନ୍ନୀତ ଉଚ୍ଚ…

ରାମକୃଷ୍ଣ ଦାସମହାପାତ୍ରଙ୍କୁ ପଚରାଉଚରା

ପୁରୀ,୪ା୫: ନବକଳେବର ଦାରୁରେ ଦୀଘା ଦିଅଁ ନିର୍ମାଣ ବିବାଦ ପ୍ରସଙ୍ଗରେ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ତନାଘନା ଚାଲିଛି। ଦଇତାପତି ନିଯୋଗ ସମ୍ପାଦକ ରାମକୃଷ୍ଣ ଦାସମହାପାତ୍ରଙ୍କୁ ବଳକା ଦାରୁ ବାବଦରେ ଶ୍ରୀମନ୍ଦିର କାର୍ଯ୍ୟାଳୟରେ ପଚରାଉଚରା। ଦଇତାପତି ନିଯୋଗ ସଭାପତି ଗଣେଶ ଦାସମହାପାତ୍ରଙ୍କୁ ବି…

ଦୀଘା ଜଗନ୍ନାଥ ମନ୍ଦିରକୁ ନେଇ ମୁହଁ ଖୋଲିଲେ ଶୁଭେନ୍ଦୁ ଅଧିକାରୀ

କୋଲକାତା/ଭୁବନେଶ୍ୱର,୪।୫: ପଶ୍ଚିମବଙ୍ଗ ଦୀଘା ଜଗନ୍ନାଥ ମନ୍ଦିରକୁ ଜଗନ୍ନାଥ ଧାମ ଏବଂ ‘ଦାରୁ କାଠ’ ମୂର୍ତ୍ତିରେ ବ୍ୟବହାର କରାଯିବା ପ୍ରସଙ୍ଗକୁ ନେଇ ବିବାଦ ବଢ଼ିବାରେ ଲାଗିଛି। ଏହାକୁ ନେଇ ବିଭିନ୍ନ ମହଲରେ ଅସନ୍ତୋଷ ଦେଖାଦେବା ପରେ ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଘଟଣାର ତଦନ୍ତ…

କାଳବୈଶାଖୀ ତାଣ୍ଡବ:ପ୍ରବଳ ବର୍ଷାରେ ଧୋଇଗଲା ଡାଇଭର୍ସନ ପୋଲ,ପର୍ଯ୍ୟଟନସ୍ଥଳୀ ଭୀମକୁଣ୍ଡକୁ ଯୋଗାଯୋଗ ବିଛିନ୍ନ

ପାଟଣା,୪।୫(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର ରାତିରେ କାଳବୈଶାଖୀ ପ୍ରଭାବରେ ପ୍ରବଳ ବର୍ଷା ଯୋଗୁ ମଙ୍ଗଳପୁର ଭୀମକୁଣ୍ଡ ରାସ୍ତାର ଘାଟବାଲି ଯୋଡି ନିକଟରେ ଥିବା ଡାଇଭର୍ସନ ପୋଲ ଧୋଇଯାଇଛି। ଏଥିରେ ଭୀମକୁଣ୍ଡ ସହ ମୟୂରଭଞ୍ଜ ଜିଲାର…

ହାଇକୋର୍ଟ ଦେଲେ ନିଆରା ଜାମିନ ସର୍ତ୍ତ: ଜାଣନ୍ତୁ କ’ଣ

କଟକ,୪।୫(ପ୍ରଭୁକଲ୍ୟାଣ ପାଲ): ହାଇକୋର୍ଟଙ୍କ ନିଆରା ଜାମିନ ସର୍ତ୍ତ । ଗଛ ଲଗାଇବେ ଏବଂ ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲରେ ସଫେଇ କରିବେ। ଆଦେଶ ନ ମାନିଲେ ଜାମିନ ରଦ୍ଦ ହେବ। ଜେଲରେ ଥିବା ଜଣେ ଅଭିଯୁକ୍ତଙ୍କ ଜାମିନ ମାମଲା ଶୁଣାଣି କରି ଏପରି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri