ସାମୟିକ କର୍ମଚାରୀଙ୍କ କାର୍ଯ୍ୟାନ୍ତର ରାଶି ବୃଦ୍ଧି: ଏବେ ମିଳିବ ଏତିକି ଲକ୍ଷ ଟଙ୍କା…
ଭୁବନେଶ୍ୱର,୨୬।୬: ଓଡ଼ିଶା ସରକାର ରାଜ୍ୟର ସାମୟିକ କର୍ମଚାରୀଙ୍କ ପାଇଁ କାର୍ଯ୍ୟାନ୍ତର ରାଶି ବୃଦ୍ଧି କରିବାକୁ ନିଷ୍ପତ୍ତି ନେଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ଅନୁଯାୟୀ, ଏବେ ସାମୟିକ କର୍ମଚାରୀମାନେ କାର୍ଯ୍ୟରୁ ଅବସର ଗ୍ରହଣ କରିବା ପରେ ଏକକାଳୀନ ୨.୫ ଲକ୍ଷ ଟଙ୍କା ପାଇବେ। ପୂର୍ବରୁ…
ଚାଞ୍ଚଲ୍ୟ! ଶ୍ବଶୁର ଘରେ ଜ୍ବାଇଁଙ୍କୁ ପିଟିପିଟି ହତ୍ୟା
ସୋର,୨୬ା୬: ବାଲେଶ୍ୱର ଜିଲାର ସୋର ଥାନା ଅନ୍ତର୍ଗତ ଗୋପୀନାଥପୁର ଗାଁରେ ଏକ ଦୁଃଖଦ ଘଟଣାରେ ଜଣେ ଜ୍ବାଇଁଙ୍କୁ ଶ୍ବଶୁର ଘରେ ପିଟିପିଟି ହତ୍ୟା କରାଯାଇଛି। ମୃତ ଯୁବକଙ୍କ ଘର ଭଦ୍ରକ ଜିଲାର ସାବରଙ୍ଗ ଥାନା ଅନ୍ତର୍ଗତ ଚକପୁର ଗାଁରେ। ସୂଚନା ଅନୁଯାୟୀ,…
ନବୀନଙ୍କୁ ଫୋନ୍ କରି କଥା ହେଲେ ପ୍ରଧାନମନ୍ତ୍ରୀ ମୋଦୀ, ସ୍ୱାସ୍ଥ୍ୟ କଥା ବୁଝି କଲେ ଆରୋଗ୍ୟ କାମନା
ନୂଆଦିଲ୍ଲୀ,୨୬।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ସ୍ୱାସ୍ଥ୍ୟ ସମ୍ପର୍କରେ ପଚାରିବା ପାଇଁ ଗତକାଲି ରାତିରେ ତାଙ୍କ ସହ ଫୋନରେ କଥା ହୋଇଛନ୍ତି ଏବଂ ଶୀଘ୍ର ଓ ପୂର୍ଣ୍ଣ ଆରୋଗ୍ୟ କାମନା…
ବିଶ୍ବପ୍ରସିଦ୍ଧ ଘୋଷଯାତ୍ରା ପାଇଁ ଆସିଲା ଆଜ୍ଞାମାଳ: ରଥଖଳାରୁ ସିଂହଦ୍ୱାର ଆସିବ ୩ ରଥ
ପୁରୀ,୨୬ା୬: ଶୁକ୍ରବାର ମହାବାହୁଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ଚତୁର୍ଦ୍ଧାମୂର୍ତ୍ତି ରତ୍ନବେଦି ଛାଡ଼ି ବଡ଼ଦାଣ୍ଡକୁ ଆସିବେ ଭକ୍ତଙ୍କୁ ତାଙ୍କର ଦିବ୍ୟ ଦର୍ଶନ ଦେବାକୁ। ଏନେଇ ଶ୍ରୀକ୍ଷେତ୍ର ଚଳଚଞ୍ଚଳ ହୋଇପଡିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ବିଶ୍ବପ୍ରସିଦ୍ଧ ଘୋଷଯାତ୍ରା ପାଇଁ ଆଜ୍ଞାମାଳ ଆସି ରଥକୁ ବିଜେ ହୋଇଛି।…
ରାସ୍ତା ଶୋଚନୀୟ, ବିଦ୍ୟାଳୟକୁ ଯିବା ବେଳେ ଦୁର୍ଦ୍ଦଶା ଭୋଗୁଛନ୍ତି ଛାତ୍ରୀଛାତ୍ର
ଦାରିଙ୍ଗବାଡ଼ି,୨୬ା୬(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ପଞ୍ଚାୟତର ଅଲାଞ୍ଜୁରୀ ରାସ୍ତାର ୬ ଶହ ମିଟର ରାସ୍ତାର ଅବସ୍ଥା ଶୋଚନୀୟ ହୋଇପଡ଼ିଛି। ରାସ୍ତା ସାରା ଖାଲଖମା ହୋଇ ରହିଥିବା ବେଳେ ଏବେ ଲଘୁଚାପଜନିତ ବର୍ଷା ଯୋଗୁ ବେହାଲ ହୋଇପଡ଼ିଛି। ବିଦ୍ୟାଳୟକୁ…
ମାଛ ବ୍ୟବସାୟୀଙ୍କୁ ଚାପିଦେଲା ମାଛ ବୋଝେଇ କଣ୍ଟେନର, ୬ ଘଣ୍ଟା ମୃତଦେହ ରଖି
ଭୋଗରାଇ,୨୬ା୬(ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଚନ୍ଦନେଶ୍ୱର- ଜଳେଶ୍ୱର ୫୭ ନଂ ରାଜ୍ୟ ରାଜପଥ କମର୍ଦ୍ଦା ବଜାର ନିକଟରେ ଗୁରୁବାର ସକାଳ ସାଢ଼େ ୮ଟାରେ ଏକ ମାଛ ବୋଝେଇ କଣ୍ଟେନର ଜଣେ ବାଇକ୍ ଆରୋହୀଙ୍କୁ ପଛପଟରୁ ଧକ୍କା ଦେବାରୁ ବାଇକ୍ ଆରୋହୀ ଘଟଣାସ୍ଥଳରେ…
ଏପଟେ ବାଘ ଖାଇଗଲା ଛେଳି, ସେପଟେ ଗୋଦାମ ଘର ଭାଙ୍ଗି ଗୋ’ଖାଦ୍ୟ ଖାଇଲେ ହାତୀପଲ
ଭଞ୍ଜନଗର,୨୬ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡରେ ବନ୍ୟପ୍ରାଣୀ ଯଥା ବାଘ, ଭାଲୁ, ହାତୀ, ବାର୍ହା ବିଭିନ୍ନ ସମୟରେ ଜଙ୍ଗଲ ବାହାରକୁ ଆସି ଲୋକଙ୍କ ଧନ ଜୀବନ କ୍ଷତି କରୁଛନ୍ତି। ଯାହାକୁ ନେଇ ଜଙ୍ଗଲ ନିକଟବର୍ତ୍ତୀ ଗ୍ରାମବାସୀ ବିଭିନ୍ନ…
ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଏହି ଦୁଇଟି ପ୍ରକଳ୍ପ ଜରିଆରେ ରାଜ୍ୟରେ ସୃଷ୍ଟି ହେବ ୮୪୫୦ ନିଯୁକ୍ତି
ଭୁବନେଶ୍ୱର,୨୬ା୬: ରାଜ୍ୟର ବିଭିନ୍ନ ସ୍ଥାନରେ ବନ୍ଦର, ଜେଟି ଓ ଅନ୍ୟାନ୍ୟ ଭିତ୍ତିଭୂମି ସ୍ଥାପନ କରି ଓଡ଼ିଶାରେ ସାମୁଦ୍ରିକ ବାଣିଜ୍ୟର ବିକାଶ ଉପରେ ରାଜ୍ୟ ସରକାର ପ୍ରାଥମିକତା ଦେଉଛନ୍ତି ବୋଲି ଗୁରୁବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୋପାଳପୁର ବନ୍ଦର ଉନ୍ନତିକରଣ ଏବଂ…
ଖୋଲା ଆକାଶ ତଳେ ୨ ଦିନ ହେଲା ପଡିଛନ୍ତି ବୃଦ୍ଧ; ଦେହରେ ଲାଗିଲାଣି ପିମ୍ପୁଡ଼ି; ଉଦ୍ଧାର ପାଇଁ ନିବେଦନ କଲେ…
ସାକ୍ଷୀଗୋପାଳ,୨୬।୬(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ସାକ୍ଷୀଗୋପାଳ ମନ୍ଦିର ପାର୍ଶରେ ରହିଥିବା କୂଅ ଚାନ୍ଦିନୀରେ ୨ ଦିନ ହେଲା ପଡ଼ି ରହିଛନ୍ତି ଜଣେ ବୃଦ୍ଧ ବ୍ୟାକ୍ତି। ଦୁର୍ବଳ ଶରୀର ଦେଖିଲେ ବୟସ ହାରାହାରି ୭୦ରୁ ଅଧିକ ଭଳି ଲାଗୁଛି। ସେ ଲୁଙ୍ଗି ସହ…
ମା’ଙ୍କୁ ଲୁହା ପାଇପ୍ରେ ପିଟିପିଟି ହତ୍ୟା କଲେ ପୁଅ, ଘରେ କେହି ନ ଥିବା ବେଳେ…
ଦିଗପହଣ୍ଡି,୨୬ା୬(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ କରବାଲୁଆ ଗ୍ରାମ ବନ୍ଧ ସାହିର ଉଲି ବେହେରା(୫୫)ଙ୍କୁ ଗୁରୁବାର ମଧ୍ୟାହ୍ନରେ ତାଙ୍କ ପୁଅ ସନ୍ତୋଷ ବେହେରା(୩୯) ଲୁହା ପାଇପ୍ରେ ପିଟିପିଟି ହତ୍ୟା କରିଥିବା ଅଭିଯୋଗ ହୋଇଛି। ଖବରପାଇ ଚିକିଟି…
ଦୀଘା ଜଗନ୍ନାଥ ମନ୍ଦିର ପ୍ରସଙ୍ଗରେ ବର୍ଷିଲେ ଶଙ୍କରାଚାର୍ଯ୍ୟ, କହିଦେଲେ ମୂଳ ଉଦ୍ଦେଶ୍ୟ…
ପୁରୀ,୨୬ା୬: ପଶ୍ଚିମବଙ୍ଗର ଦୀଘା ଜଗନ୍ନାଥ ମନ୍ଦିର ପ୍ରସଙ୍ଗରେ ଗୁରୁବାର ପ୍ରବଳ ବର୍ଷିଛନ୍ତି ଗୋବର୍ଦ୍ଧନ ପୀଠ ମୁଖ୍ୟ ତଥା ଜଗଦ୍ଗୁରୁ ଶଙ୍କରାଚାର୍ଯ୍ୟ। ସେ କହିଛନ୍ତି, ଏହି ମନ୍ଦିରର ନିର୍ମାଣ ଧର୍ମୀୟ ଭାବନା ପାଇଁ ନୁହେଁ, ଆୟ ପାଇଁ ଏହା କରାଯାଇଛି। ବହୁତ ସଂଖ୍ୟାରେ…
ଆସନ୍ତାକାଲି ବିଶ୍ୱପ୍ରସିଦ୍ଧ ରଥଯାତ୍ରା: ଅପରାହ୍ନ ୪ଟାରେ ରଥଟଣା
ପୁରୀ,୨୬ା୬: ଆସନ୍ତାକାଲି ଅର୍ଥାତ୍ ଶୁକ୍ରବାର ମହାବାହୁଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ଚତୁର୍ଦ୍ଧାମୂର୍ତ୍ତି କାଲି ରତ୍ନବେଦି ଛାଡ଼ି ବଡ଼ଦାଣ୍ଡକୁ ଆସିବେ ଭକ୍ତଙ୍କୁ ତାଙ୍କର ଦିବ୍ୟ ଦର୍ଶନ ଦେବାକୁ। ଏନେଇ କାର୍ଯ୍ୟସୂଚୀ ଧାର୍ଯ୍ୟ କରାଯାଇଛି। କାଲି ସକାଳ ୯ଟାରେ ତିନି ରଥକୁ ପ୍ରତିଷ୍ଠା କରାଯିବ। ୯ଟା…
Archives


