ପାଟଣା ବ୍ଲକ୍ସ୍ତରୀୟ ସ୍ୱାଧୀନତା ଦିବସ: ଦେଶ ସେବା ପାଇଁ ଆହ୍ୱାନ ଦେଲେ ବିଧାୟକ
ପାଟଣା, ୧୫/୮ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ଶନିବାର ପାଟଣା ମୁଖ୍ୟାଳୟ ଷ୍ଟାଡିୟମ୍ରେ ହର୍ଷୋଲ୍ଲାସର ସହ ପାଳିତ ହୋଇଯାଇଛି। ବ୍ଲକ୍ସ୍ତରୀୟ ଉତ୍ସବରେ ମୁଖ୍ୟ ଅତିଥି ଭାବେ ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକ…
ବହୁ ପ୍ରତୀକ୍ଷାର ଅନ୍ତ ଘଟିଲା: ନିଲାମ ହେଲା ପ୍ରସିଦ୍ଧ ଶୁଖୁଆ ହାଟ, ବର୍ଷକୁ ନିଲାମଧାରୀ ଦେବେ ଏତିକି ଟଙ୍କା…
ଗଞ୍ଜାମ,୧୫ା୮(ବିଦ୍ୟାଧର ସାହୁ): ଦୀର୍ଘଦିନର ଦାବି ପରେ ଶେଷରେ ନିଲାମ ହୋଇଛି ଜିଲା ପ୍ରସିଦ୍ଧ ହୁମା ସାପ୍ତାହିକ ଶୁଖୁଆ ହାଟ। ଶୁକ୍ରବାର ପୂର୍ବାହ୍ନରେ ଏହି ନିଲାମ ପ୍ରକ୍ରିୟା ଆରମ୍ଭ ହୋଇଥିଲା। ଉପଜିଲାପାଳ ଡଃ ଶିବାଶିଷ ବରାଳ, ମତ୍ସ୍ୟ ବିଭାଗ ଡେପୁଟି ଡାଇରେକ୍ଟର ମନୋରଞ୍ଜନ…
ଦାରିଙ୍ଗବାଡ଼ି ହେଲିପ୍ୟାଡ୍ ପଡ଼ିଆରେ ପତାକା ଉତ୍ତୋଳନକଲେ ବ୍ଲକ୍ ଅଧ୍ୟକ୍ଷ: ପ୍ରଥମ ଥର ପାଇଁ…
ଦାରିଙ୍ଗବାଡ଼ି, ୧୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ହେଲିପ୍ୟାଡ୍ ପଡ଼ିଆରେ ବ୍ଲକ୍ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ମହାଆଡ଼ମ୍ବର ଓ ଉତ୍ସାହର ସହ ପାଳିତ ହୋଇଯାଇଛି। ଜାତୀୟ ଦିବସ ପାଳନ କମିଟିର ଆବାହକ ତଥା ବିଡିଓ ପ୍ରୀତିରଞ୍ଜନ ରଥଙ୍କ ଅଧ୍ୟକ୍ଷତାରେ ଆୟୋଜିତ…
ଛତ୍ରପୁରରେ ଜିଲାସ୍ତରୀୟ ସ୍ୱାଧୀନତା ଦିବସ, ଗଞ୍ଜାମର ଉନ୍ନତି ପାଇଁ ସରକାର ପ୍ରତିବଦ୍ଧ: ଆଇନ ମନ୍ତ୍ରୀ
ଛତ୍ରପୁର, ୧୫`୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଗଞ୍ଜାମ ଜିଲା ସଦର ମହକୁମା ଛତ୍ରପୁରଠାରେ ଜିଲାସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହ ଆଡ଼ମ୍ବର ଓ ଉତ୍ସାହର ସହ ପାଳିତ ହୋଇଯାଇଛି। ଛତ୍ରପୁର ପୋଲିସ ପରେଡ୍ ପଡ଼ିଆରେ ଆୟୋଜିତ ଏହି ଉତ୍ସବରେ ଓଡ଼ିଶା ସରକାରଙ୍କ…
ବଲାଙ୍ଗୀରରେ ପତାକା ଉତ୍ତୋଳନ କଲେ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ, କହିଲେ ଏ ମାଟିର ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ…
ବଲାଙ୍ଗୀର,୧୫ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ମନୋହରପୁର ରିଜର୍ଭ ପୋଲିସ ପଡ଼ିଆରେ ଶନିବାର ୮୦ ତମ ଜିଲା ସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଉଚ୍ଚଶିକ୍ଷା, କ୍ରୀଡ଼ା ଓ ଯୁବ ବ୍ୟାପାର, ଓଡ଼ିଆ ଭାଷା ଓ ସଂସ୍କୃତି ବିଭାଗ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ…
ରାଜ୍ୟସ୍ତରୀୟ ପଦକ ପ୍ରଦାନ ଉତ୍ସବ: ମନୋନୀତ ୧୭ ଜଣ ପୋଲିସ ଅଧିକାରୀ,କର୍ମଚାରୀଙ୍କୁ …
ଭୁବନେଶ୍ୱର,୧୫।୮ ଲୋକସେବା ଭବନରେ ରାଜ୍ୟସ୍ତରୀୟ ପଦକ ପ୍ରଦାନ ଉତ୍ସବ ଅନୁଷ୍ଠିତ ହୋଇଛି। ଏହି ଅବସରରେ ମନୋନୀତ ୧୭ ଜଣ ପୋଲିସ ଅଧିକାରୀ ଓ କର୍ମଚାରୀଙ୍କୁ ମୁଖ୍ୟମନ୍ତ୍ରୀ ପଦକ ପ୍ରଦାନ କରିଛନ୍ତି। ସାହସିକତା ପାଇଁ ୪ ଜଣ ପୋଲିସ ଅଧିକାରୀ ଓ କର୍ମଚାରୀଙ୍କୁ…
ସୁନ୍ଦରଗଡ଼ରେ ଜାତୀୟ ପତାକା ଉତ୍ତୋଳନ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା
ସୁନ୍ଦରଗଡ଼,୧୫ା୮(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ସଦରମହକୁମାରେ ୮୦ତମ ସ୍ବାଧୀନତା ଦିବସ ସମାରୋହ ପାଳିତ ହୋଇଯାଇଛି। ସୁନ୍ଦରଗଡ଼ ସରକାରୀ ମହାବିଦ୍ୟାଳୟ ସମ୍ମୁଖ ଯାତ୍ରାପଡ଼ିଆଠାରେ ଆୟୋଜିତ ଜିଲାସ୍ତରୀୟ ସମାରୋହରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଜାତୀୟ ପତାକା ଉତ୍ତୋଳନ…
ଜାତୀୟ ପତାକା ଉତ୍ତୋଳନ ପରେ ହଠାତ୍ ଅସୁସ୍ଥ ହୋଇପଡ଼ିଲେ ୯ ଛାତ୍ରୀ, ତଳେ ଗଡ଼ି ଦେଖାଇଲେ ଅସ୍ବାଭାବିକ ଆଚରଣ
ଦେବଗଡ଼,୧୫ା୮(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ବ୍ଲକ ପଡିଆନାଲି ୟୁଜିୟୁପି ସ୍କୁଲରେ ସ୍ବାଧୀନତା ଦିବସରେ ଏକ ଅଘଟଣ ଘଟିଛି । ଜାତୀୟ ପତାକା ଉତ୍ତୋଳନ ପରେ ୯ ଜଣ ଛାତ୍ରୀ ହଠାତ ଅସୁସ୍ଥ ହୋଇପଡ଼ିଛନ୍ତି। ସମସ୍ତେ ତଳେ ଗଡ଼ିଯାଇ ଅସ୍ବାଭାବିକ…
ପ୍ରତିଷ୍ଠିତ ବ୍ୟବସାୟୀଙ୍କୁ ଅପହରଣ, ଲୋକେସନ୍ ଟ୍ରାକ୍ କରି ତନାଘନା ଚଳାଇଛି ପୋଲିସ
ବଲାଙ୍ଗୀର,୧୫ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ଜଣାଶୁଣା ବ୍ୟବସାୟୀ ନରେନ୍ଦ୍ର ସାହୁ (ଗୁଣ୍ଡା)ଙ୍କୁ କିଛି ଲୋକ ଅପହରଣ କରିଥିବା ପରିବାର ଲୋକେ ସନ୍ଦେହ କରି ବଲାଙ୍ଗୀର ଟାଉନ ଥାନାରେ ଶୁକ୍ରବାର ରାତିରେ ଅଭିଯୋଗ କରିଥିଲେ। ବଲାଙ୍ଗୀର ଏସ୍ପି ଅଭିଳାଷ ଜୀଙ୍କ ନିର୍ଦ୍ଦେଶକ୍ରମେ ପୋଲିସ…
ତ୍ରିରଙ୍ଗା ଉଡ଼ାଇଲେ ମୁଖ୍ୟମନ୍ତ୍ରୀ: କହିଲେ, ମୋଦିଙ୍କ ହାତରେ ଦେଶ ଆଜି ସୁରକ୍ଷିତ
ଭୁବନେଶ୍ୱର,୧୫।୮: ଗାନ୍ଧି ମାର୍ଗରେ ରାଜ୍ୟସ୍ତରୀୟ ୮୦ତମ ସ୍ବାଧୀନତା ଦିବସ ସମାରୋହ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଜାତୀୟ ପତାକା ଉତ୍ତୋଳନ କକରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ରାଜ୍ୟବସୀଙ୍କୁ ସମ୍ବୋଧନ କରି କହିଛନ୍ତି, ଓଡ଼ିଶାର ଜନ ଆନ୍ଦୋଳନ ବିନା ସ୍ବାଧୀନତା ପରିକଳ୍ପନା…
ଆଜି ଲଘୁୁଚାପକୁ ଫେରିବ ଅବପାତ, ଏହି ଦିନ ଯାଏ ପ୍ରବଳ ବର୍ଷିବ
ଭୁବନେଶ୍ୱର, ୧୫।୮ (ବନ୍ଦନା ସେଠୀ):ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ସକ୍ରିୟ ଅବପାତ ଶନିବାର ସୁଦ୍ଧା ଅବପାତଟି ଦୁର୍ବଳ ହୋଇ ପୁଣି ଲଘୁଚାପ କ୍ଷେତ୍ରକୁ ଫେରିବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ଓଡ଼ିଶାରେ ବର୍ଷା ସମ୍ଭାବନା…
ଦୁର୍ବଳ ହେଲା ଅବପାତ; ରାଜ୍ୟରେ ୧୮ ଯାଏ ପ୍ରବଳ ବର୍ଷା, ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ
ଭୁବନେଶ୍ୱର, ୧୪।୮ (ବନ୍ଦନା ସେଠୀ)- ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଅବପାତ ସକ୍ରିୟ ରହିଛି। ଶୁକ୍ରବାର ପୂର୍ବାହ୍ନ ୧୧ଟା ୩୦ରେ ଏହା ଝାଡ଼ଖଣ୍ଡ ଉପରେ ରାଞ୍ଚତ୍ ନିକଟରେ କେନ୍ଦ୍ରୀଭୂତ ରହିଥିଲା। ତେବେ ଶନିବାର ସୁଦ୍ଧା ଅବପାତଟି ଦୁର୍ବଳ ହୋଇ…

