ରାଜ୍ୟ

ନବ ବିବାହିତାଙ୍କ ସନ୍ଦେହଜନକ ମୃତ୍ୟୁ: ଜେଲ ଗଲେ ସ୍ବାମୀ

ଦିଗପହଣ୍ଡି,୧।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସିଙ୍ଗପୁର ଗ୍ରାମର ନବ ବିବାହିତା ସ୍ମୃତି ସାହୁଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣାରେ ସ୍ବାମୀ ସୁଜିତ ସାହୁଙ୍କୁ ପାଟପୁର ପୋଲିସ ଗୁରୁବାର ଗିରଫ କରି କୋର୍ଟ ଚାଲାଣ କରିଛି। ଏନେଇ ଥାନାରେ ଏକ…

ASO ନିଯୁକ୍ତି ପାଇଁ ବିଜ୍ଞପ୍ତି ପ୍ରକାଶ କଲା OPSC, ଏହି ଦିନରୁ ଆରମ୍ଭ ହେବ ଆବେଦନ

କଟକ,୧ା୫: ବହୁ ପ୍ରତିକ୍ଷିତ ଆସିଷ୍ଟାଟାଣ୍ଟ ସେକ୍ସନ ଅଫିସର(ASO) ନିଯୁକ୍ତି ପାଇଁ ଓଡ଼ିଶା ଲୋକସେବା ଆୟୋଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଆଶାୟୀମାନେ ଏହି ପଦବୀରେ ପାଇଁ ଅନଲାଇନ ଆବେଦନ କରିପାରିବେ। ଅନଲାଇନ ଆବେଦନ ଜମା କରିବା ପାଇଁ OPSC ର ଅଫିସିଆଲ…

ନକଲି ଶିକ୍ଷକ ବିରୋଧରେ ଜିଲା ଆଦିବାସୀ ସଂଘ ରାଜସ୍ବ କମିଶନରଙ୍କ ଦ୍ୱାରସ୍ଥ

ରିଷିଡ଼ା,୧ା୫(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସମେତ ଜିଲାର ସମସ୍ତ ବ୍ଲକରେ ନକଲି ପ୍ରମାଣପତ୍ର ଦେଇ ଚାକିରୀ କରୁଛନ୍ତି। ଦୀର୍ଘବର୍ଷ ହେଲା ଏହି ନକଲି ଶିକ୍ଷକ ଶିକ୍ଷୟିତ୍ରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ ପାଇଁ ଜିଲା ଆଦିବାସୀ ସଂଘ ପକ୍ଷରୁ ଦାବି…

ମେ’ ୫ ରେ ଜିଲାପାଳ, SP ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି; ୨ ରୁ ଅନଲାଇନ ପଞ୍ଜୀକରଣ

ଭୁବନେଶ୍ୱର,୧।୫: ଆସନ୍ତା ମେ ୫ ତାରିଖ ସୋମବାର ସମସ୍ତ ଜିଲାରେ ଅନୁଷ୍ଠିତ ହେବାକୁ ଥିବା ଜିଲା ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ପାଇଁ ଅନଲାଇନ ପଞ୍ଜୀକରଣ ମଇ ୨ ତାରିଖ ଦିବା ୧୧ ଘଟିକା ଠାରୁ ଆରମ୍ଭ ହେବ। ଏଥି ନିମନ୍ତେ…

ରଥଯାତ୍ରାର ପ୍ରଥମ ସମନ୍ବୟ ବୈଠକ

ପୁରୀ,୧।୫ ( ଅଜିତ୍‌ କୁମାର ମହାନ୍ତି ): ଚଳିତ ବର୍ଷ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ଜୁନ ୨୭ ତାରିଖରେ ଓ ବାହୁଡ଼ା ଯାତ୍ରା ଜୁଲାଇ ୫ ତାରିଖରେ ଅନୁଷ୍ଠିତ ହେବ। ସୁନାବେଶ ଜୁଲାଇ ୬ ଏବଂ ନୀଳାଦ୍ରି ବିଜେ ଜୁଲାଇ ୮…

ଭିଜିଲାନ୍ସ ଜାଲରେ ମତ୍ସ୍ୟ ଅଧିକାରୀ

ସୋନପୁର,୧।୫(ମୃତ୍ୟୁଞ୍ଜୟ ଶତପଥୀ): ସବ୍‌ସିଡି ଟଙ୍କା ରିଲିଜ କରାଇଦେବାକୁ କହି SHG ମହିଳାଙ୍କଠାରୁ ଲାଞ୍ଚ ନେଉଥିବା ବେଳେ ଗୁରୁବାର ଭିଜିଲାନ୍ସ ହାତରେ ଧରାପଡିଛନ୍ତି ବୀରମହାରାଜପୁରର ସହକାରୀ ମତ୍ସ୍ୟ ଅଧିକାରୀ ବିଭୂତି ଭୂଷଣ ପ୍ରଧାନ। ଭିଜିଲାନ୍ସ ଅଧିକାରୀ ତାଙ୍କଠାରୁ ୩୦ ହଜାର ଲାଞ୍ଚ ଟଙ୍କା…

ଆସନ୍ତା ୭ ତାରିଖ ଯାଏଁ ବିଭିନ୍ନ ଜିଲାରେ ବର୍ଷା ସମ୍ଭାବନା, ୧୩ ଜିଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର,୧ା୫: ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ରାଜ୍ୟର ଏକାଧିକ ଜିଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି। ଯେଉଁଥିରେ ମେ ୭ ତାରିଖ ପର୍ଯ୍ୟନ୍ତ ଘଡ଼ଘଡ଼ି, ବିଜୁଳି, ପ୍ରବଳ ପବନ ଏବଂ ଏକାନ୍ତ ଭାରୀ ବର୍ଷାର ପୂର୍ବାନୁମାନ କରାଯାଇଛି। ଏହି ଚେତାବନୀ…

ସହରାଞ୍ଚଳ ଗରିବଙ୍କ ପାଇଁ ଆରମ୍ଭ ହେଲା ‘ସହଯୋଗ’

ଭୁବନେଶ୍ୱର,୧ା୫: ସହରାଞ୍ଚଳ ଗରିବଙ୍କ ପାଇଁ ଆରମ୍ଭ ହୋଇଛି ସ୍ବତନ୍ତ୍ର ପ୍ରୟାସ ‘ସହଯୋଗ’। ଏନେଇ ସୂଚନା ଦେଇଛନ୍ତି ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର। ହାତ ପାହାନ୍ତାରେ ବିଭିନ୍ନ ଯୋଜନାର ଫାଇଦା ପହଞ୍ଚାଇବ ‘ସହଯୋଗ’। ପ୍ରାରମ୍ଭିକ ଭାବେ ୮ଟି ବିଭାଗର…

ଆମ୍ବୁଲାନ୍ସ ଧକ୍କାରେ ଚାଲିଗଲା ଜଣଙ୍କ ଜୀବନ, କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ଧର୍ମଗଡ଼,୧ା୫(ଘାସିରାମ ଜଗତ): କଳାହାଣ୍ଡି କୋକସରା ଥାନା ବେହେରା ନିକଟରେ ଜଣେ ଯୁବକଙ୍କୁ ୧୦୮ଆମ୍ବୁଲାନ୍ସ ଧକ୍କା ଦେବାରୁ ତାଙ୍କୁ ଗୁରୁତର ଅବସ୍ଥାରେ ପର୍ଲା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନିଆଯାଇଥିଲା। ତେବେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି। ମୃତ ଯୁବକ ହେଲେ ରାବଣଗୁଡ଼ା…

ତାମିଲନାଡୁରେ ଓଡ଼ିଆ ଯୁବକଙ୍କୁ ହତ୍ୟା: ହାତଗୋଡ଼ ବାନ୍ଧି ଫିଙ୍ଗିଦେଇ…

ଆନନ୍ଦପୁର,୧ା୫(ସୁଶାନ୍ତ କୁମାର ସାହୁ): ଦାନନ ଖଟିବାକୁ ଯାଇଥିବା ଓଡ଼ିଆ ଯୁବକଙ୍କୁ ତାମିଲନାଡୁରେ ହତ୍ୟା ହାତ ଗୋଡ଼ ବନ୍ଧା ଅବସ୍ଥାରେ ମିଳିଲା ମୃତଦେହ। କିଏ ଏବେ କେଉଁ କାରଣର ହତ୍ୟା କଲା ବର୍ତ୍ତମାନ ସୁଦ୍ଧା କାରଣ ଅସ୍ପଷ୍ଟ ରହିଛି। ପୁଅର ମୃତଦେହ ଘରକୁ…

ଛାତ୍ରୀଛାତ୍ରଙ୍କ ପୋଷାକରେ ଅନିୟମିତତା: ଧାରଣାରେ ବସିଲା ମହିଳା ମଞ୍ଚ

ଭଦ୍ରକ,୧ା୫(ସନାତନ ରାଉତ): ମୁଖ୍ୟମନ୍ତ୍ରୀ ପୋଷାକ ପରିଧାନ ଯୋଜନାରେ ପ୍ରଥମରୁ ଦଶମ ପର୍ଯ୍ୟନ୍ତ ଛାତ୍ରୀଛାତ୍ରଙ୍କ ପୋଷାକ ଅନିୟମିତତା ବିରୋଧରେ ଭଦ୍ରକ ବ୍ଲକ ଶିକ୍ଷାଧିକାରୀ କାର୍ଯ୍ୟାଳୟ ଆଗରେ ଧାରଣାରେ ବସିଛନ୍ତି ସ୍ବୟଂ ସହାୟିକା ଗୋଷ୍ଠୀ ମହାମଞ୍ଚର ମହିଳାମାନେ। ବିଦ୍ୟାଳୟକୁ ପୋଷାକ ଯୋଗାଇବା ପାଇଁ ମହିଳା…

ବିଫଳ ପ୍ରେମିକଙ୍କ ବର୍ବର କାଣ୍ଡ: ଘରେ କେହି ନ ଥିବାବେଳେ ନାବାଳିକାଙ୍କୁ ନିର୍ମମ ଭାବେ କଲେ ହତ୍ୟା

ଗୋପାଳପୁର,୧ା୫(ନବୀନ ରାଜ ଆଚାରୀ): ଗୋପାଳପୁର ଥାନା ଅଞ୍ଚଳରେ କିଛିଦିନ ହେବ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇପଡ଼ିଛି। ହତ୍ୟା, ହତ୍ୟା ଉଦ୍ୟମ, ବଳାତ୍କାର, ନାବାଳିକା ବଳାତ୍କାର,ଚୋରି, ଡକାୟତି ରାହାଜାନି ଓ ଜୁଆଆଡ୍ଡା ବୃଦ୍ଧି ହେବା ସହ ଅଶାନ୍ତ ହୋଇପଡ଼ିଛି ଗୋପାଳପୁର। ସାଧାରଣ ଲୋକ ସୁରକ୍ଷିତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri