ନବୀନଙ୍କ ସ୍ବାସ୍ଥ୍ୟକୁ ନେଇ ଡାକ୍ତର ଦେଲେ ବଡ଼ ସୂଚନା, କହିଲେ ଦୁଇଦିନ ପାଇଁ…
ଭୁବନେଶ୍ୱର,୨୨ା୬: ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ସ୍ବାସ୍ଥ୍ୟାବସ୍ଥାକୁ ନେଇ ଆସିଛି ବଡ଼ ଅପ୍ଡେଟ୍। ନବୀନ ପଟ୍ଟନାୟକଙ୍କ ସଫଳ ଅସ୍ତ୍ରୋପଚାର ସମ୍ପନ୍ନ ହୋଇଥିବା ରବିବାର ଡାକ୍ତର ରମାକାନ୍ତ ପଣ୍ଡା ସୂଚନା ଦେଇଛନ୍ତି। ସେ କହିଛନ୍ତି, ନବୀନଙ୍କ ସର୍ଭାଇକାଲ ଆର୍ଥାରାଇଟ୍ସର…
ନବୀନ ପଟ୍ଟନାୟକଙ୍କ ଆରୋଗ୍ୟ କାମନା କରି ମା’ ତାରାତାରିଣୀଙ୍କ ପୀଠରେ ପୂଜାର୍ଚ୍ଚନା
ପୁରୁଷୋତ୍ତମପୁର,୨୨ା୬(ସୀମାଞ୍ଚଳ ମିଶ୍ର): ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଆରୋଗ୍ୟ କାମନା କରି ଖଲ୍ଲିକୋଟ ନିର୍ବାଚନ ମଣ୍ଡଳୀ ପୁରୁଷୋତ୍ତମପୁର ବିଜେଡି ପକ୍ଷରୁ ରବିବାର ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ତାରାତାରିଣୀଙ୍କ ନିକଟରେ ସାମୁହିକ ଦୀପଦାନ କରିଛନ୍ତି। ନବୀନ ପଟ୍ଟନାୟକ ତାଙ୍କ ଅସ୍ତ୍ରୋପଚାର ଚିକିତ୍ସା ଲାଗି…
ଆଜି ନବୀନଙ୍କ ଅସ୍ତ୍ରୋପଚାର: ସୁସ୍ଥହୋଇ ଫେରିବେ…
ଭୁବନେଶ୍ୱର,୨୨।୬: ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଚିକିତ୍ସା ପାଇଁ ମୁମ୍ବାଇ ଯାଇଛନ୍ତି। ଆଜି ତାଙ୍କ ଅସ୍ତ୍ରୋପଚାର । ମୁମ୍ବାଇର କୋକିଲାବେନ ଧୀରୁବାଇ ଅମ୍ବାନୀ ହସ୍ପିଟାଲରେ ତାଙ୍କର ବ୍ୟକ୍ତିଗତ ଡାକ୍ତର ରମାକାନ୍ତ ପଣ୍ଡାଙ୍କ ତତ୍ତ୍ବାବଧାନରେ ଅସ୍ତ୍ରୋପଚାର କରାଯିବ।…
ରଥଯାତ୍ରା ପାଇଁ କଡ଼ା ସୁରକ୍ଷା ବ୍ୟବସ୍ଥା: ପୁରୀକୁ ଜଗିବ ୨୭୫ AI କ୍ୟାମେରା
ପୁରୀ,୨୨ା୬: ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପାଇଁ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି। ପୁରୀ ସହରକୁ ୨୭୫ଟି AI କ୍ୟାମେରା ଜଗିବାର ବ୍ୟବସ୍ଥା କରାଯାଇଛି। ଏନେଇ ପୋଲିସ ଡିଜି ଓ୍ବାଇ.ବି. ଖୁରାନିଆ୍ ସୂଚନା ଦେଇଛନ୍ତି। ଏଥିସହିତ ୫ ସ୍ତରୀୟ ସୁରକ୍ଷା ବ୍ୟବସ୍ଥା ରହିବ। ୧୦…
ମୁଖ୍ୟମନ୍ତ୍ରୀଙ୍କ ରଥଯାତ୍ରା ପ୍ରସ୍ତୁତି ସମୀକ୍ଷା ବୈଠକ, ଶୃଙ୍ଖଳିତ ନୀତିକାନ୍ତି ନେଇ ଆଲୋଚନା
ପୁରୀ,୨୨ା୬: ରଥଯାତ୍ରା ପ୍ରସ୍ତୁତିକୁ ନେଇ ରବିବାର ପୁରୀରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ପୁରୀ ପୌର ସଦନଠାରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ବସିଛି। ଏହି ବୈଠକରେ ମୁଖ୍ୟମନ୍ତ୍ରୀଙ୍କ ସହ ୨ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ ଏବଂ ପ୍ରଭାତୀ ପରିଡ଼ା…
ଗଞ୍ଜାମ ଆସିବେ ମୁଖ୍ୟମନ୍ତ୍ରୀ, ଯୁବଶକ୍ତି ସମାବେଶରେ ଯୋଗ ଦେଇ…
ଛତ୍ରପୁର,୨୨ା୬(ସନ୍ତୋଷ ପାଢ଼ୀ): ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ଗଞ୍ଜାମ ଜିଲା ଗସ୍ତରେ ଆସିବେ। ସକାଳ ୯ଟା ୩୦ ମିନିଟ୍ରେ ଆସିକାସ୍ଥିତ ସରକାରୀ ବିଜ୍ଞାନ ମହାବିଦ୍ୟାଳୟ ଖେଳ ପଡିଆ ଠାରେ ରାଜ୍ୟ କ୍ରୀଡା ଓ ଯୁବ ସେବା ବିଭାଗ ଆନୁକୂଲ୍ୟରେ…
ପରିସ୍ରା କରିବାକୁ ଉଠିଥିବାବେଳେ ମହିଳାଙ୍କୁ ଦୁର୍ବୃତ୍ତଙ୍କ ଛୁରାମାଡ଼
ଖଲ୍ଲିକୋଟ,୨୨ା୬(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ରାମଚନ୍ଦ୍ରପୁର ଗ୍ରାମରେ ଶନିବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ଛୁରାମାଡ଼ ହୋଇଥିଲା ଗୁରୁତର ଅବସ୍ଥାରେ ମହିଳା ଜଣଙ୍କୁ ପ୍ରଥମେ ଖଲ୍ଲିକୋଟ ମେଡିକାଲ ପରେ ବ୍ରହ୍ମପୁର ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି।…
ଜୁନାଗଡ଼ ଆତ୍ମା ଅଧ୍ୟକ୍ଷଙ୍କ ପରଲୋକ
ଭବାନୀପାଟଣା,୨୨ା୬(ଉତ୍ତମ କୁମାର ଦାଶ): ମୃତ୍ୟୁ କାହାକୁ କେତେବେଳେ କେମିତି ନେବ କେହି କହିପାରିବେ ନାହିଁ। କଳାହାଣ୍ଡି ଜିଲା ଜୁନାଗଡ଼ ଆତ୍ମାର ଅଧ୍ୟକ୍ଷ ଅଶୋକ ପଟ୍ଟନାୟକ (୫୫) ରବିବାର ଘରର ଛାତକୁ ଯାଇଥିବାବେଳେ ବିଦ୍ୟୁତ୍ ସଂସ୍ପର୍ଶରେ ଆସିଥିଲେ। ଗୁରୁତର ଅବସ୍ଥାରେ ତାଙ୍କୁ ଭବାନୀପାଟଣା…
ଆମେରିକୀୟଙ୍କୁ ସତର୍କ କରାଇଲେ ଟ୍ରମ୍ପ, ଓଡ଼ିଶା ଯାଉଥିଲେ ରାତିରେ ବାହାରନ୍ତୁନି…
ନୂଆଦିଲ୍ଲୀ, ୨୨।୬: ଆମେରିକାର ବୈଦେଶିକ ମନ୍ତ୍ରଣାଳୟ ହଠାତ ଭାରତ ପାଇଁ ଯାତ୍ରା ନିର୍ଦ୍ଦେଶାବଳୀ ଜାରି କରିଛନ୍ତି। ଯେଉଁଥିରେ ଆମେରିକୀୟଙ୍କୁ “ଅଧିକ ସତର୍କତା ଅବଲମ୍ବନ କରିବାକୁ” ଅନୁରୋଧ କରାଯାଇଛି। ଭାରତରେ “ଅପରାଧ, ବଳାତ୍କାର ଏବଂ ଆତଙ୍କବାଦ” କାରଣରୁ ଏହା ଜାରି କରାଯାଇଛି, ଏବଂ…
ଓଡ଼ିଶା ପିଲାଙ୍କୁ ପଢ଼ାଉଛି ଆନ୍ଧ୍ର
ନନ୍ଦପୁର,୨୨ା୬(ତୁଷାରକାନ୍ତ ମହାନ୍ତି): ଓଡ଼ିଶା ସୀମାନ୍ତବାସୀଙ୍କୁ ଆନ୍ଧ୍ରପ୍ରଦେଶ ଶିକ୍ଷା ଓ ମଙ୍ଗଳ ବିଭାଗର ବିଭିନ୍ନ ଯୋଜନାର ପ୍ରଲୋଭନ ଦେଖାଇ ଛାତ୍ରୀଛାତ୍ରଙ୍କୁ ବିଦ୍ୟାଳୟରେ ନାମ ଲେଖାଇବାରେ ସଫଳ ହେଉଥିବା ଜଣାପଡ଼ିଛି। କେନ୍ଦ୍ରୀୟ ଶିକ୍ଷା ମନ୍ତ୍ରଣାଳୟ ସମଗ୍ର ଦେଶର ଛାତ୍ରୀଛାତ୍ରଙ୍କ ଏକକ ଆପାର ଆଇଡି କରିବାକୁ…
ବେଳାଭୂମିରେ ଗଣବଳାତ୍କାର: ଛାତ୍ରୀଙ୍କୁ ଜଣକ ପରେ ଜଣେ ନାବାଳକ କରିଥିଲେ …
ବ୍ରହ୍ମପୁର, ୨୨।୬(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା ଗୋପାଳପୁର ବେଳାଭୂମିରେ ଛାତ୍ରୀ ଗଣବଳାତ୍କାର ମାମଲାରେ ଗତ ୪ ଦିନ ଧରି କ୍ରାଇମବ୍ରାଞ୍ଚ ଟିମ୍ ବିଭିନ୍ନ ଦିଗକୁ ନେଇ ତଦନ୍ତ ଜାରି ରଖିଛି। ବ୍ରହ୍ମପୁର ମଣ୍ଡଳ କାରାଗାରରେ ଶୁକ୍ରବାର ମାଜିଷ୍ଟ୍ରେଟ୍ଙ୍କ ଉପସ୍ଥିତିରେ ପୀଡ଼ିତା ଓ…
କିଏ ହେବେ ଭାଜପା ରାଜ୍ୟ ସଭାପତି: କେବେ ହେବ ଘୋଷଣା, କହୁକହୁ ଏମିତି କହିଦେଲେ….
ଭୁବନେଶ୍ୱର,୨୧ା୬(ସୁନିତ୍ ମିଶ୍ର): ରଥଯାତ୍ରା ପରେ ଭାଜପାକୁ ନୂଆ ରାଜ୍ୟ ସଭାପତି ମିଳିପାରନ୍ତି। ଏହା ପୂର୍ବରୁ ଦଳର ନୂଆ ସଭାପତି ଚୟନ କଥା ନେଇ କିଛି ସମ୍ଭାବନା ନାହିଁ। ଦଳର ରାଜ୍ୟ ପ୍ରଭାରୀ ବିଜୟପାଲ ସିଂ ତୋମାର ଏଭଳି ସୂଚନା ଦେଇଛନ୍ତି। ଗଣମାଧ୍ୟମକୁ…
Archives


