ରାଜ୍ୟ

ଗୋଟିଏ ନମ୍ବର ପ୍ଲେଟରେ ୨ ବସ୍‌ ଜବତ କଲା ପରିବହନ ଓ ପୋଲିସ ବିଭାଗ

ଭବାନୀପାଟଣା,୨୮ା୪ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ସମାନ ନମ୍ବର ପ୍ଲେଟ ଥାଇ ୨ଟି ଘରୋଇ ବସ୍‌ ଚାଲୁଥିବାବେଳେ ପରିବହନ ଓ ପୋଲିସ ବିଭାଗ ହାତରେ ଧରାପଡିଛି। ଏହାକୁ ନେଇ ଜିଲାରେ ଏବେ ଚର୍ଚ୍ଚା ଚାଲିଛି। ମାଣିକେଶ୍ୱରୀ ଟ୍ରାଭେଲ୍ସର ଏହି ୨ଟି…

ମେ ୨ ପର୍ଯ୍ୟନ୍ତ ଓଡ଼ିଶାର ଅନେକ ଜିଲାରେ ପ୍ରବଳ ବର୍ଷାର ସମ୍ଭାବନା, ଆଲର୍ଟ ଜାରି

ଭୁବନେଶ୍ୱର,୨୮।୪: ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ମେ ୨ ପର୍ଯ୍ୟନ୍ତ ଓଡ଼ିଶାର ଅନେକ ଜିଲାରେ ପ୍ରବଳ ବର୍ଷାର ପୂର୍ବାନୁମାନ କରିଛି। ପୂର୍ବାନୁମାନ ଅନୁଯାୟୀ, ଏପ୍ରିଲ ୨୯ ତାରିଖରେ ମୟୂରଭଞ୍ଜ, ବାଲେଶ୍ୱର, କେନ୍ଦୁଝର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଅନୁଗୁଳ ଏବଂ…

ରାସ୍ତା ନିର୍ମାଣ ବେଳେ ପେଟି ଠିକାଦାରଙ୍କୁ ଆକ୍ରମଣ

କେସିଙ୍ଗା,୨୮ା୪ (ତୁମେଶ୍ବର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ବାଲସି ଗ୍ରାମ ପଞ୍ଚାୟତ ମଶାଣିବନ୍ଧ ଗ୍ରାମଠାରେ ଆର୍‌ଡ଼ି ବିଭାଗ ପକ୍ଷରୁ ରାସ୍ତାକାମ ଚାଲୁରହିଛି। ଏପରିସ୍ଥଳେ ଗ୍ରାମର ଜଣେ ବ୍ୟକ୍ତି ସୋମବାର ରାସ୍ତାକାମକୁ ବିରୋଧ କରି ପେଟି ଠିକାଦାର ନେପାଳ ପ୍ରଧାନ (୩୪)…

ନାବାଳିକା ଶାଳୀଙ୍କୁ ବଳାତ୍କାର କରୁଥିଲେ ଭିଣେଇ, ସେ ଗର୍ଭବତୀ ଥିବା ଜଣାଇବା ପରେ…

ଦିଗପହଣ୍ଡି,୨୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଞ୍ଚଳରେ ଏକ ଗାଁରେ ଅଭାବନୀୟ ଘଟଣା ଘଟିଛି। ୧୦ମ ଶ୍ରେଣୀରେ ପାଠ ପଢୁଥିବା ଜଣେ ନାବାଳିକା ଶାଳୀଙ୍କୁ ଭିଣୋଇ ଗର୍ଭବତୀ କରିଥିବା ନେଇ ଦିଗପହଣ୍ଡି ଥାନାରେ ଏତଲା ହୋଇଛି। ପୀଡ଼ିତାଙ୍କ ଏତଲାକୁ…

ବଜ୍ରାପାତରେ ଯୁବକ ଗୁରୁତର

ଦିଗପହଣ୍ଡି,୨୮ା୪(ଅଶେଷ ନାଥ ମିଶ୍ର): ସାନଖେମୁଣ୍ଡି ବ୍ଲକ୍‌ ଛଣମେରି ପଞ୍ଚାୟତ ପେଣ୍ଡୁରାଖାଳି ଗ୍ରାମରେ ସୋମବାର ଅପରାହ୍ନରେ ବଜ୍ରାପାତରେ ଜଣେ ଯୁବକ ଗୁରୁତର ଆହତ ହୋଇଛନ୍ତି। ସେ ହେଲେ ବିଦେଶୀ ସେଠୀ। ବିଦେଶୀ ନିଜ ପରିବା ବାଡ଼କୁ ଯାଇଥିବା ବେଳେ ଅଚାନକ ଝଡବର୍ଷା ସହ…

ରାଜା ଚକ୍ର ମାମଲା: କ୍ରାଇମ ବ୍ରାଞ୍ଚର ତଦନ୍ତ ଜୋରଦାର

ଭୁବନେଶ୍ୱର,୨୮।୪(ପ୍ରଭୁକଲ୍ୟାଣ ପାଲ): ବହୁଚର୍ଚ୍ଚିତ ଗନ୍ଧମାର୍ଦ୍ଧନ ଲୋଡିଂ ଏଜେନ୍ସିରେ ଆର୍ଥିକ ଅନିୟମିତା ମାମଲାରେ ତଦନ୍ତକୁ ଜୋରଦାର କରିଛି କ୍ରାଇମ ବ୍ରାଞ୍ଚ। ଏହି ମାମଲା ଖୁବ ଶୀଘ୍ର ଚାର୍ଜ ସିଟ ଦାଖଲ କରାଯିବ ବୋଲି କହିଛନ୍ତି କ୍ରାଇମ ବ୍ରାଞ୍ଚ DGP ବିନୟ ତୋଷ ମିଶ୍ର।…

ବହୁଚର୍ଚ୍ଚିତ ପୂର୍ବତନ ମନ୍ତ୍ରୀ ନବ ଦାସ ହତ୍ୟା ମାମଲା, ତଦନ୍ତକୁ ଜୋରଦାର କଲା କ୍ରାଇମବ୍ରାଞ୍ଚ

ଭୁବନେଶ୍ୱର,୨୮।୪(ପ୍ରଭୁକଲ୍ୟାଣ ପାଲ): କ୍ରାଇମବ୍ରାଞ୍ଚ DGP ବିନୟତୋଷ ମିଶ୍ର କହିଛନ୍ତି, “ଲୋକଙ୍କ ମନରେ ଉଠୁଥିବା ପ୍ରଶ୍ନର ଉତ୍ତର ଖୋଜିବା ପାଇଁ ଆମେ ସମସ୍ତ ଦିଗକୁ ଯାଞ୍ଚ କରୁଛୁ। ଗୋପାଳ ଦାସଙ୍କ ଫୋନ୍ କଲ୍ ଡିଟେଲରୁ ମିଳିଥିବା ସୂଚନା ଆଧାରରେ ଆମେ ଅନ୍ୟ ବ୍ୟକ୍ତିଙ୍କୁ…

ପୁରୀ ନୀଳାଦ୍ରୀ ଭକ୍ତ ନିବାସ ନକଲି ୱେବସାଇଟ୍ ମାମଲା, ଦୁଇ ମୁଖ୍ୟ ଅଭିଯୁକ୍ତ ଗିରଫ

ଭୁବନେଶ୍ୱର,୨୮।୪(ପ୍ରଭୁକଲ୍ୟାଣ ପାଲ): ଓଡ଼ିଶା ସିଆଇଡି ସାଇବର କ୍ରାଇମ୍ ୟୁନିଟ୍ ପୁରୀର ନୀଳାଦ୍ରୀ ଭକ୍ତ ନିବାସ ନାମରେ ନକଲି ୱେବସାଇଟ୍ ତିଆରି କରି ଭକ୍ତମାନଙ୍କୁ ଠକେଇ କରୁଥିବା ମୁଖ୍ୟ ଅଭିଯୁକ୍ତଙ୍କୁ ଗିରଫ କରିଛି। ଅଭିଯୁକ୍ତ ମାନେ ହେଉଛନ୍ତି ଆଗ୍ରାର ଅଂଶୁମାନ ଶର୍ମା ଏବଂ…

ନବ ଦାସ ହତ୍ୟା ମାମଲାର ଖୁବ୍‌ଶୀଘ୍ର ଫାଇନାଲ ରିପୋର୍ଟ

ଭୁବନେଶ୍ୱର,୨୮।୪: ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ ହତ୍ୟା ମାମଲାର ଫାଇନାଲ ରିପୋର୍ଟ ଖୁବ୍‌ଶୀଘ୍ର ଦାଖଲ ହେବ। ଏ ନେଇ କ୍ରାଇମ୍ବ୍ରାଞ୍ଚ ଡିଜି ବିନୟତୋଷ ମିଶ୍ରଙ୍କ ସୂଚନା ଦେଇଛନ୍ତି। ଅନ୍ତରୀଣ ଚାର୍ଜସିଟ ବଳରେ ମାମଲାର ବିଚାର ଚାଲିଛି। ପରିବାରର ଅଭିଯୋଗ ଓ କେତେକ…

ଭୁବନେଶ୍ୱର ଷ୍ଟେଶନରେ ହାଇ ଆଲର୍ଟ: ଆର୍‌ପିଏଫ୍‌ର ଫ୍ଳାଗ ମାର୍ଚ୍ଚ

ଭୁବନେଶ୍ୱର,୨୮।୪: ପହଲଗାମ ଆତଙ୍କବାଦୀ ଆକ୍ରମଣ ପରେ ଦେଶରେ ହାଇ ଆଲର୍ଟ ଜାରି କରାଯାଇଛି। ଦେଶର ବିଭିନ୍ନ ସ୍ଥାନରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରି ଦିଆଯାଇଛି। ଦିଲ୍ଲୀ, କୋଲକାତା, ଚେନ୍ନାଇରେ ସୁରକ୍ଷା ବ୍ୟବସ୍ଥାକୁ ବିଶେଷ ଗୁରୁତ୍ୱ ଦିଆଯାଉଛି। ସବୁ ଷ୍ଟେଶନରେ ଫ୍ଳାଗ ମାର୍ଚ…

ରାଶନ କାର୍ଡରୁ ବିଦେଶୀଙ୍କ ନାଁ କଟିବ: ଯୋଗାଣ ମନ୍ତ୍ରୀ

ଭୁବନେଶ୍ୱର,୨୮।୪: ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୋମବାର ଏକ ବଡ଼ ବୟାନ ଦେଇଛନ୍ତି। ରାଶନ କାର୍ଡରୁ ବିଦେଶୀଙ୍କ ନାଁ କଟିବ ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି। ଓଡ଼ିଶାରେ ଅନୁପ୍ରବେଶ କରି ପାକିସ୍ତାନୀ, ବାଂଲାଦେଶୀ ରାଶନ କାର୍ଡ ହାତେଇଛନ୍ତି। ସେମାନଙ୍କୁ ଚିହ୍ନଟ…

ପ୍ରଶ୍ନପତ୍ର ବିଭ୍ରାଟରେ ଯିଏ ଦୋଷୀ ତାଙ୍କୁ ଛଡ଼ା ଯିବନାହିଁ: ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ

ଭୁବନେଶ୍ୱର,୨୮ା୪: OPSC/SSC ପ୍ରଶ୍ନପତ୍ର ବିଭ୍ରାଟକୁ ନେଇ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ସୋମବାର ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ପ୍ରଶ୍ନପତ୍ର ବିଭ୍ରାଟରେ ଯେଉଁ ବିଭାଗ ସଂଶ୍ଳିଷ୍ଟ ଅଛି ତଦନ୍ତ କରାଯିବ ବୋଲି କହିଲେ ମନ୍ତ୍ରୀ ସୂର୍ଯ୍ୟବଂଶୀ ପ୍ରକାଶ କରିଛନ୍ତି। ଏପରିକି ଯିଏ ଦୋଷୀ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri