ଭିତରକାଠରେ ପଡ଼ିଲା ବାନ୍ତି: ମହାପ୍ରଭୁଙ୍କର ହେଲା ବଡ଼ ମହାସ୍ନାନ
ପୁରୀ,୨୮ା୪: ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ବଡ଼ ମହାସ୍ନାନ କରାଯାଇଛି। ଭିତରକାଠ ନିକଟରେ କେହି ବାନ୍ତି କରିଦେବାରୁ ମହାପ୍ରଭୁଙ୍କ ବଡ଼ ମହାସ୍ନାନ ହୋଇଛି। ଏନେଇ ସ୍ବତନ୍ତ୍ର ନୀତିକାନ୍ତି କରାଯିବ। ଯେଉଁଥିପାଇଁ ଗୋଟିଏ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ। ତେବେ ଭିତର ବେଢ଼ାରେ ପାର୍ଶ୍ୱ…
ମନଇଚ୍ଛା ଲାଗିପାରିବନି ଜାତୀୟ ଚିହ୍ନ
ଭୁବନେଶ୍ୱର,୨୮ା୪ (ରବିନାରାୟଣ ଜେନା): ରାଜ୍ୟରେ କୌଣସି ବ୍ୟକ୍ତିବିଶେଷ, ବ୍ୟବସାୟ ପ୍ରତିଷ୍ଠାନ କିମ୍ବା ଅନୁଷ୍ଠାନ ପକ୍ଷରୁ ଜାତୀୟ ଚିହ୍ନ(ଅଶୋକସ୍ତମ୍ଭ)କୁ ମନଇଚ୍ଛା ବ୍ୟବହାର କରାଯାଇପାରିବ ନାହିଁ। ଯଦି କୌଣସିଠାରେ ଏହାର ଅପବ୍ୟବହାର କରାଯାଉଥିବ ତେବେ ସେଠାରେ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଭାରତର…
୧୦ ହଜାର ନଳକୂପରୁ ବାହାରୁଛି ଲୁଣିପାଣି
କେନ୍ଦ୍ରାପଡ଼ା,୨୮ା୪(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲାରେ ୭ ନଦୀ ପ୍ରବାହିତ ହେଉଥିବା ସତ୍ତ୍ୱେ ଏଠାରେ ପାନୀୟ ଜଳ ସଙ୍କଟ ଏକ ମୁଖ୍ୟ ସମସ୍ୟା ହୋଇରହିଛି। କାରଣ ମହାନଦୀ, ବ୍ରାହ୍ମଣୀ ଓ ବୈତରଣୀ ସିଷ୍ଟମରେ ଥିବା ବ୍ୟାରେଜ, ଶିଳ୍ପ, କ୍ଷେତ ୭ ନଦୀରୁ ଜଳ…
ଉତ୍କଳ ସଂସ୍କୃତି ବିଶ୍ୱବିଦ୍ୟାଳୟ ପରୀକ୍ଷାରେ ତ୍ରୁଟି, ଅଭିଯୋଗ ପରେ ପରୀକ୍ଷା ବାତିଲ
ଭୁବନେଶ୍ୱର,୨୮ା୪: ଉତ୍କଳ ସ୍କଂସ୍କୃତି ବିଶ୍ବବିଦ୍ୟାଳୟ ୭ମ ସେମିଷ୍ଟର ପରୀକ୍ଷାରେ ତ୍ରୁଟି ପରିଲକ୍ଷିତ ହୋଇଛି। ଭିଜୁଆଲ ଆର୍ଟର ୭୦୨ନଂ ପେପର ପରୀକ୍ଷା ପ୍ରଶ୍ନପତ୍ରରେ ତ୍ରୁଟି ହୋଇଛି। ୧୦ଟି ପ୍ରଶ୍ନରୁ ୧୦ଟି ଯାକ ଭୁଲ୍ ଥିବା ପରୀକ୍ଷାର୍ଥୀମାନେ ଅଭିଯୋଗ କରିଛନ୍ତି। ଅଭିଯୋଗ ପରେ ପରୀକ୍ଷାକୁ…
ଅଧିକାରୀଙ୍କ ଗାଡ଼ି ଧକ୍କାରେ ଚାଲିଗଲା ବାଇକ୍ଚାଳକଙ୍କ ଜୀବନ
ପାଟଣା,୨୮ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ସାହାରପଡ଼ା ଉଦୟପୁର ବରବେଡ଼ା ରାସ୍ତାର ଖୁଣ୍ଟାପଡ଼ା ପଞ୍ଚାୟତ ଚାତର ପାଣି ନିକଟରେ ସୋମବାର ପୂର୍ବାହ୍ନରେ ସରକାରୀ ବାବୁଙ୍କ ବୋଲେରୋ ଧକ୍କାରେ ଜଣେ ବାଇକଚାଳକଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଛି। ମୃତକ ଜଣକ ହେଉଛନ୍ତି ମୟୂରଭଞ୍ଜ…
ଫସଲ ଉଜାଡ଼ିଲା କାଳବୈଶାଖୀ: ଝଡ଼ି ପଡ଼ିଛି ଅମଳକ୍ଷମ ଧାନ, ଚାଷୀ ଚିନ୍ତିତ
ବରଗଡ଼,୨୮।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଅଳ୍ପଦିନ ପରେ ରବିଧାନ ଅମଳ ଆରମ୍ଭ ହେବ। କିନ୍ତୁ ଏବେ କାଳବୈଶାଖୀ ଜିଲାର ଚାଷୀଙ୍କ ପାଇଁ କାଳ ସାଜିଛି। ଏହାର ପ୍ରଭାବରେ ଶନିବାର ବିଳମ୍ବିତ ରାତିରେ ଭଟଲି ବ୍ଲକ ହଳଦୀପାଲି ଗ୍ରାମ ସମେତ ବିଭିନ୍ନ ଅଞ୍ଚଳରେ…
ସୁନା ବ୍ୟବସାୟୀଙ୍କୁ ମାଡ଼ ମାରି ଗହଣା ବ୍ୟାଗ୍ ଲୁଟିନେଲେ ଦୁର୍ବୃତ୍ତ
କେନ୍ଦୁଝର,୨୮ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ଟାଉନ ଥାନା ଅନ୍ତର୍ଗତ ନରଣପୁରଠାରେ ସାହୁ ଜୁଏଲାରୀ ଓ୍ବର୍କସପ୍ ମାଲିକ ଦୀପକ ସାହୁଙ୍କୁ ମାଡ଼ ମାରି ୫ ଲକ୍ଷରୁ ଊଦ୍ଧର୍ବ ଟଙ୍କାର ସୁନା ରୁପା ଲୁଟି ନେଇ ଚମ୍ପଟ ମାରିଛନ୍ତି ଦୁର୍ବୃତ୍ତ। ଦୀପକଙ୍କ କହିବାନୁଯାୟୀ, ରବିବାର ସନ୍ଧ୍ୟାରେ…
କମ୍ପାନୀରୁ ଶ୍ରମିକଙ୍କୁ ଆଣି ଆସୁଥିବାବେଳେ ଓଲଟିଲା ବସ୍: ଜଣେ ମୃତ
ସୁନ୍ଦରଗଡ଼,୨୮ା୪(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିରି ଥାନା ଅନ୍ତର୍ଗତ ଏନ୍ଟିପିସି ଡୁଲଙ୍ଗା କୋଇଲା ଖଣି ଭିତରେ ବସ୍ ଦୁର୍ଘଟଣା ହୋଇ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨ ଜଣ ଗୁରୁତର ହୋଇଛନ୍ତି। ରବିବାର ରାତିରେ ଏହି ଦୁର୍ଘଟଣା ଘଟିଛି। ଆହତମାନଙ୍କୁ ଉଦ୍ଧାର…
ଘରେ ପଇସା ରଖନ୍ତି ନାହିଁ ମହିଳା, ଜାଣନ୍ତୁ ଏହା ପଛର ମୁଖ୍ୟ କାରଣ…
ଭବାନୀପାଟଣା,୨୮।୪ (ଉତ୍ତମ କୁମାର ଦାଶ): ପୁରାତନ କାଳରେ ଯେତେବେଳେ ଟଙ୍କାର ପ୍ରଚଳନ ନ ଥିଲା ସେତେବେଳେ ମଣିଷ ନିଜର ଦୈନନ୍ଦିନ ଜୀବନର ଚାହିଦା ମେଣ୍ଟାଇବା ପାଇଁ ଦ୍ରବ୍ୟର ଆଦାନ ପ୍ରଦାନ ମାଧ୍ୟମରେ ବିପଣନ କରୁଥିଲା। ଏହି କ୍ରମରେ ନିଜ ପାଖରେ ଥିବା…
ଓଏଚ୍ଆର୍ସିରେ ବ୍ୟକ୍ତିଗତ ହାଜର ପାଇଁ ବିଏମ୍ସି କମିଶନରଙ୍କୁ ନିର୍ଦ୍ଦେଶ
ଭୁବନେଶ୍ୱର, ୨୮ା୪ (ବନ୍ଦନା ସେଠୀ): ଭୁବନେଶ୍ୱର ଓକିଲଙ୍କ ଅସ୍ଥାୟୀ ବୈଠକ ଗୃହ ଭଙ୍ଗା ଘଟଣାରେ ରାଜ୍ୟ ମାନବାଧିକାର କମିଶନ(ଓଏଚ୍ଆର୍ସି)ରେ ବ୍ୟକ୍ତିଗତ ଭାବେ ହାଜର ହେବେ ବିଏମ୍ସି କମିଶନର। ମେ’ ୨୨ରେ ହାଜର ହୋଇ ପକ୍ଷ ରଖିବାକୁ କମିଶନରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ମାନବାଧିକାର…
ବିବାହର ୩ ମାସ ପରେ ନବବଧୂଙ୍କ ମୃତ୍ୟୁ: ଯୌତୁକ ପାଇଁ ହତ୍ୟା ଅଭିଯୋଗ
ପଟ୍ଟାମୁଣ୍ଡାଇ, ୨୮ା୪ (କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଆଦର୍ଶ ଥାନା ଅନ୍ତର୍ଗତ ମାଟିଆ ଗ୍ରାମରେ ଅଧିକ ଯୌତୁକ ପାଇଁ ଶନିବାର ଜନୈକା ବଧୂଙ୍କୁ ହତ୍ୟା କରାଯାଇଥିବା ନେଇ ବାପା ଲିଖିତ ଅଭିଯୋଗ କରିଛନ୍ତି। ଖବର ପାଇ ପୋଲିସ ପଟ୍ଟାମୁଣ୍ଡାଇ ଉପଖଣ୍ଡସ୍ତରୀୟ…
ପରିବେଶ ପାଇଁ ଅନୁକୂଳ ହେନ୍ତାଳ ଜଙ୍ଗଲ ସୃଷ୍ଟି
ମହାକାଳପଡ଼ା,୨୮ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): ବିଶ୍ୱରେ ଜଳବାୟୁ ପରିବର୍ତ୍ତନରେ ପରିବେଶ ବିଜ୍ଞାନୀମାନଙ୍କ ଚିନ୍ତା ବଢ଼ାଇଛି। ପୂର୍ବ ଅପେକ୍ଷା ପରିବେଶ ବିଗିଡ଼ିବାରେ ଲାଗିଛି। ଗ୍ରୀନ୍ଲ୍ୟାଣ୍ଡରୁ ବରଫ ତରଳି ସମୁଦ୍ର ଜଳ ପତ୍ତନ ବୃଦ୍ଧି, ମୃତ୍ତିକା ଓ ଜଙ୍ଗଲ ଅବକ୍ଷୟ, ବୃହତ୍ ଜଙ୍ଗଲ ସହିତ ପାହାଡ଼ରେ…
Archives


