ରାଜ୍ୟ

୧୨ ଘଣ୍ଟାରେ ଅବପାତ

ଭୁବନେଶ୍ୱର,୨୨।୧୦: ବଙ୍ଗୋପସାଗରରେ ସ୍ପଷ୍ଟଚିହ୍ନିତ ଲଘୁଚାପ କ୍ଷେତ୍ର ଘନୀଭୂତ ହେଉଛି। ଉତ୍ତରପଶ୍ଚିମ ଦିଗରେ ଗତିକରିବା ସହ ଆହୁରି ଘନୀଭୂତ ହେବ। ୧୨ ଘଣ୍ଟାରେ ଲଘୁଚାପ କ୍ଷେତ୍ର ଅବପାତ ହେବାର ସମ୍ଭାବନା ରହତିଛି। ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲାରେ ଆଗାମୀ ୫ ଦିନ…

ପୀତବାସ ହତ୍ୟା ମାମଲାରେ ବିକ୍ରମ ପଣ୍ଡା ଅଟକ, ଏସ୍‌ପି ଅଫିସ ଘେରାଉ ଉଦ୍ୟମ

ବ୍ରହ୍ମପୁର,୨୨।୧୦: ପୀତବାସ ହତ୍ୟାକାଣ୍ଡ ମାମଲାରେ ପୋଲିସ ବିଳମ୍ବିତ ରାତିରେ ବିଜେଡି ନେତା ବିକ୍ରମ ପଣ୍ଡାଙ୍କୁ ଅଟକ ରଖିବା ଘଟଣାକୁ ନେଇ ବ୍ରହ୍ମପୁରରେ ଉତ୍ତେଜନା ଦେଖାଦେଇଛି। ବିକ୍ରମ ପଣ୍ଡାଙ୍କୁ ଅଟକ ରଖାଯିବା ପ୍ରତିବାଦରେ ବିଜେଡି କର୍ମୀମାନେ ବ୍ରହ୍ମପୁର ଏସ୍‌ପିଙ୍କ କାର୍ଯ୍ୟାଳୟ ଘେରାଉ କରିବାକୁ…

ବିଜେଡିକୁ ପରାଜୟ ଭୟ

ଭୁବନେଶ୍ୱର, ୨୨।୧୦(ସୁନିତ୍‌ ମିଶ୍ର): ଭାଜପା ପ୍ରାର୍ଥୀ ଜୟ ଢୋଲକିଆଙ୍କୁ ନେଇ ବିଜେଡି ବିଧାୟକ ଗୌତମବୁଦ୍ଧ ଦାସ ସାମାଜିକ ଗଣମାଧ୍ୟମରେ ଅତ୍ୟନ୍ତ ଅଭଦ୍ର, ଅଶାଳୀନ ଓ ଶସ୍ତା ମନ୍ତବ୍ୟ ଦେଇଛନ୍ତି। ଏହା ବିଜେଡିର ହତାଶାକୁ ପରିପ୍ରକାଶ କରୁଛି। ଉପନିର୍ବାଚନରେ ପରାଜୟରେ ଭୟଭୀତ ହୋଇ…

ସତ୍ୟପାଠରେ ମାମଲାରେ କେଉଁ ତଥ୍ୟ ଦେଇନାହାନ୍ତି ଘାସିରାମ

ଭୁବନେଶ୍ୱର,୨୨।୧୦(ସୁନିତ୍‌ ମିଶ୍ର): ନୂଆପଡ଼ା ଉପନିର୍ବାଚନର କଂଗ୍ରେସ ପ୍ରାର୍ଥୀ ଘାସିରାମ ମାଝୀଙ୍କ ନାମରେ ଥିବା ୨ଟି ଅଭିଯୋଗର ତଥ୍ୟ ନିର୍ବାଚନ ଆୟୋଗଙ୍କ ନିକଟରେ ଦାଖଲ ହୋଇଥିବା ସତ୍ୟପାଠରେ ଉଲ୍ଲେଖ ନାହିଁ। ସେ ଉପନିର୍ବାଚନ ପାଇଁ ଦାଖଲ କରିଥିବା ସତ୍ୟପାଠରେ ୨ ମାମଲା ସମ୍ପର୍କରେ…

ଘାସିରାମ ମାଝିଙ୍କ ନାଁରେ ସାଙ୍ଘାତିକ ଅଭିଯୋଗ

ନୂଆପଡ଼ା, ୨୨।୧୦ (ମକାରୁ ବେମାଲ ) : ନୂଆପଡ଼ା ଭାଜପା ଜିଲା କାର୍ଯ୍ୟାଳୟରେ ମଙ୍ଗଳବାର ଦଳ ପକ୍ଷରୁ ଏକ ଖବରଦାତା ସମ୍ମିଳନୀ ଅନୁଷ୍ଠିତ ହୋଇଥିଲା। ଏଥିରେ ଦଳର ଜିଲା ସଭାପତି କମଲେଶ ଦୀକ୍ଷିତ ସୂଚନା ଦେଇ କହିଥିଲେ, ଜାତୀୟ କଂଗ୍ରେସ ପ୍ରାର୍ଥୀ…

ଆଇନଜୀବୀ ପୀତବାସ ହତ୍ୟା ମାମଲା: ପୁରୀ ବେଳାଭୂମିରୁ ମିଳିଲା ହତ୍ୟାରେ ବ୍ୟବହୃତ ଅସ୍ତ୍ର

ଗଞ୍ଜାମ,୨୨।୧୦: ସମ୍ବେଦନଶୀଳ ଆଇନଜୀବୀ ପୀତବାସ ପଣ୍ଡା ହତ୍ୟାକାଣ୍ଡ ମାମଲାରେ ପୋଲିସ୍‌କୁ ଏକ ବଡ଼ ସଫଳତା ମିଳିଛି। ପୋଲିସ୍ ଘଟଣାରେ ବ୍ୟବହୃତ ହୋଇଥିବା ଅସ୍ତ୍ରକୁ ପୁରୀ ସମୁଦ୍ର ବେଳାଭୂମିର ବାଲି ତଳୁ ଜବତ କରିଥିବା ସୂଚନା ମିଳିଛି। ସୂଚନା ଅନୁଯାୟୀ, ଗତ ଅକ୍ଟୋବର…

ନୂଆପଡ଼ା ଉପନିର୍ବାଚନ: ଆଜି ଯାଞ୍ଚ; ୨୪ରେ ପ୍ରତ୍ୟାହାର

ଭୁବନେଶ୍ୱର/ ନୂଆପଡ଼ା, ୨୨।୧୦ (ରବିନାରାୟଣ ଜେନା/ ମକାରୁ ବେମାଲ): ନୂଆପଡ଼ା ବିଧାନସଭା ଉପନିର୍ବାଚନ ଯେତିକି ପାଖେଇ ଆସୁଛି ତାହାକୁ ନେଇ ସେତିକି ରାଜନୈତିକ ଉଷ୍ମତା ବଢୁଛି। ୨୦ ତାରିଖ ସୁଦ୍ଧା ୧୯ ଜଣ ନାମାଙ୍କନପତ୍ର ଦାଖଲ କରିଛନ୍ତି। ସେମାନଙ୍କ ପ୍ରାର୍ଥତ୍ପତ୍ର ବୁଧବାର…

ଆଇନଜୀବୀ ପୀତବାସ ହତ୍ୟା ମାମଲା: ପୂର୍ବତନ ବିଜେଡି ବିଧାୟକ ବିକ୍ରମ ପଣ୍ଡା ଅଟକ

ଗଞ୍ଜାମ, ୨୨।୧୦: ଆଇନଜୀବୀ ପୀତବାସ ପଣ୍ଡା ହତ୍ୟାକାଣ୍ଡ ମାମଲାର ତଦନ୍ତ କରୁଥିବା ପୋଲିସ୍ ବ୍ରହ୍ମପୁରର ବରିଷ୍ଠ ରାଜନେତା ତଥା ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କୁ ଅଟକ ରଖିଛି। ସୂଚନା ଅନୁଯାୟୀ, ବିଳମ୍ବିତ ରାତିରେ ପୋଲିସ୍ ବିକ୍ରମ ପଣ୍ଡାଙ୍କୁ ଉଠାଇ ନେଇ ଏକ…

୫ ଦିନ ଯାଏ ବର୍ଷା, ଏସବୁ ଜିଲା ପାଇଁ ଓ୍ବାର୍ନିଂ ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ୱର,୨୧।୧୦(ବନ୍ଦନା ସେଠୀ): ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ମଙ୍ଗଳବାର ସକାଳ ୮ଟା ୩୦ରେ ଏକ ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ଏହା ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗକୁ ଗତି କରି ବୁଧବାର ଅପରାହ୍ନ ସୁଦ୍ଧା ଅବପାତରେ ପରିଣତ ହେବ। ଏହାର…

ମାନୁନି ଇସ୍କନ, ପୁଣି ଚିଠି ଲେଖିଲେ ଗଜପତି ମହାରାଜା, ଆପତ୍ତି ଉଠାଇ…

ଭୁବନେଶ୍ୱର,୨୧।୧୦: ମାନୁନି ଇସ୍କନ। ପୁଣି ଥରେ ଗଜପତି ମହାରାଜା ଚିଠି ଲେଖିଛନ୍ତି। ଭାରତ ବାହାରେ ରଥଯାତ୍ରା ନେଇ ସହମତ ହୋଇପାରୁ ନ ଥିବା ନେଇ ଇସ୍କନ ଜଣାଇଛି। ଧାର୍ଯ୍ୟ ୯ ଦିନ ମଧ୍ୟରେ ରଥଯାତ୍ରା ନେଇ ସହମତି ହୋଇପାରୁନି ବୋଲି ଲେଖିଛି।…

କାମାକ୍ଷାନଗରରେ ବାଘ ଆତଙ୍କ: ଗାଁ ନିକଟରେ ମିଳିଲା ପାଦଚିହ୍ନ

କାମାକ୍ଷାନଗର,୨୧।୧୦: ଢେଙ୍କାନାଳ ଜିଲା କାମାକ୍ଷାନଗର ଅଞ୍ଚଳରେ ପୁଣି ଥରେ ବାଘ ଆତଙ୍କ ଦେଖାଦେଇଛି। କାମାକ୍ଷାନଗର ପୂର୍ବାଞ୍ଚଳ ରେଞ୍ଜ୍ ଅଧୀନ ଖଟଖୁରା ଗାଁର ଧାନ ବିଲରେ ବାଘର ପାଦଚିହ୍ନ ଦେଖିବାକୁ ମିଳିଛି। କିଛି ଦିନ ତଳେ ବାଘଟି କଣ୍ଟାରିପାଟ ଜଙ୍ଗଲରେ ଏକ ଷଣ୍ଢକୁ…

ନୂଆପଡ଼ା ଉପନିର୍ବାଚନ: ଭାଜପା ବିରୋଧରେ ବଡ ଅଭିଯୋଗ ଆଣିଲା ବିଜେଡି

ଭୁବନେଶ୍ୱର,୨୧।୧୦: ନୂଆପଡ଼ା ଉପନିର୍ବାଚନରେ ଆଦର୍ଶ ଆଚରଣ ବିଧି ଉଲ୍ଲଂଘନ ଅଭିଯୋଗରେ ମୁଖ୍ୟ ବିରୋଧୀ ଦଳ ବିଜୁ ଜନତା ଦଳ (ବିଜେଡି) ମଙ୍ଗଳବାର ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ, ଭାଜପା ପ୍ରାର୍ଥୀ ଜୟ ଢୋଲକିଆ ଏବଂ ଏକ ଶିକ୍ଷାନୁଷ୍ଠାନ କର୍ତ୍ତୃପକ୍ଷଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?