ରାଜ୍ୟ

ମାରଣାସ୍ତ୍ର ଧରି ଆତଙ୍କ ଖେଳାଇଲେ ଲୁଟେରା ଗ୍ୟାଙ୍ଗ: ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର ଲୁଟ୍‌

କେନ୍ଦ୍ରାପଡ଼ା/ଆଳି,୧ା୩(ଜଗନ୍ନାଥ ଧଳ/ବନମାଳୀ ସେନାପତି): ଆଳି ପୋଲିସକୁ ଖୋଲା ଚ୍ୟାଲେଞ୍ଜ ଦେଇ ଏକ ଲୁଟେରା ଗ୍ୟାଙ୍ଗ ସିରିଜ ଲୁଟ୍‌ କରିବା ସହ ଜଣେ ବ୍ୟବସାୟୀଙ୍କ ଘରେ ଓ ଅଫିସରେ ସଶସ୍ତ୍ର ଲୁଟେରା ଗ୍ୟାଙ୍ଗ ପଶିବା ଘଟଣା ଆଳି ଅଞ୍ଚଳବାସୀଙ୍କୁ ଆତଙ୍କିତ କରିଦେଇଛି। ଆଳି…

ୟୁଟ୍ୟୁବର ରାହୁଲ୍‌ ମହାରଣା ହତ୍ୟା ପଛରେ ଏହିମାନେ, ବାନ୍ଧିଲା ପୋଲିସ

ଭୁବନେଶ୍ୱର,୧।୩: ରାଜଧାନୀରେ ୟୁଟ୍ୟୁବର ରାହୁଲ୍‌ ମହାରଣା ହତ୍ୟା ମାମଲାରେ ଜଣେ ଯବାନଙ୍କ ସହ ୩ ଗିରଫ ହୋଇଛନ୍ତି। ଜଣେ ଯବାନ ଓ ତାଙ୍କର ୨ ପୁତୁରାଙ୍କୁ କମିଶନରେଟ ପୋଲିସ ଗିରଫ କରିଛି। ମଦ୍ୟପାନ ଓ ପରେ ଯୁକ୍ତିତର୍କକୁ ନେଇ ହତ୍ୟାକାଣ୍ଡ ଘଟିଥିବା…

ମିଡ୍‌ ନାଇଟ୍‌ ଅପରେଶନ ପେଡ଼ି ଖୋଲିଲେ ପ୍ରଭାତ ବିଶ୍ୱାଳ, ସେଦିନ ପ୍ୟାରୀଙ୍କ ଘରେ କ’ଣ ସବୁ ହୋଇଥିଲା କହି…

ଭୁବନେଶ୍ୱର,୧ା୩: ମିଡ୍‌ ନାଇଟ୍‌ ଅପରେଶନ ପେଡ଼ି ଖୋଲିଛନ୍ତି ବିଜେଡିରୁ ବିତାଡ଼ିତ ପୂର୍ବତନ ବିଧାୟକ ପ୍ରଭାତ ବିଶ୍ୱାଳ। ମିଡ୍‌ ନାଇଟ୍‌ ଅପରେଶନ ଓଡ଼ିଶା ରାଜନୀତିରେ ବେଶ୍‌ ଚର୍ଚ୍ଚିତ। କାରଣ ଏହି ଦିନ ଗୋପନୀୟ ଭାବେ ଷଡ଼ଯନ୍ତ୍ର  ଚଳାଇ ଦଳକୁ ଭାଙ୍ଗିବା, ନେତାଙ୍କୁ ବିଭାଜନ…

ନୂଆପଡ଼ାରେ କଲରାପତରିଆ ବାଘ ଆତଙ୍କ

ନୂଆପଡ଼ା,୧।୩(ମକାରୁ ବେମାଲ): କିଛିଦିନର ବ୍ୟବଧାନ ପରେ ନୂଆପଡ଼ା ଜିଲାରେ ପୁଣି କଲରାପତରିଆ ବାଘ ଆତଙ୍କ ଦେଖା ଦେଇଛି। ବାଘ ବୁଲୁଥିବା ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବା ପରେ ସୁନାବେଡା ଅଭୟାରଣ୍ୟ ଭିତରେ ବସବାସ କରୁଥିବା ଲୋକମାନେ ଆତଙ୍କିତ ଅବସ୍ଥାରେ ରହିଛନ୍ତି।…

୩ ମାସର ଗର୍ଭ ନଷ୍ଟ କରି ସ୍ତ୍ରୀଙ୍କୁ ହତ୍ୟା କଲେ ସ୍ବାମୀ, ବାପଘର ଲୋକେ ଅଭିଯୋଗ ଆଣି କହିଲେ…

ପରଜଙ୍ଗ,୧ା୩(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଦଦରାଘାଟି ଫାଣ୍ଡି ଅଧୀନ ମାଣିକମରା ଗାଁରେ ଅଭାବନୀୟ ଘଟଣା ଘଟିଛି। ସ୍ତ୍ରୀଙ୍କର ୩ ମାସର ଗର୍ଭ ନଷ୍ଟ ସହ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି । ମୃତକ ମାଣିକମରା ଗାଁ ଠାକୁରମୁଣ୍ଡା ସାହିର…

ପୁଣି ବନ୍ଧା ହେଲେ ଚର୍ଚ୍ଚିତ ପ୍ରେମିକ ଟୁଙ୍ଗୁରୁ ଭୋଳ, ଏଥର ଏମିତି କାମ କରି…

ଭୁବନେଶ୍ୱର,୧ା୩(ତ୍ରିନାଥ ମହାନ୍ତି): ପୁଣି ବନ୍ଧା ହୋଇଛନ୍ତି ବହୁ ଚର୍ଚ୍ଚିତ ପ୍ରେମିକ ତଥା ଆଲୋକ ଭୋଳ ଓରଫ ଟୁଙ୍ଗୁରୁ। ପୂର୍ବରୁ ଅନେକ ଥର ଚୋରି କରି ଜେଲ୍‌ ଯାଇଥିବା ଟୁଙ୍ଗୁରୁ ଏଥର ଏକ ପାଣି ପମ୍ପ ଚୋରି କରି ଗିରଫ ହୋଇଛନ୍ତି। ପ୍ରତାପ…

ଝାଡ଼ଖଣ୍ଡକୁ ହେଉଥିଲା ଗଞ୍ଜେଇ ଚାଲାଣ, କାର୍‌ ଜବତ କରି ୨ ଜଣଙ୍କୁ ବାନ୍ଧିଲା ପୋଲିସ

ବରଗଡ଼,୧ା୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଆଇନଶୃଙ୍ଖଳା ପରିସ୍ଥିତି ହୁଗୁଳା ହେବା ନେଇ ବିଭିନ୍ନ ମହଲରେ ଅଭିଯୋଗ ହେବା ପରେ ପୋଲିସ ଏବେ ଆକ୍ସନ ମୋଡ଼ରେ ରହିଛି। ଜିଲାରେ ପୋଲିସ ପାଟ୍ରୋଲିଂକୁ ପୂର୍ବାପେକ୍ଷା ଅଧିକ କଡ଼ାକଡ଼ି କରିଥିବାବେଳେ ସାଇବର ଠକ, ହତ୍ୟା ଅଭିଯୁକ୍ତଙ୍କୁ…

ରକ୍ଷକ ହୋଇ ଭକ୍ଷକ ସାଜିଥିବା ପୂର୍ବତନ ବିଧାୟକ ଧର୍ମଶାଳାବାସୀଙ୍କୁ କ୍ଷମା ମାଗନ୍ତୁ, ଏପରି ଅଭିଯୋଗ ଆଣି…

ଧର୍ମଶାଳା,୧ା୩(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲାରେ ପୂର୍ବ ସରକାର ସମୟରେ ଅନେକ ଦୁର୍ନୀତି ହୋଇଥିବା ବେଳେ ପୋଲିସ ପ୍ରଶାସନ, ଖଣି ଉପନିର୍ଦ୍ଦେଶକ ଏବଂ ତହସିଲ ପ୍ରଶାସନ ମିଳିତ ଭାବେ ନେତାଙ୍କ ଚାପରେ ତାଙ୍କ ଉପରେ କରିଥିବା ଅତ୍ୟାଚାର ଓ ବେଆଇନ କାର୍ଯ୍ୟ…

ଧାନଜମିରେ ଇଲେକ୍ଟ୍ରି କରେଣ୍ଟ ଦେଇ ଷଣ୍ଢକୁ ମାରିଦେଲେ ଚାଷୀ, ତାତିଲା ବଜରଙ୍ଗ ଦଳ, ପ୍ରତିବାଦରେ…

ବାଲିଆପାଳ,୧ା୩(ଗୋପାଳ ଚନ୍ଦ୍ର ସାହୁ): ବାଲେଶ୍ୱର ଜିଲା ବାଲିଆପାଳ ବ୍ଲକରେ ଦିନକୁ ଦିନ ଲୋକେ ଷଣ୍ଢଗୁଡ଼ିକୁ ଇଲେକ୍ଟ୍ରି କରେଣ୍ଟ ଦେଇ ମାରି ଦେଉଛନ୍ତି। ଏନେଇ ବାଲିଆପାଳ ଥାନାରେ ଅଭିଯୋଗ ହେଲେ ମଧ୍ୟ ପୋଲିସ ପକ୍ଷରୁ କୌଣସି କାର୍ଯ୍ୟାନୁଷ୍ଠାନ ନିଆଯାଉ ନ ଥିବା ଅଭିଯୋଗ…

ବଡ଼ଭାଇଙ୍କୁ ପଥରରେ ଛେଚି ହତ୍ୟା କଲେ ସାନ

ଝାରସୁଗୁଡ଼ା,୧ା୩(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡା ବଡ଼ମାଳ ଥାନା ଅନ୍ତର୍ଗତ ବୃନ୍ଦାମାଲ ରେଲଓ୍ବେ ଷ୍ଟେଶନ ନିକଟରେ ଥିବା ଏକ ବସ୍ତିରେ ରହୁଥିବା ବଡ଼ଭାଇ ବିବେକନାଥ ନାଗ(୨୮)ଙ୍କୁ ସାନଭାଇ କ୍ଷୀରୋଦନାଥ ନାଗ(୨୪) ଶନିବାର ବିଳମ୍ବିତ ରାତିରେ ପଥରରେ ଛେଚି ହତ୍ୟା କରିଛନ୍ତି। ସୂଚନାନୁସାରେ, ବୃନ୍ଦାମାଲ…

ଆଜିଠାରୁ ଆକାଶରେ ଦେଖାଯିବ ବିରଳ ଦୃଶ୍ୟ: ନିକଟତର ହେବେ ୬ ଗ୍ରହ

ଭୁବନେଶ୍ୱର,୧ା୩(ସୁଚିସ୍ମିତା ସାହୁ): ସନ୍ଧ୍ୟା ଆକାଶରେ ଶନିବାରଠାରୁ ୬ଟି ଗ୍ରହ ନିକଟତର ହେବେ। ଏହି ବିରଳ ମହାଜାଗତିକ ଦୃଶ୍ୟ ମାର୍ଚ୍ଚ ୭ ଯାଏ ଦୃଶ୍ୟମାନ ହେବ। ପ୍ରତିଦିନ ସୂର୍ଯ୍ୟାସ୍ତ ପରେ ପ୍ରାୟ ୩୦ ମିନିଟରୁ ୬୦ ମିନିଟ ମଧ୍ୟରେ ଆକାଶରେ ଆକର୍ଷଣ ସାଜିବେ…

ରସୁଲଗଡ଼ରେ ଚାଞ୍ଚଲ୍ୟ: ୟୁଟ୍ୟୁବ ବ୍ଲଗରଙ୍କୁ ଜିଜିପି କଲୋନୀରେ ହତ୍ୟା 

ଭୁବନେଶ୍ୱର,୧।୩: ରାଜଧାନୀରେ ପୁଣି ଗଡିଲା ମୁଣ୍ଡ। ରସୁଲଗଡ଼ ନିକଟ ଜିଜିପି କଲୋନୀରେ ଶନିବାର ରାତିରେ ଏକ ହତ୍ୟାକାଣ୍ଡ ଘଟିଛି। ମୃତ ଯୁବକ ଜଣଙ୍କ ରାହୁଲ ମହାରଣା। ସେ ଜଣେ ୟୁଟ୍ୟୁବ ବ୍ଲଗର। ରାତିରେ ୪ରୁ ୫ ଜଣ ରାହୁଲଙ୍କୁ ଛୁରି ଭୁସି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri