ଭୁଶୁଡ଼ିଲା ନୀଳମାଧବ ମନ୍ଦିର ମେଘନାଦ ପାଚେରୀ ଗାର୍ଡ ୱାଲ
ଖଣ୍ଡପଡ଼ା,୨୫।୯(ଅଜୟ କୁମାର ମହାରଣା): ଜଗନ୍ନାଥ ସଂସ୍କୃତିର ଆଦିପୀଠ ଭାବେ ପରିଚିତ କଣ୍ଟିଲୋର ଶ୍ରୀ ନୀଳମାଧବ ମନ୍ଦିର। ଲଗାଣ ବର୍ଷାରେ ଶୁକ୍ରବାର ମନ୍ଦିରର ଉତ୍ତର ପୂର୍ବ(ସ୍ନାନ ମଣ୍ଡପକୁ ସଂଲଗ୍ନ) ମେଘନାଦ ପାଚେରୀର ସୁରକ୍ଷା ଗାର୍ଡ ୱାଲର ପ୍ରାୟ ୩୦ ଫୁଟ ଭୁଶୁଡ଼ି ପଡିଛି।…
ବଡ଼ ସୂଚନା ଦେଲେ ରାଜସ୍ବ ମନ୍ତ୍ରୀ: ଏହି ଜିଲା ଦେଇ ଗତି କରିବ ଅବପାତ, ଏସବୁ ସ୍ଥାନରେ ଭୀଷଣ ବର୍ଷା!
ଭୁବନେଶ୍ୱର, ୨୫।୯: ଆସନ୍ତା ୨୪ ଘଣ୍ଟା ସତର୍କ ରହିବାକୁ ପଡ଼ିବ କହିଲେ ରାଜସ୍ବ ମନ୍ତ୍ରୀ। ଅବପାତ ବରଗଡ଼ ଦେଇ ଛତିଶଗଡ଼ ଆଡ଼କୁ ଯିବ। ଏହି ସମୟରେ ଝାରସୁଗୁଡ଼ା, ସମ୍ବଲପୁର, ସୁବର୍ଣ୍ଣପୁର, ବୌଦ୍ଧ, ସୁନ୍ଦରଗଡ଼ରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ତେଣୁ ଆସନ୍ତା…
ହାତୀନଦୀରେ ବଡ଼ ବନ୍ୟା, ଶହଶହ ଏକର ଚାଷ ଜମି ଜଳମଗ୍ନ
ଭବାନୀପାଟଣା,୨୫।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଗତ ୩ ଦିନ ଧରି ଲଗାଣ ବର୍ଷା ଏବଂ ଇନ୍ଦ୍ରାବତୀ ମଙ୍ଗଳପୁର ବ୍ୟାରେଜରୁ ୪ଟି ଗେଟ ଖୋଲାଯିବା ପରେ ଶୁକ୍ରବାର ସକାଳୁ ହାତୀ ନଦୀରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ୪ ଗେଟ୍ ଦେଇ…
ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବି କଲେ ନବୀନ, SIR ପ୍ରକ୍ରିୟା ଉପରେ କହିଲେ ଏମିତି କଥା: ରାଜନୀତିରେ ଚହଳ
ଭୁବନେଶ୍ୱର, ୨୫।୯: ନିର୍ବାଚନ କମିଶନ ଏବଂ ଭୋଟର ତାଲିକାର SIR ପ୍ରକ୍ରିୟାକୁ ନେଇ ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ତୁରନ୍ତ ଇସ୍ତଫା ଦାବି କରିଛନ୍ତି। ନିର୍ବାଚନ କମିଶନରମାନଙ୍କ…
୪ଦିନ ହେଲା ବର୍ଷା ଜାରି: କୁଳଲଙ୍ଘି ଗର୍ଜନ କରୁଛି ରୁଷିକୁଲ୍ୟା
ପୁରୁଷୋତ୍ତମପୁର,୨୫।୯(ସବିତା ମିଶ୍ର): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ପ୍ରଭାବରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ୪ଦିନ ହେଲା ବର୍ଷା ଲାଗି ରହିଛି। ଲଗାଣ ବର୍ଷା ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। କିଛି ସ୍ଥାନରେ ଚାଷ ଜମିଗୁଡିକରେ ପାଣି ପଶି ଜଳାର୍ଣ୍ଣବ…
ଲଗାଣ ବର୍ଷାରେ ମୟୂରଭଞ୍ଜ ବେହାଲ, ନଦୀରେ ବଢୁଛି ଜଳସ୍ତର, ଅନେକ ଅଞ୍ଚଳକୁ ବିଚ୍ଛିନ୍ନ କଲା ବନ୍ୟାଜଳ
ବାରିପଦା,୨୫।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଗଭୀର ଅବପାତ ପ୍ରଭାବରେ ଲଗାଣ ବର୍ଷାରେ ମୟୂରଭଞ୍ଜ ଜିଲା ବେହାଲ ହୋଇପଡିଛି। ପ୍ରବଳ ବର୍ଷା ଯୋଗୁ ଜିଲାର ଏକାଧିକ ନଦୀରେ ଜଳସ୍ତର ବୃଦ୍ଧି ପାଇବା ସହ ବନ୍ୟା ପରିସ୍ଥିତି ଉଦ୍ବେଗଜନକ ହେବାରେ ଲାଗିଛି। ଶିମିଳିପାଳରେ ପ୍ରବଳ ବୃଷ୍ଟିପାତ…
ମନ୍ତ୍ରୀଙ୍କ ବଡ଼ ସୂଚନା: ଏହି ଦିନ ମିଳିବ ବକେୟା ଭତ୍ତା
ଭୁବନେଶ୍ୱର, ୨୫।୯: ଆସନ୍ତା ଅକ୍ଟୋବର ମାସ ସୁଦ୍ଧା ମିଳିବ ବକେୟା ଥିବା ଭତ୍ତା। ଏନେଇ ବିଧାନସଭାରେ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୂଚନା ଦେଇଛନ୍ତି। ରାଜ୍ୟରେ ସମୁଦାୟ ୨୦ ଲକ୍ଷ ୩୩ ହଜାର ୯୫୯ ହିତାଧିକାରୀ ରହିଛନ୍ତି । ଏମାନେ ସମସ୍ତେ ଇନ୍ଦିରା…
ବିପଦ ସଙ୍କେତ ଟପିଲା ବୈତରଣୀ, ସାଳନ୍ଦୀ ନଦୀ: ଭଦ୍ରକରେ ପୁଣି ବନ୍ୟା
ଭଦ୍ରକ,୨୫।୯(ସନାତନ ରାଉତ): ଭଦ୍ରକ ଜିଲାକୁ ବନ୍ୟାରେ ବୁଡାଉ ଥିବା ୨ ପ୍ରମୁଖ ନଦୀରେ ଶୁକ୍ରବାର ପୁଣି ବନ୍ୟା ଆସିଛି l ବୁଧବାର ରାତିରୁ କ୍ରମାଗତ ବର୍ଷା ଲାଗି ରହିଥିବାରୁ ୨ ନଦୀରେ ଜଳସ୍ତର ବଢ଼ି ଚାଲିଛି l ଶୁକ୍ରବାର ସକାଳେ ବୈତରଣୀ…
ଲଗାଣ ବର୍ଷାରେ ବଢୁଛି ନଦୀ ଜଳସ୍ତର, ଦକ୍ଷିଣ ଓଡ଼ିଶାରେ ବନ୍ୟା
ଭୁବନେଶ୍ୱର,୨୫।୯: ଗଭୀର ଅବପାତ ପ୍ରଭାବରେ ରାଜ୍ୟରେ ଲଗାଣ ବର୍ଷା ଜାରି ରହିଛି। ବର୍ଷା ଯୋଗୁ ଦକ୍ଷିଣ ଓଡ଼ିଶାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିବା ଜଳ ସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ ଶୁକ୍ରବାର ଏକ ବଡ଼ ସୂଚନା ଦେଇଛନ୍ତି। ଦକ୍ଷିଣ…
୨ ଅଧିକାରୀ ଚାକିରିରୁ ନିଲମ୍ବିତ: କଡ଼ା କାର୍ଯ୍ୟାନୁଷ୍ଠାନ ନେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
ଭୁବନେଶ୍ୱର,୨୫।୯: ରାଜ୍ୟର ଦୁଇ ବରିଷ୍ଠ ଅଧିକାରୀ ଅରୁଣ ବିଶ୍ୱାଳ ଓ ସୁଜିତ ରାଉଳଙ୍କୁ ନିଲମ୍ବନ କରାଯାଇଥିବା ନେଇ ସୂଚନା ମିଳିଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶକ୍ରମେ ଉଭୟଙ୍କ ନିଲମ୍ବନ ପ୍ରସ୍ତାବକୁ ଅନୁମୋଦନ କରାଯାଇଥିବା ଦାବି କରାଯାଇଛି। ରାଜ୍ୟ ବାଣିଜ୍ୟ ଓ…
୩୦ରେ ଓଡ଼ିଶା ବନ୍ଦ ଡାକରା: ପାଠ୍ୟପୁସ୍ତକ ତ୍ରୁଟିକୁ ନେଇ…
ଭୁବନେଶ୍ୱର,୨୫।୯: ଆସନ୍ତା ୩୦ ତାରିଖରେ ଓଡ଼ିଶା ବନ୍ଦ ଡାକରା ଦେଇଛି ନବ ନିର୍ମାଣ କୃଷକ ସଂଗଠନ। ପାଠ୍ୟପୁସ୍ତକରେ ତ୍ରୁଟି ଏବଂ ଏହାକୁ ନେଇ ଗଣଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା ଦାବିରେ ସଂଗଠନ ପକ୍ଷରୁ ଏହି ବନ୍ଦ ଡାକରା ଦିଆଯାଇଥିବା ସୂଚନା ମିଳିଛି। ନବ…
ଘରେ ପଶିଲା ମହାବଳ ବାଘ: ବାହାରୁ ତାଲା ପକାଇଦେଲେ ଗାଁ ଲୋକେ
ବାରିପଦା, ୨୫।୯ (ନୀଳାଦ୍ରି ବିହାରୀ ଦଣ୍ଡପାଟ):ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ରେଞ୍ଜ ଅନ୍ତର୍ଗତ ଖପରାଖାଇ ଗାଁରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ଗାଁ ଭିତରକୁ ଏକ ମହାବଳ ବାଘ ପଶିଆସି ଏକ ଘର ଭିତରେ ପଶିଯାଇଥିବାବେଳେ ଗ୍ରାମବାସୀ ବୁଦ୍ଧିମତାର ସହ ଘରକୁ…

