ରାଜ୍ୟ

ଧର୍ମେନ୍ଦ୍ରଙ୍କ ରୋଡ ଶୋରେ ଭାଜପା-ବିଜେଡି କର୍ମୀ ମୁହାଁମୁହିଁ

ଧର୍ମେନ୍ଦ୍ରଙ୍କ ରୋଡ ଶୋରେ ଭାଜପା-ବିଜେଡି କର୍ମୀ ମୁହାଁମୁହିଁ ବାରିପଦା ଅଫିସ,୨୫।୪: ମୟୂରଭଞ୍ଜ ଜିଲା ଅଧୀନ ଲୋକ ସଭା ଓ ୭ ବିଧାନସଭା ପାଇଁ ଆସନ୍ତା ୨୯ ତାରିଖରେ ଚତୁର୍ଥ ପର୍ଯ୍ୟାୟରେ ନିର୍ବାଚନ ଅନୁଷ୍ଠିତ ହେବ। ଏହି ଆସନ ଗୁଡିକରେ ନିଜ...

ଆସୁଛି ବାତ୍ୟା: ୩ରୁ ଉପକୂଳରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୨୫।୪(ବ୍ୟୁରୋ): ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଶ୍ରୀଲଙ୍କା ଉପକୂଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଆସନ୍ତା ୨୭ ତାରିଖ ବେଳକୁ ଏହା ଭୟଙ୍କର ସାମୁଦ୍ରିକ ଝଡ଼ରେ ପରିଣତ ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଆସନ୍ତା ୪୮ ଘଣ୍ଟା...

ଓଡ଼ିଶାର ୪୨ ବିଧାନସଭା ଓ ୬ଟି ଲୋକସଭା ଆସନ ପାଇଁ ମତଦାନ ଜାରି

ଭୁବନେଶ୍ୱର,୨୩।୪: ତୃତୀୟ ପର୍ଯ୍ୟାୟ ର୍ନିବାଚନରେ ଓଡ଼ିଶାର ୪୨ ବିଧାନସଭା ଓ ୬ଟି ଲୋକସଭା ଆସନ ପାଇଁ ମଙ୍ଗଳବାର ସକାଳୁ ମତଦାନ ଆରମ୍ଭ ହୋଇଛି। ୬ ଲୋକସଭା ଆସନରେ ୬୧ ଜଣ ପ୍ରାର୍ଥୀ ମଇଦାନରେ ଥିବାବେଳେ ୪୨ଟି ବିଧାନସଭା ଆସନରେ ୩୫୬...

ଭାଜପା ପ୍ରାର୍ଥୀଙ୍କ କାର୍‌କୁ ବୋମାମାଡ଼ : ଅଳ୍ପକେ ବର୍ତ୍ତିଲେ ଜଗନ୍ନାଥ ପ୍ରଧାନ

ଭୁବନେଶ୍ୱର,୨୨ା୪ (ବ୍ୟୁରୋ)- ଭୁବନେଶ୍ୱର-ମଧ୍ୟ ନିର୍ବାଚନମଣ୍ଡଳୀର ଭାଜପା ବିଧାୟକ ପ୍ରାର୍ଥୀ ଜଗନ୍ନାଥ ପ୍ରଧାନଙ୍କ ଉପରେ ପୁଣି ଆକ୍ରମଣ ହୋଇଛି। ଦୁର୍ବୃତ୍ତମାନେ ତାଙ୍କ କାର ଉପରକୁ ବୋମାମାଡ଼ କରିଛନ୍ତି। ତେବେ ଏଥିରେ କାର କାଚ ଭାଙ୍ଗିଯାଇଥିବାବେଳେ ପ୍ରଧାନ ଗାଡିରୁ ଡେଇଁ ଅଳ୍ପକେ ବର୍ତ୍ତି ଯାଇଛନ୍ତି।...

କଂଗ୍ରେସର ନିର୍ବାଚନୀ ସଭା : ହେଲିକପ୍ଟରରୁ ଓହ୍ଲାଇ ପାରିଲେନି ନିରଞ୍ଜନ, ରୁଦ୍ରରାଜୁ ଓ ଖୁସ୍‌ବୁ

ରଣପୁର,୨୨ା୪(ସ୍ବ.ପ୍ର.)-ରଣପୁର ତ୍ରିସ୍ତରୀୟ ସାଧାରଣ ନିର୍ବାଚନ ପାଇଁ ବିଭିନ୍ନ ଦଳର ପ୍ରାର୍ଥୀମାନେ ରାଜ୍ୟସ୍ତରୀୟ ବରିଷ୍ଠ ନେତୃବୃନ୍ଦଙ୍କୁ ଏଠାକୁ ଆଣି ଦଳର ପ୍ରଚାର ସହ ଭୋଟ ଭିକ୍ଷା କରୁଛନ୍ତି। ରବିବାର ଅପରାହ୍ନ ୩ ଟାରେ କଂଗ୍ରେସ ଦଳ ତରଫରୁ ଏକ ନିର୍ବାଚନ ସଭା...

ପ୍ରସଙ୍ଗ, ପ୍ରାର୍ଥୀଙ୍କୁ ପରଖୁଛନ୍ତି ଭୋଟର

ପୁରୀ ଅଫିସ, ୨୦ା୪: ଚର୍ଚ୍ଚାରେ ପୁରୀ ଲୋକ ସଭା ନିର୍ବାଚନମଣ୍ଡଳୀ। ଶ୍ରୀମନ୍ଦିର, ବେଳାଭୂମି, ରତ୍ନଭଣ୍ଡାର, ମହାପ୍ରଭୁଙ୍କ ଅମୃତ ମଣୋହି ଜମି ଭଳି ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ସାଙ୍ଗକୁ ସିଦ୍ଧମହାବୀର ରେଲଓ୍ବେ ଓଭରବ୍ରିଜ୍‌ ନିର୍ମାଣ, ଡ୍ରେନେଜ ଆଦି ନାନା ସମସ୍ୟା ନେଇ ପ୍ରାର୍ଥୀଙ୍କ...

ପରମ୍ପରା ଭାଙ୍ଗିପାରନ୍ତି ମତଦାତା

ଭୁବନେଶ୍ୱର, ୨୦ା୪:  ଆସନ୍ତା ୨୩ ତାରିଖରେ ଭୁବନେଶ୍ୱର ଲୋକ ସଭା ଆସନରେ ନିର୍ବାଚନ ହେବ। ଏହାକୁ ନେଇ ସାରା ରାଜ୍ୟରେ ଉତ୍କଣ୍ଠା ରହିଛି। ୧୯୯୮ରୁ ବିଜେଡି ଏଠାରୁ ଜିତି ଆସୁଥିଲେ ମଧ୍ୟ ଚଳିତ ନିର୍ବାଚନରେ ବିଜେଡି ସଫଳତାକୁ ନେଇ ଅନେକେ...

ପୁରୀରେ ମୁଖ୍ୟମନ୍ତ୍ରୀ ରୋଡ୍‌ ଶୋ କରି ଭୋଟ ମାଗିଲେ

ପୁରୀ ଅଫିସ, ବ୍ରହ୍ମଗିରି, ୨୦ା୪ (ଡି.ଏନ୍‌.ଏ.): ଆସନ୍ତା ୨୩ ତାରିଖରେ ପୁରୀ ଲୋକ ସଭା ଏବଂ ଏହା ଅଧୀନରେ ଥିବା ବିଧାନସଭା ନିର୍ବାଚନମଣ୍ଡଳୀରେ ମତଦାନ ହେବ। ତେଣୁ ଦଳୀୟ ପ୍ରାର୍ଥୀଙ୍କୁ ଜିତାଇବା ପାଇଁ ସବୁ ରାଜନୈତିକ ଦଳ ବଳ, କୌଶଳ ଲଗାଇ ଦେଇଛନ୍ତି।...

ଚୋରା ବନ୍ଧୁକ ରଖିବା ମାମଲା: ରଞ୍ଜିତା, ଆଲୋକଙ୍କ ଜାମିନ ଆବେଦନ ଖାରଜ

କଟକ ଅଫିସ,୨୦।୪: ଚୋରା ବନ୍ଧୁକ ରଖି ପୋଲିସ ହାତରେ ଗିରଫ ହୋଇଥିବା ସିଏମ୍‌ସିର ପୂର୍ବତନ କର୍ପୋରେଟର ରଞ୍ଜିତା ବିଶ୍ୱାଳ ଓ ତାଙ୍କ ସହଯୋଗୀ ଆଲୋକ ପୃଷ୍ଟିଙ୍କ ଜାମିନ ଆବେଦନ ଖାରଜ ହୋଇଛି। କଟକ ସଦର ଏସ୍‌ଡିଜେଏମ୍‌ ଉଭୟଙ୍କ ଜାମିନ ଆବେଦନର...

ସ୍କୁଲ ଛୁଟିକୁ ନେଇ ହାଇକୋର୍ଟରେ ମାମଲା: ରାଜ୍ୟ ସରକାରଙ୍କୁ ନୋଟିସ

କଟକ ଅଫିସ,୨୦।୪: ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜନିତ ସ୍କୁଲ ଛୁଟି ଘୋଷଣାକୁ ନେଇ ହାଇକୋର୍ଟରେ ଆଡଭୋକେଟ ଶିବନାରାୟଣ ବିଶ୍ୱାଳଙ୍କ ପକ୍ଷରୁ ଏକ ମାମଲା ରୁଜୁ ହୋଇଛି। ଏହି ମାମଲାକୁ ଗ୍ରହଣ କରି ହାଇକୋର୍ଟ ରାଜ୍ୟ ସରକାରଙ୍କୁ ନୋଟିସ୍‌ ଜାରି କରିଛନ୍ତି। ସୂଚନାଥାଉ...

ଭାଜପାର ବିଜୟ ସଂକଳ୍ପ ସମାବେଶ: କେନ୍ଦ୍ରୀୟ ଅନୁଦାନ ଖର୍ଚ୍ଚ କରୁ ନ ଥିବା ରାଜ୍ୟ ସରକାରଙ୍କୁ ହଟାଅ; ରାଜନାଥ

କଟକ ସଦର, ୨୦।୪ (ଡି.ଏନ୍‌.ଏ.): କେନ୍ଦ୍ରୀୟ ଅନୁଦାନ ଖର୍ଚ୍ଚ କରିପାରୁ ନ ଥିବା ରାଜ୍ୟ ସରକାର ଓଡ଼ିଶାର ପ୍ରଗତିରେ ମୁଖ୍ୟ ପ୍ରତିବନ୍ଧକ ସାଜିଛନ୍ତି। ଆସନ୍ତା ସାଧାରଣ ନିର୍ବାଚନରେ ଅପାରଗ ରାଜ୍ୟ ସରକାରକୁ ହଟାଇ ଭାଜପାକୁ କ୍ଷମତାସୀନ କରିବା ପାଇଁ କେନ୍ଦ୍ର...

ଖସିଲା ପାରଦ, ତାତିରୁ ତ୍ରାହି

ଭୁବନେଶ୍ୱର,୨୦।୪(ବ୍ୟୁରୋ): ଶେଷରେ ତାତିରୁ ତ୍ରାହି ମିଳିଛି। କିଛିଦିନ ହେବ ୪୦ ଡିଗ୍ରୀ ଉପରେ ରହୁଥିବା ରାଜ୍ୟର ଅନେକ ସହରର ତାପମାତ୍ରା ଶୁକ୍ରବାର ହ୍ରାସ ପାଇଛି। ସବୁ ସହରରେ ୪୦ ଡିଗ୍ରୀରୁ କମ୍‌ ତାପମାତ୍ରା ରହିଛି। ପାରଦ ୩ରୁ ୪ ଡିଗ୍ରୀ ଖସିଛି।...

କେସିଆଇର ଅଲ୍‌ ବ୍ରିଡ୍‌ ଜଜ୍‌ ଭାବେ ଓଡ଼ିଶାର ସଞ୍ଜିତ କୁମାର ମନୋନୀତ

ଭୁବନେଶ୍ୱର,୨୦।୪(ବ୍ୟୁରୋ): କେନେଲ କ୍ଲବ ଅଫ୍‌ ଇଣ୍ଡିଆ(କେସିଆଇ)ର ଅଲ୍‌ ବ୍ରିଡ୍‌ ଜଜ୍‌ ଭାବେ ଓଡ଼ିଶାର ସଞ୍ଜିତ କୁମାର ମହାନ୍ତି ମନୋନୀତ ହୋଇଛନ୍ତି। ସେ ପ୍ରଥମ ଓଡ଼ିଆ ଭାବେ କେସିଆଇର ଅଲ୍‌ ବ୍ରିଡ୍‌ ଜଜ୍‌ ହୋଇଛନ୍ତି। ଅନ୍ତଃରାଷ୍ଟ୍ରୀୟ ଜଜ୍‌ ସଞ୍ଜିତ ଜର୍ମାନ ସେଫର୍ଡ...

ବିଦ୍ୟୁତ୍‌ ଖୁଣ୍ଟରୁ ପଡ଼ି ଶ୍ରମିକଙ୍କ ଗଲା ଜୀବନ: ସେସୁ କର୍ମଚାରୀଙ୍କୁ ଘେରିଲେ ଗ୍ରାମବାସୀ

ନିରାକାରପୁର,୨୦ା୪(ଡି.ଏନ.ଏ.): ଖୋର୍ଦ୍ଧା ଜିଲା ନିରାକାରପୁର ବିଦ୍ୟୁତ୍‌ ବିଭାଗ ଅଧୀନ ଲେଣ୍ଡୋ ପଞ୍ଚାୟତ ଭଗବତୀପଡ଼ାଠାରେ ଖୁଣ୍ଟରେ କାମ କରୁଥିବାବେଳେ ଜଣେ କର୍ମଚାରୀଙ୍କ ମୃତ୍ୟୁ ଘଟିଛି। ଶୁୁକ୍ରବାର ପୂର୍ବାହ୍ନ ୧୧ଟାରେ ସୌଭାଗ୍ୟ ଯୋଜନାରେ କାମ କରୁଥିବା ବେଳେ ୧୧କେ.ଭି. ତାର ସଂସ୍ପର୍ଶରେ ଆସିବାରୁ...

୬ ପୋଲିଂ କର୍ମଚାରୀ ସସ୍‌ପେଣ୍ଡ

ବରଗଡ଼ ଅଫିସ,୧୯।୪: ୬ଜଣ ପୋଲିଂ କର୍ମଚାରୀଙ୍କୁ ସସ୍‌ପେଣ୍ଡ କଲେ ବରଗଡ଼ ଜିଲାପାଳ। ନିର୍ବାଚନରେ ଅବହେଳା ଯୋଗୁଁ ପୋଲିଂ କର୍ମଚାରୀଙ୍କୁ ସସ୍‌ପେଣ୍ଡ କରାଯାଇଥିବା ସୂଚନା ମିଳିଛି। ସସ୍‌ପେଣ୍ଡ ମଧ୍ୟରେ ୩ ପ୍ରିଜାଇଡିଂ ଅଫିସର ଓ ୩ ସେକ୍ଟର ଅଫିସର ରହିଛନ୍ତି। ବୁଥ...

ବିଭୂତି ଓ ରୁଦ୍ରଙ୍କ ପାଇଁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ରଙ୍କ ପ୍ରଚାର

ପରଜଙ୍ଗ,୧୮ା୪(.) : ଢେଙ୍କାନାଳ ଜିଲା ପରଜଙ୍ଗ ନିର୍ବାଚନମଣ୍ଡଳୀର ଭାଜପା ବିଧାୟକ ପ୍ରାର୍ଥୀ ବିଭୂତି ପ୍ରଧାନ ଓ ଢେଙ୍କାନାଳ ଏମ୍‌ପି ପ୍ରାର୍ଥୀ ରୁଦ୍ରନାରାୟଣ ପାଣିଙ୍କ ପାଇଁ ଗୁରୁବାର କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏକ ବାଇକ ରାଲିରେ ଯାଇ ମାରାଥନ ପ୍ରଚାର କରିଛନ୍ତି...

ପୂର୍ବାହ୍ନ ୧୧ଟା ସୁଦ୍ଧା ଗଞ୍ଜାମରେ ୨୧.୩୩ ପ୍ରତିଶତ ମତଦାନ

ବ୍ରହ୍ମପୁର ଅଫିସ,୧୮ା୪: ଗଞ୍ଜାମ ଜିଲାର ଆସିକା ଲୋକ ସଭା ଏବଂ ଏହା ଅଧୀନ ୭ଟି ବିଧାନସଭା ଯଥା ଆସିକା, ହିଞ୍ଜିଳି, ସାନଖେମୁଣ୍ଡି, ସୋର ପୋଲସରା, ଖଲିକୋଟ ଓ କବିସୂର୍ଯ୍ୟନଗର ସହିତ କନ୍ଧମାଳ ଲୋକ ସଭା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ଭଞ୍ଜନଗର ବିଧାନସଭା...

ଆସିକା ବିଧାନସଭା : ୨୦୯ ବୁଥ୍‌ରେ ଚାଲିଛି ମତଦାନ

ଆସିକା,୧୮ା୪(ଡି.ଏନ.ଏ.): ଆସିକା ବିଧାନସଭା ନିର୍ବାଚନମଣ୍ଡଳୀର ସମୁଦାୟ ୨୦୯ ବୁଥ୍‌ରେ ନିର୍ବାଚନ ଶୃଙ୍ଖଳାର ସହ ଚାଲିଛି । ପ୍ରଥମ ୨ ଘଣ୍ଟା ମଧ୍ୟରେ ମତଦାନ ହାର ଆଶାନୁରୂପ ରହି ନ ଥିଲା ବେଳେ ପରବର୍ତ୍ତୀ ଅବସ୍ଥାରେ ମତଦାତାଙ୍କ ହାର ବୃଦ୍ଧି ପାଇଥିବା...