ରାଜ୍ୟ

ସିମନବାଡ଼ିରେ ଏଟିଏମ୍‌ ଅଚଳ: ନିରାଶ ହୋଇ ଫେରୁଛନ୍ତି ଉପଭୋକ୍ତା

ଦାରିଙ୍ଗବାଡ଼ି,୧୯ା୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିଠାରେ ଭାରତୀୟ ଷ୍ଟେଟ୍‌ବ୍ୟାଙ୍କର ଏଟିଏମ୍‌ ଗତ ୩ ଦିନ ଧରି ଅଚଳ ହୋଇପଡ଼ିଛି। ଫଳରେ ଏହା ଉପରେ ନିର୍ଭର କରୁଥିବା ସିମନବାଡ଼ି ପଞ୍ଚାୟତବାସୀଙ୍କ ସମେତ ବାଡ଼ାବାଙ୍ଗା, କିରିକୁଟି, ତିଲୋରୀ, ବୁଡ଼ାଗୁଡ଼ା, ଗୁମିକିଆ ଆଦି…

ଯୋଜନାରେ ଆସିବ ସ୍ବଚ୍ଛତା: ଏଣିକି ଇ-କେୱାଇସି ଧରିବ ନକଲି ଶ୍ରମିକ

ଭଞ୍ଜନଗର,୧୯ା୧୦(ବାବୁଲା ପ୍ରଧାନ): ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନାର ଅନେକ ଗଳା ବାଟରେ ସୁଯୋଗ ନେଇ କୋଟି କୋଟି ଟଙ୍କା ଲୁଟ୍‌ ହେଉଥିଲା। ଏନେଇ ବିଭିନ୍ନ ସମୟରେ ଅଭିଯୋଗ ମଧ୍ୟ ହେଉଥିଲା। ତେଣୁ ଯୋଜନାରେ ସ୍ବଚ୍ଛତା ଆଣିବା…

ପ୍ରସିଦ୍ଧ ଶକ୍ତିପୀଠ ଜଗରିଜୋର ହାଟ ଶ୍ୟାମାକାଳୀ ପୀଠ

ମହାକାଳପଡ଼ା,୧୯ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): ୬୦ ବର୍ଷ ପୂର୍ବେ ବଙ୍ଗୋପସାଗର କୂଳରେ ଜଗରିଜୋର ହାଟ ଜଙ୍ଗଲ, ନଦୀନାଳ ଘେରା ଅଞ୍ଚଳରେ ପରିପୂର୍ଣ୍ଣ ଥିଲା। ଏହି ସମୟରେ ଅଞ୍ଚଳରେ ଓଡ଼ିଆ, ବଙ୍ଗୀୟମାନଙ୍କ ବାସସ୍ଥଳୀ ମଧ୍ୟରେ ଜଗରିଜୋର ସାପ୍ତାହିକ ହାଟଥିଲା। ବିଭିନ୍ନ ଅଞ୍ଚଳରୁ ଏହି ହାଟକୁ…

ଏଣିକି ଏହିମାନେ ସୁଭଦ୍ରା ଯୋଜନାରୁ ପଡ଼ିବେ ବାଦ୍‌, କଟିଯିବ ତାଲିକାରୁ ନାଁ

ଭୁବନେଶ୍ୱର,୧୯ା୧୦ (ସୁଚିସ୍ମିତା ସାହୁ): ଛାତ୍ରୀମାନେ ବାର୍ଷିକ ୧୮ ହଜାର ଟଙ୍କାରୁ ଅଧିକ ଛାତ୍ରବୃତ୍ତି ପାଉଛନ୍ତି କି? କୌଣସି ମହିଳାଙ୍କୁ କେନ୍ଦ୍ର କିମ୍ବା ରାଜ୍ୟ ସରକାରଙ୍କଠାରୁ ୧୮ ହଜାର କିମ୍ବା ଏହାଠାରୁ ଅଧିକ ଟଙ୍କାର ଆର୍ଥିକ ସହାୟତା ମିଳୁଛି କି? ଯଦି ଆପଣ…

ଧନ୍‌ତେରସ୍‌ରେ ୨୫୦କୋଟିର ବ୍ୟବସାୟ

ଭୁବନେଶ୍ୱର,୧୯।୧୦(ଅନୁରାଧା ମହାରଣା): ଚଳିତ ବର୍ଷ ଅତ୍ୟାବଶ୍ୟକ ଏବଂ ନିତ୍ୟ ବ୍ୟବହାର୍ଯ୍ୟ ସାମଗ୍ରୀ ଉପରେ କମ୍‌ ଟିକସ ସାଧାରଣ ପରିବାରକୁ ଆଶ୍ୱସ୍ତି, ବଜାରକୁ ଶକ୍ତି ଦେଇଛି। ମୁଦ୍ରାସ୍ଫୀତି ଗତ ୮ ବର୍ଷ ମଧ୍ୟରେ ସର୍ବନିମ୍ନ ସ୍ତରରେ ପହଞ୍ଚିଛି। ସିପିଆଇ ମୁଦ୍ରାସ୍ଫୀତି ମାତ୍ର ୧.୫୪%ରେ…

ବନ୍ୟପ୍ରାଣୀ, ପରିବେଶ ଚିନ୍ତାରେ ଜୁଆଙ୍ଗ

କେନ୍ଦୁଝର,୧୯ା୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାର ବିଭିନ୍ନ ବ୍ଲକ୍‌ରେ ହାତୀ ଉପଦ୍ରବ ସବୁଦିନିଆ ଘଟଣାରେ ପରିଣତ ହୋଇଛି। ହାତୀପଲ ଜନବସତିରେ ପଶି ଘର ଭାଙ୍ଗିବା ସହ ବ୍ୟାପକ ଫସଲ ନଷ୍ଟ କରୁଛନ୍ତି। ବନ ବିଭାଗ ପକ୍ଷରୁ କ୍ଷତିପୂରଣ ମିଳୁଥିଲେ ହେଁ ପ୍ରକୃତ…

ଫୁଲବାଣୀ ପ୍ରକଳ୍ପ ପ୍ରଶାସକଙ୍କୁ ଅତିରିକ୍ତ ଦାୟିତ୍ୱ

ଦାରିଙ୍ଗବାଡ଼ି,୧୯ା୧୦(ଅରୁଣ ସାହୁ): ଆଉ ମାତ୍ର ୩ ମାସ ପରେ ପାଳିତ ହେବ ଦାରିଙ୍ଗବାଡ଼ିରେ ଶୀତ ମହୋତ୍ସବ। ବିଗତ ଦିନଠାରୁ ଚଳିତ ବର୍ଷ ଆହୁରି ଏହି ମହୋତ୍ସବ ଆଦୃତ ହେବ ବୋଲି ସମସ୍ତଙ୍କ ଆଶା ରହିଛି। ସେହିପରି ଇକୋ ରିଟ୍ରିଟ୍‌ ମଧ୍ୟ ୩…

ଅଧିକ ସୁଧ ଦେବା ଆଳରେ ୧୦୦୦ କୋଟିର ଠକେଇ

ଭୁବନେଶ୍ୱର,୧୯।୧୦(ସତ୍ୟଜିତ ରାଉତ): ନିବେଶରୁ ଅଧିକ ଲାଭ ଦେବା ଆଳରେ ୧୦୦୦ କୋଟି ଟଙ୍କା ଠକେଇ ମାମଲାରେ କ୍ରାଇମ୍‌ବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା (ଇଓଡବ୍ଲ୍ୟୁ) ଜଣେ ଅଭିଯୁକ୍ତଙ୍କୁ ଶନିବାର ଗିରଫ କରିଛି। ସେ ହେଲେ କଟକ ୪୨ ମୌଜା ଝିଙ୍କିରିଆ ଅଞ୍ଚଳର ପ୍ରତାପ…

ମାଲବାହୀ ଲାଇନ୍‌ଚ୍ୟୁତ, ଏକାଧିକ ଟ୍ରେନ୍‌ ବାତିଲ

ନନ୍ଦପୁର,୧୯ା୧୦(ତୁଷାରକାନ୍ତ ମହାନ୍ତି): ଆନ୍ଧ୍ର-ଓଡ଼ିଶା-ଛତିଶଗଡ଼ ସଂଯୋଗ କରୁଥିବା (ବିଶାଖାପାଟଣା-କିରାଣ୍ଡୁଳ) କେକେ ରେଳପଥରେ ଅଘଟଣ ହୋଇଛି। ଶନିବାର ବିଳମ୍ବିତ ରାତିରେ ରେଳପଥର (ଆନ୍ଧ୍ର) ଚିମିଡିପାଲି ଓ ଟାୟାଡା ଷ୍ଟେଶନ ମଧ୍ୟ ରେଳପଥ ଉପରେ ଖସି ପଡ଼ିଥିବା ଏକ ବିରାଟ ପଥର ସହ ଧକ୍କା ହୋଇ…

ଦୀପାବଳି ପାଇଁ ବଦଳିଲା ଡିଇଏଲ୍‌ଇଡି ପରୀକ୍ଷା ସୂଚୀ, ୨୦ ପରିବର୍ତ୍ତେ …

କଟକ,୧୮।୧୦(କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଡିଇଏଲ୍‌ଇଡି ପେପର-୧ ପରୀକ୍ଷା ଅକ୍ଟୋବର ୨୦ ପରିବର୍ତ୍ତେ ୨୯ ତାରିଖରେ ହେବ। ଦୀପାବଳି ପାଳନ ପାଇଁ ରାଜ୍ୟ ସରକାର ୨୦ ତାରିଖକୁ ଛୁଟି ଘୋଷଣା କରିଥିବାରୁ ବୋର୍ଡ ପକ୍ଷରୁ ଉକ୍ତ…

୨୦ ଓ ୨୧ ସ୍କୁଲ, କଲେଜ ଛୁଟି; ଏହି ଜିଲାକୁ ଛାଡ଼ି ଅନ୍ୟସବୁରେ…

ଭୁବନେଶ୍ୱର,୧୮ା୧୦(ସୁଚିସ୍ମିତା ସାହୁ): ଦୀପାବଳି ପାଇଁ ଆସନ୍ତା ସୋମବାର ଓ ମଙ୍ଗଳବାର (୨୦ ଏବଂ ୨୧ ତାରିଖ) ରାଜ୍ୟର ସମସ୍ତ ସ୍କୁଲ ଓ କଲେଜ ଛୁଟି ରହିବ। ନୂଆପଡାରେ କେବଳ ୨୧ ତାରିଖ ଛୁଟି ଥିବା ବେଳେ ଅନ୍ୟସବୁ ଜିଲାରେ ଦୁଇଦିନ ଛୁଟି…

ଅଷ୍ଟମ ଶ୍ରେଣୀ ଛାତ୍ରୀଙ୍କୁ ଚପଲ କିଣିଦେବାକୁ କହି ଜଙ୍ଗଲକୁ ନେଇ ବଳାତ୍କାର, ବିବାହିତ ଯୁବକଙ୍କ ନାମରେ ଅଭିଯୋଗ…

ଦାରିଙ୍ଗବାଡି, ୧୮।୧୦(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ପୁଣି ଲଜ୍ଜା। ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରୀଙ୍କୁ ତାଙ୍କ ଗ୍ରାମର ଜଣେ ବିବାହିତ ଯୁବକ ବଳାତ୍କାର କରିଛନ୍ତି। ଏନେଇ ସେହି ଗ୍ରାମର ମହିଳା ମଣ୍ଡଳ ଏକତ୍ରିତ ହୋଇ ଶନିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?