ରାଜ୍ୟ

ନବ ଦାସ ହତ୍ୟା ମାମଲା: ଗୋପାଳଙ୍କ ସ୍ତ୍ରୀଙ୍କ ବୟାନ ରେକର୍ଡ କଲା କ୍ରାଇମ୍‌ବ୍ରାଞ୍ଚ

ବ୍ରହ୍ମପୁର, ୨୬ା୪(ସୁବାସ ଚନ୍ଦ୍ର ପାଢ଼ୀ): ପୂର୍ବତନ ମନ୍ତ୍ରୀ ନବ ଦାସ ହତ୍ୟା ମାମଲାର ତଦନ୍ତ ଜାରି ରଖିଛି କ୍ରାଇମ୍‌ବ୍ରାଞ୍ଚ। ଶନିବାର କ୍ରାଇମ୍‌ବ୍ରାଞ୍ଚ ଏଏସ୍‌ପି ବିଜୟ କୁମାର ମଲ୍ଲିକଙ୍କ ନେତୃତ୍ୱରେ ଏକ ଟିମ୍‌ ମନ୍ତ୍ରୀଙ୍କୁ ହତ୍ୟା ଅଭିଯୋଗରେ ଗିରଫ ହୋଇଥିବା ପୋଲିସ ଏଏସ୍‌ଆଇ…

ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ଜୟନ୍ତୀ

ମୋହନା,୨୬ା(ମନ୍ମଥ ମିଶ୍ର): ମୋହନାରେ ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ୧୩୪ତମ ଜୟନ୍ତୀ ପାଳିତ ହୋଇଛି। ମୋହନାସ୍ଥିତ ମହାରାଜା କୃଷ୍ଣଚନ୍ଦ୍ର ଗଜପତି ଯୁବକ ସଂଘ ପକ୍ଷରୁ ହୋଇଥିବା ଏହି ଉତ୍ସବରେ ସଂଘ ସଭାପତି ଅଜିତ ପାତ୍ର ଓ ବାର୍‌ ଆସୋସିଏଶନ ଉପସଭାପତି ସୀମାଞ୍ଚଳ କାର୍ଜି,…

‘ଦ୍ୱିତୀୟ ବିଶ୍ୱଯୁଦ୍ଧ ସମୟରୁ ମାର୍ଶାଲ ଆର୍ଟ ରହିଛି’

ଭଞ୍ଜନଗର,୨୬ା୪(ବାବୁଲା ପ୍ରଧାନ): ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ୮ଦିନ ବ୍ୟାପୀ ଚାଲିଥିବା ଯୁକ୍ତ ୩ ବାଳିକା ଆତ୍ମରକ୍ଷା କୌଶଳ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଶନିବାର ଉଦ୍‌ଯାପିତ ହୋଇଯାଇଛି। ତନରଡ଼ାସ୍ଥିତ ଆଇଆର୍‌ବି ସତନ୍ତ୍ର ଅଷ୍ଟମ ବାଟାଲିୟନ ଦୁର୍ଗପତି ସୁଧାକର ମିଶ୍ର ମୁଖ୍ୟ…

ଇଞ୍ଜିନିୟରଙ୍କ ସନ୍ଦେହଜନକ ମୃତ୍ୟୁ: ଭଉଣୀ ଘରକୁ ଯାଇ ରାତିରେ …

ଦିଗପହଣ୍ଡି,୨୬।୪(ଅଶେଷନାଥ ମିଶ୍ର): ଦିଗପହଣ୍ଡି ବ୍ଲକ କଇଠଡ଼ା ପଞ୍ଚାୟତ ଗୁଣ୍ଠପଡ଼ା ଗ୍ରାମର ଇଂ. ଏ ଏଣ୍ଡୁପାତ୍ରଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ଶନିବାର ମଧ୍ୟାହ୍ନରେ ଦିଗପହଣ୍ଡି ପୋଲିସ ବ୍ରହ୍ମପୁର ବଡ ଡାକ୍ତରଖାନାରେ ପହଞ୍ଚି ଥିଲା। ଅପମୃତ୍ୟୁ ମାମଲା ନଂ. ୧୫/୨୫ ଅନୁଯାୟୀ ତାଙ୍କ ମୃତଦେହ…

କାଳବୈଶାଖୀ ପ୍ରଭାବ: ଘରଉପରେ ପଡ଼ିଲା ଗଛ

ରାଇକିଆ,୨୪।୪:(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆଠାରେ ଶନିବାର ଅପରାହ୍ନରେ କାଳବୈଶାଖୀ ବର୍ଷା ଯୋଗୁ ବିଭିନ୍ନ ସ୍ଥାନରେ କ୍ଷୟକ୍ଷତି ଘଟିଛି । ପ୍ରବଳ ବେଗରେ ପବନ ବହିବା ସହ କୁଆପଥର ମାଡ ହୋଇଥିଲା। ଏହାର ପ୍ରଭାବରେ ଗଛ ଭାଙ୍ଗି ଘର ଉପରେ ପଡ଼ିଥିବା…

କଲ୍ୟାଣ ମଣ୍ଡପ ନିର୍ମାଣ ପାଇଁ ଦାବିପତ୍ର

କେସିଙ୍ଗା,୨୬ା୪(ତୁମେଶ୍ବର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରର ବିଭିନ୍ନ ୱାର୍ଡରେ ଏନ୍‌ଏସି ପକ୍ଷରୁ କଲ୍ୟାଣ ମଣ୍ଡପ ନିର୍ମାଣ କରାଯାଇଛି। କିନ୍ତୁ ୱାର୍ଡ ନଂ.୧୧ରେ କଲ୍ୟାଣ ମଣ୍ଡପ ନ ଥିବାରୁ ବିବାହ, ବ୍ରତ, ସଭାସମିତି ଇତ୍ୟାଦି କାର୍ଯ୍ୟକ୍ରମ ଆୟୋଜନରେ ଘୋର ଅସୁବିଧା ସୃଷ୍ଟି…

ପହଲଗାମ ଆକ୍ରମଣକୁ ନେଇ ଏମିତି କ’ଣ କହିଲେ ସୁଲତା: ପୁରା ଯୋଗ୍ୟତା ନେଇ ପଛରେ ପଡ଼ିଗଲେ ଜୟନାରାୟଣ

ଭୁବନେଶ୍ୱର,୨୬।୪: ସାଂସଦ ସୁଲତା ଦେଓଙ୍କ ମନ୍ତବ୍ୟକୁ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ନିନ୍ଦା କରିଛନ୍ତି। ଅମଣିଷ ଭାବେ ଏଭଳି କଥା ସବୁ କହିବା ଅତ୍ୟନ୍ତ ନିନ୍ଦନୀୟ। ଏଭଳି କଦର୍ଯ୍ୟ କଥା କହୁଥିବା ଲୋକଙ୍କୁ ସବୁଦିନ ପ୍ରତ୍ୟାଖ୍ୟାନ କରାଯିବା ଦରକାର।ବରିଷ୍ଠ ନେତା ଜୟନାରାୟଣ…

ଏପ୍ରିଲ ୨୯ରୁ ଜୁନ ୨୭ ଯାଏ ବନ୍ଦ ରହିବ ରତ୍ନଭଣ୍ଡାର ମରାମତି କାର୍ଯ୍ୟ 

ପୁରୀ ଅଫିସ,୨୬।୪: ଆସନ୍ତା ଏପ୍ରିଲ ୨୯ରୁ ଜୁନ୍‌ ୨୭ ତାରିଖ ଯାଏ ରତ୍ନଭଣ୍ଡାର ମରାମତି କାର୍ଯ୍ୟ ବନ୍ଦ ରହିବ। ଏନେଇ ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଶନିବାର ଏଏସ୍‌ଆଇ ଏବଂ ଶ୍ରୀମନ୍ଦିର ପ୍ରଶାସନ ମଧ୍ୟରେ ବୈଠକ ଅନୁଷ୍ଠିତ ହେବା ପରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ…

କଟକରେ ପାକିସ୍ତାନୀ ମହିଳା, ଭାରତ ଛାଡ଼ିବା ଲାଗି କରାଗଲା ନୋଟିସ

କଟକ,୨୬।୪: ଜମ୍ମୁ କଶ୍ମୀର ପହଲଗାମରେ ନିର୍ଦ୍ଦୋଶ ପର୍ଯ୍ୟଟକଙ୍କୁ ହତ୍ୟା ଘଟଣାକୁ ନେଇ ଭାରତ ଏବଂ ପାକିସ୍ତାନ ମଧ୍ୟରେ ସମ୍ପର୍କ ତିକ୍ତ ହୋଇଛି। ତ୍ୱରିତ ପଦକ୍ଷେପ ନେଇ ଭାରତ ସରକାର ଦେଶରେ ରହୁଥିବା ପାକିସ୍ତାନୀଙ୍କୁ ୪୮ ଘଣ୍ଟା ମଧ୍ୟରେ ନିଜ ଦେଶକୁ ଫେରିଯିବାକୁ…

ଛପରଫାଡିକି ଦେଲେ ଭଗବାନ୍‌ : ଆଖି ଖୋଲୁଖୋଲୁ କୋଟିପତି, ପୁଣି ଜଣେ ଓଡ଼ିଆ ପୁଅ ଜିତିଲେ ୩କୋଟି ଥାର୍‌

ଖୋର୍ଦ୍ଧା ,୨୦।୪: ରାତାରାତି ବଦଳିଗଲା ଭାଗ୍ୟ। ଅନଲାଇନ ଗେମ୍‌ରେ ମାତ୍ର ୪୯ଟଙ୍କା ଲଗାଇ ଜିତିଲେ ୩କୋଟି ଟଙ୍କା ଓ ମହିନ୍ଦ୍ରା ଥାର। ଏପରି ପୁଣି ଏକ ଘଟଣା ଦେଖିବାକୁ ମିଳିଛି ପୁଣି ଓଡ଼ିଶାରେ। ଖୋର୍ଦ୍ଧା ଜିଲା ଜଟଣୀ ବ୍ଲକ ଅଧିନ ଦେଉଳିଆପାଟଣା…

କେନ୍ଦ୍ରୀୟ ଡେପୁଟେଶନରେ ଯିବେ ୨ ବରିଷ୍ଠ IPS ଅଫିସର; ମିଳିଲା ନୂଆ ନିଯୁକ୍ତି

ଭୁବନେଶ୍ୱର,୨୬।୪: କେନ୍ଦ୍ରକୁ ଡେପୁଟେଶନରେ ଯିବେ ଆଉ ୨ ବରିଷ୍ଠ ଆଇପିଏସ୍‌ ଅଫିସର। ବିଏସ୍‌ଏଫ୍‌ ଆଇଜି ଭାବେ ଆଇପିଏସ୍‌ ରବିକାନ୍ତ ଡେପୁଟେଶନରେ ଯିବେ। ସେହିଭଳି ଆଇପିଏସ୍‌ ଅଫିସର ମିତ୍ରଭାନୁ ମହାପାତ୍ର ୫ ବର୍ଷ ଲାଗି ବିଏସ୍‌ଏଫ୍‌ ଡିଆଇଜି ଭାବେ ନିଯୁକ୍ତ ହେବେ। ଏନେଇ…

ପୁଷ୍ପାଳନ ସେବକଙ୍କୁ ଚେତାବନୀ: ଦୀଘା ଜଗନ୍ନାଥ ମନ୍ଦିର ଆରତୀ, ପୂଜାରେ ଯୋଗଦେଲେ ହେବେ ବାସନ୍ଦ

ପୁରୀ,୨୬।୪: ସୁଆର ମହାସୁଆର ପରେ ପୁଷ୍ପାଳକ ସେବକଙ୍କୁ ମିଳିଛି ବାସନ୍ଦ ଚେତାବନୀ। ଦୀଘା ଜଗନ୍ନାଥ ମନ୍ଦିର ଆରତୀ, ପୂଜାରେ ଯୋଗଦେଲେ ସେମାନଙ୍କୁ ନିଯୋଗ ବିରୋଧୀ କାର୍ଯ୍ୟ ଅଭିହିତ କରାଯାଇ ବାସନ୍ଦ କରାଯିବ। ଏନେଇ ଶ୍ରୀମନ୍ଦିର ପୁଷ୍ପାଳକ ନିଯୋଗ ସଂପାଦକଙ୍କ ଦସ୍ତଖତରେ ନିର୍ଦ୍ଦେଶ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri