ରାଜ୍ୟ

ଗର୍ଭବତୀ ନାବାଳିକାଙ୍କ ନାମରେ ରହିଛି ମାଆ ଓ ଶିଶୁ ସୁରକ୍ଷା କାର୍ଡ

ନବରଙ୍ଗପୁର,୨୬ା୪(ସଦାଶିବ ପ୍ରହରାଜ): ନବରଙ୍ଗପୁର ଅଞ୍ଚଳର ଜଣେ ୧୬ ବର୍ଷୀୟା ନାବାଳିକା ଏବେ ୩ ମାସର ଗର୍ଭବତୀ। ତାଙ୍କ ନାମରେ ରହିଛି ମାଆ ଓ ଶିଶୁ ସୁରକ୍ଷା କାର୍ଡ। ଜଣେ ଗର୍ଭବତୀ ନାବାଳିକା ଏହି କାର୍ଡ ପାଇବାକୁ ଯୋଗ୍ୟ ନୁହନ୍ତି। ଏହି ଘଟଣା…

ଗରିବଙ୍କ E-KYC ଭୁଲ୍‌ରେ କଟିଥିଲେ ଜଣାନ୍ତୁ: ଯୋଗାଣ ମନ୍ତ୍ରୀ

ଭୁବନେଶ୍ୱର,୨୬ା୪: E-KYCରେ ଗରିବଙ୍କ ରାଶନକାର୍ଡ କଟିଯିବା ଅଭିଯୋଗ ପ୍ରସଙ୍ଗରେ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର କହିଛନ୍ତି, ଯେଉଁ ଗରିବଙ୍କର E-KYC କଟିଛି ମୋତେ କୁହନ୍ତୁ। ଆମ ପାଖରେ ପର୍ଯ୍ୟାପ୍ତ କାର୍ଡ ଅଛି, ଆମେ ନୂଆ ଲୋକଙ୍କୁ ଦେବୁ। ଯଦି ଭୁଲରେ କଟିଯାଇଛି,…

ଖୋର୍ଦ୍ଧାରେ ମୁଖ୍ୟ ଶାସନ ସଚିବ: ସମୀକ୍ଷା କଲେ…

ଖୋର୍ଦ୍ଧା,୨୬।୪(ପ୍ରଭାତ ପାଣିଗ୍ରାହୀ): ମୁଖ୍ୟ ଶାସନ ସଚିବ ଶୁକ୍ରବାର ଖୋର୍ଦ୍ଧା ଗସ୍ତ କରିଛନ୍ତି। ଖୋର୍ଦ୍ଧା ତହସିଲ କାର୍ଯ୍ୟାଳୟର ମୁଖ୍ୟ ଶାସନସଚିବ ମନୋଜ ଆହୁଜା ପହଞ୍ଚି କୃଷି ବିଭାଗର ନିର୍ଦ୍ଦେଶକ ଶୁଭମ ସକ୍ସସେନା, ରାଜସ୍ବ ବିଭାଗଦ୍‌ର ଯୁଗ୍ମ ସଚିବ ପ୍ରଦୀପ ସାହୁ ବିଭାଗୀୟ ଅଧିକାରୀଙ୍କ…

ସୌରଶକ୍ତି ଚାଳିତ ଫ୍ଲୋରାଇଡ ଅପସାରଣ ପ୍ରକଳ୍ପ ଉଦ୍‌ଘାଟିତ

ନୂଆପଡ଼ା,୨୬ା୪ (ମକାରୁ ବେମାଲ): ନୂଆପଡା ଜିଲା କୋମନା ବ୍ଲକ ରଜନା ପଞ୍ଚାୟତ ବେଲଗାଁର ବାଗପଡାଠାରେ ଶୁକ୍ରବାର ସୌରଶକ୍ତି ଚାଳିତ ଫ୍ଲୋରାଇଡ ଅପସାରଣ ପ୍ରକଳ୍ପର ଶୁଭ ଉଦ୍‌ଘାଟନ ହୋଇଛି। ରଜନା ସରପଞ୍ଚ ଖିରସିନ୍ଧୁ ଭୋଇଙ୍କ ଅଧ୍ୟକ୍ଷତାରେ ଆୟୋଜିତ କାର୍ଯ୍ୟକ୍ରମରେ କୋମନା ଅତିରିକ୍ତ ଗୋଷ୍ଠୀ…

କୁଲାଡ ବ୍ୟାଘ୍ରଦେବୀ ମନ୍ଦିରରୁ ଚୋରି: ସିସିଟିଭି ରୁ ….

ଭଞ୍ଜନଗର,୨୬।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅର୍ନ୍ତଗତ କୁଲାଡ ବ୍ୟାଘ୍ରଦେବୀ ମନ୍ଦିରରୁ ଶୁକ୍ରବାର ରାତିରେ ଚୋରି ହୋଇଛି। ଦେବୀଙ୍କ ୩୫ ଟି ରୂପା ଆଖି, ୩ ଟି ସୁନା ଚିତା, ୨ ଟି ରୂପା ଭୁଲର୍ତା ଚୋରି ହୋଇଛି। ଯାହାର…

ପହଲଗାମ ଆକ୍ରମଣ ପ୍ରତିବାଦରେ ଶୋଭାଯାତ୍ରା

ନୂଆପଡ଼ା,୨୬।୪ (ମକାରୁ ବେମାଲ): ଜମ୍ମୁ କଶ୍ମୀରର ପହଲଗାମଠାରେ ଆତଙ୍କବାଦୀ ଆକ୍ରମଣ ଘଟଣା ପ୍ରତିବାଦରେ ଶୁକ୍ରବାର ନୂଆପଡ଼ା ହିନ୍ଦୁ ଏକତା ମଞ୍ଚ ପକ୍ଷରୁ ଶୋଭାଯାତ୍ରା କରାଯାଇଥିଲା। ଗାୟତ୍ରୀ ମନ୍ଦିରଠାରୁ ଶୋଭାଯାତ୍ରା ବାହାରି ସହର ପରିକ୍ରମା କରି ଜିଲାପାଳଙ୍କ କାର୍ଯ୍ୟାଳୟ ପର୍ଯ୍ୟନ୍ତ ଆସିଥିଲା। ମଞ୍ଚ…

ମହୁଲଫୁଲ ୪୭ ଟଙ୍କାରୁ କମ୍‌ରେ କିଣିଲେ ଲାଇସେନ୍ସ ରଦ୍ଦ: ସତର୍କ କରାଇଲେ ….

ନୂଆପଡ଼ା,୨୬।୪ (ମକାରୁ ବେମାଲ): ଆଦିବାସୀ ଅଧ୍ୟୁଷିତ ନୂଆପଡ଼ା ଜିଲାରେ ୫୦ ପ୍ରତିଶତ ଲୋକ ଲଘୁବନଜାତ ଦ୍ରବ୍ୟ ଉପରେ ନିର୍ଭର କରି ଜୀବିକା ନିର୍ବାହ କରନ୍ତି। ସେମାନେ ବହୁ କଷ୍ଟରେ ଏସବୁ ସାମଗ୍ରୀ ଜଙ୍ଗଲରୁ ସଂଗ୍ରହ କରୁଥିଲେ ମଧ୍ୟ ମଣ୍ଡି ନ ଥିବାରୁ…

୪ ବର୍ଷର ଶିଶୁକନ୍ୟାଙ୍କୁ ବଳାତ୍କାର ପରେ ହତ୍ୟା: ସାଇଣ୍ଟିଫିକ୍‌ ଟିମ୍‌ର ତଦନ୍ତ, ସ୍ଥିତି ଅନୁଧ୍ୟାନ କଲେ ବିଧାୟକ

ଦିଗପହଣ୍ଡି,୨୬ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମଶରେ ଘଟିଛି ଲଜ୍ଜାଜନକ ତଥା ହୃଦୟ ବିଦାରକ ଘଟଣା। ଶୁକ୍ରବାର ସନ୍ଧ୍ୟାରୁ ନିଖୋଜ ଥିବା ଜଣେ ୪ ବର୍ଷର ଶିଶୁକନ୍ୟାଙ୍କ କ୍ଷତାକ୍ତ ମୃତଦେହକୁ ଶନିବାର ସକାଳେ ପାଟପୁର ପୋଲିସ ଜବତ…

ସଂରକ୍ଷିତ ଜଙ୍ଗଲ ଭିତରେ ଜଳୁଛି କାର୍‌, ସ୍ତ୍ରୀଙ୍କ ଉପରେ ରାଗି ସ୍ବାମୀ ଜାଳିଦେଲେ

ପାଟଣା,୨୬ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅଟେଇ ସଂରକ୍ଷିତ ପିଛୁଳାବେଡ଼ା ଜଙ୍ଗଲ ଭିତରେ ଶନିବାର ଏକ କାର୍‌ ଜଳୁଥିବା ଦେଖିବାକୁ ମିଳିଛି। ଜଙ୍ଗଲ ଭିତରେ ଏକ ମାରୁତି ସୂଜୁକି ଏକ୍ସଟ୍ରା କାର୍‌ରେ ନିଆଁ ଲାଗି ସମ୍ପୂର୍ଣ୍ଣ ଜଳିପୋଡ଼ି ନଷ୍ଟ ହୋଇଯାଇଛି।…

ଗ୍ରୀଷ୍ମପ୍ରବାହ ଜାରି: ପାଣି ପାଇଁ ଡହଳବିକଳ ପାରାଦୀପ ବାସିନ୍ଦା

ପାରାଦୀପ,୨୬ା୪(ଶରତ ରାଉତ): ଉପକୂଳ ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ଏବେ ଗ୍ରୀଷ୍ମପ୍ରବାହ ଜାରି ରହିଛି। ଏପରି ସମୟରେ ପାରାଦୀପ ଶିଳ୍ପାଞ୍ଚଳରେ ବର୍ତ୍ତମାନ ଜଳସଙ୍କଟ ଦେଖାଦେଇଛି। ପାରାଦୀପ ସମେତ ଜଗତ୍‌ସିଂହପୁର ଜିଲା ପାଇଁ ଜୀବନରେଖା କୁହାଯାଉଥିବା ତାଳଦଣ୍ଡା କେନାଲ ଏବେ ଶୁଖିଲା ପଡ଼ିଛି।…

ଆସନ୍ତା ୧ରୁ ଜୁନ୍‌ ଯାଏ ଚାଲିବ ରବି ଋତୁ ଧାନକିଣା

ଭୁବନେଶ୍ୱର, ୨୬ା୪(ସୁନିତ୍‌ ମିଶ୍ର):ଗତ ଖରିଫ୍‌ ଋତୁରେ ପ୍ରାୟ ୧୬ ଲକ୍ଷ ୬୦ ହଜାର ଚାଷୀଙ୍କଠାରୁ ପ୍ରାୟ ୭୩ ଲକ୍ଷ ୪୫ ହଜାର ଟନ୍‌ ଧାନ ସଂଗ୍ରହ କରାଯାଇଛି। ଏଥିନିମନ୍ତେ ଚାଷୀଙ୍କୁ ସର୍ବନିମ୍ନ ସହାୟକ ମୂଲ୍ୟ (ଏମ୍‌ଏସ୍‌ପି) ବାବଦକୁ ୧୬ ହଜାର ୮୫୩…

ଓଡ଼ିଶା ଭାରତର ଇସ୍ପାତ ରାଜଧାନୀ

ଭୁବନେଶ୍ୱର,୨୬ା୪(ଅନୁରାଧା ମହାରଣା): ଭାରତ ସରକାରଙ୍କ ଇସ୍ପାତ ମନ୍ତ୍ରଣାଳୟ ପକ୍ଷରୁ ଫିକି ସହଯୋଗରେ ମୁମ୍ବାଇର ବମ୍ବେ ପ୍ରଦର୍ଶନୀ କେନ୍ଦ୍ରଠାରେ ଶୁକ୍ରବାର ‘ଇଣ୍ଡିଆ ଷ୍ଟିଲ-୨୦୨୫’ ରାଉଣ୍ଡ୍‌ ଟେବୁଲ ସମ୍ମିଳନୀ ଆରମ୍ଭ ହୋଇଛି। ଏହି ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇଛନ୍ତି। ସମୃଦ୍ଧ ଓଡ଼ିଶା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri