କଟକରେ ମହାନଦୀରେ ଗାଧୋଉଥିବା ବେଳେ ଦୁଇ ଯୁବକଙ୍କର ମୃତ୍ୟୁ
କଟକ,୨୪।୪: ଗୁରୁବାର କଟକରେ ମହାନଦୀରେ ଭାସି ଯାଇଥିବା ଦୁଇ ଯୁବକଙ୍କୁ ଅଗ୍ନିଶମ ବିଭାଗର କର୍ମଚାରୀମାନେ ଉଦ୍ଧାର କରିଥିଲେ। କିନ୍ତୁ ଏସସିବି ମେଡିକାଲ କଲେଜ ଓ ହସ୍ପିଟାଲ (ଏସସିବିଏମସିଏଚ)ରେ ଡାକ୍ତରମାନେ ସେମାନଙ୍କୁ ‘ଆଣିବା ସମୟରେ ମୃତ’ ଘୋଷଣା କରିଥିଲେ। ଜଣେ ସ୍ଥାନୀୟ ପୋଲିସ…
ଅଗ୍ନିବୀର ନିଯୁକ୍ତି ଦୁର୍ନୀତି: ଖୋର୍ଦ୍ଧାରେ ୩ ନୌସେନା ଅଧିକାରୀ ଗିରଫ, ୧୨ଟି ବ୍ୟାଙ୍କ ଆକାଉଣ୍ଟ ଜବତ
ଭୁବନେଶ୍ୱର,୨୪।୪(ପ୍ରଭାତ ପାଣିଗ୍ରାହୀ): ଏକ ବଡ଼ ସଫଳତାରେ, ଖୋର୍ଦ୍ଧା ପୋଲିସ ଆଇଏନଏସ ନିଯୁକ୍ତି ପ୍ରକ୍ରିୟାରେ ଏକ ବିରାଟ ଠକେଇର ପର୍ଦ୍ଦାଫାଶ କରିଛି। ଭାରତୀୟ ନୌସେନାରେ ଅଗ୍ନିବୀର ଭାବେ ଚାକିରୀ ଦେବାର ମିଛ ପ୍ରତିଶ୍ରୁତି ଦେଇ ଲକ୍ଷ ଲକ୍ଷ ଟଙ୍କା ଠକେଇ କରିଥିବା ଅଭିଯୋଗରେ…
୧,୧୯୨ କୋଟି ଟଙ୍କାର ସାତଟି ନବୀକରଣଯୋଗ୍ୟ ଶକ୍ତି ପ୍ରକଳ୍ପକୁ ଅନୁମୋଦନ କଲେ ରାଜ୍ୟ ସରକାର
ଭୁବନେଶ୍ୱର,୨୪।୪: ଓଡ଼ିଶା ସରକାର ୧,୧୯୧.୪୭ କୋଟି ଟଙ୍କାର ସାତଟି ନବୀକରଣଯୋଗ୍ୟ ଶକ୍ତି ପ୍ରକଳ୍ପକୁ ଅନୁମୋଦନ କରିଛନ୍ତି। ଶକ୍ତି ବିଭାଗର ପ୍ରମୁଖ ସଚିବ ବିଶାଳ ଦେବଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ୧୦ମ ଏକକ ବିଣ୍ଡୋ କମିଟି (ଏସଡବ୍ଲୁସି) ବୈଠକରେ ରାଜ୍ୟ ସରକାର ମୋଟ ୧,୧୯୧.୪୭…
ତପସ୍ବିନୀ ଟ୍ରେନ୍ ରହଣି ପାଇଁ ଡିଆରଏମ୍ଙ୍କ ନିକଟରେ ଦାବି
କେସିଙ୍ଗା,୨୪ା୪(ତୁମେଶ୍ୱର ସାହୁ): ସମ୍ବଲପୁର ରେଳ ଡିଭିଜନ ଅନ୍ତର୍ଗତ କାଣ୍ଡେଲ ରୋଡ୍ ରେଳ ଷ୍ଟେଶନରେ ୨ ମିନିଟ୍ ତାପସ୍ବିନୀ ଟ୍ରେନ୍ ରହଣି ସମେତ ବିଭିନ୍ନ ସମସ୍ୟା ଉପରେ ଡିଆର୍ଏମ୍ଙ୍କ ନିକଟରେ କେସିଙ୍ଗା ସିଟିଜେନ ଫୋରମର ସଭାପତି ତଥା କଳାହାଣ୍ଡି ରେଳଯାତ୍ରୀ ସଂଘର ମୁଖ୍ୟ…
ଆଉ ଦୁଇଦିନ ଜାଳିବ, ରବିବାର ଫେରିବ କାଳବୈଶାଖୀ
ଭୁବନେଶ୍ୱର,୨୪ା୪: ଗୁରୁବାର ଓଡ଼ିଶାର କିଛି ଅଞ୍ଚଳ ପାଇଁ ଗ୍ରୀଷ୍ମ ଲହରୀ ଚେତାବନୀ ଜାରି କରାଯାଇଛି। ରାଜ୍ୟର ଅନେକ ସ୍ଥାନରେ ପାରଦ ୪୦ ଡିଗ୍ରୀ ସେଲସିୟସ ଅତିକ୍ରମ କରିଛି। ଏନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ଆଲର୍ଟ ଜାରି କରିଛି। ଆଇଏମଡି ପୂର୍ବାନୁମାନ…
ଦୀଘାରେ ଜଗନ୍ନାଥ ମନ୍ଦିର ଉଦ୍ଘାଟନୀ ଦିନ ରୋଷ କାର୍ଯ୍ୟରେ ସାମିଲ ହେଲେ କାର୍ଯ୍ୟାନୁଷ୍ଠାନ
ପୁରୀ,୨୪।୪: ପଶ୍ଚିମବଙ୍ଗ ସରକାରଙ୍କ ଦ୍ୱାରା ଦିଘାରେ ନିର୍ମାଣ ହୋଇଥିବା ଜଗନ୍ନାଥ ମନ୍ଦିର ଆସନ୍ତା 30 ତାରିଖ ଅକ୍ଷୟ ତୃତୀୟାରେ ଉଦଘାଟନ ହେବ। ଏହି କାର୍ଯ୍ୟକ୍ରମରେ ପୁରୀ ଶ୍ରୀମନ୍ଦିର ସୁଆର ମହାସୁଆର ନିଯୋଗ ପକ୍ଷରୁ ଅବଢ଼ା ଓ ଶୁଖିଲା ମହାପ୍ରସାଦ ପ୍ରସ୍ତୁତକାରୀଙ୍କ ଏକ…
ଗୌଡ଼ ଗାଁରେ ସିରିଜ୍ ଚୋରି: ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କା ସହ ସୁନା ଅଳଙ୍କାର
ଦିଗପହଣ୍ଡି,୨୪ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୌଡ଼ ଗାଁରେ ସିରିଜ୍ ଚୋରି ହୋଇଛି। ପୌରାଣିକ ରାମାୟଣ ଥିଏଟର ନିର୍ଦ୍ଦେଶକ ବୁଲୁ ସାହୁ ବୁଧବାର ପରିବାର ସହ ରାତ୍ରିଭୋଜନ କରିବା ପରେ ସମସ୍ତେ ଶୋଇବାକୁ ଯାଇଥିଲେ। ଦୁର୍ବୃତ୍ତମାନେ ବିଳମ୍ବିତ ରାତିରେ…
ଶାଳୀ ପାଇଁ ଭିଣୋଇଙ୍କୁ ହତ୍ୟା: ୨ ଅଭିଯୁକ୍ତ ଗଲେ ଜେଲ୍
ଦିଗପହଣ୍ଡି,୨୪ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ପି. ସାମନ୍ତରାପୁର ଗ୍ରାମର ହୀନ ପାତ୍ରଙ୍କୁ ହତ୍ୟା ଘଟଣାରେ ପାଟପୁର ପୋଲିସ ବୁଧବାର ଶେରଗଡ଼ ଥାନା ସୁନାନ୍ତର ଗ୍ରାମର ଦୀପକ ଗୌଡ଼ ଏବଂ ଠୁରୁବୁରେଇ ଗ୍ରାମର ପିଙ୍କୁ ସେଠୀଙ୍କୁ ଗିରଫ କରି…
ଲିଫ୍ଟରେ ଚାପି ହୋଇ ଚାଲିଗଲା ମହିଳାଙ୍କ ଜୀବନ, ମେଡିକାଲରେ ଉତ୍ତେଜନା, ପୋଲିସ ମୁତୟନ
ଭଦ୍ରକ,୨୪।୪(ସନାତନ ରାଉତ)- ଭଦ୍ରକ ଜିଲା ମୁଖ୍ୟ ଚିକିତ୍ସାଳୟ ଲିଫ୍ଟରେ ଚାପି ହୋଇ ଜଣେ ମହିଳା ରୋଗୀଙ୍କ ମୃତ୍ୟୁ ଘଟିଛି l ଘଟଣାକୁ ନେଇ ମେଡିକାଲ ପରିସରରେ ଉତ୍ତେଜନା ସୃଷ୍ଟି ହୋଇଛି l ଘଟଣାସ୍ଥଳରେ ଟାଉନ ପୋଲିସ ମୁତୟନ ରହିଛନ୍ତି। ସୂଚନା ମୁତାବକ,…
ଜାତୀୟ ପଞ୍ଚାୟତିରାଜ ଦିବସ ଏବଂ ଓଡ଼ିଶା
ପଞ୍ଚାୟତ ବ୍ୟବସ୍ଥା ଆଜିର ନୁହେଁ, କେଉଁ ଆବହମାନ କାଳରୁ ଆମ ସମାଜରେ ଏହା ପ୍ରଚଳିତ ହୋଇଆସୁଛି। ସେଥିପାଇଁ ଆମ ଗଁା ଗହଳିରେ କଥା କଥାରେ କହନ୍ତି, ପାଞ୍ଚଜଣ ଲୋକଙ୍କୁ ଯାହା ସୁନ୍ଦର ଲାଗିବ ତାହା ହିଁ କରିବା। ପାଞ୍ଚଜଣ ଭଦ୍ରଲୋକ ଯାହା…
ବାଲେଶ୍ୱରରୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ପ୍ରଶାନ୍ତଙ୍କ ପରିବାରକୁ ୨୦ଲକ୍ଷ ଟଙ୍କା ସହାୟତା
ଭୁବନେଶ୍ୱର,୨୪।୪: ପହଲଗାମ ଆକ୍ରମଣକୁ ନେଇ ସାରା ଦେଶ ସ୍ତବ୍ଧ ହୋଇଯାଇଛି। ଏହି ଘଟଣାରେ ଓଡ଼ିଶାର ୨ଜଣ ପୁଅ ମୃତ୍ୟୁବରଣ କରିଛନ୍ତି। ଜମ୍ମୁ-କଶ୍ମୀରର ପହଲଗାମରେ ଆତଙ୍କୀ ଆକ୍ରମଣରେ ପ୍ରାଣ ହରାଇଥିବା ଓଡ଼ିଆ ଯୁବକ ପ୍ରଶାନ୍ତ ଶତପଥୀଙ୍କ ଆଜି ହେବ ଶେଷକୃତ୍ୟ। ଆଜି ଭୋରରେ…
ଆଜିଠାରୁ ବିଶ୍ୱବିଦ୍ୟାଳୟ, ମହାବିଦ୍ୟାଳୟରେ ଖରାଛୁଟି
ଭୁବନେଶ୍ୱର,୨୪।୪(ସୁଚିସ୍ମିତା ସାହୁ): ରାଜ୍ୟରେ ଅସହ୍ୟ ଗରମ ଓ ଗୁଳୁଗୁଳି ଜାରି ରହିଛି। ଏଥିରୁ ଛାତ୍ରୀଛାତ୍ରଙ୍କୁ ସୁରକ୍ଷା ଦେବାକୁ ରାଜ୍ୟ ସରକାରଙ୍କ ପକ୍ଷରୁ ବୁଧବାରଠାରୁ ଉଚ୍ଚଶିକ୍ଷା ବିଭାଗ ଅଧୀନ ସମସ୍ତ ମହାବିଦ୍ୟାଳୟ ଓ ବିଶ୍ୱବିଦ୍ୟାଳୟକୁ ଛୁଟି ଘୋଷଣା କରାଯାଇଛି। ବିଭାଗର ଉପନିର୍ଦ୍ଦେଶକ ରଜତ…
Archives


