ରାଜ୍ୟ

Terror Attack Death: ଜନ୍ମମାଟିରେ ପହଞ୍ଚିଲା ଓଡ଼ିଆ ପୁଅଙ୍କ ମର ଶରୀର

ବାଲେଶ୍ୱର,୨୪।୭: ଜମ୍ମୁ-କଶ୍ମୀରର ପହଲଗାମରେ ଆତଙ୍କୀ ଆକ୍ରମଣରେ ପ୍ରାଣ ହରାଇଥିବା ଓଡ଼ିଆ ଯୁବକ ପ୍ରଶାନ୍ତ ଶତପଥୀଙ୍କ ଆଜି ହେବ ଶେଷକୃତ୍ୟ। ଆଜି ଭୋରରେ ବାଲେଶ୍ୱର ଇସାଣୀରେ ପହଞ୍ଚିଛି ମରଶରୀର। ଏନେଇ ସାରା ଗାଁରେ ଶୋକାକୂଳ ପରିବେଶ ରହିଛି। ଗତକାଲି ରାତିରେ ମରଶରୀର ଜମ୍ମୁ-କଶ୍ମୀରରୁ…

Kashmir Terror Attack: ଆଉ ଜଣେ ଓଡ଼ିଆ ମୃତ

ଲାଠୋର,୨୪ା୪(ଭୁବନେଶ୍ୱର ବାରିକ): ମଙ୍ଗଳବାର ଅପରାହ୍ନରେ ଜମ୍ମୁ-କଶ୍ମୀରର ପହଲଗାମ୍‌ ଜିଲାରେ ହୋଇଥିବା ଆତଙ୍କବାଦୀଙ୍କ ଆକ୍ରମଣରେ ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ୍‌ ଲାଠୋର ଗ୍ରାମର ଦିନେଶ ଅଗ୍ରୱାଲ(୪୫) ପ୍ରାଣ ହରାଇଛନ୍ତି। ଏହି ଖବର ବୁଧବାର ଜଣାପଡିବା ପରେ ଗ୍ରାମରେ ଶୋକର ଛାୟା ଖେଳିଯାଇଛି। ଦିନେଶ…

OSSSC ପରୀକ୍ଷା ଫଳାଫଳ ଘୋଷଣା: RI, ICDS ସୁପରଭାଇଜର, ARI, ଅମିନ ପ୍ରିଲିମ୍‌ ପରୀକ୍ଷାରେ ସମସ୍ତେ ଉତ୍ତୀର୍ଣ୍ଣ

ଭୁବନେଶ୍ୱର, ୨୩ା୪: ଓଡ଼ିଶା ସବଅର୍ଡିନେଟ ଷ୍ଟାଫ ସିଲେକ୍ସନ କମିଶନ (OSSSC) ପକ୍ଷରୁ ଏକ ବଡ଼ ଘୋଷଣା କରାଯାଇଛି। ୨୦୨୪ ସେପ୍ଟେମ୍ବର ୨୦ରୁ ଅକ୍ଟୋବର ୮ ତାରିଖ ମଧ୍ୟରେ ଅନୁଷ୍ଠିତ ହୋଇଥିବା ରେଭେନ୍ୟୁ ଇନ୍ସପେକ୍ଟର (RI), ICDS ସୁପରଭାଇଜର, ଆସିଷ୍ଟାଣ୍ଟ ରେଭେନ୍ୟୁ ଇନ୍ସପେକ୍ଟର…

ପ୍ରେମ ପାହାଡ଼ରେ ମରି ପଡ଼ିଛନ୍ତି ୫ ଠେକୁଆ

ରାୟଗଡ଼ା,୨୩ା୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସଦରମହକୁମାସ୍ଥିତ ପ୍ରେମ ପାହାଡ଼ରେ ବୁଧବାର ସମୟରେ ୫ଟି ଠେକୁଆ ମରିପଡ଼ିଥିବା ଦେଖିବାକୁ ମଳିଥିଲା। ତେବେ ପ୍ରେମ ପାହାଡ଼ରେ କେବେ ଠେକୁଆଙ୍କୁ କେହି ଦେଖି ନ ଥିବା ବେଳେ ହଠାତ ମୃତ ଦେଖି ସେଠାକୁ ଦୈନନ୍ଦିନ ଆସୁଥିବା…

ରାଜ୍ୟରେ ୩ ନୂଆ ସିଭିଲ ଜଜ୍‌ କୋର୍ଟ ଗଠିତ

ଭୁବନେଶ୍ୱର,୨୩ା୪(ସୁନିତ୍‌ ମିଶ୍ର): ରାଜ୍ୟରେ ୩ଟି ନୂଆ ସିଭିଲ ଜଜ୍‌ କୋର୍ଟ (ଜୁନିୟର ଡିଭିଜନ) ଗଠିତ ହୋଇଛି। ଏହି କୋର୍ଟଗୁଡିକ ବାଲେଶ୍ୱର ଜିଲାର ବାଲିଆପାଳ, ସୁନ୍ଦରଗଡ଼ ଜିଲାର ଲେଫ୍ରିପଡ଼ା, ସମ୍ବଲପୁର ଜିଲାର ରେଙ୍ଗାଲିଠାରେ ସ୍ଥାପନ କରାଯାଇଛି। ଓଡ଼ିଶା ଉଚ୍ଚ ନ୍ୟାୟାଳୟ ପରାମର୍ଶ ଅନୁଯାୟୀ…

ରାଜ୍ୟରେ ହେବ ଆଉ ୨୦ NAC: ମନ୍ତ୍ରୀ

ଭୁବନେଶ୍ୱର,୨୩ା୪: ରାଜ୍ୟରେ ଆଉ ନୂଆ ୨୦ NAC ଗଠନ ପାଇଁ ପ୍ରକ୍ରିୟା ତ୍ୱରିତ ହୋଇଛି। NAC ହେବା ପାଇଁ ଜିଲାଗୁଡ଼ିକରୁ ଆସିଛି ରିପୋର୍ଟ। ତେବେ ତର୍ଜମା ପାଇଁ ପଞ୍ଚାୟତିରାଜ ବିଭାଗକୁ ପଠାଇଛି ନଗର ଉନ୍ନୟନ ବିଭାଗ। ବିଭାଗର ତର୍ଜମା ପରେ ମୁଖ୍ୟମନ୍ତ୍ରୀଙ୍କ…

ଲୋକଙ୍କୁ ଗୋଡ଼ାଇ ଗୋଡ଼ାଇ କାମୁଡୁଛି ପାଗଳ ମାଙ୍କଡ଼, ଧରିବା ପାଇଁ ନାମେଦମ୍‌ ହେଲାଣି ବନ ବିଭାଗ

ଗଞ୍ଜାମ,୨୩ା୪(ବିଦ୍ୟାଧର ସାହୁ): ଗଞ୍ଜାମ ସହର ଓ ଆଖପାଖ ଅଞ୍ଚଳରେ ମାଙ୍କଡ଼ ଆତଙ୍କରେ ଲୋକେ ଅତିଷ୍ଠ ହୋଇ ପଡ଼ିଲେଣି । ଗତକାଲି ଏକ ପାତି ମାଙ୍କଡ଼ କାମୁ ପୁଇଁତୋଳାର ୪ ଜଣ ଏବଂ ତ୍ରିବେଣୀ ମଠ ଛକର ଜଣେ ନବବଧୂ ଆହତ ହୋଇଥିଲେ।…

BJD: ରାଜ୍ୟ ସଭାରେ ଓ୍ବକଫ୍‌ ବିଲ୍‌ ଭୋଟିଂକୁ ନେଇ ଆଜି ସତ କହିଦେଲେ ସୁଲୋତା, ରାଜନୀତି ହଲଚଲ

ଭୁବନେଶ୍ୱର,୨୩।୪: ୱକଫ୍‌ ଭୋଟିଂକୁ ତାତି ଟିକିଏ କମିଥିବାବେଳେ ପୁଣି ବଡ଼ ବୟାନ ଦେଇଛନ୍ତି ବିଜେଡି ରାଜ୍ୟ ସଭା ଏମପି ସୁଲତା ଦେଓ। ଏପ୍ରିଲ ୪ରେ ରାଜ୍ୟ ସଭାରେ ୧୨୮ ଜଣଙ୍କ ସମର୍ଥନ ଓ ୯୫ ଜଣଙ୍କ ବିରୋଧ ସତ୍ତ୍ୱେ ରାଜ୍ୟ ସଭାରେ…

ପୂର୍ତ୍ତ ବିଭାଗର ପ୍ରୋଜେକ୍ଟ ମନିଟରିଂ ଡ୍ୟାସବୋର୍ଡ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ, କହିଲେ ପୂର୍ବ ସୂଚନାଗୁଡ଼ିକ…

ଭୁବନେଶ୍ୱର,୨୩ା୪:ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନରେ ବୁଧବାର ପୂର୍ତ୍ତ ବିଭାଗର ପ୍ରୋଜେକ୍ଟ ମନିଟରିଂ ଡ୍ୟାସବୋର୍ଡ’ର ଉନ୍ମୋଚନ କରିଛନ୍ତି। ଏହା ଦ୍ୱାରା ବିଭିନ୍ନ ଭିତ୍ତିଭୂମି ପ୍ରକଳ୍ପଗୁଡିକର ବାସ୍ତବ ସମୟରେ ତଦାରଖ କରାଯାଇ ପାରିବ ଏବଂ ପ୍ରକଳ୍ପଗୁଡିକ ନିର୍ଭୁଲ ଭାବରେ କାର୍ଯ୍ୟକାରୀ ହେବା…

ଆଉ ମାଟ୍ରିକ ନୁହେଁ, ଏଣିକି ଅଙ୍ଗନଓ୍ବାଡ଼ି ସୁପରଭାଇଜରଙ୍କ ଯୋଗ୍ୟତା ସ୍ନାତକ

ଭୁବନେଶ୍ୱର,୨୩ା୪: ଏଣିକି ଅଙ୍ଗନଓ୍ବାଡ଼ି ସୁପରଭାଇଜର ପାଇଁ ସର୍ବନିମ୍ନ ଯୋଗ୍ୟତା ସ୍ନାତକ ରଖାଯାଇଛି। ପୂର୍ବରୁ ଅଙ୍ଗନଓ୍ବାଡ଼ି ସୁପରଭାଇଜରଙ୍କ ପାଇଁ ଯୋଗ୍ୟତା ମାଟ୍ରିକ ଥିଲା। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବୁଧବାର ଅନୁଷ୍ଠିତ ମନ୍ତ୍ରୀ ପରିଷଦ ଏବଂ ରାଜ୍ୟ କ୍ୟାବିନେଟ ବୈଠକ ପରେ…

ଓଡ଼ିଶାର ବୈଜ୍ଞାନିକଙ୍କୁ CERN ରେ ମିଳିଲା ମୌଳିକ ପଦାର୍ଥ ବିଜ୍ଞାନରେ ବ୍ରେକଥ୍ରୁ ପୁରସ୍କାର

ଭୁବନେଶ୍ଵର, ୨୩।୪: ଓଡ଼ିଶାର ଆଠ ଜଣ ବୈଜ୍ଞାନିକ ମୌଳିକ ପଦାର୍ଥ ବିଜ୍ଞାନ କ୍ଷେତ୍ରରେ ଅସାଧାରଣ ଅବଦାନ ପାଇଁ ବିଶ୍ଵର ଅଗ୍ରଣୀ ଗବେଷଣା ସଂସ୍ଥା ସିଇଆରଏନ (ଇଉରୋପୀୟ ନ୍ୟୁକ୍ଲିୟର ରିସର୍ଚ ସଂଗଠନ) ଦ୍ଵାରା ୨୦୨୫ ବର୍ଷର ‘ମୌଳିକ ପଦାର୍ଥ ବିଜ୍ଞାନରେ ବ୍ରେକଥ୍ରୁ ପୁରସ୍କାର’ରେ…

କ୍ୟାବିନେଟ୍‌ ବୈଠକ: ୬ ପ୍ରସ୍ତାବ ଉପରେ ବାଜିଲା ମୋହର

ଭୁବନେଶ୍ୱର,୨୩ା୪: ମନ୍ତ୍ରୀ ପରିଷଦ ଏବଂ ରାଜ୍ୟ କ୍ୟାବିନେଟ ବୈଠକ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବୁଧବାର ଅନୁଷ୍ଠିତ ହୋଇଛି। ବୈଠକ ପରେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା କ୍ୟାବିନେଟ୍‌ ବୈଠକରେ ହୋଇଥିବା ନିଷ୍ପତ୍ତି ସମ୍ପର୍କରେ ଗଣମାଧ୍ୟମକୁ ସୂଚନା ଦେଇ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri