ରାଜ୍ୟ

ବେନିୟମ ବନ୍ଧୁକ ରଖିବା ଅଭିଯୋଗରେ ଆଉ ୨ ଗିରଫ

ଭଞ୍ଜନଗର,୨୩।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସକୁ ବୁଧବାର ବେନିୟମ ବନ୍ଧୁକ ରଖିବା ଅଭିଯୋଗରେ ଆଉ ଏକ ସଫଳତା ମିଳିଛି। ମଙ୍ଗଳବାର ବେନିୟମ ଭାବେ ବନ୍ଧୁକ ରଖିବା ଅଭିଯୋଗରେ ୩ ଜଣ ଗିରଫ ହୋଇଥିବା ବେଳେ ବୁଧବାର ଏଥିରେ ଆଉ ଦୁଇଜଣ…

ଉଦଳାରୁ ୱେଷ୍ଟ ବେଙ୍ଗଲ କାଠ ଚାଲାଣ : ମାଡ଼ିବସିଲା ବନ ବିଭାଗ

ଉଦଳା,୨୩।୪ (ସନ୍ତୋଷ କୁମାର ବାଛିନି): ବନ ବିଭାଗକୁ ବୋକା ବନାଇ ସମସ୍ତଙ୍କ ସାମ୍ନାରେ କରୁଥିଲେ ଲୁଟ୍‌। ଗୋଟିଏ ଜାଗା ପାଇଁ ପୁରୁଣା ଅନୁମତି ପତ୍ର ଥିବା ବେଳେ ତାକୁ ଦେଖାଇ ସମସ୍ତଙ୍କୁ ଭକୁଆ ବନାଇ ଲକ୍ଷ ଲକ୍ଷ ଟଙ୍କାର କାଠ ୱେଷ୍ଟ…

ପିଲା ମିଛ କହୁଛି କି ?

ଭୟରେ ହେଉ ଅବା ଅନ୍ୟ କିଛି କାରଣ ପାଇଁ ପିଲାମାନେ ବେଳେବେଳେ ମିଛ କହି ଦିଅନ୍ତି। ତେବେ ଛୋଟବେଳରୁ ସେମାନଙ୍କର ଏହି ଅଭ୍ୟାସ ବଦଳାଇବା ଦରକାର। ଏଥିପାଇଁ ଅଭିଭାବକଙ୍କ ପ୍ରୟାସ ଜରୁରୀ… ଖୋଲା ପରିବେଶ: ପିଲାମାନେ ଗୁରୁଜନଙ୍କ ସ୍ନେହ ପାଇବା ପାଇଁ…

Pahalgam Terror Attack: କଶ୍ମୀରରେ ପହଞ୍ଚି ଭୋ ଭୋ ହୋଇ କାନ୍ଦିଲେ ଅପରାଜିତା, କହିଲେ…

ନୂଆଦିଲ୍ଲୀ,୨୩।୪: ଜମ୍ମୁ କଶ୍ମୀରର ପହଲଗାମରେ ଆତଙ୍କବାଦୀମାନେ ପର୍ଯ୍ୟଟକଙ୍କ ଉପରକୁ ଗୁଳିବର୍ଷା କରିବା ଘଟଣା ପୁରା ଦେଶକୁ ସ୍ତବ୍ଧ କରିଦେଇଛି। ଏହି ଘଟଣା କେବଳ ଦେଶ ନୁହେଁ ପୁରା ବିଶ୍ୱ ମଧ୍ୟ ସ୍ତମ୍ଭୀଭୂତ ହୋଇଯାଇଛି। ତେବେ ଏହି ଘଟଣାକୁ ପ୍ରଧାନମନ୍ତ୍ରୀ ମୋଦି, ଅମିତ…

ବିଭିନ୍ନ ଦାବି ନେଇ କ୍ଷେତ ମଜଦୁର ସଙ୍ଘର ବିକ୍ଷୋଭ

ଗଞ୍ଜାମ,୨୩।୪(ବିଦ୍ୟାଧର ସାହୁ ): ଓଡ଼ିଶା କ୍ଷେତ ମଜଦୁର ସଙ୍ଘ ପକ୍ଷରୁ ବିଭିନ୍ନ ଦାବିନେଇ ବ୍ଲକ ମୁଖ୍ୟ ଫାଟକ ସମୁଖରେ ବୁଧବାର ବିକ୍ଷୋଭ ପ୍ରଦର୍ଶନ ହୋଇଛି। ଏ ନେଇ ସଙ୍ଘର କର୍ମକର୍ତ୍ତା ବିଡିଓ ଅଚ୍ୟୁତାନନ୍ଦ ଯାନୀଙ୍କୁ ଭେଟି ଏକ ଦାବିପତ୍ର ପ୍ରଦାନ କରିଥିଲେ…

୩୩ ଦୋକାନ ସିଲ, ୬୦ ବେପାରୀଙ୍କୁ ନୋଟିସ: ରଦ୍ଦ ହେବ ଲାଇସେନ୍ସ

ଖୋର୍ଦ୍ଧା,୨୩।୪(ପ୍ରଭାତ ପାଣିଗ୍ରାହୀ) : ଖୋର୍ଦ୍ଧା ପୌର ପରିଷଦ ପକ୍ଷରୁ ପୁଣିଥରେ ଉଚ୍ଛେଦ କାର୍ଯ୍ୟ ଆରମ୍ଭ ହୋଇଛି। ଟାଉନ ହଲ୍‌ ନିକଟରେ ଥିବା ୬ଟି ଦୋକାନ ଘରକୁ ଜେସିବି ଲଗାଇ ଭଙ୍ଗାଯାଇଛି। ଏଥିସହିତ ବିନା ଟ୍ରେଡ ଲାଇସେନ୍ସରେ ବେପାର କରୁଥିବା ୩୩ଟି ଦୋକାନକୁ…

ସାନଭାଇ ବାହାଘର ଦିନ ବଡ଼ଭାଇଙ୍କ ଆତ୍ମହତ୍ୟା

ବଡ଼ଗାଁ,୨୩।୪(ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ଥାନା ଅନ୍ତର୍ଗତ ଏକମା ନିକଟ ଲାଲମଟିଆ ଗ୍ରାମରେ ଜଣେ ବ୍ୟକ୍ତି ତାଙ୍କ ସାନଭାଇଙ୍କ ବାହାଘର ଦିନ ଆତ୍ମହତ୍ୟା କରିଛନ୍ତି। ମୃତକ ହେଲେ ଲାଲମଟିଆ ଗ୍ରାମର ରାଜେନ୍ଦ୍ର ମାଝୀ। ରାଜେନ୍ଦ୍ରଙ୍କ ସାନ ଭାଇ ବାହା ହୋଇ…

ରାଜ୍ୟ ଖାଦ୍ୟ ଆୟୋଗ ସଦସ୍ୟଙ୍କ ବରଗଡ଼ ଜିଲା ଗସ୍ତ

ବରଗଡ଼,୨୩।୪(ପ୍ରେମାନନ୍ଦ ଖମାରୀ) : ଓଡିଶା ଖାଦ୍ୟ ଆୟୋଗ ସଦସ୍ୟ ଦୟାନିଧି ଦାଶ ଏବଂ ଅକ୍ଷୟ କୁମାର ବେହେରା ତିନି ଦିନିଆ ବରଗଡ଼ ଜିଲା ଗସ୍ତରେ ଆସିଛନ୍ତି। ମଙ୍ଗଳବାର ସୋହେଲା ବ୍ଲକ ଅନ୍ତର୍ଗତ କେନ୍ଦମଣ୍ଡି ଓ ଗର୍ଭଣା ଗ୍ରାମାଞ୍ଚଳର ଅଙ୍ଗନୱାଡି କେନ୍ଦ୍ର, ଗର୍ଭଣା…

ଆଦିବାସୀ ନାବାଳିକାଙ୍କୁ ଗଣବଳାତ୍କାର: ନାବାଳକଙ୍କ ସମେତ ୩ ଅଟକ

ସୁନ୍ଦରଗଡ଼,୨୩ା୪(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ତଳସରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ଆଦିବାସୀ ନାବାଳିକା(୧୫)ଙ୍କୁ ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଏନେଇ ମଙ୍ଗଳବାର ସକାଳେ ପୀଡ଼ିତାଙ୍କ ପରିବାର ଲୋକେ ତଳସରା ଥାନାରେ ଏତଲା ଦେଇଛନ୍ତି। ପୋଲିସ ଏହି…

ପୋଖରୀରୁ ବୃଦ୍ଧାଙ୍କ ଗଳିତ ମୃତଦେହ ଜବତ, ହତ୍ୟା ସନ୍ଦେହ

ନୂଆପଡ଼ା/କୋମନା,୨୩ା୪ (ମକାରୁ ବେମାଲ/ସୋବିନ ଛତ୍ରିଆ): ନୂଆପଡ଼ା ଜିଲା କୋମନା ଥାନା ଟିକ୍ରାପଡ଼ା ଗାଁ ବଡ଼ବନ୍ଧ ପୋଖରୀରୁ ମଙ୍ଗଳବାର ପୋଲିସ ଜଣେ ବୃଦ୍ଧାଙ୍କ ଗଳିତ ମୃତଦେହ ଜବତ କରିଛି। ମୃତ ବୃଦ୍ଧା ହେଲେ ଟିକ୍ରାପଡ଼ା ଗାଁ ପହରିଆ ପଡ଼ାର ହୀରାଦେଈ ପହରିଆ (୭୦)।…

ଜଙ୍ଗଲ ଅଧିକାର ଆଇନ କାର୍ଯ୍ୟକାରିତାରେ ବିଳମ୍ବ ଜମି ଜଙ୍ଗଲମୁକ୍ତି ଆନ୍ଦୋଳନ କମିଟିର ଧାରଣା ଚେତାବନୀ

ନୂଆପଡ଼ା,୨୩ା୪ (ମକାରୁ ବେମାଲ)-ଜଙ୍ଗଲ ଅଧିକାର ଆଇନ ୨୦୦୬ ଓ ସଂଶୋଧିତ ଆଇନ ୨୦୧୨ କାର୍ଯ୍ୟକାରିତାରେ ପ୍ରଶାସନର ଅହେତୁକ ବିଳମ୍ବ ସାଙ୍ଗକୁ ପଟ୍ଟା ପ୍ରଦାନରେ ସ୍ବଚ୍ଛତା ରହୁ ନ ଥିବା ଅଭିଯୋଗକରି ନୂଆପଡ଼ା ଜିଲା ଜମି ଜଙ୍ଗଲମୁକ୍ତି ଆନ୍ଦୋଳନ କମିଟି ଜିଲାପାଳ ମଧୁସୂଦନ…

ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ବିଲ୍‌ ପୈଠ କରି ନ ଥିଲେ ବି ବିଦ୍ୟୁତ୍‌ କାଟ ହେବନି

ଭୁବନେଶ୍ୱର,୨୩ା୪(ସୁନିତ୍‌ ମିଶ୍ର):ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ରାଜ୍ୟର ତାପମାତ୍ରା ଏବେ ଅଧିକାଂଶ ଜିଲାରେ ୪୦ ଡିଗ୍ରୀରୁ ଅଧିକ ରହୁଛି। ଏଭଳି ସ୍ଥିତିରେ ଏକାଧିକ ଥର ହେଉଥିବା ବିଦ୍ୟୁତ୍‌ କାଟ(ପାଓ୍ବାର୍‌ କଟ୍‌) ଲୋକମାନଙ୍କ ପାଇଁ ବଡ଼ ସମସ୍ୟା ହୋଇ ଉଭାହୋଇଛି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri