ରାଜ୍ୟ

ପିଜୁଳି ଚାରା ଉପାଡ଼ି ଫିଙ୍ଗିବାକୁ ନିର୍ଦ୍ଦେଶ

ଯାଜପୁର ଅଫିସ,୨୫ା୫: ଯାଜପୁର ଜିଲା ସୁକିନ୍ଦା ତହସିଲ ଦାମୋଦରପୁର, ବୋତଲଣ୍ଡା ଓ କରଗୋଳା ମୌଜାରେ ୩୭୭.୮୩ ଏକର ପତରା ଓ ଶାଳ ଜଙ୍ଗଲ କିସମ ଜମିରୁ ମେଶିନ ଲଗାଇ ଏକାଧିକ ଗଛ ବେଆଇନ ଭାବେ କଟାଯାଇଛି। ଏଥିପାଇଁ ଜଙ୍ଗଲ ସଂରକ୍ଷଣ...

ରୂପାନ୍ତରଣ କାର୍ଯ୍ୟକ୍ରମରେ ୮୪% ଘରେ ପହଞ୍ଚତ୍ଛି ପାଇପ୍‌ ପାଣି

ଭୁବନେଶ୍ୱର,୨୫।୫(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ମଙ୍ଗଳବାର ରାଜ୍ୟ ସରକାରଙ୍କ ରୂପାନ୍ତର ଶୃଙ୍ଖଳାର ଦ୍ବିତୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମକୁ ମୁଖ୍ୟମନ୍ତ୍ରୀ ପ୍ରଶଂସା କରିବା ସହିତ ସବୁ କାର୍ଯ୍ୟକ୍ରମରେ ସମସ୍ତ ବିଭାଗ ଏକ ଟିମ୍‌ ଭାବରେ କାମ କରି...

ଲାପ୍‌ଟପ୍‌ ପାଇଁ ଆବେଦନ କରିନାହାନ୍ତି ୩୮ ଉଚ୍ଚ ମାଧ୍ୟମିକ ସ୍କୁଲର ୩୫୯ ପିଲା

ଭୁବନେଶ୍ୱର, ୨୫।୫ (ବ୍ୟୁରୋ): ରାଜ୍ୟରେ ଦ୍ୱାଦଶ ପାସ୍‌ ଆଉଟ୍‌ ମେଧାବୀ ଛାତ୍ରୀଛାତ୍ରଙ୍କୁ ଲାପ୍‌ଟପ୍‌ କିଣିବା ପାଇଁ ସରକାର ଆଥର୍ର୍ତ୍କ ସହାୟତା ପ୍ରଦାନ କରୁଛନ୍ତି। ହେଲେ ସଚେତନତା ଅଭାବରୁ ବହୁ ମେଧାବୀ ପିଲା ଏ ସମ୍ପର୍କରେ ଜାଣିପାରୁନାହାନ୍ତି। ଫଳରେ ସେମାନେ ସରକାରୀ...

ରାଷ୍ଟ୍ରୀୟ ସ୍ମାରକ ପ୍ରାଧିକରଣର ଅନୁମତି ନାହିଁ

ବଲାଙ୍ଗୀର ଅଫିସ,୨୫ା୫: ପୁରୀ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପକୁ ନେଇ ରାଜ୍ୟରେ ଚର୍ଚ୍ଚା ଜୋର୍‌ ଧରିଛି। ରାଜନୈତିକ ନେତାମାନେ ଏହାକୁ ନେଇ ବୟାନବାଜି, ଆକ୍ଷେପ ପ୍ରତିଆକ୍ଷେପ ଜାରି ରଖିଛନ୍ତି। ପୁରୀ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ନିର୍ମାଣକୁ ନେଇ ଆମସାର୍‌ (ଦି ଆନ୍‌ସିଏଣ୍ଟ...

ସେକେଣ୍ଡାରି ସ୍କୁଲ ଗ୍ରାଣ୍ଟ ହରିଲୁଟ

ଯାଜପୁର ଅଫିସ,୨୫ା୫: ସମଗ୍ର ଶିକ୍ଷା ଯୋଜନାରେ ଯାଜପୁର ଜିଲାରେ ବିପୁଳ ଅର୍ଥ ବ୍ୟୟରେ ଅନେକ ପ୍ରକଳ୍ପ ନିର୍ମାଣ ହେଉଛି। ୨୦୧୭-୧୮ ଏବଂ ୨୦୧୯-୨୦ ବର୍ଷରେ ମାଧ୍ୟମିକ ବିଦ୍ୟାଳୟ ଅନୁଦାନ(ସେକେଣ୍ଡାରି ସ୍କୁଲ ଗ୍ରାଣ୍ଟ)ରେ ବଡ଼ଚଣା, ଦଶରଥପୁର, ଧର୍ମଶାଳା, ଯାଜପୁର ଓ ବରୀ...

ଅତିରିକ୍ତ ଡିଜି (ଆଧୁନିକୀକରଣ) ହେଲେ ସଞ୍ଜୟ କୁମାର

ଭୁବନେଶ୍ୱର,୨୪ା୫ (ବ୍ୟୁରୋ): କେନ୍ଦ୍ରୀୟ ଡେପୁଟେଶନରୁ ଫେରିବା ପରେ ଓଡ଼ିଶା କ୍ୟାଡରର ୧୯୯୭ ବ୍ୟାଚ୍‌ ଆଇପିଏସ୍‌ ଅଫିସର ସଞ୍ଜୟ କୁମାରଙ୍କୁ ଅତିରିକ୍ତ ଡିଜି(ଆଧୁନିକୀକରଣ) ଭାବେ ଅବସ୍ଥାପିତ କରାଯାଇଛି। ଚଳିତବର୍ଷ ମାର୍ଚ୍ଚ ୧୨ରେ ତାଙ୍କର କେନ୍ଦ୍ରୀୟ ଡେପୁଟେଶନ ଅବଧି ଶେଷ ହୋଇଥିଲେ ମଧ୍ୟ...

ସ୍କୁଲରୁ ଅଲିମ୍ପିକ୍ସ ପ୍ରସ୍ତୁତି

ଭୁବନେଶ୍ୱର,୨୫।୫(ବ୍ୟୁରୋ): ପାଠଶାଳାରୁ ଆରମ୍ଭ ହେବ ଅଲିମ୍ପିକ୍ସ ପ୍ରସ୍ତୁତି। ଛାତ୍ରୀଛାତ୍ର ସ୍କୁଲ ସମୟରୁ ଅଲିମ୍ପିକ୍ସର ମୂଲ୍ୟ ବୁଝିବେ। ସ୍କୁଲରେ ଦିଆଯିବ ଅଲିମ୍ପିକ୍ସ ମୂଲ୍ୟବୋଧ ଶିକ୍ଷା। ଆମେରିକା, ଚାଇନା ଓ ଜାପାନ ଭଳି ଓଡ଼ିଶାରୁ ଅଲିମ୍ପିକ୍ସ ବିଜେତା ବାହାରିବେ। ଆସନ୍ତା ୨୦୨୮ ଅଲିମ୍ପିକ୍ସକୁ...

‘ବର୍ଷାଙ୍କ ବିକଳ୍ପ ରହଣି ବ୍ୟବସ୍ଥା କରିବୁ’

କଟକ ଅଫିସ,୨୫ା୫: ଓଡ଼ିଆ ଫିଲ୍ମ ଷ୍ଟାର୍‌ ଦମ୍ପତି ଅନୁଭବ ମହାନ୍ତି ଓ ବର୍ଷା ପ୍ରିୟଦର୍ଶିନୀଙ୍କ ପାରିବାରିକ ବିବାଦ ମାମଲା ଉପରେ ମଙ୍ଗଳବାର କଟକ ଏସ୍‌ଡିଜେଏମ୍‌ କୋର୍ଟରେ ଶୁଣାଣି ହୋଇଛି। ଅନୁଭବଙ୍କ ପକ୍ଷରୁ ଦାଏର ହୋଇଥିବା ୨ ପିଟିଶନର ଶୁଣାଣି ଶେଷ...

ବର୍ଷାଙ୍କୁ ଅନୁଭବଙ୍କ ୩ ଚ୍ୟାଲେଞ୍ଜ

କଟକ ଅଫିସ,୨୫ା୫: ଦିନକୁ ଦିନ ତୀବ୍ର ହେବାରେ ଲାଗିଛି କେନ୍ଦ୍ରାପଡ଼ା ଏମ୍‌ପି ତଥା ଅଭିନେତା ଅନୁଭବ ମହାନ୍ତି ଏବଂ ତାଙ୍କ ସ୍ତ୍ରୀ ତଥା ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କ ଦାମ୍ପତ୍ୟ ବିବାଦ। ୟୁଟ୍ୟୁବ୍‌ରେ ଅନୁଭବ ଗତ ଗୁରୁବାର ଏବଂ ଶନିବାର ଦୁଇଟି...

ମାଉସୀ ମା’ ଛକରେ ଯୁବକଙ୍କୁ ଛୁରାମାଡ଼

ପୁରୀ ଅଫିସ, ୨୫।୫: ମଙ୍ଗଳବାର ରାତିରେ ଅଶାନ୍ତ ହୋଇପଡ଼ିଛି ପର୍ଯ୍ୟଟନର ସହର ପୁରୀ॥ ଏମାର ମଠ ଚକଡ଼ାରେ ଶ୍ରୀଲୋକନାଥ ମନ୍ଦିରର ଜଣେ ସେବାୟତଙ୍କୁ ଗୁଳି କରି ହତ୍ୟା କରାଯିବାର କିଛି ସମୟ ପରେ ଜଣେ ଯୁବକଙ୍କୁ ଛୁରାମାଡ଼ କରାଯାଇଛି। ଛୁରାମାଡ଼ର...

ପ୍ରେମିକଙ୍କ ପରେ ଜୀବନ ହାରିଲେ ପ୍ରେମିକା

ପାତ୍ରପୁର,୨୫ା୫(ଡି.ଏନ.ଏ.): ଗଞ୍ଜାମ ଜିଲା ଜରଡ଼ା ଥାନା ସାମନ୍ତରାପୁର ଗ୍ରାମରେ ମଙ୍ଗଳବାର ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମକୁ ଦୁଇ ପରିବାରର ଅନୁମତି ନ ମିଳିବାରୁ ପ୍ରଥମେ ପ୍ରେମିକଙ୍କ ପରେ ପ୍ରେମିକା ଆତ୍ମହତ୍ୟା କରିଛନ୍ତି। ସାମନ୍ତରାପୁର ଗ୍ରାମର ଯୁବତୀ ଓ ଯୁବକ...

ରାଜ୍ୟରେ କାଳବୈଶାଖୀ ତାଣ୍ଡବ

ଭୁବନେଶ୍ୱର,୨୫।୫(ବ୍ୟୁରୋ): ଘଡ଼ଘଡ଼ି ସାଙ୍ଗକୁ ପବନର ସୁ ସୁ ଗର୍ଜନ ଖଣ୍ଡମଣ୍ଡଳକୁ କମ୍ପାଇଦେଲା। ନିମିଷକ ମଧ୍ୟରେ ବାତ୍ୟାର ଭ୍ରମ ସୃଷ୍ଟି କଲା। ଚାହୁଁ ଚାହଁୁ ଚାରିଆଡ଼େ ଧୂଳିଝଡ଼ ସହ ବର୍ଷା ଓ ପବନ ଘୋଟିଗଲା। ମଙ୍ଗଳବାର ପାହାନ୍ତାରେ ରାଜଧାନୀ ଭୁବନେଶ୍ୱରରେ କାଳମବୈଶାଖୀ...

Advertisement
Archives

Model This Week

Why Dharitri