ମାର୍ଚ୍ଚରୁ ମେ’ ପ୍ରବଳ ଗରମ
ଭୁବନେଶ୍ୱର,୧।୩(ବନ୍ଦନା ସେଠୀ): ମାର୍ଚ୍ଚ ଆରମ୍ଭ ନ ହେଉଣୁ ରାଜ୍ୟରେ ତାପମାତ୍ରା ୩୬ ଡିଗ୍ରୀ ଟପିଛି। ଆଗକୁ ପ୍ରବଳ ଖରାତାତି ଓ ଗରମରେ ଶିଝିବ ସାରା ଓଡ଼ିଶା। ବିଶେଷକରି ମାର୍ଚ୍ଚରୁ ମେ’ ପର୍ଯ୍ୟନ୍ତ ପ୍ରବଳ ଗ୍ରୀଷ୍ମ ପ୍ରବାହ (ହିଟ୍ ଓ୍ବେଭ୍) ଲାଗି ରହିବ।…
ରାଜ୍ୟ ସଭା: କମନ୍ ପ୍ରାର୍ଥୀ ଦ୍ୱନ୍ଦ୍ୱ
ଭୁବନେଶ୍ୱର, ୧।୩(ସୁନିତ୍ ମିଶ୍ର): ଓଡ଼ିଶାର ୪ ରାଜ୍ୟ ସଭା ଆସନରେ ହେବାକୁ ଥିବା ନିର୍ବାଚନକୁ ନେଇ ରାଜ୍ୟ ରାଜନୀତି ଚଳଚଞ୍ଚଳ ହୋଇଉଠିଛି। ବିଜେଡି ପକ୍ଷରୁ ଶନିବାର ରାଜ୍ୟ ସଭା ପାଇଁ ୨ ଜଣ ପ୍ରାର୍ଥୀଙ୍କ ନାଁ ଦଳର ସଭାପତି ନବୀନ ପଟ୍ଟନାୟକ…
ବିଜେଡିରୁ ବହିଷ୍କାର ପରେ ପ୍ରତିକ୍ରିୟା ରଖିଲେ ପ୍ରଭାତ, କହିଲେ…
ଭୁବନେଶ୍ୱର,୨୮।୨: ବିଶୃଙ୍ଖଳା ଏବଂ ଦଳ ବିରୋଧୀ କାର୍ଯ୍ୟ ପାଇଁ ବିଜେଡି ନେତା ତଥା ଚୌଦ୍ବାର-କଟକର ପୂର୍ବତନ ବିଧାୟକ ପ୍ରଭାତ ରଞ୍ଜନ ବିଶ୍ବାଳଙ୍କୁ ଶନିବାର ଦଳରୁ ବହିଷ୍କୃତ କରାଯାଇଛି। ଏନେଇ ଦଳ ପକ୍ଷରୁ ବିଜେଡି ଉପସଭାପତି ପ୍ରତାପ ଜେନା ସୂଚନା ଦେଇଛନ୍ତି। ବିଜେଡିରୁ…
ବିଜେଡିରୁ ବହିଷ୍କୃତ ହେଲେ ପ୍ରଭାତ ବିଶ୍ବାଳ
ଭୁବନେଶ୍ୱର,୨୮।୨: ବିଶୃଙ୍ଖଳା ଏବଂ ଦଳ ବିରୋଧୀ କାର୍ଯ୍ୟ ପାଇଁ ବିଜେଡି ନେତା ତଥା ଚୌଦ୍ବାର-କଟକର ପୂର୍ବତନ ବିଧାୟକ ପ୍ରଭାତ ରଞ୍ଜନ ବିଶ୍ବାଳଙ୍କୁ ଦଳରୁ ବହିଷ୍କୃତ କରାଯାଇଛି। ଏନେଇ ଦଳ ପକ୍ଷରୁ ବିଜେଡି ଉପସଭାପତି ପ୍ରତାପ ଜେନା ଶନିବାର ସୂଚନା ଦେଇଛନ୍ତି। ବିଜେଡିର…
ଇନ୍ଦ୍ରାବତୀ ଜଳଭଣ୍ଡାରରେ ଡଙ୍ଗା ବୁଡ଼ି: ଜଣେ ନିଖୋଜ, ୨ ଉଦ୍ଧାର
ଥୁଆମୂଳ ରାମପୁର, ୨୮ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଇନ୍ଦ୍ରାବତୀ ଜଳଭଣ୍ଡାରରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଯାଇଛି। ମାଛ ଧରିବାକୁ ଯାଇଥିବା ବେଳେ ଭାରସାମ୍ୟ ହରାଇ ଏକ ଦେଶୀ ଡଙ୍ଗା ଓଲଟି ପଡ଼ିବାରୁ ଜଣେ…
ମହିଳାଙ୍କ ମହତ୍ କାମ : ଶିବିର ଆୟୋଜନ କରି …
ବରଗଡ଼,୨୮।୨(ପ୍ରେମାନନ୍ଦ ଖମାରୀ) – ପଶ୍ଚିମ ଓଡିଶାର ବରଗଡ଼ ଜିଲାରେ ସ୍ୱେଚ୍ଛାକୃତ ରକ୍ତଦାନ କ୍ଷେତ୍ରରେ ମହିଳାଙ୍କ ଭାଗିଦାରୀ ଯଥେଷ୍ଟ କମ୍ ରହିଛି। ୨୦୨୩ ବର୍ଷ ତଥ୍ୟ ଅନୁସାରେ ବରଗଡ଼ରେ ମୋଟ ୧୯୧୫୮ ଜଣ ରକ୍ତଦାତା ରକ୍ତଦାନ କରିଥିବା ବେଳେ ସେଥିରୁ କେବଳ ୯୭୭…
କେମିତି ରୋକାଯିବ ଘୋଡ଼ା ବେପାର: ନବୀନଙ୍କ ସହ କ’ଣ ଆଲୋଚନା ହୋଇଛି ସବୁ ଖୋଲି କହିଦେଲେ ଭକ୍ତ
ଭୁବନେଶ୍ୱର, ୨୮।୨: ରାଜ୍ୟସଭା ପ୍ରାର୍ଥୀ ଘୋଷଣା ନେଇ ସବୁ ଖୋଲି କହିଲେ ଭକ୍ତ ଦାସ। ଦତ୍ତେଶ୍ବର ହୋତାଙ୍କୁ ବିଜେଡି କମନ କ୍ୟାଣ୍ଡିଡେଟ କରିବା ନେଇ ସେ ତାଙ୍କ ମତ ରଖିଛନ୍ତି। ସେ କହିଛନ୍ତି, ଗତ ସୋମବାର ନବୀନଙ୍କ ସହ ମୋର ଆଲୋଚନା…
ଅବ୍ୟବସ୍ଥାରେ ସାପ୍ତାହିକ ହାଟ, ପରିବା ପାଇଁ ଯିବାକୁ ନାକ ଟେକୁଛନ୍ତି ଲୋକେ
ଗଞ୍ଜାମ,୨୮ା୨(ବିଦ୍ୟାଧର ସାହୁ): ଗଞ୍ଜାମ ସହରସ୍ଥିତ କାଳୀମନ୍ଦିର ନିକଟସ୍ଥ କଲେଜ ରୋଡ୍ଠାରେ କିଛି ମାସ ହେବ ଶନିବାର ସାପ୍ତାହିକ ହାଟର ଶୁଭାରମ୍ଭ ହୋଇଥିଲା। ବର୍ତ୍ତମାନ ଉକ୍ତ ସାପ୍ତାହିକ ହାଟ ଅବସ୍ଥା ଦେଇ ଗତି କରୁଥିବା ଜଣାପଡ଼ିଛି। ବେପାରୀମାନେ ବସିବାକୁ ଭେଣ୍ଡିଂ ଜୋନ ନିର୍ମାଣ…
ରାଜ୍ୟ ସଭା ପ୍ରାର୍ଥୀ ଘୋଷଣା କଲେ ନବୀନ: ତେର୍ଚ୍ଛାବାଣ ମାରିଲେ ଶ୍ରୀମୟୀ
ଭୁବନେଶ୍ୱର,୨୮।୨: ବିଜେଡି ରାଜ୍ୟସଭା ପ୍ରାର୍ଥିୀ ଘୋଷଣାକୁ ନେଇ ତେର୍ଚ୍ଛାବାଣ ବାଣ ମାରିଲେ ଶ୍ରୀମୟୀ। ଶକ୍ତି ନାନିଙ୍କ ଶକ୍ତି ଓ ବରିଷ୍ଠଙ୍କୁ ଅଣଦେଖା କଥା ଉଠାଇ ପରୋକ୍ଷ ଟାର୍ଗେଟ କରିଛନ୍ତି। ଦଳୀୟ ସଂଗଠନ ପ୍ରତି ଅବଦାନ ଓ ଅଭିଜ୍ଞତା ନ ଥାଇ ପ୍ରାର୍ଥୀ…
ହାଇଓ୍ବା ଧକ୍କାରେ ଚାଲିଗଲା ଏନ୍ଆଇଟି ଛାତ୍ରଙ୍କ ଜୀବନ, ଛାତ୍ରୀ ଗୁରୁତର
ବଣାଇଁ,୨୮ା୨(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ଲହୁଣୀପଡ଼ା ଥାନା ଅନ୍ତର୍ଗତ ସମରଦରି ଛକ ନିକଟରେ ହାଇଓ୍ବା ଧକ୍କାରେ ରାଉରକେଲାର ଏନ୍ଆଇଟି ଛାତ୍ରଙ୍କ ମୃତ୍ୟୁ ଘଟିଥିବା ବେଳେ ଆଉ ଜଣେ ଛାତ୍ରୀ ଗୁରୁତର ଅବସ୍ଥାରେ ରାଉରକେଲାରେ ଚିକିତ୍ସାଧୀନ ଥିବା ଜଣାପଡ଼ିଛି। ମୃତ ଛାତ୍ର ଜଣକ…
ବିଜେଡିର ରାଜ୍ୟ ସଭା ପ୍ରାର୍ଥୀ ଘୋଷଣା ପରେ ନିଆଁବାଣ ପ୍ରଭାତ ବିଶ୍ୱାଳ, ଏକପାଖିଆ ନିଷ୍ପତ୍ତି କହି…
ଭୁବନେଶ୍ୱର,୨୮ା୨: ବିଜେଡିର ରାଜ୍ୟ ସଭା ପ୍ରାର୍ଥୀ ଘୋଷଣା ପରେ ତୀବ୍ର ଅସନ୍ତୋଷ ପ୍ରକାଶ କରିଛନ୍ତି ବରିଷ୍ଠ ନେତା ପ୍ରଭାତ ବିଶ୍ୱାଳ। ସେ କହିଛନ୍ତି, ଯିଏ ଦଳ ପାଇଁ କାର୍ଯ୍ୟ କରିଛନ୍ତି ତାଙ୍କୁ ପ୍ରାର୍ଥୀ କରିଥିଲେ ଭଲ ହୋଇଥାନ୍ତା। ଏହା ଏକପାଖିଆ ନିଷ୍ପତ୍ତି…
ଗର୍ଭବତୀଙ୍କୁ ମିଳିବ ୫୦୦୦ ଟଙ୍କା: ଜାଣନ୍ତୁ କେମିତି କରିବେ ଆବେଦନ
ନୂଆଦିଲ୍ଲୀ,୨୮।୨: ପ୍ରତ୍ୟେକ ମାତାପିତା ନିଜ ପିଲାମାନଙ୍କ ଉଜ୍ଜ୍ୱଳ ଭବିଷ୍ୟତ ପାଇଁ ଚିନ୍ତିତ। ମାତାପିତାମାନେ ସେମାନଙ୍କ ପିଲାମାନଙ୍କ ଶିକ୍ଷାଠାରୁ ଆରମ୍ଭ କରି ସେମାନଙ୍କ ସ୍ବାସ୍ଥ୍ୟ ପର୍ଯ୍ୟନ୍ତ ସବୁକିଛି ବିଷୟରେ ସର୍ବଦା ଚିନ୍ତିତ ଥାଆନ୍ତି। ଏହି ଚିନ୍ତାଗୁଡ଼ିକୁ ଦୂର କରିବା ପାଇଁ, କେନ୍ଦ୍ର ଏବଂ…
Archives


