ରାଜ୍ୟ

୧୬ ପରିବାରଙ୍କୁ ଘରଭଡ଼ା ଛାଡ଼ କଲେ ରଘୁନାଥ

କଟକ ଅଫିସ,୨୦ା୪: ସହରରେ ଅଧାରୁ ଅଧିକ ଭଡ଼ାଟିଆ ବାସିନ୍ଦା। ଭଡ଼ା ରହୁଥିବା ଲୋକେ ବି ଅଧିକାଂଶରେ ବ୍ୟବସାୟ, ଛୋଟ ଦୋକାନ କିମ୍ବା କୌଣସି ଘରୋଇ କମ୍ପାନୀରେ ଚାକିରି କରି ପରିବାର ପ୍ରତିପୋଷଣ କରନ୍ତି। କରୋନା ପ୍ରଭାବରୁ ହୋଇଥିବା ଲକଡାଉନ ଏବେ...

କ୍ରୋମାଇଟ ପରିବହନକୁ ଶ୍ରମିକଙ୍କ ବିରୋଧ

କାଳିଆପାଣି,୨୦।୪(ଡିଏନଏ):  ଯାଜପୁର ଜିଲା ସୁକିନ୍ଦା ଖଣି ଅଞ୍ଚଳରେ କାର୍ଯ୍ୟ କରୁଥିବା ସାରୁଆବିଲ ଖଣିରୁ କ୍ରୋମାଇଟ ପରିବହନକୁ ଶ୍ରମିକମାନେ ବିରୋଧ କରି ବନ୍ଦ କରିଦେଇଛନ୍ତି। ମିଶ୍ରିଲାଲ ଖଣିର ଲିଜ ଅବଧି ୩୧ମାର୍ଚ୍ଚ ୨୦୨୦ରୁ ସରିଥିବାବେଳେ ଏବେ ଅନ୍ୟ ଏକ କମ୍ପାନୀ ହାତକୁ...

୨୬ ଶ୍ରମିକଙ୍କୁ ସଂଗରୋଧ ଗୃହକୁ ପଠାଇଲା ପୋଲିସ

ଭବାନୀପାଟଣା/କୋକସରା,୨୦।୪(ସ୍ବ.ପ୍ର/ଡି.ଏନ.ଏ.): ଫୁଲବାଣୀରୁ ୨୬ଜଣ ଶ୍ରମିକ ନରଙ୍ଗପୁରକୁ ଚାଲିଚାଲି ଆସୁଥିବା ସମୟରେ ସୋମବାର ଆମପାଣି ପୋଲିସ ହାତରେ ଧରା ପଡିଥିଲେ। ପରେ ଉକ୍ତ ଶ୍ରମିକମାନଙ୍କୁ ସ୍ଥାନୀୟ ସଂଗରୋଧ ଗୃହରେ ଥଇଥାନ କରାଯାଇଛି। ମିଳିଥିବା ସୁଚନା ଅନୁସାରେ, ଫୁଲବାଣୀ ଜିଲା ଖଜୁରୀପଡାଠାରେ ନବରଙ୍ଗପୁର...

କରୋନା ଭୟରେ ଛୁଇଁଲେନି ମୃତଦେହ

ଚମ୍ପୁଆ, ୨୦ା୪(ଡି.ଏନ.ଏ.): କରୋନା ଭୟରେ ବାଙ୍ଗାଲୋର ଫେରନ୍ତା ଜଣେ ଯୁବକଙ୍କ ମୃତଦେହକୁ ଗ୍ରାମବାସୀ ନ ଛୁଇଁବା ଘଟଣା କେନ୍ଦୁଝର ଜିଲା ଚମ୍ପୁଆ ଥାନା ଅଞ୍ଚଳରେ ଆଲୋଡ଼ନ ସୃଷ୍ଟି କରିଛି। ଖବରପାଇ ପୋଲିସ ଓ ପ୍ରଶାସନିକ ଅଧିକାରୀମାନେ ପହଞ୍ଚି ତାଙ୍କ ପରିବାର...

କୋହଳ ହେଲା କିଛି କଟକଣା

ମାଲକାନଗିରି,୨୦ା୪(ଡି.ଏନ୍‌.ଏ.): କୋରେନା ଭୂତାଣୁର ମୁକାବିଲା ପାଇଁ କେନ୍ଦ୍ର ସରକାର ଲକ୍‌ଡାଉନ ଘୋଷଣା କରିଥିବା ବେଳେ ମାଲକାନଗିରି ଜିଲାରେ ସୋମବାରଠାରୁ କିଛି ମାତ୍ରାରେ କଟକଣା କୋହଳ କରାଯାଇଛି। ବର୍ତ୍ତମାନ ସୁଦ୍ଧା ୩୪୮ ଜଣଙ୍କ ନମୁନା ସଂଗ୍ରହ କରାଯାଇ ପରୀକ୍ଷା ପାଇଁ ପଠାଯାଇଥିଲା।...

୨ଶହ ଶଯ୍ୟା ବିଶିଷ୍ଟ କୋଭିଡ୍‌ ହସ୍ପିଟାଲ ଉଦ୍‌ଘାଟିତ

ନବରଙ୍ଗପୁର,୨୦ା୪(ବି.ପ୍ର.): ନବରଙ୍ଗପୁର ବିଏଡ୍‌ କଲେଜଠାରେ ୨ଶହ ଶଯ୍ୟା ବିଶିଷ୍ଟ କୋଭିଡ୍‌-୧୯ ସ୍ବାସ୍ଥ୍ୟକେନ୍ଦ୍ରକୁ ସୋମବାର ଭିଡିଓ କନ୍‌ଫରେନ୍ସିଂ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦ୍‌ଘାଟନ କରିଛନ୍ତି। ଏହି ସମୟରେ କେନ୍ଦ୍ର ପେଟ୍ରୋଲିୟମ ଓ ଇସ୍ପାତ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ସଂସଦୀୟ ବ୍ୟାପାର...

ଅନ୍‌ଲାଇନ ଗେମ୍‌ ଖେଳିବା ମହଙ୍ଗା ପଡ଼ିଲା: ୬୫ହଜାର ଟଙ୍କା ଲୁଟ

ବିଞ୍ଝାରପୁର,୨୦।୪ (ଡି.ଏନ.ଏ): ବିଞ୍ଝାରପୁର ଥାନା କଲ୍ୟାଣପୁର ପଞ୍ଚାୟତ ସମଲପୁର ଗ୍ରାମର ପ୍ରଦୀପ ବେହେରାଙ୍କ ପୁଅ ପ୍ରିୟବ୍ରତ(୧୮) ନିଜ ମୋବାଇଲରେ ଅନଲାଇନରେ ଫ୍ରି ଫାୟାର ଗେମ୍‌ ଖେଳୁଥିଲେ। ଏହି ଖେଳରେ ତାଙ୍କର ଜଣେ ସାଙ୍ଗଙ୍କ ଏକାଉଣ୍ଟ ବ୍ଲକ ହୋଇଯାଇଥିଲା। ସାଙ୍ଗଙ୍କ ବ୍ଲକ...

ଚିନ୍ତା ବଢ଼ାଇଲା ପଶ୍ଚିମବଙ୍ଗ: ରାଜ୍ୟରେ ୭୪ ଆକ୍ରାନ୍ତଙ୍କ ମଧ୍ୟରୁ ୨୪ ପଶ୍ଚିମବଙ୍ଗ ଫେରନ୍ତା

ଭୁବନେଶ୍ୱର, ୨୦।୪(ବ୍ୟୁରୋ): ଓଡ଼ିଶା ପାଇଁ ଚିନ୍ତା ବଢ଼ାଇଲା ପଶ୍ଚିମବଙ୍ଗ। ସୋମବାର ରାଜ୍ୟରେ ଚିହ୍ନଟ ହୋଇଥିବା ୧୩ କରୋନା ଆକ୍ରନ୍ତଙ୍କ ମଧ୍ୟରେ ୧୦ଜଣ ପଞ୍ଚିମବଙ୍ଗ ଫେରନ୍ତା ବୋଲି ଜଣାପଡ଼ିଛି। ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ଚିହ୍ନଟ ହୋଇଥିବା ୭୪ ଜଣ ଆକ୍ରାନ୍ତଙ୍କ ମଧ୍ୟରେ...

୧୦ ଆକ୍ରାନ୍ତଙ୍କ କୋଲକାତା ଲିଙ୍କ୍‌: ଗତ ୨୮ ଦିନ ଭିତରେ କୋଲକାତାରୁ ଫେରିଥିଲେ ତୁରନ୍ତ ଜଣାନ୍ତୁ

ଭୁବନେଶ୍ୱର, ୨୦।୪(ବ୍ୟୁରୋ): ଗତ ୨୮ ଦିନ ମଧ୍ୟରେ କୋଲକାତାରୁ ଫେରିଥିଲେ ତୁରନ୍ତ ସ୍ଥାନୀୟ ତହସିଲଦାର, ବିଡିଓ, ସରପଞ୍ଚଙ୍କୁ ଜଣାନ୍ତୁ। ଏ ନେଇ ନିର୍ଦ୍ଦେଶ ଦେଇଛନ୍ତି ରାଜ୍ୟ ସରକାର। ଭଦ୍ରକ ଓ ଯାଜପୁର ଜିଲାର ୧୦ ଜଣଙ୍କ କରୋନା ପଜିଟିଭ୍‌ ରିପୋର୍ଟ...

ଗୋଟିଏ ଦିନରେ ୧୩ କରୋନା ଆକ୍ରାନ୍ତ: ଯାଜପୁର ୫, ସୁନ୍ଦରଗଡ଼ ୧, ଭଦ୍ରକ ୫, ବାଲେଶ୍ୱର ୨

ଭୁବନେଶ୍ୱର, ୨୦।୪(ବ୍ୟୁରୋ): ସୋମବାର ଗୋଟିଏ ଦିନରେ ରାଜ୍ୟରେ ୧୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସକାଳେ ୭ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଅପରାହ୍ନରେ ଆଉ ୬ଟି ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ...

ଯାଜପୁରର ୫ ପଜିଟିଭ

ଭୁବନେଶ୍ୱର, ୨୦।୪(ବ୍ୟୁରୋ): ସୋମବାର ସକାଳେ ରାଜ୍ୟରେ ୭ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଅପରାହ୍ନରେ ଆଉ ୬ଟି ଚିହ୍ନଟ ହୋଇଛନ୍ତି। ଅପରାହ୍ନରେ ଚିହ୍ନଟ ୬ ଜଣଙ୍କ ମଧ୍ୟରୁ ୫ ଜଣ ଯାଜପୁର ଜିଲାର ବୋଲି ଜିଲାପାଳ ରଞ୍ଜନ ଦାସ...

ପୁଣି ୬ ପଜିଟିଭ୍‌: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଛୁଇଁଲା ୭୪

ଭୁବନେଶ୍ୱର, ୨୦।୪(ବ୍ୟୁରୋ): ସୋମବାର ସକାଳେ ରାଜ୍ୟରେ ୭ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଅପରାହ୍ନରେ ଆଉ ୬ଟି ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୭୪ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ...

ଦଣ୍ଡାଧାର ଡ୍ୟାମରେ ବୁଡ଼ି ସହକାରୀ ମତ୍ସ୍ୟ ଅଧିକାରୀ ମୃତ

କାମାକ୍ଷାନଗର,୨୦ା୪- ଢେଙ୍କାନାଳ ଜିଲା କଙ୍କଡାହାଡ଼ ଥାନା ଦଣ୍ଡାଧାର ଡ୍ୟାମରେ ବୁଡ଼ି କଙ୍କଡାହାଡ ବ୍ଲକ ସହକାରୀ ମତ୍ସ୍ୟ ଅଧିକାରୀ ଧନଞ୍ଜୟ ହେମ୍ବ୍ରମ(୫୯)ଙ୍କ ମୃତ୍ୟୁ ଘଟିଛି । କଙ୍କଡାହାଡ ପୋଲିସ ସୋମବାର ସକାଳେ ତାଙ୍କ ମୃତଦେହ ଉଦ୍ଧାର କରି ନଂ. ୫/୨୦ରେ ଏକ...

ଭିଡିଓ କନ୍‌ଫରେନ୍ସିଂ ଜରିଆରେ ୫ ଜିଲାର କୋଭିଡ ହସ୍ପିଟାଲ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ

ଝାରସୁଗୁଡା ଅଫିସ,୨୦।୪: ରାଜ୍ୟର ୨୨ଟି କୋଭିଡ ହସ୍ପିଟାଲ ଇତିମଧ୍ୟରେ ଉଦ୍‌ଘାଟିତ ହୋଇସାରିଛି। ସୋମବାର ନୂତନ ଭାବେ ୫ଟି ଜିଲା ଯଥା ଅନୁଗୋଳ, ଜଗତ୍‌ସିଂହପୁର, ସୁନ୍ଦରଗଡ, ବରଗଡ଼ ଓ ନବରଙ୍ଗପୁରରେ କୋଭିଡ୍‌ ହସ୍ପିଟାଲ ଲୋକାର୍ପଣ ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ...

ଭଦ୍ରକର ୫ ପୁରୁଷ କରୋନା ପଜିଟିଭ୍‌

ଭୁବନେଶ୍ୱର, ୨୦।୪(ବ୍ୟୁରୋ): ରାଜ୍ୟରେ ଆଉ ୭ କରୋନା ପଜିଟିଭ୍‌ ସୋମବାର ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ବାଲେଶ୍ୱର ଜିଲାର ୨ ଓ ଭଦ୍ରକର ଜିଲାର ୫ ପଜିଟିଭ୍‌ ରହିଛନ୍ତି। ଭଦ୍ରକର ୫ଜଣ ପୁରୁଷଙ୍କଠାରେ କରୋନା ଭୂତାଣୁ ଠାବ ହୋଇଛି। ଆକ୍ରାନ୍ତଙ୍କ...

ଭଦ୍ରକର ୫ ପଞ୍ଚାୟତ କଣ୍ଟେନ୍‌ମେଣ୍ଟ ଜୋନ୍‌ ଘୋଷଣା: ସମସ୍ତ ପ୍ରବେଶ ପଥ ସିଲ୍‌

ଭଦ୍ରକ ଅଫିସ,୨୦ା୪: ଭଦ୍ରକ ଜିଲାରେ ସୋମବାର ଆଉ ୫ କରୋନା ରୋଗୀ ଚି଼ହ୍ନଟ ହେବା ପରେ ପ୍ରଶାସନ ପକ୍ଷରୁ ୫ଟି ପଞ୍ଚାୟତକୁ କଣ୍ଟେନ୍‌ମେଣ୍ଟ୍‌ ଜୋନ୍‌ ଭାବେ ଘୋଷଣା କରାଯାଇଛି। ଭଣ୍ଡାରିପୋଖରୀ ବ୍ଲକର ରହଣିଆ ଓ ତେସିଙ୍ଗା ପଞ୍ଚାୟତକୁ କଣ୍ଟେନ୍‌ମେଣ୍ଟ୍‌ ଜୋନ୍‌...

ବାଲେଶ୍ୱରର ୨ ବର୍ଷର ଶିଶୁକନ୍ୟା, ୩୨ ବର୍ଷୀୟ ଯୁବକ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୦ା୪(ବ୍ୟୁରୋ): ସୋମବାର ରାଜ୍ୟରେ ଆଉ ୭ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିବା ଜଣାଯାଇଛି। ଫଳରେ ରାଜ୍ୟରେ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬୧ରୁ ବୃଦ୍ଧି ପାଇ ୬୮ରେ ପହଞ୍ଚିଛି। ତେବେ ବାଲେଶ୍ୱର ଜିଲାରେ ଚିହ୍ନଟ ହୋଇଥିବା ଦୁଇ ଆକ୍ରାନ୍ତଙ୍କ ମଧ୍ୟରେ...

ଗଞ୍ଜାମରେ ବଦଳିଲା କୋହଳ ନିର୍ଦ୍ଦେଶନାମା: ସାମାଜିକ ଦୂରତ୍ୱ ଅଧିକ କଡ଼ାକଡ଼ି ପାଇଁ ଜିଲାପାଳଙ୍କ ନିର୍ଦ୍ଦେଶ

ଛତ୍ରପୁର, ୨୦।୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ସରକାରଙ୍କ ନିର୍ଦ୍ଦେଶନାମାକୁ ନେଇ ରବିବାର କରୋନା କଟକଣାକୁ କୋହଳ କରାଯାଇଥିଲା। ଅପ୍ରେଲ ୨୦ ତାରିଖଠାରୁ ଅତ୍ୟାବଶ୍ୟକୀୟ ସାମଗ୍ରୀ ଦୋକାନ ଦିନସାରା ଖୋଲା ରହିବ ବୋଲି ନିଷ୍ପତ୍ତି ନିଆଯାଇଥିଲା। ମାତ୍ର ରବିବାର ରାତିରେ...