ରାଜ୍ୟ

ଟ୍ରକ୍‌ ଧକ୍କାରେ ଚାଲିଗଲା ବାଇକ୍‌ ଆରୋହୀଙ୍କ ଜୀବନ

ପାଟଣା,୧୧।୨(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା କେନ୍ଦେଇପଶି ରାସ୍ତା ମାଧପୁର ଛକ ନିକଟରେ ଶନିବାର ପୂର୍ବାହ୍ନରେ ଏକ ୧୨ ଚକିଆ ଟ୍ରକ ବାଇକ୍‌କୁ ଧକ୍କା ଦେଇଥିଲା। ଫଳରେ ବାଇକ୍‌ ଆରୋହୀଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଛି। ମୃତକ ହେଲେ କେନ୍ଦେଇପଶି ପଞ୍ଚାୟତ ଖୁଣ୍ଟାପଡା...

ଇଣ୍ଡିଆନ ରାଇସ କଂଗ୍ରେସର ଉଦ୍‌ଘାଟନ କଲେ ରାଷ୍ଟ୍ରପତି

କଟକ ଅଫିସ,୧୧।୨: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ କଟକରେ ପହଞ୍ଚି ଜାତୀୟ ଧାନ ଗବେଷଣା କେନ୍ଦ୍ରରେ ଦ୍ୱିତୀୟ ଇଣ୍ଡିଆନ ରାଇସ କଂଗ୍ରେସର ଉଦ୍‌ଘାଟନ କରିଛନ୍ତି। ଏହି କାର୍ଯ୍ୟକ୍ରମରେ ଓ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ, କେନ୍ଦ୍ର କୃଷି ମନ୍ତ୍ରୀ ନରେନ୍ଦ୍ର ସିଂ...

ବାବା ଲିଙ୍ଗରାଜଙ୍କୁ ଦର୍ଶନ କରି ଜଳାଭିଷେକ କଲେ ରାଷ୍ଟ୍ରପତି

ଭୁବନେଶ୍ୱର,୧୧।୨(ବ୍ୟୁରୋ): ବାବା ଲିଙ୍ଗରାଜଙ୍କୁ ଦର୍ଶନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। କଡା ସୁରକ୍ଷା ବ୍ୟବସ୍ଥାରେ ଶୁକ୍ରବାର ବାବା ଲିଙ୍ଗରାଜଙ୍କ ଜଳାଭିଷେକ ସହ ପୂଜାର୍ଚ୍ଚନା କରିଛନ୍ତି। ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ମଧ୍ୟ ଉପସ୍ଥିତ ଥିଲେ। ଗର୍ଭଗୃହରୁ ପୂଜାର୍ଚ୍ଚନା ସାରିବା ପରେ...

ଲିଙ୍ଗରାଜଙ୍କୁ ଦର୍ଶନ କରିବେ ରାଷ୍ଟ୍ରପତି

ଭୁବନେଶ୍ୱର,୧୧।୨(ବ୍ୟୁରୋ): ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଅଛନ୍ତି। ଏହି ଗସ୍ତ ସମୟରେ ରାଷ୍ଟ୍ରପତି ଲିଙ୍ଗରାଜ ମନ୍ଦିର ଯିବାର କାର୍ଯ୍ୟକ୍ରମ ରହିଛି। ରାଷ୍ଟ୍ରପତିଙ୍କ ଗସ୍ତକୁ ନେଇ କଡା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ଲିଙ୍ଗରାଜ ଦର୍ଶନ ପରେ...

ବଦଳିଲା ଓସିଏସ୍‌ ମୁଖ୍ୟ ଲିଖିତ ପରୀକ୍ଷା ତାରିଖ

କଟକ ଅଫିସ,୧୧ା୨: ଓଡ଼ିଶା ଲୋକସେବା ଆୟୋଗ (ଓପିଏସ୍‌ସି) ଦ୍ୱାରା ପରିଚାଳିତ ଓଡ଼ିଶା ସିଭିଲ ସର୍ଭିସ (ଓସିଏସ୍‌)-୨୦୨୧ର ମୁଖ୍ୟ ଲିଖିତ ପରୀକ୍ଷା ସୂଚୀରେ ପରିବର୍ତ୍ତନ କରାଯାଇଛି। ଏ ନେଇ ଶୁକ୍ରବାର ଓପିଏସ୍‌ସି ପକ୍ଷରୁ ସଂଶୋଧିତ ପରୀକ୍ଷା ସୂଚୀର ବିଜ୍ଞପ୍ତି ପ୍ରକାଶ ପାଇଛି।...

ଜଗତ୍‌ସିଂହପୁର କୋର୍ଟରେ ସୋମାଲିକାଙ୍କ ବୟାନ ରେକର୍ଡ

ଜଗତ୍‌ସିଂହପୁର ଅଫିସ, ୧୧ା୨: ତିର୍ତ୍ତୋଲ ବିଧାୟକ ବିଜୟଶଙ୍କର ଦାସଙ୍କ ପ୍ରେମ ସମ୍ପର୍କ ଓ ବିବାହ ପ୍ରତିଶ୍ରୁତି ମାମଲା ଦିନକୁ ଦିନ ଜଟିଳ ରୂପ ନେବାରେ ଲାଗିଛି। ହାଇକୋର୍ଟଙ୍କ ନିର୍ଦ୍ଦେଶ ଅନୁସାରେ ବିଧାୟକ ଦାସଙ୍କ ବିରୋଧରେ ତାଙ୍କ ପ୍ରେମିକା ତଥା ସ୍ଥାନୀୟ...

୧୩ରେ କେନ୍ଦୁଝର ଯିବେ ମୁଖ୍ୟମନ୍ତ୍ରୀ

କେନ୍ଦୁଝର, ୧୧। ୨(ସ୍ବ.ପ୍ର.): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତା ୧୩ ତାରିଖରେ କେନ୍ଦୁଝର ଜିଲା ଗ୍ରସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ଏନେଇ ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ଆରମ୍ଭ ହୋଇଥିଲେ ହେଁ ଅଧିକାରୀ ସ୍ତରରେ କାର୍ଯ୍ୟକ୍ରମ ନେଇ କୌଣସି ସୂଚନା...

ଦିଲ୍ଲୀ ଲିଙ୍କ୍‌ ନେଇ ଜୋର ଧରିଲା ଚର୍ଚ୍ଚା

ସମ୍ବଲପୁର,୧୧ା୨(ବ୍ୟୁରୋ): ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବକିଶୋର ଦାସଙ୍କୁ ଗୁଳିକରି ହତ୍ୟା ଘଟଣାକୁ ଶୁକ୍ରବାର ୧୩ଦିନ ପୂରିଛି। ଘଟଣାର ପ୍ରଥମ ଦିନରୁ କ୍ରାଇମ୍‌ବ୍ରାଞ୍ଚ ତଦନ୍ତ ଆରମ୍ଭ କରିଥିଲେ ମଧ୍ୟ ଏଯାବତ୍‌ ହତ୍ୟାର କାରଣ ସ୍ପଷ୍ଟ କରିପାରି ନାହିଁ। ଇତିମଧ୍ୟରେ ଅଭିଯୁକ୍ତ ଗୋପାଳକୃଷ୍ଣ ଦାସଙ୍କୁ...

ଏସ୍‌ଆଇ ନିଯୁକ୍ତି ବିଜ୍ଞପ୍ତି ଉପରେ ରହିତାଦେଶ

କଟକ ଅଫିସ,୧୧ା୨: ଓଡ଼ିଶା ପୋଲିସ ସବ୍‌ଇନ୍ସପେକ୍ଟର (ଏସ୍‌ଆଇ) ନିଯୁକ୍ତି ନେଇ ୨୦୨୧ ଜୁନ୍‌ ୨୨ତାରିଖରେ ପ୍ରକାଶିତ ବିଜ୍ଞପ୍ତି ଉପରେ ଓଡ଼ିଶା ହାଇକୋର୍ଟ ଅନ୍ତରୀଣ ରହିତାଦେଶ ଦେଇଛନ୍ତି। ଅଦାଲତଙ୍କ ଅନ୍ୟାଦେଶ ପର୍ଯ୍ୟନ୍ତ ଏହି ବିଜ୍ଞପ୍ତି ଉପରେ କୌଣସି ପଦକ୍ଷେପ ଗ୍ରହଣ କରାଯାଇପାରିବ...

ମାର୍ଚ୍ଚ ୫ରୁ ଭୁବନେଶ୍ୱରରୁ ସିଧାସଳଖ ଦୁବାଇ ଉଡ଼ିବ ବିମାନ

ଭୁବନେଶ୍ୱର, ୧୧ା୨(ବ୍ୟୁରୋ): ଭୁବନେଶ୍ୱରରୁ ଦୁବାଇକୁ ସିଧାସଳଖ ବିମାନ ଚଳାଚଳ କରିବ। ଇଣ୍ଡିଗୋ ଏୟାରଲାଇନ୍ସ ଏହି ସେବା ଯୋଗାଇ ଦେବ। ଇଣ୍ଡିଗୋର ୬ଇ୦୦୨୭ ବିମାନଟି ସନ୍ଧ୍ୟା ୬ଟା ୫ରୁ ଭୁବନେଶ୍ୱର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରୁ ଉଡ଼ାଣ ଆରମ୍ଭ କରି ଦୁବାଇରେ...

ପେଟ୍ରୋଲ ପମ୍ପ କର୍ମଚାରୀଙ୍କ ସମେତ ୨ ମୃତ

ପରଜଙ୍ଗ, ୧୧ା୨(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ୫୩ ନଂ. ଜାତୀୟ ରାଜପଥର ମୁଣ୍ଡେଇଲୋ ଗଁା ଛକ ନିକଟରେ ଗୁରୁବାର ପୂର୍ବାହ୍ନରେ ଏକ ହୃଦୟ ବିଦାରକ ଦୁର୍ଘଟଣା ଘଟିଛି। ଏକ ବାଇକ୍‌ ଉପରେ କୋଇଲା ବୋଝେଇ ଟ୍ରକ୍‌ (ନଂ. ଓଡ଼ି...

ଯୋଜନା ତୃଣମୂଳସ୍ତରରେ ପହଞ୍ଚାଇବାରେ ଓଏଏସ୍‌ ଅଧିକାରୀଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୧ା୨(ବ୍ୟୁରୋ): ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍‌) ହେଉଛି ରାଜ୍ୟ ପ୍ରଶାସନର ମୁଖ୍ୟ ଅଂଶ। ବ୍ଲକ ଏବଂ ତହସିଲଗୁଡ଼ିକରେ ରାଜ୍ୟ ସରକାରଙ୍କ ବିଭିନ୍ନ ଯୋଜନା କାର୍ଯ୍ୟକାରୀ କରିବା କ୍ଷେତ୍ରରେ ଓଏଏସ୍‌ ଅଧିକାରୀ ଗୁରୁତ୍ୱପୂର୍ଣ୍ଣ ଅବଦାନ ଦେଇଆସିଛନ୍ତି। ତୃଣମୂଳସ୍ତରରେ ସରକାରଙ୍କ ଜନକଲ୍ୟାଣ ଯୋଜନାକୁ ପହଞ୍ଚାଇବାରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri