ରାଜ୍ୟ

ପେଟ୍ରୋଲ ପମ୍ପ କର୍ମଚାରୀଙ୍କ ସମେତ ୨ ମୃତ

ପରଜଙ୍ଗ, ୧୧ା୨(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ୫୩ ନଂ. ଜାତୀୟ ରାଜପଥର ମୁଣ୍ଡେଇଲୋ ଗଁା ଛକ ନିକଟରେ ଗୁରୁବାର ପୂର୍ବାହ୍ନରେ ଏକ ହୃଦୟ ବିଦାରକ ଦୁର୍ଘଟଣା ଘଟିଛି। ଏକ ବାଇକ୍‌ ଉପରେ କୋଇଲା ବୋଝେଇ ଟ୍ରକ୍‌ (ନଂ. ଓଡ଼ି...

ଯୋଜନା ତୃଣମୂଳସ୍ତରରେ ପହଞ୍ଚାଇବାରେ ଓଏଏସ୍‌ ଅଧିକାରୀଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୧ା୨(ବ୍ୟୁରୋ): ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍‌) ହେଉଛି ରାଜ୍ୟ ପ୍ରଶାସନର ମୁଖ୍ୟ ଅଂଶ। ବ୍ଲକ ଏବଂ ତହସିଲଗୁଡ଼ିକରେ ରାଜ୍ୟ ସରକାରଙ୍କ ବିଭିନ୍ନ ଯୋଜନା କାର୍ଯ୍ୟକାରୀ କରିବା କ୍ଷେତ୍ରରେ ଓଏଏସ୍‌ ଅଧିକାରୀ ଗୁରୁତ୍ୱପୂର୍ଣ୍ଣ ଅବଦାନ ଦେଇଆସିଛନ୍ତି। ତୃଣମୂଳସ୍ତରରେ ସରକାରଙ୍କ ଜନକଲ୍ୟାଣ ଯୋଜନାକୁ ପହଞ୍ଚାଇବାରେ...

ମାତୃଶକ୍ତିର ଉତ୍ଥାନ ପାଇଁ ଆଧ୍ୟାତ୍ମିକ ବିକାଶ ଆବଶ୍ୟକ: ରାଷ୍ଟ୍ରପତି

ଭୁବନେଶ୍ୱର, ୧୧ା୨ (ବ୍ୟୁରୋ): ଭାରତ ନାରୀଙ୍କୁ ସମ୍ମାନ ଦିଏ। ଏହି ପରମ୍ପରା ଓ ସଂସ୍କୃତି ବହୁଦିନରୁ ରହିଆସିଛି। ନାରୀମାନେ ଶକ୍ତିସ୍ବରୂପିଣୀ। ତାଙ୍କ ନିକଟରେ ସୃଷ୍ଟି କରିବାର ଅପାର ଶକ୍ତି ରହିଛି। ନାରୀ ଜାଗ୍ରତ ହେଲେ ଓ ଆଗକୁ ବଢ଼ିଲେ ରାଷ୍ଟ୍ର...

୨୯ ଓକିଲଙ୍କୁ ସର୍ତ୍ତମୂଳକ ଜାମିନ

ସମ୍ବଲପୁର,୧୦ା୨(ବ୍ୟୁରୋ)- ପଶ୍ଚିମ ଓଡ଼ିଶାରେ ହାଇକୋର୍ଟ ବେଞ୍ଚ ଦାବି ନେଇ ଆନ୍ଦୋଳନ ସମୟରେ ନଭେମ୍ବର ୨୯ରେ କୋର୍ଟ ସମ୍ମୁଖରେ ଠେଲାପେଲା ଓ ଡିସେମ୍ବର ୧୨ରେ କୋର୍ଟ ପରିସରରେ ଭଙ୍ଗାରୁଜା ଘଟଣାରେ ଗିରଫ ହୋଇଥିବା ସମ୍ବଲପୁର ବାର୍‌ର ୨୯ଜଣ ଓକିଲଙ୍କ ସହ ଜଣେ...

କଂଗ୍ରେସରେ ଯୋଗ ଦେଲେ ପୂର୍ବତନ ମୁଖ୍ୟ ଶାସନ ସଚିବ ବିଜୟ ପଟ୍ଟନାୟକ

ଭୁବନେଶ୍ୱର,୧୦।୨(ବ୍ୟୁରୋ): କଂଗ୍ରେସରେ ମିଶିଲେ ପୂର୍ବତନ ମୁଖ୍ୟ ଶାସନ ସଚିବ ବିଜୟ ପଟ୍ଟନାୟକ। ଶୁକ୍ରବାର ଦିଲ୍ଲୀସ୍ଥିତ ଏଆଇସିସି କାର୍ଯ୍ୟାଳୟରେ ବିଧିବଦ୍ଧ ଭାବେ କଂଗ୍ରେସରେ ଯୋଗ ଦେଇଛନ୍ତି। କିଛି ଦିନ ପୂର୍ବରୁ କଂଗ୍ରେସରେ ସାମଲ ହେବା ନେଇ ଚର୍ଚ୍ଚା ଜୋର ଧରିଥିଲା। ୧୯୭୬...

ଲୁଟେରା ଗ୍ୟାଙ୍ଗର ୬ ଗିରଫ: ଚୋରି ସୁନା ଫେରାଇଲା ପୋଲିସ

ରାୟଗଡା ଅଫିସ,୧୦।୨: ରାୟଗଡ଼ା ପୋଲିସକୁ ଏକ ସଫଳତା ମିଳିଛି । ଗତ ଜାନୁୟାରୀ ୧ ଏବଂ ୬ ତାରିଖ ଓ ୨୦୨୨ ଜୁଲାଇ ୧୬ରେ ହୋଇଥିବା ଚୋରି ମାମଲାରେ ରାୟଗଡା ଟାଉନ ଥାନା ପୋଲିସ ଶୁକ୍ରବାର ଏକ ଡକାୟତ ଗ୍ୟାଙ୍ଗର...

‘ଆର୍ଥିକ ବିକାଶ କ୍ଷେତ୍ରରେ ବିଶ୍ୱର ୫ମ ସ୍ଥାନରେ ରହିଛି ଭାରତ’

ଭୁବନେଶ୍ୱର,୧୦ା୨(ବ୍ୟୁରୋ): ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶୁକ୍ରବାର ୨ ଦିନିଆ ଓଡ଼ିଶା ଗସ୍ତରେ ଆସି ଉତ୍କଳ ମଣ୍ଡପଠାରେ ଆୟୋଜିତ ଜ୍ଞାନପ୍ରଭା ମିଶନର ଦ୍ବିତୀୟ ପ୍ରତିଷ୍ଠା ଦିବସ ସମାରୋହରେ ମୁଖ୍ୟ ଅତିଥି ଭାବେ ଯୋଗଦେଇଛନ୍ତି। ସେ କହିଛନ୍ତି, ଆଜିର ସମାଜରେ ଆଧ୍ୟାତ୍ମିକତା ବିକାଶ...

ବଧୂହତ୍ୟା ଅଭିଯୋଗ: ଫାଣ୍ଡି ସମ୍ମୁଖରେ ମୃତଦେହ ରଖି ଧାରଣା ଦେଲେ ବାପଘର ଲୋକେ

ନୟାଗଡ଼ ଅଫିସ,୧୦ା୨: ନୟାଗଡ଼ ଜିଲା ଫତେଗଡ଼ ଥାନା ଜଗନ୍ନାଥପ୍ରସାଦ  ଗ୍ରାମରେ ପୂଜା ଜୁଝାରସିଂହଙ୍କ ନାମକ ଜଣେ ବଧୂଙ୍କୁ ହତ୍ୟା ଜରାଯାଇଛି। ହତ୍ୟାକାରୀଙ୍କୁ ଗିରଫ ଦାବିରେ ପରିବାର ଲୋକେ ଜଗନ୍ନାଥପ୍ରସାଦ ଫାଣ୍ଡି ଆଗରେ ମୃତଦେହ ରଖି ଶୁକ୍ରବାର ଧାରଣା ଦେଇଛନ୍ତି। ଅଭିଯୋଗ...

ନବ ଦାସ ହତ୍ୟା ମାମଲା: ଆଜି ଗୋପାଳଙ୍କ ହେବ ନାର୍କୋ ଟେଷ୍ଟ

ବ୍ରଜରାଜନଗର,୧୦।୨(ଡି.ଏନ.ଏ.): ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ହତ୍ୟା ମାମଲାରେ ଅଭିଯୁକ୍ତ ଗୋପାଳ ଦାସଙ୍କର ଶୁକ୍ରବାର ନାର୍କୋ ଟେଷ୍ଟ ହେବ। ଏଥିପାଇଁ ଗୋପାଳଙ୍କୁ ଗୁଜରାଟ ଗାନ୍ଧୀନଗରକୁ ନିଆଯାଇଛି। ଟେଷ୍ଟ ପୂର୍ବରୁ ଗୋପାଳଙ୍କ ଏକାଧିକ ମେଡିକାଲ ଟେଷ୍ଟ କରାଯିବ। ଏହାପୂର୍ବରୁ ଗୁରୁବାର ଗାନ୍ଧୀନଗରସ୍ଥିତ ଡାଇରେକ୍ଟୋରେଟ...

ଓଡ଼ିଶାରେ ରାଷ୍ଟ୍ରପତି

ଭୁବନେଶ୍ୱର,୧୦ା୨: ଶୁକ୍ରବାର ଓଡ଼ିଶାରେ ଆସି ପହଞ୍ଚିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ବାୟୁସେନାର ସ୍ବତନ୍ତ୍ର ବିମାନରେ ଆଜି ପୂର୍ବାହ୍ନରେ ରାଷ୍ଟ୍ରପତି ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଛନ୍ତି। ବିମାନ ବନ୍ଦରରେ ରାଜ୍ୟପାଳଙ୍କ ସହ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କୁ ସ୍ବାଗତ କରିବାକୁ ଉପସ୍ଥିତ ଅଛନ୍ତି।...

ମାନସିକ ଭାରସାମ୍ୟ ହରାଇଛନ୍ତି ଜୟନାରାୟଣ: ବିଜେଡି

ଭୁବନେଶ୍ବର,୧୦ା୨(ବ୍ୟୁରୋ): ନବ ଦାସଙ୍କ ହତ୍ୟାକାଣ୍ଡ ଭଳି ସ୍ପର୍ଶକତାର ଘଟଣାରେ ବାରମ୍ବାର ଅରୁଚିକର ମନ୍ତବ୍ୟ ଦେଉଥିବା ବରିଷ୍ଠ ଭାଜପା ନେତା ଜୟନାରାୟଣ ମିଶ୍ର ମାନସିକ ଭାରସାମ୍ୟ ହରାଇଛନ୍ତି। ତେଣୁ ତୁରନ୍ତ ତାଙ୍କର ମାନସିକ ସ୍ବାସ୍ଥ୍ୟ ପରୀକ୍ଷା କରାଇବାକୁ ବିଜେଡି ପକ୍ଷରୁ ଭାଜପା...

ନବ ଦାସଙ୍କ ହତ୍ୟା ତଦନ୍ତ ସିବିଆଇକୁ ନ ଦେଲେ ଆନ୍ଦୋଳନ

ଭୁବନେଶ୍ବର,୧୦ା୨(ବ୍ୟୁରୋ): ରାଜ୍ୟରେ ଆଇନଶୃଙ୍ଖଳା ପରିସ୍ଥିତି ସମ୍ପର୍ଣ୍ଣ ଭୁଶୁଡ଼ି ପଡ଼ିଛି । ରାଜନୀତିର ହିଂସାକରଣ ଚରମସୀମା ଅତିକ୍ରମ କରିସାରିଛି । ନବ ଦାସଙ୍କ ହତ୍ୟା ପ୍ରସଙ୍ଗରେ ଅପରାଧୀଙ୍କୁ ବଞ୍ଚାଇବା ସହିତ ସତ୍ୟକୁ ଚାପିଦେବା ପାଇଁ ରାଜ୍ୟବାସୀଙ୍କୁ ମିଛ ଗପ ଶୁଣାଇବାର କାର୍ଯ୍ୟ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri