ସ୍ନାନମଣ୍ଡପରେ ଶ୍ରୀଜିଉ: ପୁରୀରେ ପୋଲିସ ଛାଉଣି ସତ୍ୱେ ସେବାୟତଙ୍କୁ ମାରି…
ପୁରୀ,୧୧।୬: ସ୍ନାନ ପୂଣ୍ଣିମାରେ ପୁରୀରେ ଚାଞ୍ଚଲ୍ୟ।, ସ୍ନାନମଣ୍ଡପରେ ଶ୍ରୀଜିଉ, ଏପଟେ ରକ୍ତ ଜୁଡ଼ୁବୁଡ଼ୁ ସେବାୟତ। ବରିଷ୍ଠ ସେବାୟତ ଜଗନ୍ନାଥ ଦୀକ୍ଷିତଙ୍କୁ ହତ୍ୟା ସନ୍ଦେହ କରାଯାଉଛି। ଟାଉନ ଥାନା ଗୁଡ଼ିଆସାହି ରାବେଣି ଚଉରା ପାଖରେ ପଡ଼ିଛି ମୃତଦେହ। ମୃତ ସେବାୟତ ମହାସୁହାରସାହିର, ସେ…
ରଥଯାତ୍ରା ପରେ ୨୮ ତାରିଖରୁ ପୁଣି ରତ୍ନଭଣ୍ଡାର ମରାମତି ଆରମ୍ଭ
ପୁରୀ,୧୧।୬: ଶ୍ରୀମନ୍ଦିରର ରତ୍ନଭଣ୍ଡାର ମରାମତି କାର୍ଯ୍ୟ ରଥଯାତ୍ରା ପରଦିନ ଅର୍ଥାତ୍ ୨୮ ତାରିଖରୁ ପୁଣି ଆରମ୍ଭ ହେବ। ଏହି ସୂଚନା ଶ୍ରୀମନ୍ଦିରର ମୁଖ୍ୟ ପ୍ରଶାସକ ପ୍ରକାଶ କରିଛନ୍ତି। ବର୍ତ୍ତମାନ ରତ୍ନଭଣ୍ଡାର ମରାମତି କାର୍ଯ୍ୟ ବନ୍ଦ ରହିଛି। ମୁଖ୍ୟ ପ୍ରଶାସକ କହିଛନ୍ତି, “ମରାମତି…
ଠାକୁର ଅଜାସିଦ୍ଧବଳରାମଙ୍କ ସ୍ନାନ ଯାତ୍ରା
ସାକ୍ଷୀଗୋପାଳ,୧୧ା୬(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ପୁରୀ ଜିଲା ସତ୍ୟବାଦୀ ବକୁଳବନର ଅଧିଶ୍ବର ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଅଜାଭାବେ ପରିଚିତ ଠାକୁର ଅଜାଶ୍ରସିଦ୍ଧବଳରାମଙ୍କ ସ୍ନାନ ଯାତ୍ରା ବୁଧବାର ଅନୁଷ୍ଠିତ ହୋଇଯାଇଛି। ସକାଳୁ ସକାଳୁ ମଙ୍ଗଳ ଆଳତି, ଅବକାଶ, ବାଳଭୋଗ କରାଯାଇଥିଲା। ସ୍ନାନ ମଣ୍ଡପରେ ସଂସ୍କାର…
ଗାଡ଼ି ମାଲିକଙ୍କୁ ଧକ୍କା ଦେଲା ମାଲବାହୀ ଟ୍ରେନ୍, ଚାଲିଗଲା ଜୀବନ
କେନ୍ଦୁଝର,୧୧ା୬(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା ଅନ୍ତର୍ଗତ ନୂଆଗାଁ ପଞ୍ଚାୟତ କାଦଗଡ଼ ରେଳ ଫାଟକ ଠାରୁ ୮ମିଟର ଦୂରତା ରେଳ ଧାରଣା ନିକଟରେ ମାଲ ବାହୀ ଟ୍ରେନ ଧକ୍କାରେ ଜଣେ ଗାଡ଼ି ମାଲିକଙ୍କ ମୃତ୍ୟୁ ଘଟିଛି। ମୃତକ ଜଣଙ୍କ ହେଲେ…
ଭାଜପାର ମଣ୍ଡଳସରୀୟ କର୍ମଶାଳା: କେନ୍ଦ୍ର-ରାଜ୍ୟ ସରକାରଙ୍କ ସଫଳତା ନେଇ ଆଲୋଚନା
ଦାରିଙ୍ଗବାଡ଼ି/ବ୍ରାହ୍ମଣୀଗାଁ,୧୧ା୬(ଅରୁଣ ସାହୁ/ମନୋରଞ୍ଜନ ରଣା): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଶିବ ମନ୍ଦିର ପ୍ରାଙ୍ଗଣରେ ଭାଜପାର ମଣ୍ଡଳସ୍ତରୀୟ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି ଏହି ଅବସରରେ ବ୍ରାହ୍ମଣୀଗାଁ ମଣ୍ଡଳର ସଭାପତି ଗଣେଶ ଡାକୁଆଙ୍କ ଅଧ୍ୟକ୍ଷତାରେ ମୁଖ୍ୟ ଅତିଥି ଭାବେ ଦଳର ଜିଲା ସଭାପତି…
୧୦୮ ଗରା ସୁବାସିତ ଜଳରେ ମହାସ୍ନାନ କଲେ ଚତୁର୍ଦ୍ଧାମୂର୍ତ୍ତି
ପୁରୀ,୧୧ା୬: ପବିତ୍ର ସ୍ନାନ ପୂର୍ଣ୍ଣିମା ଅବସରରେ ୧୦୮ ଗରା ସୁବାସିତ ଜଳରେ ମହାପ୍ରଭୁ ମହାସ୍ନାନ କରିଛନ୍ତି। ଏହି ଦିବ୍ୟ ସ୍ନାନକୁ ବଡ଼ଦାଣ୍ଡରେ ଥାଇ ଦର୍ଶନ କରୁଛନ୍ତି ହଜାର ହଜାର ଶ୍ରଦ୍ଧାଳୁ। ନୀତି ନିର୍ଘଣ୍ଟ ଅନୁଯାୟୀ, ଭୋର ୪.୩୦ରେ ମଙ୍ଗଳାର୍ପଣ, ଭୋର ୫ଟାରେ…
ନେମାଳ ଅଚ୍ୟୁତାନନ୍ଦ ପୀଠରେ ଅଗ୍ନିକାଣ୍ଡ, ଦୀପରୁ ନିଆଁ ଲାଗି…
ନିଶ୍ଚିନ୍ତକୋଇଲି,୧୧ା୬(ଅଶୋକ ମହାପାତ୍ର): କଟକ ଜିଲା ନେମାଳ ମହାପୁରୁଷ ଅଚ୍ୟୁତାନନ୍ଦ ପୀଠରେ ଅଗ୍ନିକାଣ୍ଡ। ବୁଧବାର ପୂର୍ବାହ୍ନରେ ମହାପୁରୁଷଙ୍କ ପୀଠରେ ଦେବସ୍ନାନ ପୂର୍ଣ୍ଣିମା ଅବସରରେ ଲକ୍ଷାଧିକ ଭକ୍ତଙ୍କ ସମାବେଶ ହୋଇଥିଲା। ପ୍ରଶାସନିକ ଅବହେଳା ପାଇଁ ଦୀପରୁ ଅଗ୍ନିକାଣ୍ଡ ଘଟି ପୀଠ ଉପରେ ନିଆଁ ଲାଗିଯାଇଥିଲା।…
ଝାଡ଼ାବାନ୍ତି ଆକ୍ରାନ୍ତଙ୍କ ପାଖରେ ପହଞ୍ଚିଲା ସ୍ବାସ୍ଥ୍ୟ ଟିମ୍
ଧର୍ମଶାଳା,୧୧ା୬(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଅଞ୍ଚଳରେ ଦୁଇ ଦିନ ମଧ୍ୟରେ ୧୫୦ରୁ ଅଧିକ ଲୋକେ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଚିକିତ୍ସିତ ହେଉଥିବା ବେଳେ ଏକ ଡାକ୍ତରୀ ଟିମ୍ ରୋଗୀଙ୍କ ପାଖରେ ପହଞ୍ଚିଛି। ଧର୍ମଶାଳା ଅଞ୍ଚଳରେ ଅନେକ…
୮ ଦିନ ହେଲା ପୁରୁଷୋତ୍ତମପୁରରେ ମୋବାଇଲ ସେବା ବନ୍ଦ, ଆନ୍ଦୋଳନକୁ ଓହ୍ଲାଇବେ ଉପଭୋକ୍ତା
ପୁରୁଷୋତ୍ତମପୁର,୧୧ା୬(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ଦିନକୁ ଦିନ ବିଏସ୍ଏସ୍ଏଲ ମୋବାଇଲ ସେବା ବିପର୍ଯ୍ୟସ୍ତ ହେବାରେ ଲାଗିଛି। ବିୁଦ୍ୟତ୍ ଚାଲିଗଲେ ମୋବାଇଲ ନେଟ୍ଓ୍ବର୍କ ମଧ୍ୟ ଚାଲିଯାଉଛି। ଏ ପରିସ୍ଥିତି ଏଠାରେ ଦୀର୍ଘଦିନ ହେଲା ଲାଗି ରହିଥିବା ବେଳେ ଗତ ୪ରୁ ସମ୍ପୂର୍ଣ୍ଣ…
ବହୁ ପ୍ରତୀକ୍ଷାର ଅନ୍ତ, ବ୍ରହ୍ମପୁର ଏମ୍ପି ପ୍ରତିନିଧି ଭାବେ ମନୋନୀତ ହେଲେ ରଞ୍ଜନ
ଗଞ୍ଜାମ,୧୧ା୬(ବିଦ୍ୟାଧର ସାହୁ): ସାଧାରଣ ନିର୍ବାଚନକୁ ପୂରିଛି ଏକ ବର୍ଷ। ନିର୍ବାଚନ ପରଠାରୁ ସ୍ଥାନୀୟ ଅଞ୍ଚଳର ବହୁ ଯୁବକ ଏମ୍ପିଙ୍କ ପ୍ରତିନିଧି ଆଶାୟୀ ଥିବା ବେଳେ ରାମଗଡ଼ ପଞ୍ଚାୟତ ପ୍ରାୟଗି ଗ୍ରାମର ରଞ୍ଜନ କୁମାର ତରାଇ ବ୍ରହ୍ମପୁର ଲୋକ ସଭା ଏମ୍ପିଙ୍କ ଗଞ୍ଜାମ…
ଲୀଳାମୟଙ୍କ ଦର୍ଶନ କରି ଭାବବିହ୍ବଳ ହେଲେ ମୁଖ୍ୟମନ୍ତ୍ରୀ
ପୁରୀ,୧୧ା୬: ଆଜି ଅର୍ଥାତ୍ ବୁଧବାର ସ୍ନାନପୂର୍ଣ୍ଣିମା। ଭକ୍ତିମୟ ହୋଇପଡ଼ିଛି ଶ୍ରୀକ୍ଷେତ୍ର। ବଡ଼ଦାଣ୍ଡ ଏକପ୍ରକାର ଲୋକାରଣ୍ୟ ହୋଇଛି। ଏହି ଅବସରରେ ଚତୁର୍ଦ୍ଧାମୂର୍ତ୍ତି ସ୍ନାନବେଦିରେ ଉଭା ହୋଇ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଧ୍ୟ ମହାପ୍ରଭୁଙ୍କ ଏହି ଦିବ୍ୟ ଦର୍ଶନ…
ଧର୍ମଶାଳାରେ ଝାଡ଼ାବାନ୍ତି ଆକ୍ରାନ୍ତ ସଂଖ୍ୟା ୧୫୦ ଟପିଲା:ସ୍ବାସ୍ଥ୍ୟକେନ୍ଦ୍ରରେ ପହଞ୍ଚିଲେ ଅତିରିକ୍ତ ଜଲାପାଳ
ଯାଜପୁର,୧୧।୬: ଯାଜପୁର ଜିଲା ଧର୍ମଶାଳା ଅଞ୍ଚଳରେ ମଙ୍ଗଳବାରଠାରୁ ଅଚାନକ ଶତାଧିକ ରୋଗୀ ଝାଡ଼ା ବାନ୍ତିରେ ଆକ୍ରାନ୍ତ ହୋଇ ଧର୍ମଶାଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି ହୋଇଛନ୍ତି। ଉକ୍ତ ଅଞ୍ଚଳର ଅନେକ ପଞ୍ଚାୟତର ଲୋକେ ଝାଡ଼ା ବାନ୍ତିରେ ଆକ୍ରାନ୍ତ ହୋଇ ଥିବାବେଳେ ମେଡିକାଲ ପରିସରରେ…
Archives


