ରାଜ୍ୟ

ମାୟାଧର ସ୍ବାଇଁଙ୍କୁ ଜାତୀୟ ଜନପ୍ରିୟ ବିଜ୍ଞାନ ପୁରସ୍କାର

ଭୁବନେଶ୍ୱର,୮।୨(ବ୍ୟୁରୋ): ଓଡ଼ିଶାର ଜଣାଶୁଣା ଜନପ୍ରିୟ ବିଜ୍ଞାନ ଲେଖକ ଇଂ ମାୟାଧର ସ୍ବାଇଁଙ୍କୁ ବିଜ୍ଞାନକୁ ଜନପ୍ରିୟ କରିବାରେ ତାଙ୍କର ଅତୁଳନୀୟ ଅବଦାନ ପାଇଁ ତାଙ୍କୁ ଜନପ୍ରିୟ ବିଜ୍ଞାନ ପୁରସ୍କାରରେ ସମ୍ମାନିତ କରାଯିବ। ୨୦୨୨ ମସିହା ନିମିତ୍ତ ଏହି ଜାତୀୟ ପୁରସ୍କାର ପ୍ରଦାନ...

ଟ୍ରକ୍‌ରେ ଲାଗିଗଲା ନିଆଁ, ଡ୍ରାଇଭର ଜୀବନ୍ତ ଦଗ୍ଧ

ରେଢ଼ାଖୋଲ,୮।୨(ଡି.ଏନ.ଏ ): ରାଞ୍ଚି -ବିଜୟୱାଡା ଜାତୀୟ ରାଜପଥର ରେଢ଼ାଖୋଲ ଥାନା ତେରବେଡା ଗ୍ରାମ ନିକଟରେ ବୁଧବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍‌ ଦୁର୍ଘଟଣାଗ୍ରସ୍ତ ହୋଇ ରାସ୍ତା କଡରେ ଓଲଟି ପଡିବା ପରେ ନିଆଁ ଲାଗିଯାଇଛି। ଫଳରେ ଗାଡି...

ଆସନ୍ତା ୨୩ରେ ଓଡ଼ିଶା ଆସିବେ ଅମିତ ଶାହା

ଭୁବନେଶ୍ୱର,୮।୨(ବ୍ୟୁରୋ): ଆସନ୍ତା ଫେବୃୟାରୀ ୨୩ ତାରିଖରେ ଓଡ଼ିଶା ଗସ୍ତରେ ଆସିବେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା। ଏହି ଅବସରରେ ଅମିତ ଶାହା ଢେଙ୍କାନାଳର ବୁଥ୍‌ ସ୍ତରୀୟ ଯୋଗ ଦେବାରେ କାର୍ଯ୍ୟକ୍ରମ ରହିଛି।

ରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତକୁ ନେଇ ମୁତୟନ ହେବେ ୪୦ ପ୍ଲାଟୁନ୍‌ ପୋଲିସ ଫୋର୍ସ

ଭୁବନେଶ୍ୱର,୮।୨(ବ୍ୟୁରୋ): ଆସନ୍ତା ୧୦ ତାରିଖରେ ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଏଥିପାଇଁ କମିଶନରେଟ୍‌ ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି। ୪୦ ପ୍ଲାଟୁନ୍‌ ପୋଲିସ ଫୋର୍ସ ସହ ୨୦୦ ରୁ ଅଧିକ ଅଫିସ ନିୟୋଜିତ ହେବେ। ଏଥିସହ...

ଆଜି ଶ୍ରୀଜିଉଙ୍କ ବନକଲାଗି ନୀତି: ୪ ଘଣ୍ଟା ଦର୍ଶନ ବନ୍ଦ

ପୁରୀ ଅଫିସ,୮।୨: ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏହା ଏକ ଗୁପ୍ତ ସେବା ନୀତି ହୋଇଥିବାରୁ ସନ୍ଧ୍ୟା ୬ ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ୪ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ। ଏନେଇ ଶ୍ରୀମନ୍ଦିର ପ୍ରଶାସନ...

ଆଜି ସରିବ ଗୋପାଳଙ୍କ ଦ୍ୱିତୀୟ ପର୍ଯ୍ୟାୟ ରିମାଣ୍ଡ ଅବଧି

ବ୍ରଜରାଜନଗର,୮।୨(ଡି.ଏନ.ଏ.): ମନ୍ତ୍ରୀ ନବ ଦାସ ହତ୍ୟା ମାମଲାର ଅଭିଯୁକ୍ତ ଗୋପାଳ ଦାସଙ୍କ ଦ୍ୱିତୀୟ ପର୍ଯ୍ୟାୟ ରିମାଣ୍ଡ ଅବଧି ବୁଧବାର ସରିବ। କ୍ରାଇମବ୍ରାଞ୍ଚ ଦ୍ୱିତୀୟ ପର୍ଯ୍ୟାୟରେ ୪ ଦିନିଆ ରିମାଣ୍ଡରେ ନେଇ ଘଟଣାର ତଦନ୍ତ ଚଳାଇଥିଲା। ତେବେ ଆଜି ଦ୍ୱିତୀୟ ପର୍ଯ୍ୟାୟ...

ନବଙ୍କ ହତ୍ୟାକାଣ୍ଡର ମାଷ୍ଟରମାଇଣ୍ଡଙ୍କୁ ଖସାଇଦେବା ପାଇଁ ଚକ୍ରାନ୍ତ ହେଉଛି: ଛାତ୍ର କଂଗ୍ରେସ

ଭୁବନେଶ୍ବର, ୮।୨(ବ୍ୟୁରୋ): ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ହତ୍ୟା ଘଟଣାରେ ରାଜ୍ୟ ସରକାରଙ୍କ ତଦନ୍ତ ସଂସ୍ଥା ପ୍ରତିଦିନ ନୂଆ କାହାଣୀ ଲେଖୁଛନ୍ତି ବୋଲି ମଙ୍ଗଳବାର ପ୍ରଦେଶ କଂଗ୍ରେସ କାର୍ଯ୍ୟାଳୟରେ ଆୟୋଜିତ ଖବରଦାତା ସମ୍ମିଳନୀରେ ଛାତ୍ର କଂଗ୍ରେସ ସଭାପତି ୟାସିର ନୱାଜ...

ଧାନ କ୍ରୟ ସହ ଏମ୍‌ଏସ୍‌ପିକୁ ନିଶ୍ଚିତ କରୁ କେନ୍ଦ୍ର: ବିଜେଡି

ଭୁବନେଶ୍ୱର, ୮।୨(ବ୍ୟୁରୋ): କେନ୍ଦ୍ର ସରକାର ଚଳିତ ବର୍ଷ ବଜେଟରେ ଧାନ କ୍ରୟ କ୍ଷେତ୍ରରେ ୨୦,୦୦୦ କୋଟି ଟଙ୍କାର ବୃହତ୍‌ ରାଶି ହ୍ରାସ କରିଛନ୍ତି। ସ୍ବାମୀନାଥନ କମିଶନ ରିପୋର୍ଟ ସୁପାରିସ କାର୍ଯ୍ୟକାରିତା ବିଷୟ ବି ଭୁଲିଯାଇଛନ୍ତି। ତେବେ ୨୦,୦୦୦ କୋଟି ଟଙ୍କା...

ନବ ଦାସଙ୍କ ହତ୍ୟାର ତଦନ୍ତ ‘କୋର୍ଟ ମନିଟର୍ଡ’ ନୁହେଁ: ଭାଜପା

ଭୁବନେଶ୍ବର, ୮।୨(ବ୍ୟୁରୋ): ନବ ଦାସଙ୍କ ହତ୍ୟା ଘଟିବା କ୍ଷଣି ମୁଖ୍ୟମନ୍ତ୍ରୀ କ୍ରାଇମବ୍ରାଞ୍ଚ ଦ୍ୱାରା ତଦନ୍ତ ପାଇଁ ନିର୍ଦ୍ଦେଶ ଦେଲେ। ଏହା ପର ମୁହୂର୍ତ୍ତରେ ହାଇକୋର୍ଟ ରେଜିଷ୍ଟ୍ରାରକୁ ଚିଠି ଲେଖି ତଦନ୍ତକୁ ତଦାରଖ କରିବା ପାଇଁ କହି କ୍ରାଇମବ୍ରାଞ୍ଚ ଉପରେ ତାଙ୍କ...

ରାତି ୧୦ଟାରେ ଉଠିବ ମହାଦୀପ

ପୁରୁଣା ଭୁବନେଶ୍ୱର,୮ା୨(ଡି.ଏନ୍‌.ଏ.): ଆସନ୍ତା ୧୮ ତାରିଖରେ ମହାଶିବରାତ୍ରି। ଏହି ପରିପ୍ରେକ୍ଷୀରେ ଏକାମ୍ର କ୍ଷେତ୍ରର ଆରାଧ୍ୟ ଦେବ ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ଜାଗରଯାତ୍ରା ତଥା ମହାଶିବରାତ୍ରି ଆଡ଼ମ୍ବରରେ ପାଳନ ହେବ। ଏନେଇ ମଙ୍ଗଳବାର ସନ୍ଧ୍ୟାରେ ଜିଲା ପ୍ରଶାସନ ପକ୍ଷରୁ ସ୍ଥାନୀୟ ସର୍କିଟ ହାଉସରେ...

ପଶ୍ଚିମବଙ୍ଗର ରିଗ୍‌ ମେଶିନ ଲାଗିଲା

ଗୋପ,୮।୨(ଡି.ଏନ୍‌.ଏ.): ପୁରୀ ଜିଲା ଗୋପ ବ୍ଲକ ଅଞ୍ଚଳରେ ଅଏଲ ଇଣ୍ଡିଆ କମ୍ପାନୀ ପକ୍ଷରୁ ଚାଲିଥିବା ତୈଳ ସନ୍ଧାନ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଲାଣି। ୫୦ରୁ ଊଦ୍ଧର୍‌ବ ଅତ୍ୟାଧୁନିକ ମେଶିନ ଲଗାଯାଇଥିବା ବେଳେ ଖନନ କାର୍ଯ୍ୟ ପାଇଁ ପଶ୍ଚିମବଙ୍ଗରୁ ଆସିଥିବା ରିଗ୍‌...

ରାଜସ୍ବ ଆଦାୟ ଚିନ୍ତାରେ ବିଏମ୍‌ସି

ଭୁବନେଶ୍ୱର, ୮।୨ (ବ୍ୟୁରୋ): ୨୦୨୩-୨୪ ଆର୍ଥିକ ବର୍ଷ ପାଇଁ ଚିଠା ବଜେଟ ପ୍ରସ୍ତୁତ କରିଛି ବିଏମ୍‌ସି। ଗତ କର୍ପୋରେଶନ ବୈଠକରେ ୬୯୦ କୋଟିର ଚିଠା ବଜେଟ ପ୍ରସ୍ତାବ ଆଗତ କରିବା ପରେ ମଙ୍ଗଳବାର ଏନେଇ ବିସ୍ତୃତ ଆଲୋଚନା କରାଯାଇଛି। ବିଏମ୍‌ସି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri